Latest Odisha News

BREAKING NEWS

Browsing Category

ଫିଚର

ଗଣମାଧ୍ୟମରେ ‘ବେଟିଂ ବିଜ୍ଞାପନ’ ନେଇ ସାବଧାନ କଲା କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ

ନୂଆଦିଲ୍ଲୀ : ବେଟିଂ ପ୍ଲାଟଫର୍ମର ବିଜ୍ଞାପନ ପ୍ରକାଶ ନ କରିବାକୁ ଗଣମାଧ୍ୟମ ସଂସ୍ଥାଗୁଡ଼ିକୁ ଗୁରୁବାର ସତର୍କ କରିଛି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ। ନିକଟରେ କିଛି ପ୍ରମୂଖ ଇଂରାଜୀ ଓ ହିନ୍ଦୀ ଖବରକାଗଜରେ ବେଟିଂ ୱେବସାଇଟର ବିଜ୍ଞାପନ ଏବଂ ପ୍ରଚାର ବିଷୟବସ୍ତୁ ନଜରକୁ ଆସିବା ପରେ…

ଦିଲ୍ଲୀରେ ପିଏମ୍ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଭୁବନେଶ୍ୱର: ରାଜ୍ୟ ବିଜେପିର ନୂଆ ସଭାପତି ମନମୋହନ ସାମଲ ଦଳର ସ୍ଥାପନା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଆଲୋଚନା କରିଛନ୍ତି । ଏନେଇ ମନମୋହନ ଟ୍ୱିଟ୍ କରି ଲେଖିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ସହ ବେଶ୍ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀ ତାଙ୍କର ବହୁ…

ଫଟାଫଟ କ୍ରିକେଟରେ ବିଳମ୍ବ ନେଇ ପ୍ରଶଂସକ ଅସନ୍ତୁଷ୍ଟ

ମୁମ୍ବାଇ: ଟି୨୦ ଫଟାଫଟ କ୍ରିକେଟ ପାଇଁ ଲୋକଙ୍କ ମନ ଜିଣିଛି । ଏହାର ମନୋରଞ୍ଜନର ରୂପ ହେଲା ଆଇପିଏଲ । ତେବେ ଆଇପିଏଲର ୨୦୨୩ ସଂସ୍କରଣରେ ମ୍ୟାଚ ନିର୍ଦ୍ଧାରିତ ସମୟରେ ନ ସରିବା ପ୍ରଶଂସକଙ୍କୁ ଅସନ୍ତୁଷ୍ଟ କରିଛି । ଏପରିକି ଏଥିପ୍ରତି ଆଗ୍ରହ କମୁଥିବା ଅନୁମାନ କରାଯାଉଛି । ଚେନ୍ନାଇ ସୁପର…

ଏଥର ସଫଳ ହେବ ବିରୋଧୀ ମେଳି !

ଭୁବନେଶ୍ୱର: ବିଜେପିକୁ ଶାସନରୁ ହଟାଇବା ପାଇଁ ଏକାଠି ହେଉଛନ୍ତି ବିରୋଧୀ। ଧୀରେ ଧୀରେ ଏହା ବ୍ୟାପକ ହେଉଛି। କିନ୍ତୁ ନେତୃତ୍ୱକୁ ନେଇ ସ୍ପଷ୍ଟତା ଆସୁ ନାହିଁ। କାହା ନେତୃତ୍ୱରେ ବିରୋଧି ଏକାଠି ହେବେ ତାକୁ ନେଇ ଦ୍ବନ୍ଦ୍ୱ ଏବେ ବି ରହିଛି। ରାହୁଲଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଓ ତାଙ୍କ…

ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବଦଳିଲେ ଜିଲ୍ଲାପାଳ

ଝାରସୁଗୁଡ଼ା (କେ. ରୋଷନ ପୃଷ୍ଟି): ଝାରସୁଗୁଡ଼ା ଜିଲ୍ଲାପାଳ ଭାବେ ରାଜ୍ୟ ସରକାର ସୁବର୍ଣ୍ଣପୁର ଜିଲ୍ଲାପାଳ ଆବୋଲି ସୁନୀଲ ନରଭଣେଙ୍କୁ ନିଯୁକ୍ତି ଦେଇଛନ୍ତି । ଏନେଇ ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଝାରସୁଗୁଡ଼ା…

ରାହୁଲଙ୍କ ବିରୋଧରେ ଲଢ଼ିବେ କନ୍ନଡ଼ ଅଭିନେତା !

ଭୁବନେଶ୍ୱର: କର୍ଣ୍ଣାଟକରେ ରାହୁଲଙ୍କୁ କାଉଣ୍ଟର କରିବେ କନ୍ନଡ଼ ଅଭିନେତା କିଚା ସୁଦୀପ। ରାହୁଲଙ୍କ ଲୋକପ୍ରିୟତାକୁ ପ୍ରତିହତ କରିବା ପାଇଁ ବିଜେପି ଏଭଳି ଯୋଜନା କରୁଥିବା ଆଲୋଚନା ହେଉଛି। କର୍ଣ୍ଣାଟକ ନିର୍ବାଚନ ଏବେ ବିଜେପି ପାଇଁ ଏକ ପ୍ରମୁଖ ଚ୍ୟାଲେଞ୍ଜ ହୋଇଥିବା କୁହାଯାଉଛି। ବିଭିନ୍ନ…

ଡିୟୁଡିଏରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ନିଯୁକ୍ତି, ବିଜେପି କହିଲା ‘ଭୋଟ୍ ଭୟ’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗୃହ ନିର୍ମାଣ ଏବଂ ସହରାଞ୍ଚଳ ବିକାଶ ବିଭାଗର ପିଡି ଡିୟୁଡିଏ (PD DUDA) ନିଯୁକ୍ତି ବିଜ୍ଞାପନକୁ ନେଇ ବିରୋଧୀ ବିଜେପି ସରକାରଙ୍କୁ ଘେରିଛି । ଏପ୍ରିଲ୍ ୪ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ରାଜ୍ୟର ସମସ୍ତ ସହରାଞ୍ଚଳରେ ହେଉଥିବା ବିକାଶମୂଳକ କାର୍ଯ୍ୟର…

ଭୋଟ ପାଇଁ ଓଡ଼ିଆ ପ୍ରୀତି !

ଭୁବନେଶ୍ୱର: ଓଡ଼ିଆ ଓ ଓଡିଶାକୁ ନେଇ ଏବେ ରାଜ୍ୟ ଓ ଜାତୀୟ ରାଜନୀତି ତୀବ୍ର ହୋଇଛି। କୋଟିଆ ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆନ୍ଧ୍ରକୁ ଗୋ ବ୍ୟାକ ନାରାକୁ ନେଇ ଜୋରଦାର ଚର୍ଚ୍ଚା ହୋଇଥିଲା।ଏହାଦ୍ୱାରା ବିଜେପି ଓ ଧର୍ମେନ୍ଦ୍ରଙ୍କ ଓଡିଶା ପ୍ରୀତିର କଥାକୁ ନେଇ…

ଚାଂଚଲ୍ୟକର ଖୁଲାସା: ୧୫୬ କ୍ୟାଥୋଲିକ ପାଦ୍ରୀଙ୍କ ଯୌନ କେଳାଙ୍କାରୀ

ନୂଆଦିଲ୍ଲୀ: ଆମେରିକାର ମ୍ୟାରିଲେଣ୍ଡ ଷ୍ଟେଟର ଏକ ଚାଂଚଲ୍ୟକର ଘଟଣା ସମ୍ମୁଖକୁ ଆସିଛି । ୧୯୪୦ରୁ ଏ ପର୍ଯ୍ୟନ୍ତ ଏଠାକାର ୧୫୬ କ୍ୟାଥୋଲିକ ଚର୍ଚ୍ଚର ପାଦ୍ରୀ ୬୦୦ରୁ ଊର୍ଦ୍ଧ୍ୱ ଶିଶୁଙ୍କ ଯୌନ ଶୋଷଣ କରିଛନ୍ତି । ପାଦ୍ରୀଙ୍କ ସହ ଅନ୍ୟ କେତେକ ଲୋକ ମଧ୍ୟ ଏହି ଯୌନ କେଳାଙ୍କାରୀରେ ସାମିଲ ଅଛନ୍ତି ।…

ଶ୍ରମିକଙ୍କ ସର୍ବନିମ୍ନ ଦୈନିକ ମଜୁରୀ ବୃଦ୍ଧି, ଏଣିକି ଅତି କୁଶଳୀ ପାଇବେ ୪୯୫ ଟଙ୍କା

ଭୁବନେଶ୍ୱର: ଶ୍ରମିକଙ୍କ ସର୍ବନିମ୍ନ ଦୈନିକ ମଜୁରୀ ବୃଦ୍ଧି ପାଇଛି । ଏନେଇ ଆଜି ଶ୍ରମ କମିଶନରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତି କୁଶଳୀ ଶ୍ରମିକଙ୍କ ଦୈନିକ ପାରିଶ୍ରମିକ ମୂଲ୍ୟ ୧୨ ଟଙ୍କା ବଢ଼ାଇଛନ୍ତି ଶ୍ରମ କମିଶନର । ସରକାରଙ୍କ…