Latest Odisha News

BREAKING NEWS

Browsing Category

ଫିଚର

ସନ୍ଦିଗ୍ଧ ପାରାକୁ ନେଇ ଆସିଲା ସାଂଘାତିକ ତଥ୍ୟ; ପାରା ସାହାଯ୍ୟରେ ଚୀନ କରୁଛି ଗୋଇନ୍ଦାଗିରି

ଭୁବନେଶ୍ୱର: ପାରାଦୀପ ସମୁଦ୍ର ମଝିରେ ମତ୍ସ୍ୟଜୀବୀଙ୍କ ଦ୍ୱାରା ଉଦ୍ଧାର ହୋଇଥିବା ଗୁଇନ୍ଦା ପାରାକୁ ନେଇ ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ । ପାରା ଜରିଆରେ ଚୀନ କରୁଛି ଗୁଇନ୍ଦାଗିରି ।  ଭୁବନେଶ୍ବର ସ୍ଥିତ ରାଜ୍ୟ ଫରେନସିକ ଲାବରେ ପାରା ଦେହରୁ ମିଳିଥିବା ଯନ୍ତ୍ରାଂଶକୁ ପରୀକ୍ଷା ପରେ ଏପରି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନର ୨ୟ ପର୍ଯ୍ୟାୟ; ନବ ଝଡରେ ପୁଣି କମ୍ପିବ ଗୃହ !

ଭୁବନେଶ୍ୱର:  ଆଜିଠୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ପୁଣିଥରେ ସରକାରଙ୍କୁ ଘେରି ପାରନ୍ତି ବିରୋଧି ।  ନବ ଦାସ ହତ୍ୟା ପ୍ରସଙ୍ଗ,  ଦରଦାମ ବୃଦ୍ଧି, ବିଦ୍ୟୁତ କାଟ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଜବାବ ମାଗିବେ ବିରୋଧୀ।  ବ୍ୟତିତ ଖଣି ଖଦାନ ଲୁଟ, ଜଙ୍ଗଲ ନିଆଁ,…

କଂଗ୍ରେସ ସରକାରରେ ବିଜୁଳି ରହୁନଥିଲା, ତେଣୁ ଜନସଂଖ୍ୟା ବଢ଼ିଯାଇଛି: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ

ହୁବୁଳି: କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଗୁରୁବାର କଂଗ୍ରେସକୁ ଟାର୍ଗେଟ କରିବାକୁ ଯାଇ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । ଯେଉଁଥିରେ ସେ ଜନସଂଖ୍ୟା ବଢ଼ିବାରା କାରଣ ବାବଦରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, କଂଗ୍ରେସ ସରକାର ସମୟରେ ବିଜୁଳି ସେବା କମ୍ ରହୁଥିଲା।…

ନବ ଦାସଙ୍କ ଝିଅ ଆକାଉଣ୍ଟରୁ ଦେଢ ଲକ୍ଷ ଟଙ୍କା ନେଇଗଲେ ସାଇବର ଠକ

ସମ୍ବଲପୁର: ସାଇବର ଠକେଇର ଶିକାର ହେଲେ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ । ସେ ଦେଢ ଲକ୍ଷ ଟଙ୍କାର ଠକେଇର ଶିକାର ହେଇଛନ୍ତି । ଏ ନେଇ ସେ ସମ୍ବଲପୁର ଅଇଁଠାପାଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ସମ୍ବଲପୁର ମୋଦୀପଡା ହେଉଛି ଦୀପାଳିଙ୍କ ପୈତୃକ ଘର । ଅଇଁଠାପାଲିରେ ତାଙ୍କର…

ବିରୋଧୀ ଯେଉଁଠି ରେଡ୍ ସେଇଠି !

ଭୁବନେଶ୍ୱର: କୌଣସି ନିର୍ବାଚନ ଆସିଲେ ବିରୋଧୀ ଦଳର ନେତାଙ୍କ ଉପରେ ସିବିଆଇ, ଇଡି ଓ ଇନକମ ଟ୍ୟାକ୍ସ ଚଢ଼ାଉ କରାଯାଏ ବୋଲି ଅଭିଯୋଗ ହୋଇଆସୁଛି। କେନ୍ଦ୍ରର ବିଜେପି ସରକାର ଏହାକୁ ଅସ୍ତ୍ର କରି ବିରୋଧୀଙ୍କ ଉପରେ ଚାପ ସୃଷ୍ଟି କରୁଥିବା ଅଭିଯୋଗ ହେଉଛି। ଏପରିକି ବିଭିନ୍ନ ରାଜ୍ୟରେ ଏବେ ସିବିଆଇ…

ଜଳକ୍ଲିଷ୍ଟ ଅଞ୍ଚଳରେ ଟ୍ୟାଙ୍କର ମାଧ୍ୟମରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଖରା ଦିନିଆ ଜଳ ସମସ୍ୟା ସମାଧାନ ନିମନ୍ତେ ସରକାରଙ୍କ ପକ୍ଷରୁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇ ଥିଲା । ଉଭୟ ଗ୍ରାମ୍ୟ ଓ ସହରାଞ୍ଚଳରେ ପାନୀୟ ଜଳ ଯୋଗାଣକୁ ସୁଗମ କରିବାକୁ…

ଜାମିନ୍ ଶୁଣାଣି ପୂର୍ବରୁ ମନୀଷ ସିସୋଦିଆଙ୍କୁ ଗିରଫ କଲା ED

ନୂଆଦିଲ୍ଲୀ: ସିବିଆଇ ପରେ ମନୀଷ ସିସୋଦିଆଙ୍କୁ ଇଡି ଗିରଫ ଦର୍ଶାଇଛି । ପୂର୍ବତନ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଆଜି ଜେରା ପରେ ଗିରଫ ଦର୍ଶାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଆଜି ଦିନ ୧୦ଟାରୁ ତିହାର ଜେଲରେ ସିସୋଦିଆଙ୍କୁ ଦିନ ୧୦ଟାରୁ ଇଡି ଜେରା ଆରମ୍ଭ କରିଥିଲା । ମନି…

ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୨ ଗୋଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୧୨ଟି ପ୍ରସ୍ତାବ ଅନୁମୋଦିତ ହୋଇଛି । ରାଜସ୍ୱ, ପଞ୍ଚାୟତିରାଜ, ଗୃହ ଓ ନଗର…

ସରକାରଙ୍କ ଉପରେ ଭାରି ପଡ଼ୁଛନ୍ତି କି ତ୍ରିମୂର୍ତ୍ତି ?

ଭୁବନେଶ୍ୱର: ନବଙ୍କ ହତ୍ୟା ଘଟଣାକୁ ନେଇ ଜଣଙ୍କ ପରେ ଜଣେ ବରିଷ୍ଠ ନେତା ସରକାରୀ ଦଳକୁ ଟାର୍ଗେଟ କରିଚାଲିଛନ୍ତି। ନବ ଦାସଙ୍କ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଆରମ୍ଭରୁ ବିଜେଡିକୁ ଟାର୍ଗେଟ କରି ଆସୁଥିବା ବେଳେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମଧ୍ୟ କଡା…

ନବୀନଙ୍କଠୁ କିଛି ଶିଖ !

ଭୁବନେଶ୍ୱର: ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ନବୀନଙ୍କ ଘନ ଘନ ଗସ୍ତ। ହଜାର ହଜାର କୋଟି ଟଙ୍କା ଯୋଜନାର ଉପହାର। କେନ୍ଦୁଝରଠୁ ଆରମ୍ଭ କରି କୋରାପୁଟ, ବରଗଡ଼, କଳାହାଣ୍ଡି, ନୂଆପଡା ଗସ୍ତ କରି ବହୁ ଯୋଜନାର ଉଦଘାଟନ ଓ ଶିଳାନ୍ୟାସ କରିଥିବା ନବୀନ ରାତି ପାହିଲେ ସୁନ୍ଦରଗଡ ଜିଲ୍ଲା ଗସ୍ତ କରିବେ।…