Latest Odisha News

BREAKING NEWS

Browsing Category

ଫିଚର

ଚୀଷୀଙ୍କ ପାଇଁ ଖୁସି ଖବର; ୟୁରିଆ ପରେ ଏବେ ନୋନା ଡିଏପିକୁ ମଞ୍ଜୁରୀ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: କୃଷକଙ୍କ ପାଇଁ ଖୁସୀ ଖବର। ନାନୋ ୟୁରିଆ ପରେ ଏବେ ନାନୋ ଡିଏପି(ଡାଇ ଆମୋନିୟମ ଫସ୍‌ଫେଟ୍)କୁ ବି ମଞ୍ଜୁରୀ ଦେଲେ ସରକାର। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଶନିବାର ଟ୍ୱିଟ୍ କରି ମନ୍ତ୍ରୀ ଲେଖିଛନ୍ତି “ ଉର୍ବରକ(ସାର)…

ବାହାଘର ୨ ଦିନ ପରେ ଚାଲିଗଲା ବରର ଜୀବନ, ଚତୁ୍‌ର୍ଥୀରେ ଉଠିଲା କୋକେଇ

ବାଲେଶ୍ୱର: ଉତ୍ସବ ମୁଖର ଘରଟା ଏମିତି କାରୁଣ୍ୟରେ ଭରିଯିବ ବୋଲି କେହି ଭାବି ନ ଥିଲେ । ବାହାଘରର ସାତଦୀପ ଲିଭିବା ଆଗରୁ ଏମିତି ଜୀବନଦୀପ ଲିଭିଯିବ ବୋଲି କିଏ ବା କାହିଁକି ଭାବିବ ? ବନ୍ଧୁବାନ୍ଧବଙ୍କ ଗହଣରେ ଯେଉଁ ଘର ଉଛୁଳି ପଡୁଥିଲା ସେଇ ଘରେ ଏବେ ନୀରବତା । ନୂଆ ସଂସାର ଗଢିବ ବୋଲି…

ଯାହା ପ୍ରେମରେ ପଡ଼ି ଫେରାର ହେଲେ ପତ୍ନୀ, ତାଙ୍କ ସ୍ତ୍ରୀକୁ ବାହା ହେଲେ ସ୍ୱାମୀ

ପାଟନା : ବିହାରର ଖାଗାରିଆ ଜିଲ୍ଲାରୁ ଆସିଛି ଏକ ଆଶ୍ଚର୍ଯ୍ୟ ଜନକ ଘଟଣା । ପର ସ୍ୱାମୀ ପ୍ରେମରେ ପଡ଼ି ଫେରାର ହୋଇଗଲେ ସ୍ତ୍ରୀ । ସ୍ତ୍ରୀର ଏଭଳି କାଣ୍ଡ ଦେଖି ସ୍ୱାମୀ ମଧ୍ୟ ତାଙ୍କ ସ୍ତ୍ରୀଙ୍କୁ ବିବାହ କରିଛନ୍ତି । ସବୁଠୁ କୌତୁହଳ ବିଷୟ ହେଉଛି ୨ ମହିଳାଙ୍କ ନାମ ହେଉଛି ରୁବୀ ଦେବୀ । ଏହି…

ପୁଣି ଫେରୁଛି କରୋନା! ୯୭ ଦିନ ପରେ ସାମ୍ନାକୁ ଆସିଲା ୩୦୦ରୁ ଅଧିକ ନୂଆ ମାମଲା, ୩ ଜଣଙ୍କର ଗଲା ଜୀବନ

ନୂଆଦିଲ୍ଲୀ: ପୁଣି ଫେରୁଛି କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାର ୩୦୦ରୁ ଅଧିକ ମାମଲା ସାମ୍ନାକୁ ଆସିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ତଥ୍ୟ ମୁତାବକ ୯୭ ଦିନ ପରେ ୩୦୦ରୁ ଅଧିକ କରୋନା ମାମଲା ସାମ୍ନାକୁ ଆସିଛି । ଏହି ନୂଆ ମାମଲାକୁ ମିଶାଇଲେ ଦେଶରେ…

ପଶ୍ଚିମ ଓଡ଼ିଶାର ୩ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ; ବିଜୁ ଏକ୍ସପ୍ରେସ୍‌ ୱେକୁ ଲୋକାର୍ପଣ କରିବେ ନବୀନ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଜୟନ୍ତୀ ଅବସରରେ ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ୩ ଜିଲ୍ଲାକୁ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ । ବରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା ଗସ୍ତକ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ନବୀନ ବରଗଡ଼ ସୋହେଲା ବ୍ଲକ…

ବ୍ୟୁଟିପାର୍ଲରରୁ ଫେରିଲେ କନ୍ୟା, ବାହା ହେବାକୁ ମନା କଲେ ବର

ବେଙ୍ଗାଲୁରୁ: ବ୍ୟୁଟିପାର୍ଲର ଯିବା ହେଲା ମହଙ୍ଗା । ବିବାହ ଦିନ ବ୍ୟୁଟିପାର୍ଲର ଯାଇଥିବା ଜଣେ କନ୍ୟାଙ୍କର ଏଭଳି ଅବସ୍ଥା ହୋଇଛି ଯେ ବିବାହ ପାଇଁ ବର ମନା କରିଦେଇଛି । ଏତିକିରେ କଥା ସରିନାହିଁ, ବରଂ ଚିକିତ୍ସା ପାଇଁ ଯୁବତୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କର୍ଣ୍ଣାଟକର ହସନ…

୮ ଦିନ ହେଲା ଉପାସରେ ମହାଦେବ; କପିଳେଶ୍ୱର ମନ୍ଦିରରେ ଝୁଲୁଛି ତାଲା

ଭୁବନେଶ୍ୱର; ତୁଟୁନି ସେବାୟତଙ୍କ ବିବାଦ ଖୋଲୁନି ମନ୍ଦିରରୁ ତାଲା। ଗତ ୮ ଦିନ ହେଲା ଉପାସ ଭୋକରେ ମହାଦେବ। ଭୁବନେଶ୍ୱରର କପିଳେଶ୍ୱର୍ ମନ୍ଦିରରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି। ଗତ ୮ ଦିନ ହେଲା ମନ୍ଦିରରେ ତାଲା ପଡିଛି। ସପ୍ତାହେରୁ ଅଧିକ ଦିନ ହେଲା ମନ୍ଦିରରେ ତାଲା ପଡ଼ିଥିବାରୁ ଈଶ୍ୱର…

ମାତ୍ର ୮ ହଜାର ଟଙ୍କା ଦେଇ ଘରକୁ ନେଇଯାଆନ୍ତୁ ସ୍ପ୍ଲେଣ୍ଡର ପ୍ଲସ

ନୂଆଦିଲ୍ଲୀ: ଦେଶର ବୃହତ୍ତମ ବାଇକ ନିର୍ମାଣକାରୀ ହିରୋ ମୋଟକର୍ପର ସବୁଠାରୁ ଲୋକପ୍ରିୟ ବାଇକ ଭାବରେ ସ୍ପ୍ଲେଣ୍ଡର ପ୍ଳସର ନାମ ସବୁଠାରୁ ଆଗରେ ଆସିଥାଏ । ଏହାର ଡିଜାଇନ୍, ମାଇଲେଜ୍ ଯୋଗୁଁ ଏହି ବାଇକ ଗତ କିଛି ବର୍ଷ ଧରି ବଜାରରେ ଏକ ଦୃଢ ସ୍ଥାନ ବଜାୟ ରଖିପାରିଛି । ଆଜି ଆମେ ଆପଣଙ୍କୁ ହିରୋ…

ନିର୍ଦ୍ଦେଶ ପରେ ବି ସତ୍ୟପାଠ ଦାଖଲ କଲେନି ରାଜ୍ୟ ସରକାର: ୨୫ ହଜାର ଫାଇନ କଲେ ହାଇକୋର୍ଟ

କଟକ; ଝାରସୁଗୁଡ଼ାରେ ଏକ ଗାଁ ରାସ୍ତାକୁ ଏକ ଘରୋଇ କମ୍ପାନୀ ମାଲ୍ ପରିବହନ ପାଇଁ ବ୍ୟବହାର କରୁଥିବା ଅଭିଯୋଗରେ ୨୦୨୦ରେ ଦାୟର ହୋଇଥିବା ଏକ ଜନସ୍ୱାର୍ଥ ମାମଲାରେ ବାରମ୍ବାର ନିର୍ଦ୍ଦେଶ ପରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରୁ ନଥିବାରୁ ଶନିବାର ଅସନ୍ତୋଷ ପ୍ରକାଶ କରିଛନ୍ତି ହାଇକୋର୍ଟ।…

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ଘଟଣା;  ପୁରୁଷ ବନ୍ଧୁ ପ୍ରୀତିମାନ ଓ ମାନସଙ୍କର ହେବ ଲାଏ ଡିଟେକସନ୍‌ ଟେଷ୍ଟ

ଭୁବନେଶ୍ୱର: ସମ୍ବଲପୁର ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ଘଟଣାରେ ପୁଲିସ ଅଟକ ରଖିଥିବା ତାଙ୍କର ପୁରୁଷ ବନ୍ଧୁ ପ୍ରୀତିମାନ ଓ ମାନସ ଟୁଡୁଙ୍କର ଆଜି ଲାଏ ଡିଟେକସନ୍‌ ଟେଷ୍ଟ କରାଯିବ। ଶନିବାର ଭୁବନେଶ୍ୱର ଫୋରେନ୍‌ସିକ ଲ୍ୟାବରେ ଏହି ଟେଷ୍ଟ କରାଯିବ। ଏଥିପାଇଁ ସମ୍ବଲପୁର ପୁଲିସର ଏକ…