Latest Odisha News

BREAKING NEWS

Browsing Category

ଫିଚର

Cyclone Montha: ‘ବାତ୍ୟା ମୋନ୍ଥା’ ପାଇଁ ଖୋର୍ଦ୍ଧାରେ ୨ ଦିନ ଲାଗି ସ୍କୁଲ, ଅଙ୍ଗନୱାଡି ବନ୍ଦ

ଭୁବନେଶ୍ୱର: ବାତ୍ୟା ମୋନ୍ଥା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ନଜରରେ ରଖି ସୋମବାର ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ରକୁ ଦୁଇ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି। ପ୍ରଶାସନ ଦ୍ୱାରା…

ସୁସ୍ଥ ହେଉଛନ୍ତି ଶ୍ରେୟସ ଆୟର, ଆଇସିୟୁରୁ ବାହାରିଲେ

ନୂଆଦିଲ୍ଲୀ: ଭାରତୀୟ ଦିନିକିଆ ଦଳର ଉପ-ଅଧିନାୟକ ଶ୍ରେୟସ ଆୟର ଆଇସିୟୁରୁ ବାହାରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆରେ ଫିଲ୍ଡିଂ କରିବା ସମୟରେ ଆହତ ହେବା ପରେ ତାଙ୍କୁ ସିଡନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୋମବାର ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ…

Cyclone Montha: ବାତ୍ୟା ପାଇଁ ୩ ଦିନ ଲାଗି ଗୋପାଳପୁରରେ ହୋଟେଲ ବନ୍ଦ

ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାରେ ବାତ୍ୟା ମୋନ୍ଥାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସୋମବାର ଗଞ୍ଜାମ ଜିଲ୍ଲା ପ୍ରଶାସନ ଗୋପାଳପୁରର ସମସ୍ତ ହୋଟେଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୭ ତାରିଖରୁ ତିନି ଦିନ ପାଇଁ ହୋଟେଲ ଗୁଡ଼ିକୁ ବନ୍ଦ ରଖିବା ସହ ସମସ୍ତ ବୁକିଂ…

ବିହାର ପରେ ଦେଶବ୍ୟାପୀ SIR ଲାଗୁ ଘୋଷଣା, ୧୨ ରାଜ୍ୟରୁ ଆରମ୍ଭ…

ନୂଆଦିଲ୍ଲୀ: ନିର୍ବାଚନ କମିଶନ ଦେଶବ୍ୟାପୀ ଭୋଟର ତାଲିକା ସଂଶୋଧନ (SIR) ଘୋଷଣା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ସୋମବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରିଛନ୍ତି। ନିକଟ ଭବିଷ୍ୟତରେ ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡ଼ିକରେ SIR ଆରମ୍ଭ ହେବ।…

Cyclone Montha: ବାତ୍ୟା ମୋନ୍ଥା ପ୍ରଭାବରେ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା…

ଭୁବନେଶ୍ୱର: ବାତ୍ୟା "ମୋନ୍ଥା" ସୋମବାର ସକାଳ ୮.୩୦ ସମୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗରର ଦକ୍ଷିଣ-ପଶ୍ଚିମ ଏବଂ ସଂଲଗ୍ନ ଅଞ୍ଚଳଗୁଡ଼ିକ ଉପରେ ଅବସ୍ଥିତ। ଏହା ପ୍ରଭାବରେ ୯୦ରୁ ୧୦୦ କିଲୋମିଟର ବେଗରେ ପବନ ବହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ସେହିପରି ଏହା…

ବାତ୍ୟା ମୋନ୍ଥା: ଗର୍ଭବତୀ ମହିଳାଙ୍କୁ ସ୍ଥାନାନ୍ତର ପାଇଁ ଗଜପତି ପ୍ରଶାସନର ନିର୍ଦ୍ଦେଶ…

ଭୁବନେଶ୍ୱର: ବଙ୍ଗୋପସାଗର ଉପରେ ସୃଷ୍ଟ ବାତ୍ୟା ମୋନ୍ଥାର ପ୍ରଭାବରେ ପ୍ରବଳ ବର୍ଷା ନେଇ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସତର୍କ ସୂଚନା ଜାରି କରାଯାଇଛି। ଏହା ମଧ୍ୟରେ ଗଜପତି ପ୍ରଶାସନ ସତର୍କତାମୂଳକ ପଦକ୍ଷେପ ନେବା ଆରମ୍ଭ କରିଛି। କାରଣ ବାତ୍ୟାର ପ୍ରଭାବରେ ଜିଲ୍ଲାରେ ଭୂସ୍ଖଳନ ଏବଂ ବନ୍ୟାର…

ମା କାଳୀଙ୍କ ମୂର୍ତ୍ତି ବିସର୍ଜନ ନେଇ କଟକରେ ଟ୍ରାଫିକ କଟକଣା…

କଟକ: କଟକ ସହରରେ ମା କାଳୀଙ୍କ ମୂର୍ତ୍ତି ବିସର୍ଜନ ସମୟରେ ଟ୍ରାଫିକ ନିୟନ୍ତ୍ରଣ କରିବା ପାଇଁ କମିଶନରେଟ୍ ପୋଲିସ ଶୁକ୍ରବାର ସକାଳ ୭ଟାରୁ କିଛି ରାସ୍ତା ଦେଇ ଯାନବାହାନ ଚଳାଚଳ ଉପରେ କଟକଣା ଜାରି କରିଛି। ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଭିଡ଼କୁ ଦୃଷ୍ଟିରେ ରଖି ଓଡ଼ିଶା ସହରାଞ୍ଚଳ…

ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ବେଦାନ୍ତ, ମିଳିବ ୧ ଲକ୍ଷ ନିଯୁକ୍ତି 

ଭୁବନେଶ୍ବର: ଆଜି ବେଦାନ୍ତ ଗ୍ରୁପ୍‌ର ଅଧ୍ୟକ୍ଷ ଅନିଲ ଅଗ୍ରୱାଲ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି। ସୂଚନା ଅନୁଯାୟୀ, ଆଗାମୀ ଦିନରେ ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି…

Instagram: ସୋସିଆଲ ମିଡିଆରେ କଣ୍ଟେଣ୍ଟ କ୍ରିଏଟ୍ କରୁଛନ୍ତି କି? ବଦଳିଲା ଏହି ସବୁ ଫିଚର ନିୟମ

ନୂଆଦିଲ୍ଲୀ: କଣ୍ଟେଣ୍ଟ କ୍ରିଏଟର୍‌ଙ୍କୁ ଇନଷ୍ଟାଗ୍ରାମର ବଡ଼ ଝଟ୍‌କା। ବଦଳିଲା ଏହି ସବୁ ଫିଚର ନିୟମ। ଲାଇଭ୍ ଫିଚର ବଦଳାଇଲା ମେଟା। ଲାଗୁ ହେଲା ନୂଆ ନିୟମ। ଲାଇଭ୍‌ରେ ଆସି ଏବେ ଆଉ ମନ ଇଚ୍ଛା ଗପି ପାରିବେନି କ୍ରିଏଟର୍। ଲାଇଭ୍ ଯିବା ପାଇଁ ହେଲେ ମାନିବାକୁ ପଡ଼ିବ ଏହି ନିୟମ। ଛୋଟ…

ନୂଆପଡା ଉପନିର୍ବାଚନ; ୫ ନାମାଙ୍କନ ପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଭୁବନେଶ୍ୱର: ଆଗାମୀ ନୂଆପଡା ବିଧାନସଭା ଉପନିର୍ବାଚନ ପୂର୍ବରୁ ପ୍ରାର୍ଥୀ ପତ୍ର ଯାଞ୍ଚ ସମୟରେ ମୋଟ ୫ଟି ନାମାଙ୍କନ ପତ୍ର ନାକଚ କରାଯାଇଛି ବୋଲି ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ବୁଧବାର ସୂଚନା ଦେଇଛନ୍ତି। ଅଯୋଗ୍ୟ ଘୋଷଣା ହୋଇଥିବା ବ୍ୟକ୍ତିମାନେ ହେଉଛନ୍ତି ବହୁଜନ ସମାଜ…