Latest Odisha News

BREAKING NEWS

Browsing Category

ଫିଚର

‘ମୋ ବସ’ରେ ଯାତ୍ରୀଙ୍କ ପକେଟରେ ୫୦ ହଜାର ଲୁଟ୍, ଦେଖଣାହାରୀ ସାଜିଛି କମିଶନରେଟ ପୋଲିସ

ଭୁବନେଶ୍ୱର: ଟ୍ୱିନସିଟି କଟକ ଓ ଭୁବନେଶ୍ୱରର ବିଭିନ୍ନ ରୁଟରେ ଚଳାଚଳ କରୁଥିବା 'ମୋ ବସ୍'ର ଯାତ୍ରୀଙ୍କ ପାଇଁ ଚୋରି ମାମଲାରୁ ନିସ୍ତାର ନାହିଁ ବୋଲି ମନେ ହେଉଛି। ସଦ୍ୟତମ ଘଟଣାକ୍ରମରେ ମଙ୍ଗଳବାର ଜଣେ ଗରିବ ବ୍ୟକ୍ତି ଲୁଟର ଶିକାର ହୋଇଛନ୍ତି। ସେ ପରିବାର ସଦସ୍ୟଙ୍କ ସହ ମୋ ବସରେ ଯାଉଥିବା…

ଆକ୍ସନ ମୋଡରେ ଏସଟିଏ, ଅନେକ ଛାତ୍ରଛାତ୍ରୀଙ୍କ ବିରୋଧରେ ଲଗାଇଲା ଜରିମାନା

ଭୁବନେଶ୍ୱର: ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସଟିଏ) ପକ୍ଷରୁ 'ଜିରୋ ଡେଥ୍ ଓ୍ୱିକ୍' ପାଳନ ଅବସରରେ ସପ୍ତାହେ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ମଙ୍ଗଳବାର ପ୍ରଥମ ଦିନରେ ଏସଟିଏ…

ମୋଦୀ ଅଳ୍ପ ପାଠ ପଢ଼ିଛନ୍ତି, ଦୁଇ ହାତରେ ଦେଶକୁ ଲୁଟ୍ କରୁଛନ୍ତି: ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ମଙ୍ଗଳବାର ଦିଲ୍ଲୀ ବିଧାନସଭାର ବଜେଟ୍ ଅଧିବେଶନରେ ଆଦାନୀ ମାମଲା ସମ୍ପର୍କରେ ଗୃହରେ ଏକ ସଂକଳ୍ପ ନିଆଯାଇଛି । ଯାହା ଆଲୋଚନା ହେବା ପରେ ପାରିତ ହୋଇଛି। ସଂକଳ୍ପକୁ ସମର୍ଥନ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ ଆଦାନୀ କେବଳ ଆଗରେ ଅଛନ୍ତି, ସମସ୍ତ…

ରାହୁଲ ଗାନ୍ଧୀ ଦଣ୍ଡିତ ହେବା ପରେ ପ୍ରଧାନମନ୍ତ୍ରୀ କହିଲେ, କୋର୍ଟଙ୍କ ରାୟ ଉପରେ ପ୍ରଶ୍ନ ଉଠୁଛି

ନୂଆଦିଲ୍ଲୀ: ଦିଲ୍ଲୀର ବିଜେପି ମୁଖ୍ୟାଳୟରୁ ଦଳର ନୂଆ କୋଠା ଉଦଘାଟନ କରିବା ପରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବାରୁ ସେମାନଙ୍କର ମୂଳଦୁଆ ଦୋହଲିଯାଇଛି। ଆଜି ଭାରତକୁ ରୋକିବା ପାଇଁ ସାମ୍ବିଧାନିକ ଅନୁଷ୍ଠାନ ଉପରେ ଆକ୍ରମଣ କରାଯାଉଛି।…

ନାବାଳିକା ମୃତ୍ୟୁ ପଛରେ ବଳି ସନ୍ଦେହ, ପଶ୍ଚିମବଙ୍ଗ ଡିଜିପିଙ୍କୁ ରିପୋର୍ଟ ମାଗିଲା ଏନସିପିସିଆର

କୋଲକାତା: ପଶ୍ଚିମବଙ୍ଗର ଦକ୍ଷିଣ କୋଲକାତାରେ ଥିବା ତିଜଲାରେ ଜଣେ ୭ ବର୍ଷର ନିରୀହ ଝିଅର ମୃତ୍ୟୁ ମାମଲାରେ ଜାତୀୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ପ୍ରସଙ୍ଗରେ ଉଦବେଗ ପ୍ରକାଶ କରି ଏନସିପିସିଆର ରାଜ୍ୟ ଡିଜିପିଙ୍କୁ ୪୮ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାକୁ…

ଭକ୍ତି, ପରମ୍ପରା ଓ ସଂସ୍କୃତିର ପ୍ରତୀକ ସାହି ଯାତ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଧାମ ପୁରୀ ସର୍ବଦା ଚଳଚଂଚଳ ରହିଥାଏ । ଚୈତ୍ର ଶୁକ୍ଳ ଅଷ୍ଟମୀରୁ ବୈଶଖା କୃଷ୍ଣ ଦ୍ୱିତୀୟା ପର୍ଯ୍ୟନ୍ତ ପୁରୀରେ ଦେବ ଓ ଦାନବର ଜୀବନ୍ତ ଚିତ୍ର ଦେଖିବେ ଭକ୍ତମାନେ । ସାହି ଯାତ ପୁରୀର ପରିଚୟ । ଶ୍ରୀକ୍ଷେତ୍ରର ୭ ସାହି ଆଖଡା ଏଥିପାଇଁ ସମସ୍ତ ପ୍ରସ୍ତୁତି କରିଥାନ୍ତି…

ଆଇସିସି ଦିନିକିଆ ବିଶ୍ୱକପ: ୭ ଟିମ ସିଧାସଳଖ ହାସଲ କଲେ ଯୋଗ୍ୟତା

ମୁମ୍ବାଇ: ୨୦୨୩ ଦିନିକିଆ ବିଶ୍ୱକପ କ୍ରିକେଟ ପାଇଁ ଆଜି ୭ଟିମ ବିଧିବଦ୍ଧ ଭାବେ ସିଧାସଳଖ ଯୋଗ୍ୟତା ଅର୍ଜନ କରିଛନ୍ତି । ଏଡି ଟିମଗୁଡିକ ହେଲେ ନ୍ୟୁଜିଲାଣ୍ଡ, ଇଂଲଣ୍ଡ, ଭାରତ, ବାଂଲାଦେଶ, ପାକିସ୍ତାନ, ଅଷ୍ଟ୍ରେଲିଆ ଓ ଆଫଗାନିସ୍ତାନ । ଆଉ ଗୋଟିଏ ସ୍ଥାନ ପାଇଁ ଶ୍ରୀଲଙ୍କା, ଦକ୍ଷିଣ ଆଫ୍ରିକା,…

ଟ୍ୱିନ୍ ସିଟିରେ ମେଟ୍ରୋ ଟ୍ରେନ୍ ଚଳାଚଳ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଦେଇନି ରାଜ୍ୟ

ଭୁବନେଶ୍ୱର: ଦୈତ୍ୟ ନଗରୀ କଟକ-ଭୁବନେଶ୍ୱର ମଧ୍ୟରେ ଗଡ଼ିବ କି ମେଟ୍ରୋ ଟ୍ରେନ୍ ? ଏହାକୁ ନେଇ ଅନେକ ବର୍ଷ ଧରି ରାଜ୍ୟରେ ଚର୍ଚ୍ଚା ହେଉଛି । ଲୋକଙ୍କ ଆଶା ବି ରହିଛି ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ କାମ ଆରମ୍ଭ ହେବ । ହେଲେ, ଟ୍ୱିନ୍ ସିଟିରେ ମେଟ୍ରୋ ଚଳାଚଳ ନେଇ ଏଯାଏ କୌଣସି ପ୍ରସ୍ତାବ ଓଡ଼ିଶା…

ସୁରକ୍ଷିତ ଅବସ୍ଥାରେ ଉଦ୍ଧାର ହେଲେ କ୍ରିକେଟର କେଦାରଙ୍କ ବାପା ମହାଦେବ

ନୂଆଦିଲ୍ଲୀ: କ୍ରିକେଟର କେଦାର ଯାଦବଙ୍କ ବାପା ମହାଦେବ ଯାଦବ ୨୭ ମାର୍ଚ୍ଚ ସକାଳୁ ନିଖୋଜ ହୋଇ ଯାଇଥିଲେ । ତାଙ୍କ ଫୋନ ସୁଇଚ ଅଫ ଆସିବା ଯୋଗୁ ଘର ଲୋକ ବ୍ୟସ୍ତ ହୋଇ ପଡିଥିଲେ । ବହୁତ ଖୋଜାଖୋଜି କରିବା ପରେ ତାଙ୍କୁ ନ ପାଇବାରୁ କେଦାରଙ୍କ ପରିବାର ଲୋକେ ଥାନାରେ ନିଖୋଜ ରିପୋର୍ଟ ଦାଖଲ କରିଥିଲେ…

ଟଳିଗଲା ବଡ଼ ଅଘଟଣ, ପ୍ଲାଟଫର୍ମରୁ ପଛକୁ ଫେରିବା ବେଳେ ପୁରୀ-ଗୁଣପୁର ଏକ୍ସପ୍ରେସ୍ ଲାଇନଚ୍ୟୁତ୍

ପୁରୀ: ପୁରୀ ରେଲୱେ ଷ୍ଟେସନରେ ଏକ ବଡ଼ ଅଘଟଣ ଟଳି ଯାଇଛି । ଯାତ୍ରୀଙ୍କୁ ନେଇ ପୁରୀ-ଗୁଣପୁର ଏକ୍ସପ୍ରେସ୍ ପୁରୀ ରେଲୱେ ଷ୍ଟେସନରେ ପହଞ୍ଚିଥିଲା । ଯାତ୍ରୀ ଓହ୍ଲାଇ ଯିବାର କିଛି ସମୟ ପରେ ପଛକୁ ଫେରିବା ସମୟରେ ଲାଇନଚ୍ୟୁତ୍ ହୋଇଛି ପୁରୀ-ଗୁଣପୁର ଏକ୍ସପ୍ରେସ୍ । ସଟିଂ ଲାଇନରେ ୩ଟି ବଗି…