Latest Odisha News
Browsing Category

ଫିଚର

ହତ୍ୟା ମାମଲାରେ ଗିରଫ ହେଲେ ଅବସରପ୍ରାପ୍ତ ଯବାନ

କଟକ: ଏକ ଗୁଳିକାଣ୍ଡ ହତ୍ୟା ମାମଲାରେ କଟକ ଜିଲ୍ଲା ଆଠଗଡ଼ ଥାନା ପୋଲିସ ଜଣେ ଅବସରପ୍ରାପ୍ତ ଯବାନଙ୍କୁ ଗିରଫ କରିଛି । ଆଠଗଡ଼ ଏସଡିପିଓ ବିଜୟ କୁମାର ବିଶିଙ୍କ ସୂଚନା ଅନୁସାରେ, ଫେବ୍ରୁଆରୀ ୧୩ ତାରିଖରେ ଜେନାପଡ଼ାରେ ଗୁଳିକାଣ୍ଡ ହୋଇଥିଲା । ପିଲାଟି ଦିନରୁ ଅଭିଯୁକ୍ତ ବଂଶୀଧର ନାୟକ ଓରଫ୍…

ମଙ୍ଗୋଲିଆର ୮ବର୍ଷର ବାଳକଙ୍କୁ ବୌଦ୍ଧ ଧର୍ମଗୁରୁ ମାନ୍ୟତା ଦେଲେ ଦଲାଇ ଲାମା

ତିବ୍ଦତ: ତିବ୍ଦତର ଧର୍ମଗୁରୁ ଦଲାଇ ଲାମା ଶନିବାର ଏ ଭଳି ଏକ ପଦକ୍ଷେପ ଗ୍ରହଣ କରିଛନ୍ତି ଯାହାକୁ ନେଇ ଚୀନ ଦେହରେ ନିଆଁ ଲାଗିବା ନିଶ୍ଚିତ । ଦଲାଇ ଲାମା ମଙ୍ଗୋଲିଆର ଜଣେ ୮ ବର୍ଷର ବାଳକଙ୍କୁ ସବୁଠାରୁ ବଡ ବୌଦ୍ଧ ଧର୍ମଗୁରୁର ମାନ୍ୟତା ଦେଇଛନ୍ତି । ୧୧ରୁ ୧୨ ମାର୍ଚ୍ଚ ପର୍ଯ୍ୟନ୍ତ ଧର୍ମଶାଳାରେ…

ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପ: ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ନୀତୁ

ନୂଆଦିଲ୍ଲୀ: ହରିୟାଣାର ନୀତୁମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପରେ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ୪୮ରୁ ୪୮ କିଗ୍ରା ବିଭାଗରେ ସେ ଚାମ୍ପିୟନ ହୋଇଛନ୍ତି । ଏହା ତାଙ୍କ କ୍ୟାରିୟରର ପ୍ରଥମ ଟାଇଟଲ । ଫାଇନାଲରେ ନୀତୁ ମଙ୍ଗୋଲିଆର ଲୁତ୍ସାଇଖାନଙ୍କୁ ୫-୦ରେ ପରାସ୍ତ କରିଥିଲେ । ଫାଇନାଲ…

ପୁରୀ ଓ କଟକ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ 5T ସଚିବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଭି କେ ପାଣ୍ଡିଆନ୍ ଆଜି ପୁରୀ ଓ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ପଣ୍ଡିଆନ ପ୍ରଥମେ ପୁରୀ ଗସ୍ତ କରି ଶ୍ରୀ ଜଗନ୍ନାଥଙ୍କ ଐତିହ୍ୟ କରିଡର, ଶ୍ରୀ ସେତୁ ଓ ଜଗନ୍ନାଥ ବଲ୍ଳଭ ଯାତ୍ରୀ ନିବାସ…

ଆଉ ୩ ଦିନ କାଳବୈଶାଖୀ ବର୍ଷା ସହ ପବନ

ଭୁବନେଶ୍ୱର: ଲାଗି ରହିବ କାଳବୈଶାଖୀ ବର୍ଷା । ୨୬ ତାରିଖ ଆସନ୍ତାକାଲି କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳା, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ,…

ରାହୁଲଙ୍କୁ ବିଜେପିର ପାଲଟା ଆକ୍ରମଣ, ରବିଶଙ୍କର କହିଲେ; ସେ ଜଣେ ଅଭ୍ୟାସଗତ ମିଛୁଆ

ପାଟନା : ମୋଦିଙ୍କୁ ଆଦାନୀ ପ୍ରସଙ୍ଗରେ ରାହୁଲ ଗାନ୍ଧୀଙ୍କ ସମାଲୋଚନା ପରେ ଏହାର ଜବାବ ରଖିଛି ବିଜେପି। ବରିଷ୍ଠ ବିଜେପି ନେତା ରବି ଶଙ୍କର ପ୍ରସାଦ କହିଛନ୍ତି, ରାହୁଲ ଜଣେ ଅଭ୍ୟାସଗତ ମିଛୁଆ । ରବି ଶଙ୍କର କହିଛନ୍ତି, ରାହୁଲ ଗାନ୍ଧି ଆଜି ପୁଣି ମିଛ କହିଛନ୍ତି। ସେ ଲଣ୍ଡନରେ କିଛି କହି ନଥିଲେ…

ଥ୍ରୀ ଇଡିଏଟ୍ସ ସିକ୍ୱେଲ ପରେ ପବନ ପୁତ୍ର ଭାଇଜାନରୁ ବାଦ ପଡିଲେ କରୀନା !

ମୁମ୍ବାଇ: ଥ୍ରୀ ଇଡିଏଟ୍ସର ସିକ୍ୱେଲ ପରେ ପବନ ପୁତ୍ର ଭାଇଜାନରୁ କରୀନା କାପୁର ବାଦ ପଡିଛନ୍ତି । ଏହି ୨ଟି ଖବରର ସତ୍ୟତା ପୃଷ୍ଟି ହୋଇପାରି ନାହିଁ । ଥ୍ରୀ ଇଡିଏଟ୍ସ ଓ ବଜରଙ୍ଗୀ ଭାଇଜାନ ଫିଲ୍ମକୁ ଦର୍ଶକମାନେ ବେଶ ପସନ୍ଦ କରିଥିଲେ । ଏହାର ସିକ୍ୱେଲ ନେଇ ପ୍ରଶଂସକମାନଙ୍କ ଉତ୍କଣ୍ଠା ରହିଛି ।…

କେବଳ ରାହୁଲ ନୁହେଁ, ଆଇରନ୍ ଲେଡିଙ୍କ ସହ ମୋଟ୍ ୧୬ ଜଣ ହରାଇଛନ୍ତି ସାଂସଦ ସଦସ୍ୟତା

କୌଣସି ଅପରାଧିକ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଜଣେ ବିଧାୟକ କିମ୍ବା ସାଂସଦ, ଅଯୋଗ୍ୟ ଘୋଷିତ ହୋଇ ସେମାନଙ୍କ ପଦ ହରାଇଥାନ୍ତି। ମାନେ, ସେମାନଙ୍କ ବିଧାୟକ କିମ୍ବା ସାଂସଦ ପଦ ରଦ୍ଦ ହୋଇଯାଏ । ସମ୍ବିଧାନ ପ୍ରଣୟନ ପରଠାରୁ ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହୋଇ ଆସୁଛି। ନିକଟରେ କେରଳ…

ଆଜି ବିଶ୍ୱ ପାଳିବ ‘ଆର୍ଥ ଆୱାର୍‌’ ଡେ, ଘଣ୍ଟାକ ପାଇଁ ଅନ୍ଧାର ହୋଇଯିବ ପୃଥିବୀ !

ଘଣ୍ଟାକ ପାଇଁ ଅନ୍ଧାର ହୋଇଯିବ ପୃଥିବୀ ! କାରଣ, ଆଜି ବିଶ୍ୱ ପାଳିବ ‘ଆର୍ଥ ଆୱାର୍‌’ । ଅର୍ଥାତ, ବିଜୁଳି ସଂରକ୍ଷଣ ପାଇଁ ସାରା ବିଶ୍ୱରେ ଆଜି ସଂଧ୍ୟା ସାଢେ ୮ଟାରୁ ସାଢେ ୯ଟା ଯାଏ ଲାଇଟ୍‌ସ ଅଫ୍‌ ରହିବ । ପ୍ରତିବର୍ଷ ୱାର୍ଲଡ୍‌ ୱାଇଡ୍‌ ଫଣ୍ଡ ଫର୍‌ ନେଚର ବା WWF ପକ୍ଷରୁ ବିଶ୍ୱବ୍ୟାପୀ…

ପାଟକୁରାରୁ ଲଢ଼ିବେ ଅତନୁ !

ଭୁବନେଶ୍ୱର: କେନ୍ଦ୍ରାପଡା ଜିଲ୍ଲା ପାଟକୁରା ନିର୍ବାଚନ ମଣ୍ଡଳୀ ସବୁବେଳେ ଚର୍ଚ୍ଚାରେ ରହିଥାଏ। ହେଭିୱେଟ ମାନଙ୍କର ଲଢେଇ ପାଟକୁରାରେ ହୁଏ। ବିଶେଷ କରି ବିଜୟ ମହାପାତ୍ରଙ୍କୁ ନେଇ ପାଟକୁରା ବିଷୟରେ ସବୁବେଳେ ଆଲୋଚନା ହୁଏ। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ପାଟକୁରା ବିଧାନସଭା କ୍ଷେତ୍ରରେ…