Latest Odisha News

BREAKING NEWS

Browsing Category

ଫିଚର

ଆଜିଠୁ ହିଙ୍ଗୁଳା ଯାତ୍ରା ; ଚଳଚଞ୍ଚଳ ଗେପାଳପ୍ରସାଦ ପୀଠ

ତାଳଚେର : ଆଜିଠାରୁ ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ପ୍ରସିଦ୍ଧ ଯାତ୍ରା । ଚଳଚଞ୍ଚଳ ହୋଇପଡ଼ିଛି ଗୋପାଳ ପ୍ରସାଦ ପୀଠ । ମା’ ହିଙ୍ଗୁଳାଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲାଗିଛି ଭିଡ଼ । ପ୍ରତିବର୍ଷ ମା ହିଙ୍ଗୁଳା ଅଗ୍ନିରୂପରେ ଭକ୍ତଙ୍କୁ ଦର୍ଶନ…

ଅପେରାର ରେକର୍ଡ ଡ୍ଯାନ୍ସକୁ ନେଇ କମେଣ୍ଟ, ଦୁଇ ଗୋଷ୍ଠୀ ହାତାହାତି

ଗଞ୍ଜାମ: ଭଞ୍ଜନଗର ବ୍ଲକ ଅନ୍ତର୍ଗତ ନୂଆମହୁଲିଆ ଗାଁରେ ଯାତ୍ରା ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ଗଣ୍ଡଗୋଳ ହୋଇଛି। 'ଦାଣ୍ଡ ନାଚ' ଅବସରରେ ଏହି ଯାତ୍ରାର ଆୟୋଜନ କରାଯାଇଥିଲା। ଯେଉଁ ସମୟରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଯାତ୍ରାରେ ରେକର୍ଡ ଡ୍ୟାନ୍ସ ଚାଲିଥିବା ବେଳେ…

ଟ୍ବିଟରର ଲୋଗୋ ‘ନୀଳ ପକ୍ଷୀ’ ବଦଳରେ ‘କୁକୁର’ କାହିଁକି ରହିଲା, ଜାଣନ୍ତୁ ମସ୍କଙ୍କ ମନର…

ନ୍ୟୁୟର୍କ: ମାଇକ୍ରୋ ବ୍ଲଗିଂ ସାଇଟ୍ ଟ୍ୱିଟର ବର୍ତ୍ତମାନ ଟିକେ ଭିନ୍ନ ଦେଖାଯିବା ଆରମ୍ଭ କରିଛି। କାରଣ ଏହାର 'ନୀଳ ପକ୍ଷୀ' ଏବେ ଉଡ଼ି ଯାଇଛି ଏବଂ ଗୋଟିଏ କୁକୁର ଆସି ସେହି ସ୍ଥାନରେ ବସିଛି। ଟ୍ୱିଟର ଏହାର 'ବ୍ଲୁ ବାର୍ଡ' ଲୋଗୋକୁ 'ଡୋଜ୍' ରେ ପରିବର୍ତ୍ତନ କରିଛି। ବର୍ତ୍ତମାନ ଲୋକଙ୍କ ମନରେ…

ଚେନ୍ନାଇର ବିଶାଳ ସ୍କୋର, ଲଢ଼େଇ କରି ହାରିଲା ଲକ୍ଷ୍ନୌ

ଚେନ୍ନାଇ: ଚଳିତ ଆଇପିଏଲ ସିଜିନର ଷଷ୍ଠ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ ବିଜୟ ଲାଭ କରିଛି। ଚେପକରେ ଖେଳାଯାଇଥିବା ଏହି ମ୍ୟାଚରେ ସିଏସକେ ଲକ୍ଷ୍ନୌକୁ ୧୨ ରନରେ ପରାସ୍ତ କରିଛି। ଟସ ହାରିବା ପରେ ଚେନ୍ନାଇ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ  ୭ ୱିକେଟ୍ ହରାଇ ୨୧୭ ରନ୍ ସଂଗ୍ରହ କରିଥିଲା। ପରେ…

ଛାତ୍ରଛାତ୍ରୀ ଏବଂ ରୋଗୀଙ୍କ ଖାଦ୍ୟରେ ମିଲେଟସ୍ ସାମିଲ କଲା ଭୁବନେଶ୍ୱର ଏମ୍‍ସ

ଭୁବନେଶ୍ୱର: ଭୁବନେଶ୍ୱର ଏମ୍‍ସ ଏହାର ଛାତ୍ରଛାତ୍ରୀ ଏବଂ ଚିକିତ୍ସିତ ହେଉଥିବା ରୋଗୀଙ୍କ ଖାଦ୍ୟରେ ମିଲେଟସ୍ ସାମିଲ କରିଛି । ଛାତ୍ର ତଥା ଚିକିତ୍ସାଧିନ ରୋଗୀଙ୍କୁ ସୁସ୍ଥ ଏବଂ ପୁଷ୍ଟିକର ଖାଦ୍ୟ ଯୋଗାଇବା ଲକ୍ଷ୍ୟରେ ଏହି ଜାତୀୟ ପ୍ରତିଷ୍ଠାନ ଖାଦ୍ୟରେ ମିଲେଟ ସାମିଲ କରିଛି । ଏମ୍‍ସ…

‘ଡେଲିଭରୀ ବୟ’ ଚଳଚ୍ଚିତ୍ର ଉପରୁ ପ୍ରମୋଦକର ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଅଶ୍ୱିନୀ ତ୍ରିପାଠୀ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ…

ବାଣ ବିସ୍ଫୋରଣରେ ଗୁରୁତର ହୋଇ ପଡ଼ିଥିବା ଶିବନଙ୍କର ମୃତ୍ୟୁ

ଭୁବନେଶ୍ୱର: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଶିବନ ତାଡି। ସଂଧ୍ୟାରେ ବାଣ ଭିଡୁଥିବା ବେଳେ ବିସ୍ପୋରଣ ହୋଇଥିଲା। ପରେ ଗୁରୁତର ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଶିବନ ତାଡି। ଏବେ କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।…

‘କୋଟିଆ’ କାହାକୁ କେତେ ଲାଭ ଦେବ ?

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ କୋଟିଆକୁ ନେଇ ଏକ ବଡ଼ ରାଜନୈତିକ ଲଢେଇ ଆରମ୍ଭ ହୋଇଛି। ଉତ୍କଳ ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆନ୍ଧ୍ର ଗୋ ବ୍ୟାକ ନାରା ଦେବା ପରେ ରାଜନୀତି ତୀବ୍ର ହୋଇଛି।କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏହି ଗସ୍ତ…

ସ୍କୁଲରେ ପିଲାଙ୍କୁ ଆଡ଼ମିଶନ ମନା !

ଭୁବନେଶ୍ୱର: ୨୦୨୩-୨୪ ଶିକ୍ଷାବର୍ଷ ଆରମ୍ଭ ହୋଇଛି। କୋଭିଡ ସ୍ଥିତି ଯୋଗୁ ବିଗିଡି ଯାଇଥିବା ଶିକ୍ଷା ବ୍ୟବସ୍ଥାକୁ ପୁଣିଥରେ ଟ୍ରାକକୁ ଫେରାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। କିନ୍ତୁ ଶିକ୍ଷାବର୍ଷ ଆରମ୍ଭରୁ ସମସ୍ୟା ଆରମ୍ଭ ହୋଇଛି। ପ୍ରଥମ ଶ୍ରେଣୀରେ ପିଲାଙ୍କୁ ଆଡ଼ମିଶନ ଦିଆଯାଇ ପାରୁ ନ ଥିବା…

‘ରାହୁଲ’ ଦଣ୍ଡ ଭୋଗିଲେ ସଫଳ, ଦଣ୍ଡ କମିଲେ ବିଫଳ !

ଭୁବନେଶ୍ୱର: ରାହୁଲ ଗାନ୍ଧୀଙ୍କୁ ଦଣ୍ଡାଦେଶ ଓ ସଦସ୍ୟ ପଦ ରଦ୍ଦ ଘଟଣା କେଉଁ ମୋଡ଼ ନେବ। ଆଇନଗତ ଲଢେଇ ପାଇଁ କଂଗ୍ରେସ ନିଷ୍ପତ୍ତି ନେବା ସହ ସେ ଦିଗରେ ଆଗେଇଛି। କିନ୍ତୁ ଏହା କଂଗ୍ରେସ ପାଇଁ ଲାଭଦାୟୀ ହେବ ନା ପୁଣି ସ୍ଥିତିକୁ ସାଧାରଣ କରିଦେବ ତାକୁ ନେଇ ଚର୍ଚା ଆରମ୍ଭ ହୋଇଛି। ରାହୁଲଙ୍କୁ…