Latest Odisha News

BREAKING NEWS

Browsing Category

ଫିଚର

ଜୟନାରାୟଣ ହାଜିର ହୋ ! ୨୦୧୮ ଦିଲେଶ୍ୱର ହତ୍ୟା ମାମଲାରେ ବ୍ୟକ୍ତିଗତ ହାଜର ପାଇଁ କୋର୍ଟଙ୍କ ନୋଟିସ୍

ଭୁବନେଶ୍ୱର : ପ୍ରାୟତଃ ନିଜ ଆଚରଣ ଓ ଉଚ୍ଚାରଣ ପାଇଁ ବିବାଦରେ ରହୁଥିବା ବିଜେପି ବିଧାୟକ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କ ପାଇଁ ପୁଣି ଅଡୁଆ ବଢିଛି । ୨୦୧୮ ମସିହାର ବହୁ ଚର୍ଚ୍ଚିତ ଦିଲେଶ୍ୱର ସାହୁ ହତ୍ୟା ମାମଲାରେ ହାଜର ପାଇଁ ଜୟନାରାୟଣଙ୍କୁ ଭୁବନେଶ୍ୱର ଅତିରିକ୍ତ ଦୌରାଜଜ୍ କୋର୍ଟ ନୋଟିସ୍…

ରେଳଷ୍ଟେସନରେ ଆରମ୍ଭ ହେଲା କିନ୍ନରଙ୍କ ପ୍ରଥମ ଚା’ଷ୍ଟଲ

ଗୌହାଟୀ: ଆପଣ ରେଳଷ୍ଟେସନରେ ଚା ଷ୍ଟଲ ଟ ଦେଖିଥିବେ । ତେବେ ବର୍ତ୍ତମାନ ଆସାମର ଗୌହାଟୀ ରେଳ ଷ୍ଟେସନରେ ଏମିତି ଏକ ଚା ଷ୍ଟଲ ଆରମ୍ଭ କରାଯାଇଛି ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ବାସ୍ତବରେ ଏହି ଚା ଷ୍ଟଲଟି କିନ୍ନରଙ୍କ ଦ୍ୱାରା କରାଯାଇଥିବାବେଳେ ଏହା ଦେଶର ପ୍ରଥମ ଚା ଷ୍ଟଲ ହୋଇପାରିଛି…

୪ ଦିନ ନିଖୋଜ ପରେ କୂଅରୁ ଉଦ୍ଧାର ହେଲା ଓକିଲଙ୍କ ମୃତ ଦେହ

କଟକ: ୪ ଦିନ ହେଲା ନିଖୋଜ ଥିବା ଓକିଲଙ୍କୁ ପୋଲିସ ଉଦ୍ଧାର କରିଛି ଏକ କୂଅ ଭିତରୁ । କେହି ତାଙ୍କୁ ହତ୍ୟା କରିବା ପରେ କୂଅ ଭିତରକୁ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ପାରିବାରିକ ଶତ୍ରୁତାରୁ କେହି ତାଙ୍କୁ ହତ୍ୟା ପରେ ଫିଙ୍ଗି ଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ୪ ଦିନ ଧରି…

୫୮ ବର୍ଷ ବୟସରେ ପାଦ ଥାପିଲେ ସୁପରଷ୍ଟାର ଆମିର୍‌ ଖାନ୍‌

ମୁମ୍ବାଇ : ଆଜି ବଲିଉଡର ଭେଟେରାନ ଅଭିନେତା ଆମିର୍‌ଖାନ୍‌ଙ୍କ ଜନ୍ମଦିନ ।  ୫୮ ବର୍ଷ ବୟସରେ ପାଦ ଥାପିଲେ ସୁପରଷ୍ଟାର ଆାମିର୍‌ ଖାନ୍‌ । ସବୁଆାଡ଼ୁ ଛୁଟୁଛି ଜନ୍ମଦିନ ଶୁଭେଚ୍ଛାର ସୁଅ  । ଆମୀର ଜଣେ ଭଲ ଅଭିନେତା ତଥା ଜଣେ ଭଲ ନିର୍ଦ୍ଦେଶକ ଏବଂ ନିର୍ମାତା ମଧ୍ୟ  । ତାଙ୍କର ଅଭିନୟ କେବଳ…

ଯୋଗୀଙ୍କ ଡରରେ ଥରୁଛନ୍ତି ଅପରାଧୀ! ପ୍ରଥମେ ଲେଖିକି ଦିଅ, ଗୁଳି ମାରିବନି

ହରଦୋଇ: ଉତ୍ତରପ୍ରଦେଶର ଅପରାଧୀଙ୍କୁ ଘାରିଛି ଏନକାଉଣ୍ଟର ଭୟ । ଆଉ ଭୟ ଏମିତି ଘାରିଛି ଯେ ଜେଲରେ ରହିବେ ପଛେ, ଜାମିନରେ ମୁକୁଳିବାକୁ ଚାହୁଁନାହାନ୍ତି ଅପରାଧୀ । କଥାଟି ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏକଥା ଏକଦମ ସତ । ସୂଚନା ପ୍ରକାରେ ଉତ୍ତରପ୍ରଦେଶ ହରଦୋଇ ଜେଲରେ ବନ୍ଦ ଥିବା ଜଣେ…

ଇ-ସାଇକେଲ ଲଂଚ କଲା କାର ନିର୍ମାତା ‘ଅଡ଼ି’

ନ୍ୟୁୟର୍କ: ବର୍ତ୍ତମାନ ଯୁବପିଢ଼ିଙ୍କ ମଧ୍ୟରେ ଇ-ସାଇକେଲକୁ ନେଇ କ୍ରେଜ୍ ବଢ଼ିବାରେ ଲାଗିଛି । ବିଶେଷ କରି ଡିଜାଇନ ସାଙ୍ଗକୁ ଅଳ୍ପ ପରିଶ୍ରମରେ ଏହି ସାଇକେଲ ଚଳାଇହେଉଥିବାରୁ ଏବେ ଅଧିକାଂଶ ଯୁବପିଢ଼ି ଇ-ସାଇକେଲକୁ ଆପଣାଉଛନ୍ତି । ଏହାକୁ ନଜରରେ ରଖି କାର ନିର୍ମାତା ଅଡି ଏହାର ଇ-ସାଇକେଲ ଲଂଚ…

ଓସ୍କାର ପୁରସ୍କାର ପାଇଁ ବାଲୁକା କଳାରେ ଶୁଭେଚ୍ଛା

ପୁରୀ : ଚଳିତ ବର୍ଷ ଭାରତୀୟ ସିନେମା ପାଇଁ ସଫଳତାର ବର୍ଷ । ଓସ୍କାର ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ଇତିହାସ ସୃଷ୍ଟି କରିଛି ‘RRR’ ଫିଲ୍ମର ନାଟୁ ନାଟୁ ଗୀତ ଏବଂ  ଚଳଚ୍ଚିତ୍ର ‘ଦ ଏଲିଫ୍ୟାଣ୍ଟ ହ୍ୱିସପରର୍ସ’ । ‘RRR’ ଫିଲ୍ମର ନାଟୁ ନାଟୁ ଗୀତକୁ ଓରିଜିନାଲ ଗୀତ ବର୍ଗରେ ଏବଂ ଚଳଚ୍ଚିତ୍ର ‘…

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ଆଲ୍ଲାହାବାଦ ହାଇକୋର୍ଟ ପରିସରରୁ ହଟିବ ମସଜିଦ

ନୂଆଦିଲ୍ଲୀ: ଆଲ୍ଲାହାବାଦ ହାଇକୋର୍ଟ ପରିସରରେ ଥିବା ମସଜିଦକୁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଲିଜ୍ ସମ୍ପତ୍ତି ଉପରେ ନିର୍ମିତ ହୋଇଥିବାରୁ ହଟାଇବାକୁ ଦେଲେ ନିର୍ଦ୍ଦେଶ । ଏନେଇ ୩ ମାସ ଭିତରେ ହଟାଇବାକୁ କର୍ତ୍ତୃପକ୍ଷଙ୍କୁ ଆଦେଶ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ । ଜଷ୍ଟିସ୍…

କାୟା ମେଲାଇଲାଣି H3N2 ଇନ୍‌ଫ୍ଲୁଏଞ୍ଜା ସଂକ୍ରମଣ, ସତର୍କ ରହିବାକୁ ପରାମର୍ଶ ଦେଲେ ରଣଦୀପ ଗୁଲେରିଆ

ନୂଆଦିଲ୍ଲୀ : ପୁଣି ଫେରିଲା ମାସ୍କ । ଦେଶରେ କାୟା ମେଲାଇଲାଣି H3N2 ଇନ୍‌ଫ୍ଲୁଏଞ୍ଜା ସଂକ୍ରମଣ । ୫ରୁ ୭ଦିନ ଯାଏ ଲାଗିରହୁଛି ଜ୍ୱର, ଥଣ୍ଡା ଓ କାଶ ।ଏହି ଫ୍ଲୁ ବୃଦ୍ଧି ପାଉଥିବାରୁ ସ୍ୱାସ୍ଥ୍ୟ ବିଶେଷଜ୍ଞ ମାନେ ଫ୍ଲୁ ଟୀକା ଡ୍ରାଇଭ ଉପରେ ଗୁରୁତ୍ୱ ଦେବାକୁ ଆହ୍ୱାନ ଦେଇଛନ୍ତି । H3N2…

ମଧୁମେହ ରୋଗୀଙ୍କ ପାଇଁ ଟିପ୍ସ…

ମଧୁମେହ ରୋଗ ଏକ ମାରାତ୍ମକ ରୋଗ। ଦିନକୁ ଦିନ ମଧୁମେହ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାକୁ ନିୟନ୍ତ୍ରଣରେ ରଖିବାକୁ ହେଲେ ଆମକୁ ଆମ ଶରୀରର ଯତ୍ନ ନେବାକୁ ହେବ । ଆମର ଦୈନନ୍ଦିନ ଚାଲିଚଳଣୀରେ ପରିବର୍ତ୍ତନ ଆଣିବାକୁ ହେବ। ମଧୁମେହରେ, ଯଦି ଆପଣ ସ୍ୱାସ୍ଥ୍ୟ ବଜାୟ ରଖିବାରେ ବିଫଳ…