Latest Odisha News

BREAKING NEWS

Browsing Category

ଫିଚର

ସୁଦାନ ଯୁଦ୍ଧ:ମୃତ୍ୟୁ ସଂଖ୍ୟା ୨୭୦ ପାର୍‌, ଛାଡି ପଳାଇଲେଣି ହଜାର ହଜାର ଲୋକ

ଖାର୍ତୋମ: ସୁଦାନରେ କ୍ଷମତା ହାତେଇବାକୁ ସେନାର ଦୁଇ ଟିମ୍ ମଧ୍ୟରେ ଯୁଦ୍ଧ ଲାଗି ରହିଛି। ସୁଦାନ ଆର୍ମୀ ଓ ପାରାମିଲିଟାରୀ ଫୋର୍ସ ମଧ୍ୟରେ ଲାଗିଥିବା ଏହି ଯୁଦ୍ଧରେ ୨୭୦ ଜଣଙ୍କର ମୃତ୍ୟୁ ହୋଇଥିବା ବିଭିନ୍ନ ଦେଶର ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି। ରାସ୍ତାକଡ଼ରେ ଲୋକଙ୍କ ମୃତଦେହ ପଡ଼ି…

ଆଜିବି ଜଳୁଛି ଓଡ଼ିଶା, ୬ ଜିଲ୍ଲାକୁ ହିଟ୍‌ ଓ୍ୱେଭ୍‌ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜିବି ଭାଜି ହେଉଛି ସାରା ଓଡ଼ିଶା । ଉପକୂଳରୁ ଉପାନ୍ତ ସବୁଠି ଅସହ୍ୟ ଗ୍ରୀଷ୍ମ ଲହରୀ । ତାତିରୁ ମିଳୁନି ତ୍ରାହି । ଆଜି ବି ଗ୍ରୀଷ୍ମକୋପ ଜାରି ରହିଥିବା ବେଳେ ପାରଦ ଛୁଇଁପାରେ ୪୫ ଡିଗ୍ରୀ । ଆଜି ପାଇଁ ୬ ଜିଲ୍ଲାକୁ ହିଟ୍‌ ଓ୍ୱେଭ୍‌ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।…

ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର, ଆସନ୍ତାକାଲିଠୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଆଗୁଆ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ସରକାର । ଶୁକ୍ରବାରଠାରୁ ରାଜ୍ୟର ସମସ୍ତ ସରକାରୀ ବେସରକାରୀ ସ୍କୁଲ ଛୁଟି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌କୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର  । ଗ୍ରୀଷ୍ମ…

ସ୍ୱାସ୍ଥ୍ୟପାଇଁ ଉପକାରୀ ବାସି ପଖାଳ…

ଆମେ ଜାଣିଛେ ବାସି ଖାଦ୍ୟ ସ୍ୱାସ୍ଥ୍ୟ ପାଇଁ ଆଦୌ ଗ୍ରହଣୀୟ ନୁହେଁ । ପଖାଳ ଖାଇବାକୁ ପାଟିକୁ ସ୍ୱାଦିଷ୍ଟ ଲାଗିବା ସହ ପେଟ ପାଇଁ ମଧ୍ୟ ଖୁବ ଉପକାରୀ। ସେହିପରି ବାସି ପଖାଳ ସ୍ୱାସ୍ଥ୍ୟ ପାଇଁ ବେଶ ଲାଭଦାୟକ । ପଖାଳ ସମସ୍ତଙ୍କ ପ୍ରିୟ । ପଖାଳର ବିଶେଷ ଗୁଣ କାରଣରୁ ପଖାଳ ଦିବସ ମଧ୍ୟ ପାଳନ…

ଅଧ୍ୟାପକ ଓ ପ୍ରିନସିପାଲଙ୍କ ବିରୋଧରେ ଉପଜିଲ୍ଲାପାଳଙ୍କ ନିକଟରେ ଛାତ୍ରଛାତ୍ରୀ ଫେରାଦ

ନୟାଗଡ: ଶରଣକୁଳ କଲେଜର କିଛି ଛାତ୍ର ଓ କଲେଜ ଅଧ୍ୟାପକଙ୍କ ବିରୋଧରେ ନିର୍ଯାତନା ବା ରାଗିଂ ଅଭିଯୋଗ ଆଣି ଯୁକ୍ତ ଦୁଇ ଛାତ୍ରମାନେ ବୁଧବାର ଉପଜିଲ୍ଲାପାଳଙ୍କୁ ଭେଟିଛନ୍ତି। କଲେଜର ଅଧ୍ୟାପକମାନେ ଏକ ନିର୍ଦ୍ଦିଷ୍ଟ କୋଚିଂ ସେଣ୍ଟରରେ ନାମ ଲେଖାଇବାକୁ ବାଧ୍ୟ କରୁଥିବା ଅଭିଯୋଗ ହୋଇଛି। ଏବଂ…

ସ୍କୁଲ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ ସାଇବର ସୁରକ୍ଷା ଦିଗରେ ଆସିବ ଗାଇଡଲାଇନ୍

ଭୁବନେଶ୍ୱର: ରାଜ୍ୟ ସରକାର ସ୍କୁଲ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ ସାଇବର ସୁରକ୍ଷା ଦିଗରେ ଏକ ନିର୍ଦ୍ଦେଶାବଳୀ ଜାରି କରିବାକୁ ଯୋଜନା କରୁଛନ୍ତି। ଓଡ଼ିଶା ସ୍କୁଲ୍ ଏଜୁକେସନ୍ ପ୍ରୋଗ୍ରାମ୍ ଅଥରିଟି (ଓସେପା) ପକ୍ଷରୁ ସରକାରୀ ବିଦ୍ୟାଳୟ ଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ସାଇବର ସୁରକ୍ଷା ପାଇଁ…

ସମ୍ବଲପୁର ଘଟଣାକୁ ପୁଣିଥରେ ଉସକେଇବାକୁ ପ୍ରୟାସ କରୁଛି ବିଜେପି: ବିଜେଡି

ଭୁବନେଶ୍ୱର: ସମ୍ବଲପୁର ଘଟଣାକୁ ବିଜେପି ଉସକେଇବାକୁ ପ୍ରୟାସ କରୁଛି। ଏହା ଏକ ଅତ୍ୟନ୍ତ ସ୍ପର୍ଶକାତର ଘଟଣା । ଏବେ ଶାନ୍ତି ଫେରି ଆସୁଥିବାବେଳେ ଓଡ଼ିଶା ବିଜେପି ସାମ୍ବାଦିକ ସମ୍ମିଳନୀ କରି ପୁଣିଥରେ ଏହି ପ୍ରସଙ୍ଗକୁ ଉସକେଇବାକୁ ଚାହୁଁଛି ଏବଂ ଏଥିରୁ ରାଜନୈତିକ ଫାଇଦା ନେବାକୁ ଉଦ୍ୟମ କରୁଛି।…

ଜେଜେ ମା’ ଅନ୍ତିମ ସଂସ୍କାରରେ ଯୋଗ ଦେବା ପରେ ସିଆରପିଏଫ ଯବାନ ନିଖୋଜ!

ଜଗତସିଂହପୁର: ଏରସମା ଥାନା ଅନ୍ତର୍ଗତ ସୋମପୁର ଗାଁର ସୂର୍ଯ୍ୟକାନ୍ତ କୁଅଁର ନାମକ ଜଣେ ସିଆରପିଏଫ ଯବାନ ଗତ ୩ ଦିନ ହେବ ନିଖୋଜ ଥିବା ଅଭିଯୋଗ ହୋଇଛି। ତାଙ୍କ ପତ୍ନୀଙ୍କ କହିବାନୁସାରେ, ଏପ୍ରିଲ ୧୭ ତାରିଖରେ ତାଙ୍କ ଜେଜେମା'ଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପରଠାରୁ କୁଅଁର ନିଖୋଜ ଅଛନ୍ତି।…

ସ୍ତ୍ରୀର ପରକୀୟାପ୍ରୀତିକୁ ସହିନପାରି ହତ୍ୟା କଲା ସ୍ୱାମୀ!

ଭୁବନେଶ୍ୱର: ସ୍ତ୍ରୀର ପରକୀୟାପ୍ରୀତିକୁ ସହିନପାରି ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ରହିଛି। ରାଜଧାନୀ ଉପକଣ୍ଠ ଭରତପୁର ଅଞ୍ଚଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କରିବା ସହ ପରକୀୟା ପ୍ରୀତି ସନ୍ଦେହରେ ମୃତ ମାମା ପ୍ରଧାନଙ୍କୁ ହତ୍ୟା କରାଯାଇଥିବା କହିଛି ପୋଲିସ। ଉଭୟଙ୍କ…

କେଉଁ କୁଳର ହେବେ ମୁକୁଲ ରୟ? ଦଳରେ ଅଛନ୍ତି ବୋଲି କହିବା ପରେ ପଶ୍ଚିମବଙ୍ଗ ବିଜେପିରେ ଭିନ୍ନ ମତ

କୋଲକାତା: ପଶ୍ଚିମବଙ୍ଗର ବରିଷ୍ଠ ନେତା ମୁକୁଲ ରୟ ପୁଣିଥରେ ଟିଏମସି ଛାଡି ବିଜେପିରେ ସାମିଲ ହୋଇଛନ୍ତି । ଦିଲ୍ଲୀରେ ଦଳର ଶୀର୍ଷ ନେତାଙ୍କୁ ଭେଟିବା ପରେ ଏକ ପ୍ରେସ କନଫରେନସ ଜରିଆରେ କହିଛନ୍ତି, ସେ ବିଜେପି ଟିକେଟରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ତେଣୁ ସେ ଦଳରେ ଅଛନ୍ତି। ହେଲେ…