Latest Odisha News

BREAKING NEWS

Browsing Category

ଫିଚର

ରାତାରାତି ଗାଁରୁ ଗାଏବ ହୋଇଗଲେ ଲୋକ

ଜୟପୁର: ରାଜସ୍ଥାନର ପର୍ଯ୍ୟଟନ ଏବଂ ମନଲୋଭା ଦୃଶ୍ୟକୁ ଉପଭୋଗ କରିବା ପାଇଁ ବିଭିନ୍ନ ସ୍ଥାନରୁ ପର୍ଯ୍ୟଟକ ଏଠାକୁ ଛୁଟିଥାନ୍ତି । ତେବେ ଆପଣମାନେ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଯେ, ଏଠାରେ ଏକ ଭୂତର ଗ୍ରାମ ଅଛି । ମାନେ ଏହି ଗାଁରେ ଘର ଦ୍ୱାର, ରାସ୍ତାଘାଟ ସବୁ କିଛି ଅଛି ମାତ୍ର ଲୋକ ନାହାନ୍ତି ।…

ପେଟିଏମ ୟୁଜରଙ୍କ ପାଇଁ ଆସିଲା ବଡ଼ ଅପଡେଟ, ପଢିନିଅନ୍ତୁ ପୂରା ରିପୋର୍ଟ

ନୂଆଦିଲ୍ଲୀ: ପେଟିଏମ୍ ପେମେଣ୍ଟସ୍ ବ୍ୟାଙ୍କର ସଂକଟ କମିବାର ନାଁ ନେଉନାହିଁ। କମିବା ପରିବର୍ତ୍ତେ ଦିନକୁ ଦିନ ସମସ୍ୟା ଆହୁରି ବଢିବାରେ ଲାଗିଛି। UPI ସେବା ଚାଲୁ ରଖିବା ପାଇଁ ପେଟିଏମ୍ ଦ୍ୱାରା ପ୍ରୟାସ କରାଯାଉଛି। ୱାନ97 କମ୍ୟୁନିକେସନ ଏହାର Paytm ଆପ୍ଲିକେସନକୁ ତୃତୀୟ ପକ୍ଷକୁ (Third…

ଅସୁରକ୍ଷିତ ଆମେରିକା: ଆଉ ଜଣେ ଭାରତୀୟଙ୍କୁ ହତ୍ୟା

ନୂଆଦିଲ୍ଲୀ: ଆମେରିକାରେ ଭାରତୀୟ ନାଗରିକଙ୍କ ଉପରେ ଆକ୍ରମଣ ଥମିବାର ନାଁ ନେଉନି । ଗତ କିଛିଦିନ ଧରି ଆମେରିକାରେ ପ୍ରାୟ ୪ରୁ ଅଧିକ ଭାରତୀୟ ଛାତ୍ର ପ୍ରାଣ ହରାଇଲେଣି। ଏହାରି ଭିତରେ ଓ୍ୱାଶିଂଟନରେ ଆଉ ଜଣେ ଭାରତୀୟଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଆଲେକ୍ସଜାଣ୍ଡାରିଆର ୪୧ ବର୍ଷୀୟ ବିବେକ…

ଓଡ଼ିଶାରେ ହେବ ପ୍ରଥମ ଅଟୋ ମୋବାଇଲ ପ୍ଲାଣ୍ଟ, ସୃଷ୍ଟି ହେବ ୧୧ ହଜାର ନିଯୁକ୍ତି

ଭୁବନେଶ୍ବର: ଓଡ଼ିଶାରେ ହେବ ପ୍ରଥମ ଅଟୋ ମୋବାଇଲ ପ୍ଲାଣ୍ଟ । JSW ଗ୍ରୁପ ମେଗା ଇଲେକ୍ଟ୍ରିକ ଗାଡି ଏବଂ ବ୍ୟାଟେରୀ ପ୍ଲାଣ୍ଟ ସ୍ଥାପନ କରିବ । ଏନେଇ ଆଜି ଲୋକସେବା ଭବନରେ JSW ଗ୍ରୁପ୍ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମଓୟୁ ବା ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଭାରତ-ପାକ ସୀମାରେ ଡ୍ରୋନକୁ ଗୁଳି କରି ଖସାଇଲା ବିଏସଏଫ

ନୂଆଦିଲ୍ଲୀ: ପଞ୍ଜାବରେ ଭାରତ-ପାକ ସୀମା ନିକଟରେ ଡ୍ରୋନକୁ ଗୁଳି କରି ଖସାଇଲା ବିଏସଏଫ। ଗୁରୁଦାସପୁର ନିକଟବର୍ତ୍ତୀ ଅନ୍ତର୍ଜାତୀୟ ସୀମା ନିକଟରେ ଏକ ପାକିସ୍ତାନୀ ଡ୍ରୋନକୁ ଗୁଳି କରି ଖସାଇଛି ଭାରତୀୟ ସୀମା ସୁରକ୍ଷା ବଳ । ଗତକାଲି ରାତିରେ ଏହି ଅପରେସନରେ ସଫଳତା ମିଳିଛି । ଉଦ୍ଧାର ହୋଇଥିବା…

ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି, ଏବେ ମିଳିବ ଏକ ହଜାର ଟଙ୍କା

ଭୁବନେଶ୍ଵର: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର । ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ନେଇ ଘୋଷଣା କରିଛନ୍ତି । ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ । ଏହି ବର୍ଦ୍ଧିତ ପେନସନ…

ନିର୍ବାଚନ ପୂର୍ବରୁ ଲଗୁହେବ ସିଏଏ: ଅମିତ ଶାହ

ନୂଆଦିଲ୍ଲୀ:ସାରା ଦେଶରେ ଲାଗୁ ହେବ ନାଗରିକତା ସଂଶୋଧନ ଅଧିନିୟମ ବା ସିଏଏ। ତାହା ବି ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ। ଏପରି ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଲୋକସଭା ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଲାଣି ଭାରତୀୟ ଜନତା ପାର୍ଟି । ଏଥର ଏନଡିଏ ୪୦୦…

କଂଗ୍ରେସରୁ ହାତ ଟିକେଟ ପାଇଁ ବଢ଼ୁଛି କି ଆଶାୟୀଙ୍କ ସଂଖ୍ୟା?

ଭୁବନେଶ୍ୱର:ଆଉ ମାତ୍ର ଦିନ କେଇଟାର ଅପେକ୍ଷା। ଅନୁଷ୍ଠିତ ହେବ ସାଧାରଣ ନିର୍ବାଚନ। ଯାହା ପାଇଁ ସବୁ ରାଜନୈତିକ ଶିବିରରେ ଏବେ ଟିକେଟ କାହାକୁ ଦିଆଯିବ ସେ ନେଇ ଏବେ ଦଳର ସୁପ୍ରିମୋଙ୍କ ପାଖରେ ଲାଗୁଛି ଲମ୍ବା ଲାଇନ। ରାଜ୍ୟରେ ବିଜେପି ଓ ବିଜେଡିକୁ ବାଦ୍ ଦେଲେ କଂଗ୍ରେସରୁ ଟିକେଟ ପାଇବା ପାଇଁ…

ଇପିଏଫ୍ ସୁଧହାର ବୃଦ୍ଧି: ଉପକୃତ ହେବେ ୭ କୋଟି କର୍ମଚାରୀ

ନୂଆଦିଲ୍ଲୀ: ବଢ଼ିଲା ଇପିଏଫ୍ ସୁଧହାର  । ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ଇପିଏଫ୍ ସୁଧହାର ବୃଦ୍ଧି କରାଯାଇଛି । ସୁଧହାର ୮.୨୫କୁ ବୃଦ୍ଧି ହୋଇଛି । ଯଦ୍ୱାରା ପ୍ରାୟ ୭ କୋଟିରୁ ଅଧିକ ଇପିଏଫଓ କର୍ମଚାରୀ ଉପକୃତ ହୋଇପାରିବେ । ପୂର୍ବରୁ ଇପିଏଫ୍ ସୁଧହାରରେ ୦.୧୦ ପ୍ରତିଶତ ବଢ଼ାଯାଇଥିଲା ।…

ଜଣେ ନାବାଳକ ସହ ୪ ଜୀବନ ନେଲା ଇଟା ଭାଟି

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅଧୀନ କମଲାଙ୍ଗ ଗାଁ ଇଟାଭାଟିରେ ଅଭାବନୀୟ ଘଟଣା । ଇଟାଭାଟିରେ ନିଆଁ ଲଗାଇ ତା’ ଉପରେ ଶୋଇଥିଲେ। ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଜଣଙ୍କ ଜୀବନ। ସମସ୍ତ ମୃତକ ଗୋଟିଏ ପରିବାରର ହୋଇଥିବା ବେଳେ ତାଙ୍କ ମଧ୍ୟରେ ଜଣେ ନାବାଳକ ଥିବା ଜଣାଯାଇଛି।…