Latest Odisha News

BREAKING NEWS

Browsing Category

ଫିଚର

କୁକୁଡ଼ା ଚୋରିକୁ ନେଇ ଭଉଣୀ ଉପରକୁ ଏସିଡ୍ ଫିଙ୍ଗିଲା ଭଉଣୀ, ୪ ଗୁରୁତର

ବଲାଙ୍ଗିର: ଭଉଣୀ-ଭଉଣୀ ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟ କରିଛି କୁକୁଡ଼ା ଚୋରି । ସାମାନ୍ୟ କୁକୁଡ଼ା ପାଇଁ ଏସିଡ୍ ମାଡ଼ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । କୁକୁଡ଼ା କିଏ ନେଲା ? ତୁ ନେଇଛୁ କହି ଭଉଣୀର ପରିବାର ଉପରକୁ ଏସିଡ୍ ଫିଙ୍ଗିଛନ୍ତି ଭଉଣୀ ଓ ପୁତୁରା । ଏଭଳି ଅଭାବନୀୟ ଘଟଣା…

ସଙ୍ଗୀତ ପାଇଁ ହତ୍ୟା, ଓଡ଼ିଶା ପୋଲିସ ଡିଏସପିଙ୍କ ୨ ପୁଅ ସହ ଅନ୍ୟ ଜଣେ ଗିରଫ

ଭୁବନେଶ୍ୱର: ବେଙ୍ଗଳୁରୁରେ ସଙ୍ଗୀତ ପାଇଁ ହତ୍ୟା ମାମଲାରେ ଓଡ଼ିଶା ପୋଲିସରେ ଡିଏସପି ଥିବା କେଶବ କୁମାର ସାମନ୍ତରାୟଙ୍କ ଦୁଇ ପୁଅ ଓ ଅନ୍ୟ ଜଣଙ୍କୁ ଗିରଫ କରାଯାଇଛି । ୩ ଦିନ ତଳେ ବେଙ୍ଗଳୁରୁରେ ୫୪ ବର୍ଷୀୟ ଲୟଡ ନେହେମିଆଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ମାମଲାରେ ବେଙ୍ଗଳୁରୁ ପୋଲିସ…

ଥାଇଲାଣ୍ଡ ସନ୍ତରଣ ଚାମ୍ପିୟନଶିପ: ରୌପ୍ୟ ଜିତିଲେ ଓଡିଶାର ପ୍ରତ୍ୟାଶା

ଭୁବନେଶ୍ୱର: ଓଡିଶାର ଉଦୀୟମାନ ସନ୍ତରଣକାରୀ ପ୍ରତ୍ୟାଷା ରାୟ ଆନ୍ତର୍ଜାତୀୟ ପ୍ରତିଯୋଗିତାରେ ପ୍ରଭାବୀ ପ୍ରଦର୍ଶନ ଜାରି ରଖିଛନ୍ତି । ଥାଇଲାଣ୍ଡରେ ଅନୁଷ୍ଠିତ ବୟସ ଗ୍ରୁପ ସନ୍ତରଣ ଚାମ୍ପିୟନଶିପରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି । ଶୁକ୍ରବାର ବ୍ୟାଙ୍କକର ଆସ୍ୟୁମଶନ ୟୁନିଭରସିଟିରେ ଅନୁଷ୍ଠିତ…

ଆସନ୍ତୁ ଜାଣିବା ହାଇବ୍ରିଡ ସୂର୍ଯ୍ୟପରାଗ କାହାକୁ କୁହାଯାଏ

ନୂଆଦିଲ୍ଲୀ: ୨୦ ଏପ୍ରିଲରେ ହାଇବ୍ରିଡ ସୂର୍ଯ୍ୟପରାଗ ହେବ । ତେବେ କାହିଁକି ଏ ଭଳି ନାମକରଣ କରାଯାଇଛି ଆସନ୍ତୁ ଜାଣିବା । ଯଦି ଆପଣମାନେ ଏହି ସୂର୍ଯ୍ୟପରାଗକୁ ଦେଖି ନ ପାରିବେ ତାହାହେଲେ ଏଥିପାଇଁ ୨୦୩୧କୁ ଅପେକ୍ଷା କରିବାକୁ ପଡିବ । ତେବେ ଏହି ପରାଗ ଭାରତରେ ଦୃଶ୍ୟମାନ ହେବନି । ରାଷ୍ଟ୍ରୀୟ…

ବିରୋଧୀ ଦଳକୁ ଦେଶ କେବେ କ୍ଷମା ଦେବ ନାହିଁ : ଅମିତ ଶାହା

ଉତ୍ତର ପ୍ରଦେଶ : ବିରୋଧୀ ଦଳ ଓ ଖାସ କରି କଂଗ୍ରେସ ଉପରେ ଶୁକ୍ରବାର ବର୍ଷିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଉତ୍ତର ପ୍ରଦେଶର କୌଶାମ୍ବୀ ପର୍ବର ଉଦଘାଟନ ପରେ ଏକ ଜନସଭାକୁ ସମ୍ବୋଧିତ କରି ଅମିତ ଶାହା କହିଛନ୍ତି, ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ରଦ୍ଦ ନେଇ ସଂସଦ କାର୍ଯ୍ୟରେ…

କୋଭିଡ୍-୧୯ ପରିଚାଳନା ନେଇ ରାଜ୍ୟମାନଙ୍କୁ ସତର୍କ ଓ ପ୍ରସ୍ତୁତ ରହିବାକୁ ମାଣ୍ଡବୀୟଙ୍କ ପରାମର୍ଶ, ଏପ୍ରିଲ ୧୦ ଓ ୧୧ରେ…

ନୂଆଦିଲ୍ଲୀ : କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବୀୟ ଶୁକ୍ରବାର ଦେଶରେ ବୃଦ୍ଧି ପାଉଥିବା କୋଭିଡ-୧୯ ସ୍ଥିତିର ସମୀକ୍ଷା କରିଛନ୍ତି । ଭର୍ଚୁଆଲ ବୈଠକ କରି ମାଣ୍ଡବୀୟ ସବୁ ରାଜ୍ୟ ଓ‌ କେନ୍ଦ୍ର ଶାସିତ ଅଞ୍ଚଳର ସ୍ବାସ୍ଥ୍ୟମନ୍ତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ ‌। ଅଧିକ ମାମଲା…

ପୂର୍ବରୁ ଚିହ୍ନି ନ ଥିଲେ, ଏବେ ଉର୍ବଶୀଙ୍କୁ ବିବାହ ପ୍ରସ୍ତାବ ଦେଲେ ଏହି ପାକିସ୍ତାନ କ୍ରିକେଟର

ମୁମ୍ବାଇ: ପାକିସ୍ତାନୀ କ୍ରିକେଟର ନସୀମ ଶାହ ଏକ ସାକ୍ଷାତକାର ଅବସରରେ ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଉର୍ବଶୀ ରୌତେଲାଙ୍କୁ ଖୋଲାଖୋଲି ଭାବେ ବିବାହ ପ୍ରସ୍ତାବ ଦେଇଛନ୍ତି । ସେ କହିଛନ୍ତି ଯଦି ତାଙ୍କର କୌଣସି ଆପତି ନ ଥାଏ ତାହାହେଲେ ମୁଁ ବିବାହ ପାଇଁ ରାଜି ଅଛି । ସୂଚନାଯୋଗ୍ୟ, କିଛି ଦିନ…

ଖୁଣ୍ଟାରେ ବାଇକ୍, ବାରିପଦାରେ ସ୍କୁଟି ପାଇଁ ପରିବହନ ବିଭାଗ କଲା ୭ ହଜାର ଟଙ୍କା ଫାଇନ୍

ବାରିପଦା: ପରିବହନ ବିଭାଗର ଅବହେଳା ପୁଣି ଦେଖିବାକୁ ମିଳିଛି । ବାଇକର ପଞ୍ଜିକୃତ ନମ୍ବରରେ ସ୍କୁଟି ଫଟୋ ଉଠାଇ ପରିବହନ ବିଭାଗ ୭ ହଜାର ଟଙ୍କାର ଇ-ଚାଲାଣ କାଟିଛି । ଏ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଅଞ୍ଚଳରେ । ଗାଡ଼ି ମାଲିକ ତରୁଣ କୁମାର ମିଶ୍ରଙ୍କ ଅଭିଯୋଗ ଅନୁସାରେ, ତାଙ୍କ…

କେବଳ କଥା କହି କଣ ବିଜେଡିଠୁ ଜିତିବେ?

ଭୁବନେଶ୍ୱର: ପ୍ରାୟ ସବୁ ନିର୍ବାଚନ ଜିତୁଛନ୍ତି। ସଦ୍ୟ ସମାପ୍ତ ଅତାବିରା ହିନ୍ଦୋଳ ଏନଏସି ନିର୍ବାଚନରେ ଏକ ପାଖିଆ ବିଜୟ। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆଗୁଆ ପ୍ରାର୍ଥୀ ଘୋଷଣା। ଆଗୁଆ ପର୍ଯ୍ୟବେକ୍ଷକ ଘୋଷଣା। ଆଉ ଏବେ ବ୍ଲକୱାରୀ ନେତାଙ୍କୁ ଦାୟିତ୍ୱ ବଣ୍ଟନ। ତାହା ପୁଣି ବରିଷ୍ଠ…

ବିଜେପିର ଦରକାର କଂଗ୍ରେସ ନେତା !

ଭୁବନେଶ୍ୱର: ବିଭିନ୍ନ ରାଜ୍ୟରେ କଂଗ୍ରେସର ପ୍ରମୁଖ ଚେହେରା ଏବେ ବିଜେପି ମୁହାଁ। ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ଏଭଳି ଚିତ୍ର ଏବେ ଦେଖିବାକୁ ମିଳୁଛି। ନିର୍ବାଚନ ପାଖେଇ ଆସିଲେ ଦଳ ବଦଳ କିଛି ନୂଆ କଥା ନୁହେଁ। କିନ୍ତୁ ଏବେ ଦେଶର ବିଭିନ୍ନ ରାଜ୍ୟରେ କଂଗ୍ରେସର କିଛି ପ୍ରମୁଖ…