Latest Odisha News

BREAKING NEWS

Browsing Category

ଫିଚର

ମୁଖ୍ୟମନ୍ତ୍ରୀ, ପୂର୍ବତନ ମୁଖ୍ୟମନ୍ତ୍ରୀ କରୋନା ସଂକ୍ରମିତ

ଜୟପୁର: ରାଜସ୍ଥାନର ମୁଖ୍ୟମନ୍ତ୍ର ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ରିପୋର୍ଟ ମୁତାବକ ଅଶୋକ ଗେହଲେଟ ଏବଂ ବସୁନ୍ଧରା ରାଜେ ଉଭୟଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଛି । ଗେହଲେଟ ଟୁଇଟ କରି ଜଣାଇଛନ୍ତି ସାମାନ୍ୟ ଲକ୍ଷଣ ସହ ମୁଁ କୋଭିଡରେ ସଂକ୍ରମିତ ହୋଇଛି ।…

ପଶ୍ଚିମବଙ୍ଗ ହିଂସାକୁ ନେଇ ମମତାଙ୍କ କଟାକ୍ଷ; କହିଲେ ‘ବାମ’ ଓ ‘ରାମ’ ହାତ ମିଳାଇଛନ୍ତି

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଖେଜୁରୀରେ ଏକ ଜନସଭାକୁ ସମ୍ବୋଧନ କରି ବିଜେପି ଉପରେ ବର୍ଷିଛନ୍ତି । ପଶ୍ଚିମବଙ୍ଗରେ ହୋଇଥିବା ହିଂସା ପାଇଁ ସେ ବିଜେପିକୁ ଦାୟୀ କରିଛନ୍ତି । ମମତା କହିଛନ୍ତି ଏମାନେ ହିନ୍ଦୁ ଧର୍ମକୁ ଦୂଷିତ କରୁଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି,…

ମୁକ୍ତେଶ୍ୱର ମନ୍ଦିରରେ ନୃତ୍ୟଶିଳ୍ପୀଙ୍କୁ ବାଡି ଧରି ଗୋଡେଇଲେ ପୂଜାରୀ

ଭୁବନେଶ୍ୱର: ଓଡ଼ିଶୀ ନୃ୍ତ୍ୟଶିଳ୍ପୀଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ଭୁବନେଶ୍ୱର ମୁକ୍ତେଶ୍ୱର ମନ୍ଦିରର ଜଣେ ପୂଜାରୀଙ୍କୁ ପୋଲିସ ଗିରଫ କରିଛି । ଗତକାଲି ସନ୍ଧ୍ୟାରେ ଏହି ଓଡ଼ିଶୀ ନୃତ୍ୟ ଶିଳ୍ପୀ ଫଟୋ ସୁଟ କରୁଥିଲେ । ଏହାକୁ ନେଇ ପାଟିତୁଣ୍ଡ ହୋଇଥିଲା । ଏହାର ଭିଡିଓ ଭାଇରାଲ…

ହଜାର ବର୍ଷର ପୁରୁଣା କୂଅ ଠାବ, ଏବେ ବି ଲୋକଙ୍କ ଶୋଷ ମେଣ୍ଟାଉଛି

ଯାଜପୁର : ହଜାର ବର୍ଷ ପୁରୁଣା କୂଅ । ଦେଖିଲେ କେହି କହିବେନି ଏତେ ପୁରୁଣା ବୋଲି । କେଉଁଠି ଗୋଟିଏ ହେଲେ ପଥର ଖସିନି କି ମାଟି ବି ଧସିନି । ଯେମିତି ଶକ୍ତ, ସେମିତି ସୁରକ୍ଷିତ । ଏବେ ବି ତାର ପାଣି ସ୍ୱଚ୍ଛ, ପାନୀୟ ଉପଯୋଗୀ । ମାଙ୍କଡା ପଥରରେ ତିଆରି ଏହି ପୁରୁଣା କୂଅ   ଏବେ ବି ଏଠିକା…

ଭଦ୍ରକ ନାଳିଆ ନଦୀରେ ବୁଡ଼ି ୩ ଛାତ୍ରଙ୍କର ଅକାଳ ମୃତ୍ୟୁ

ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଲାଙ୍ଗୁଡ଼ି ଅଞ୍ଚଳରେ ମଙ୍ଗଳବାର ଦିନ ଘଟି ଯାଇଛି ଏକ ବଡ଼ ଅଘଟଣ । ନାଳିଆ ନଦୀରେ ବୁଡ଼ି ଯିବାରୁ ୩ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ସ୍ମୃତି ରଞ୍ଜନ ସ୍ବାଇଁ, ରଜତ କୁମାର ଜେନା, ପ୍ରଣୟ କୁମାର ଲେଙ୍କା । ସମସ୍ତ ୩ ଜଣ ମୃତକ କୋରକୋରା…

ସିକ୍କିମରେ ଭୟଙ୍କର ହିମସ୍ଖଳନରେ ୬ ପର୍ଯ୍ୟଟକ ମୃତ, ୧୫୦ ଜଣ ଫସିଥିବା ଆଶଙ୍କା

ନୂଆଦିଲ୍ଲୀ: ସିକ୍କିମର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗ୍ୟାଙ୍ଗଟକରେ ମଙ୍ଗଳବାର ହିମସ୍ଖଳନ ହୋଇଛି । ଯେଉଁଥିରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୫୦ରୁ ଅଧିକ ଜଣ ଫସି ରହିଥିବା ଆଶଙ୍କା କରାଯାଉଛି । ମୃତ୍ୟୁବରଣ କରିଥିବା ୬ ପର୍ଯ୍ୟଟକଙ୍କ ମଧ୍ୟରେ ୪ ଜଣ ପୁରୁଷ, ଜଣେ ମହିଳା ଓ ଏକ ଛୁଆ…

ଏପ୍ରିଲ ୬ରୁ ୧୪ ସାମାଜିକ ନ୍ୟାୟ ସପ୍ତାହ ପାଳିବ ବିଜେପି

ନୂଆଦିଲ୍ଲୀ: ପାଞ୍ଚଟି ରାଜ୍ୟର ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ପ୍ରସ୍ତୁତି ଆରମ୍ଭ କରି ଦେଇଛି । ଇତି ମଧ୍ୟରେ ଅନୁସୂଚିତ ଜାତିର ଭୋଟର୍ସଙ୍କୁ ଟାଣବା ପାଇଁ ବିଜେପି ଏପ୍ରିଲ ୬ରୁ ୧୪ ପର୍ଯ୍ୟନ୍ତ ସାମାଜିକ ନ୍ୟାୟ ସପ୍ତାହ ପାଳିବ  । ବିଜେପି ରାଷ୍ଟ୍ରୀୟ ମହାମନ୍ତ୍ରୀ  ଦୁଷ୍ୟନ୍ତ ଗୌତମ …

ମୌଳିକ ସୁବିଧାରୁ ବଞ୍ଚିତ ଖୋଲିଭିତର ଗାଁ ; ପ୍ରଶାସନର ସହାୟତାକୁ ଅପେକ୍ଷା

ନୂଆପଡ଼ା : ଗାଁର ଚାରିପଟେ ଘେରି ରହିଛି ଜଙ୍ଗଲ । ପ୍ରତିଦିନ ବିପଦ ସଂଙ୍କୁଳ ରାସ୍ତା ଦେଇ ପାର୍‌ ହେଉଛନ୍ତି ଲୋକେ । ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ ସୁବିଧା କଥା ନକହିବା ଭଲ । ଦୁର୍ବିସହ ଅଭିଶପ୍ତ ଜୀବନ କାଟୁଛନ୍ତି ଏହି ଦୁର୍ଗମ ଅଞ୍ଚଳ ବାସୀ । ଏଭଳି ଏକ ଗାଁ ହେଉଛି ବୋଡେ଼ନ ବ୍ଲକର…

ଆଗାମୀ ୩ ଘଣ୍ଟାରେ କାଳବୈଶାଖୀ ନେଇ ଖୋର୍ଦ୍ଧା, କଟକ ସହ ୧୩ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର: କାଳବୈଶାଖୀ ନେଇ ୧୩ ଜିଲ୍ଲାକୁ ସତର୍କତା । ଆଗାମୀ ୩ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସହ ଝଡ଼ ପବନ ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କତା ଅନୁସାରେ, ଆଗାମୀ ୩ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସହ…

ଅରୁଣାଚଳ ପ୍ରଦେଶର ୧୧ଟି ସ୍ଥାନର ନାଁ ବଦଳାଇଲା ଚୀନ

ନୂଆଦିଲ୍ଲୀ: ଏଲଏସିକୁ ନେଇ ଚୀନ ଓ ଭାରତ ମଧ୍ୟରେ ତିକ୍ତତା ଲାଗି ରହିଥିବା ବେଳେ ଡ୍ରାଗନ ତା ମାନଚିତ୍ରରେ ଅରୁଣାଚଳ ପ୍ରଦେଶର ୧୧ଟି ସ୍ଥାନର ନାମ ପରିବର୍ତ୍ତନ କରିଛି । ଗତ ୫ ବର୍ଷ ମଧ୍ୟରେ ଚୀନ ତିନିଥର ଏଭଳି ନାଁ ପରିବର୍ତ୍ତନ କଲାଣି । ଏହା ପୂର୍ବରୁ ୨୦୨୧ରେ ଚୀନ ୧୫ଟି ସ୍ଥାନର ନାଁ…