Latest Odisha News

BREAKING NEWS

Browsing Category

ଫିଚର

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧,୧୦୯ କରୋନା ପଜିଟିଭ୍; ଗତ ୭ ମାସରେ ସର୍ବାଧିକ

ନୂଆଦିଲ୍ଲୀ: ଗତ ୩ ଦିନ ହେଲା ଦେଶରେ ଦୈନିକ କରୋନା ସଂକ୍ରମଣ ୧୦ ହଜାର ଉପରେ ରହୁଛି। ଦିନକୁ ଦିନ ବଢ଼ୁଥିବା ଦୈନିକ ସଂକ୍ରମଣ ଚିନ୍ତାରେ ପକାଇଲାଣି। ଆଜି ମଧ୍ୟ ଦେଶରେ ୧୧,୧୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହା ଗତ ୭ ମାସରେ ସର୍ବାଧିକ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି।…

ରାଜ୍ୟରେ ବଢୁଛି କରୋନା ଭୟ:ଦୖେନିକ ସଂକ୍ରମଣ ୨୦୦ ଟପିଲା, ଜଣେ ମୃତ

ଭୁବନେଶ୍ୱର: କାୟା ବିସ୍ତାର କରୁଛି କରୋନା । ଦେଶରେ ବି ରାଜ୍ୟରେ ବି । ରାଜ୍ୟରେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଛି ।  ଗତ ୨୪ ଘଣ୍ଟାରେ ନୂଆ ୨୫୮ ପଜିଟିଭ ଚିହ୍ନଟ ହୋଇଥିବାବେଳେ  କରୋନାରେ ଆକ୍ରାନ୍ତ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ…

ଘନଉଛି ଗେହଲଟ-ପାଇଲଟ ବିବାଦ: ଏବେ ଭରସା କମଲନାଥ

ନୂଆଦିଲ୍ଲୀ: ଘନଉଛି ରାଜସ୍ଥାନ ରାଜନୈତିକ ବିବାଦ । ଗେହଲଟ-ପାଇଲଟ ବିବାଦ ବରିଷ୍ଠ ନେତାଙ୍କ ନିଦ ହଜାଇ ଦେଲାଣି । ପଞ୍ଜାବ ପରି ପରାଜୟକୁ ଏଡାଇବା ପାଇଁ ଦଳ ଏବେ ଭରସା କରିଛି କମଲନାଥଙ୍କୁ । କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ମଧ୍ୟସ୍ଥତାରେ…

ଗ୍ରୀଷ୍ମ ପ୍ରବାହ ଯୋଗୁ ଚାଷୀମାନଙ୍କ ପାଇଁ ହେଲ୍ପ ଲାଇନ୍‌ ନମ୍ବର ଜାରି କଲା ଓୟୁଏଟି

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସ୍ୱାଭାବିକ ଠାରୁ ତାପମାତ୍ରା ୩ରୁ୪ ଡିଗ୍ରି ଅଧିକ ରହୁଛି। ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଯୋଗୁ ଫସଲ ନଷ୍ଟ ହେବାର ଆଶଙ୍କା ଦେଖି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ (ଓୟୁଏଟି) ପକ୍ଷରୁ ଚାଷୀଙ୍କ ହେଲ୍ପ ଲାଇନ୍‌ ନମ୍ବର ଜାରି…

ଏପ୍ରିଲ ୧୫ରେ ଓଡ଼ିଶା ଆଇନଜୀବୀ ପରିଷଦ ନିର୍ବାଚନ: ଛୁଟି ରହିବ ସବୁ ଅଦାଲତ

ଭୁବନେଶ୍ୱର: ଏପ୍ରିଲ ୧୫ରେ ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ନିର୍ବାଚନ ହେବ। ରାଜ୍ୟ ଆଇନଜୀବୀ ପରିଷଦର ୨୫ଟି ସଦସ୍ୟ ପଦ ପାଇଁ ନିର୍ବାଚନ ହେବ। ଏଥିପାଇଁ ‌୩୦ଟି ଜିଲ୍ଲାରେ ବିଭିନ୍ନ ସ୍ଥାନରେ ୧୬୭ଟି ବୁଥ୍‌ କରାଯାଇଛି। ଏହି ନିର୍ବାଚନରେ କଟକରେ ୭ ହଜାର ୩୯୯ଜଣ ଓ ଭୁବନେଶ୍ୱରରେ ୪ ହଜାର ୧୪୫ଜଣ…

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ୍, କେନ୍ଦ୍ରମନ୍ତ୍ରୀ…

ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ପାଳନ ହେବ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ : ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି । ଏଥିସହ ଓଡ଼ିଆ ନବବର୍ଷ । ଏଥିପାଇଁ ଶ୍ରୀମନ୍ଦିରରେ ପାଳନ ହେବ ସ୍ୱତନ୍ତ୍ର ନୀତିକାନ୍ତି । ଓଡ଼ିଆ ନବବର୍ଷ ପାଇଁ ଚଳଚଞ୍ଚଳ ଉତ୍ସବ ମୁଖରିତ ଶ୍ରୀକ୍ଷେତ୍ର । ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣ ଘରେ ଥିବା ଶ୍ରୀହନୁମାନଙ୍କୁ ରତ୍ନ…

ଆଜି ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ…ଏହି ଦିନରେ କାହିଁକି ବଣ୍ଟାଯାଏ ପଣା ?

ଭୁବନେଶ୍ୱର : ଆଜି ହେଉଛି ପଣା ସଂକ୍ରାନ୍ତି । ଓଡ଼ିଆ ପରମ୍ପରା ଅନୁଯାୟୀ ଆଜିର ଦିନଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ । ଏହି ଗୋଟିଏ  ଦିନକୁ ମଧ୍ୟ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ପାଳନ କରାଯାଏ । ସୂର୍ଯ୍ୟ ଆଜିଠାରୁ ବିଷୁବ ରେଖାକୁ ଚଳନ କରୁଥିବାରୁ ଏହି ଦିନକୁ ମହାବିଷୁବ…

ଲେମ୍ବୁ ଓ ହଳଦୀ ଦୂର କରିବ ଏହିସବୁ ରୋଗ….

ଦିନକୁ ଦିନ ବଢ଼ିଲାଣି ତାତି । ଏହି ସମୟରେ ପ୍ରାୟତଃ ଅସୁସ୍ଥତା ଅନୁଭବ ହୋଇଥାଏ । ହେଲେ କିଛ ଘରୋଇ ଉପଚାର କରିବା ଦ୍ୱାରା ଆପଣ ସୁସ୍ଥ ରହିପାରିବେ। ତେବେ ହଳଦୀ ସହ ଲେମ୍ବୁ ବ୍ୟବହାର କରିବା ମଧ୍ୟ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ  । ହଳଦୀ ଓ ଲେମ୍ବୁରେ ଆଣ୍ଟିଇନଫ୍ଲାମେଟ୍ରୀ, ଆଣ୍ଟି…

ଦୋଷ ଲୁଚାଇବାକୁ ଯାଇ ବିଜେଡି ଅନ୍ୟ ରାଜ୍ୟର ଉଦାହରଣ ଦେବା ବନ୍ଦ କରୁ: ସୋନାଲି ସାହୁ

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭୂଷୁଡି ପଡ଼ିଛି । ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିଷୟରେ ସରକାରଙ୍କୁ ପ୍ରଶ୍ନ କଲେ ବିଜୁ ଜନତା ଦଳର ନେତା ଓ ମୁଖପାତ୍ରମାନେ ଏହା ଉପରେ ସ୍ପଷ୍ଟୀକରଣ ନଦେଇ ଅନ୍ୟ ରାଜ୍ୟର ଦ୍ୱାହି ଦେଇ ଖସିଯିବାକୁ ଅପଚେଷ୍ଟା କରୁଛନ୍ତି ।…