Latest Odisha News

BREAKING NEWS

Browsing Category

ଫିଚର

କୃଷି କ୍ଷେତ୍ରରେ ପଦ୍ମଶ୍ରୀ ପୁରସ୍କାର ପାଇଲେ ବୈଦ୍ୟ ପଟାୟତ କୁମାର ସାହୁ

ଭୁବନେଶ୍ୱର: ଯେତେବେଳେ କୃଷି କ୍ଷେତ୍ରରୁ ଲୋକେ ମୁହଁବୁଲାଇ ଦେଉଛନ୍ତି ଖାସ୍ କରି ଓଡ଼ିଶାରେ ସେହି ସମୟରେ କଳାହାଣ୍ଡି ଜିଲ୍ଲାର ପଟାୟତ କୁମାର କୃଷି କ୍ଷେତ୍ର ପାଇଁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ନାଗରିକ ସମ୍ମାନ…

କଳା କ୍ଷେତ୍ରରେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଡକ୍ଟର କ୍ରିଷ୍ଣା ପଟେଲ

ଭୁବନେଶ୍ୱର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ନାଗରିକ ସମ୍ମାନ ସମାରୋହରେ ଓଡ଼ିଶାର ଡକ୍ଟର ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ, ଡକ୍ଟର କ୍ରିଷ୍ଣା ପଟେଲଙ୍କୁ କଳା କ୍ଷେତ୍ରରେ ଏବଂ ବୈଦ୍ୟ ପଟାୟତ କୁମାର ସାହୁଙ୍କୁ କୃଷି କ୍ଷେତ୍ରରେ ପଦ୍ମଶ୍ରୀ ପୁରସ୍କାରରେ…

ଡକ୍ଟର ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ନାଗରିକ ସମ୍ମାନ ସମାରୋହରେ ଓଡ଼ିଶାର ଡକ୍ଟର ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ, ଡକ୍ଟର କ୍ରିଷ୍ଣା ପଟେଲଙ୍କୁ କଳା କ୍ଷେତ୍ରରେ ଏବଂ ବୈଦ୍ୟ ପଟାୟତ କୁମାର ସାହୁଙ୍କୁ କୃଷି କ୍ଷେତ୍ରରେ ପଦ୍ମଶ୍ରୀ ପୁରସ୍କାରରେ…

ଶେଷ ହେଲା ଯୁକ୍ତ ଦୁଇ ପରୀକ୍ଷା, ଏପ୍ରିଲ ୧୦ରୁ ମୂଲ୍ୟାୟନ; କପି କରି କେତେ ଧରାପଡ଼ିଲେ?

ଭୁବନେଶ୍ୱର: ଶେଷ ହୋଇଛି ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା। ଏପ୍ରିଲ ୧୦ରୁ ଆରମ୍ଭ ହେବ ଉତ୍ତର ଖାତା ମୂଲ୍ୟାୟନ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଦୁଇଟି ପର୍ଯ୍ୟାୟରେ ଉତ୍ତର ଖାତା ମୂଲ୍ୟାୟନ କରାଯିବ। ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ଏପ୍ରିଲ୍ ୧୦ରୁ ୨୨…

ଢିଙ୍କିଆରୁ ଜିନ୍ଦଲକୁ ହଟାଇବାକୁ ଦାବି, ଦୋହରାଇଲେ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଢିଙ୍କିଆରେ ଜିନ୍ଦଲ କମ୍ପାନୀର ପ୍ରକଳ୍ପକୁ ଝଟକା। ନ୍ୟାସନାଲ ଗ୍ରିନ ଟ୍ରିବ୍ୟୁନାଲ ବା ଏନଜିଟି ଜିନ୍ଦଲ କମ୍ପାନୀର ପରିବେଶ ମଞ୍ଜୁରୀକୁ ବାତିଲ କରିଛି। ଏହାପରେ ସଂପୃକ୍ତ କମ୍ପାନୀ ନିର୍ମାଣ କାମ ଜାରି ରଖିଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ପରିବେଶବିତ। ଆଉ ରାଜ୍ୟ…

ରେଡ଼ ଲଢେଇ, ମୁହାଁମୁହିଁ ବିଜେଡି ବିଜେପି

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ରେଡ଼ ରାଜନୀତି। ଆଇଟି ପକ୍ଷରୁ ବିଜେଡି ନେତା ଓ ସମର୍ଥକଙ୍କୁ ଟାର୍ଗେଟ କରାଯାଉଥିବା ଅଭିଯୋଗ ହୋଇଛି। ସେହିପରି ରାଜ୍ୟ ଜିଏସଟି ତଥା ପୋଲିସ ପକ୍ଷରୁ ବିଜେପି ନେତା ଓ ସମର୍ଥକଙ୍କୁ ଟାର୍ଗେଟ କରାଯାଇଥିବା ଅଭିଯୋଗ ହୋଇଛି। କେନ୍ଦ୍ରୀୟ ସଂସ୍ଥାର ଅପବ୍ୟବହାର…

ଧର୍ମେନ୍ଦ୍ରଙ୍କ ନଜର କେଉଁଠି ?

ଭୁବନେଶ୍ୱର: କଣ ରହିଛି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଯୋଜନା। ପୂର୍ଵଭଳି ଜାତୀୟ ରାଜନୀତିରେ ରହିବେ ନା ରାଜ୍ୟରେ ପୂର୍ଣ୍ଣ ସମୟ ଦେବେ। ଲୋକସଭା ଲଢ଼ିବେ ନା ବିଧାନସଭା। ଏକା ଲଢ଼ିବେ ନା ପତ୍ନୀ ବି ଲଢ଼ିବେ। ଧର୍ମେନ୍ଦ୍ରଙ୍କୁ ନେଇ ଏମିତି ଅନେକ ପ୍ରଶ୍ନ ଏବେ ଉଙ୍କି ମାରୁଛି।…

ଓଡିଶା ସମ୍ବାଦ ପ୍ରଭାବ, ଦୂର ହେଲା ଆଡ଼ମିଶନ ଦ୍ବନ୍ଦ୍ୱ

ଭୁବନେଶ୍ୱର: ରାଜ୍ୟର ବିଦ୍ୟାଳୟ ଗୁଡିକରେ ଆଡ଼ମିଶନକୁ ନେଇ ଦ୍ବନ୍ଦ୍ବ ଦୂର ହୋଇଛି। ୫ ବର୍ଷରୁ ୭ ବର୍ଷ ବୟସର ପିଲାମାନେ ପ୍ରଥମ ଶ୍ରେଣୀରେ ଆଡ଼ମିଶନ କରିପାରିବେ ବୋଲି ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଜାତୀୟ ଶିକ୍ଷାନୀତି ଅନୁଯାୟୀ ୬ ବର୍ଷରେ ପ୍ରଥମ ଶ୍ରେଣୀରେ…

ଶିଖର ଧାୱନଙ୍କ ବିସ୍ଫୋରକ ଅର୍ଦ୍ଧଶତକ

ଗୌହାଟୀ: ଏଠାରେ ବୁଧବାର ଅନୁଷ୍ଠିତ ଆଇପିଏଲ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ପଞ୍ଜାବ କିଙ୍ଗସ ୧୯୮ ରନର ବିଜୟ ଲକ୍ଷ୍ୟ ରାଜସ୍ଥାନ ରୟାଲ୍ସ ସମ୍ମୁଖରେ ରଖିଛି । ଶିଖର ଧାୱନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଯୋଗୁ ଦଳ ବଡ ସ୍କୋର କରିବାରେ ସଫଳ ହୋଇଥିଲା । ଧାୱନ ୫୬ ବଲରେ ୯ ଚୌକା ଓ ୩ଛକା ବଳରେ ୮୬ ରନ…

କର୍ଣ୍ଣାଟକ ନିର୍ବାଚନ’ ରାହୁଲ ଡରରେ ରଣନୀତି ଫେଲ!

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନରେ ରାହୁଲ ଇମ୍ପାକ୍ଟ ଦେଖିବାକୁ ମିଳୁଥିବା ଚର୍ଚ୍ଚା ହେଉଛି। ଯେଉଁ କଂଗ୍ରେସ ଅଲୋଡ଼ା ହୋଇପଡିଥିଲା ଏବଂ ରାହୁଲ ଗାନ୍ଧୀଙ୍କୁ ଏଥିପାଇଁ ଦାୟୀ କରାଯାଉଥିଲା ସେହି ରାହୁଲଙ୍କ ପାଇଁ ଆଜି ବହୁ ନେତା କଂଗ୍ରେସକୁ ଆସୁଥିବା କୁହାଯାଉଛି। କର୍ଣ୍ଣାଟକ ନିର୍ବାଚନରେ…