Latest Odisha News

BREAKING NEWS

Browsing Category

ଫିଚର

ସାମାନ୍ୟ କମିଲା ତାତି, ୪୨.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର: ଆଜି ରାଜ୍ୟରେ ତାତି ସାମାନ୍ୟ କମିଛି । ୨୨ ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ବୌଦ୍ଧରେ ରାଜ୍ୟର ସର୍ବାଧିକ ଦିନ ତାପମାତ୍ରା ୪୨.୫ ଡିଗ୍ରୀ ରେକର୍ଡ କରାଯାଇଛି । ଗତକାଲି ତୁଳନାରେ ରାଜ୍ୟର ଅନେକ ସ୍ଥାନରେ ଆଜି ତାପମାତ୍ରା ହ୍ରାସ ପାଇଛି । ୧୯ ତାରିଖ ଯାଏ ଘଡ଼ଘଡ଼ି…

‘କର୍ଣ୍ଣାଟକରେ ରାହୁଲ’ ଯେଉଁ କୋଲାର ପାଇଁ ଭୋଗୁଛନ୍ତି, ସେଇ କୋଲାରରେ କରିବେ ପ୍ରଚାର

ଭୁବନେଶ୍ୱର: କର୍ଣ୍ଣାଟକରେ ଆର ପାରର ଲଢେଇ। ବିଜେପି କଂଗ୍ରେସ ମୁହାଁମୁହିଁ। ଉଭୟ ଦଳ ପାଇଁ କର୍ଣ୍ଣାଟକ ନିର୍ବାଚନ କେବଳ କର୍ଣ୍ଣାଟକ ନୁହେଁ ସାରା ଦେଶରେ ବେଶ ଗୁରୁତ୍ୱ ବହନ କରୁଛି। ରାହୁଲ ଗାନ୍ଧୀଙ୍କ ସଦସ୍ୟ ପଦ ରଦ୍ଦ ପ୍ରସଙ୍ଗ ପରେ ସବୁ ବିରୋଧୀ ଏକ ହୋଇଛନ୍ତି। ତେଣୁ କର୍ଣ୍ଣାଟକରେ…

ଶ୍ରମମନ୍ତ୍ରୀଙ୍କ ଉପରେ ଯୌନ ନିର୍ଯାତନା ଅଭିଯୋଗ ମାମଲା, ଗୃହ ରାଷ୍ଟ୍ରମନ୍ତ୍ରୀ କହିଲେ; ଯିଏ ଦୋଷୀ, ସେ ଦଣ୍ଡ ପାଇବ

ଭୁବନେଶ୍ୱର : ପୋଲସରା ବିଧାୟକ ତଥା ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ନାଁରେ ଜଣେ ମହିଳା ଆଣିଥିବା ଯୌନ ନିର୍ଯାତନା ପ୍ରସଙ୍ଗରେ ଶନିବାର ପ୍ରତିକ୍ରିୟା ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା । ମହିଳା ଥାନାରେ ଅଭିଯୋଗ ପରେ ପୋଲିସର କାର୍ଯ୍ୟାନୁଷ୍ଠାନ ନେଇ ଗୃହମନ୍ତ୍ରୀ…

୩ଟି ନ୍ୟୁକ୍ଲିୟର ପ୍ଲାଂଟ ବନ୍ଦ କଲା ଜର୍ମାନୀ

ବର୍ଲିନ: ଜର୍ମାନୀ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଦେଶରେ ଥିବା ୩ଟି ନ୍ୟୁକ୍ଲିୟର ପ୍ଲାଂଟକୁ ବନ୍ଦ କରି ଦେଇଛି । ଏହା ସାଧାରଣ ଜନତାଙ୍କ ସୁରକ୍ଷା ପାଇଁ ବିପଦ ସୃଷ୍ଟି କରିବା ଆଶଙ୍କା ରହିଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଏଥିସହ ୬୦ ବର୍ଷ ତଳେ ଜର୍ମାନୀ ଆରମ୍ଭ କରିଥିବା…

ମନି ଲଣ୍ଡରିଂ ମାମଲା, ପୂର୍ବତନ ବିଜେଡି ବିଧାୟକଙ୍କ ବିରୋଧରେ ଇଡି ଦାଖଲ କଲା ଚାର୍ଜସିଟ୍

ଭୁବନେଶ୍ୱର: ପୂର୍ବତନ ବିଜେଡି ବିଧାୟକ ଅନାମ ନାଏକଙ୍କ ବିରୋଧରେ ଇଡି ଶନିବାର ଚାର୍ଜସିଟ୍ ଦାଖଲ କରିଛି । କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଭୁବନେଶ୍ୱରର ସ୍ୱତନ୍ତ୍ର କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି । ଅନାମଙ୍କ ସହ ଅନ୍ୟମାନଙ୍କୁ ଦଣ୍ଡବିଧାନ ପ୍ରସ୍ତାବ ଦେଇ ଇଡି ୧.୫୨ କୋଟିର ସମ୍ପତ୍ତି ଜବତ…

ମଖ୍ୟମନ୍ତ୍ରୀଙ୍କୁ ଭେଟି ଟିକେଟ ଆଣିଲେ ଦୀପାଳି

ଝାରସୁଗୁଡ଼ା: ଝାରସୁଗୁଡା ଉପ-ନିର୍ବାଚନ ପାଇଁ ତିନି ଦଳର ପ୍ରସ୍ତୁତି ଜୋରଦାର ହୋଇଛି । ଆଜି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ  ସମର୍ଥକଙ୍କ ଗହଣରେ ପ୍ରାର୍ଥୀପତ୍ର ଦାଖଲ କରିଥିବେଳେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ମୁଖ୍ୟମନ୍ତ୍ରୀଙ୍କଠାରୁ ଦଳୀୟ ଟିକେଟ ଆଣିଛନ୍ତି । ଆଜି ଦୀପାଳି…

ପୁଟିନଙ୍କ ବିଶ୍ୱସ୍ତ ଅଧିକାରୀମାନେ ହିଁ ତାଙ୍କ ବିରୋଧରେ ଷଡ଼ଯନ୍ତ୍ର କରୁଛନ୍ତି: ଆମେରିକା ଲିକ ଦସ୍ତାବିଜରୁ ମିଳିଲା…

ନୂଆଦିଲ୍ଲୀ:ଆମେରିକାର ଗୁପ୍ତ ଦସ୍ତାବିଜ ଲିକ ହେବା ପରେ ଗୋଟିଏ ପରେ ଗୋଟିଏ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଏମିତି ଏକ ସିକ୍ରେଟ ପୁଟିନଙ୍କୁ ନେଇଆସିଛି । ଏହି ତଥ୍ୟରୁ ଜଣାଯାଇଛି, ରୁଷ ରାଷ୍ଟ୍ରପତିଙ୍କର ନିକଟତର ଲୋକମାନେ ତାଙ୍କୁ ଧୋକା ଦେବା ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି ।…

ନଦୀ ଗର୍ଭକୁ ଖସି ପଡିଲା ଟ୍ରାକ୍ଟର ଡାଲା; ୧୩ ମୃତ

ଶାହାଜହାଁପୁର: ଉତ୍ତର ପ୍ରଦେଶରେ ଏ ମର୍ମନ୍ତୁଦ ଦୁର୍ଘଟଣାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ଘଟଣା ଶାହଜହାଁପୁର ଅଞ୍ଚଳରେ ଘଟିଛି । ବ୍ରିଜ ଉପରେ ଯାଉଥିବାବେଳେ ଏକ ଟ୍ରକ୍ଟରର ଟ୍ରଲି ରେଲିଂ ଭାଙ୍ଗି ନଦୀ ଭିତରକୁ ଖସି ପଡିଛି ।  ଏହି ଟ୍ରାକ୍ଟର ଟ୍ରଲିରେ ବସି ଲୋକମାନେ ଏକ ଧାର୍ମିକ କାର୍ଯ୍ୟରେ…

ଆସନ୍ତାକାଲିଠୁ ତାତିରୁ ମିଳିପାରେ ମୁକ୍ତି; ଏହି ସବୁ ଜିଲ୍ଲାକୁ ରହିଛି ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୁଣ୍ଡଫଟା ଖରା । ଅସହ୍ୟ ତାତି । ଛଟପଟ ହେଉଛି ସାରା ରାଜ୍ୟ । ଶନିବାର ସକାଳ ସାଢେ ୧୧.୩୦ ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୯ ଡିଗ୍ରୀ ଥିଲା । ଅନ୍ୟପକ୍ଷେ ଏହି ସମୟ ସୁଦ୍ଧା ଝାରସୁଗୁଡାର ସର୍ବୋଚ୍ଚ ତାପମାତ୍ର ୩୯.୨ ଡିଗ୍ରୀ ଥିଲା । ମଧ୍ୟାହ୍ନ ସାଢେ ୨ଟା ବେଳକୁ ତାପମାତ୍ରା…

ସରକାରୀ ସହାୟତା ଅପେକ୍ଷାରେ ଦିବ୍ୟାଙ୍ଗଙ୍କ ପରିବାର, ଗୁହାରି ଶୁଣୁନି ପ୍ରଶାସନ

ଉଦୟଗିରି : ନା କିଛି କହି ପାରୁଛି ନା କିଛି ବୁଝିପାରୁଛି  । ଭୋକ ଲାଗିଲେ ଖାଇବାକୁ ମାଗୁନି ଆଉ ନିଦ ଲାଗିଲେ ଶୋଇବା ପାଇଁ ବି କହୁନି l ଯେଉଁଠି ଯେମିତି ଅବସ୍ଥାରେ ତାକୁ ତା ଘର ଲୋକ ରଖନ୍ତି ସେ ସେମିତି ହିଁ ପଡି ରହୁଛି l ବେଳେ ବେଳେ ସେ ନିଜେ ଏକୁଟିଆ ବସି ଗୁଣୁ ଗୁଣୁ ହେଉଛି ତ ଆଉ…