Latest Odisha News

BREAKING NEWS

Browsing Category

ଫିଚର

ତ୍ରିପୁରା, ନାଗାଲାଣ୍ଡରେ ବିଜେପି…. ମେଘାଳୟରେ ଝୁଲା ସରକାର

ନୂଆଦିଲ୍ଲୀ: ପୂର୍ବୋତ୍ତରର ୩ ରାଜ୍ୟ ତ୍ରିପୁରା, ନାଗାଲାଣ୍ଡ, ମେଘାଳୟ ବିଧାନସଭା ନିର୍ବାଚନ ଭୋଟ୍ ଗଣତି ଜାରି ରହିଥିବା ବେଳେ ଫଳାଫଳ ସ୍ପଷ୍ଟ ହୋଇଛି । ଏବେ ତ୍ରିପୁରାରେ ବିଜେପି ସରକାର ଥିବା ବେଳେ ନାଗାଲାଣ୍ଡରେ ବିଜେପି ମେଣ୍ଟ ଓ ମେଘାଳୟରେ ନ୍ୟାସନାଲ୍ ପିପୁଲ୍ସ ପାର୍ଟିର ସରକାର ଅଛି ।…

ତୃତୀୟ କ୍ରିକେଟ ଟେଷ୍ଟ: ଅଷ୍ଟ୍ରେଲିଆ ସମ୍ମୁଖରେ ୭୬ ରନର ବିଜୟ ଲକ୍ଷ୍ୟ

ଇନ୍ଦୋର: ଏଠାରେ ଅନୁଷ୍ଠିତ ତୃତୀୟ କ୍ରିକେଟ ଟେଷ୍ଟରେ ଭାରତ ୭୬ ରନର ବିଜୟ ଲକ୍ଷ୍ୟ ଅଷ୍ଟ୍ରେଲିଆ ସମ୍ମୁଖରେ ରଖିଛି । ଭାରତ ଦ୍ୱିତୀୟ ଇନିଂସରେ ୧୬୩ ରନ କରି ଅଲଆଉଟ ହୋଇ ଯାଇଥିଲା । ଭାରତର ଇନିଂସ ସମାପ୍ତ ହେବା ପରେ ଅମ୍ପାୟର ଷ୍ଟମ୍ପସ ଅପସାରଣ କରିଥିଲେ । ଚେତେଶ୍ୱର ପୂଜାରାଙ୍କ ବ୍ୟତୀତ ଅନ୍ୟ…

ହାର୍ଟଆଟାକ ପରେ ସୁସ୍ଥ ହେଲେ ସୁସ୍ମିତା ସେନ

ମୁମ୍ବାଇ: ପୂର୍ବତନ ମିସ ୟୁନିଭର୍ସ ଓ ପ୍ରତିଷ୍ଠିତ ଅଭିନେତ୍ରୀ ସୁସ୍ମିତା ସେନଙ୍କୁ ହାର୍ଟ ଆଟାକ ଆସିଥିଲା । ଏଞ୍ଜିୟୋପ୍ଲାଷ୍ଟି କରିବା ପରେ ସେ ଏବେ ସୁସ୍ଥ ଅଛନ୍ତି । ଗୁରୁବାର ସେ ସୋସିଆଲ ମିଡିଆରେ ଏକ ଭାବପୂର୍ଣ୍ଣ ମେସେଜ ଦେଇ ଏ ସମ୍ପର୍କରେ ଜଣାଇଥିଲେ । ଏହା ବ୍ୟତୀତ ପ୍ରଶଂସକଙ୍କୁ ନିଜର…

ନାଗାଲାଣ୍ଡ ଲେଖିଲା ନୂଆ ଇତିହାସ, ୬୦ ବର୍ଷ ପରେ ରାଜ୍ୟ ପାଇଲା ମହିଳା ବିଧାୟକ

କୋହିମା: ମେଘାଳୟ, ତ୍ରିପୁରା ଓ ନାଗାଲାଣ୍ଡରେ ହୋଇଥିବା ବିଧାନସଭା ନିର୍ବାଚନ ଭୋଟ୍ ଗଣତି ଆଜି ହେଉଛି । ଆଉ ଏଥର ନିର୍ବାଚନରେ ନାଗାଲାଣ୍ଡର ଲୋକ ନୂଆ ଇତିହାସ ଲେଖିଛନ୍ତି । ନାଗାଲାଣ୍ଡ ରାଜ୍ୟ ଗଠନ ପର ଠାରୁ କେହି ମହିଳା ବିଧାୟକ ଭାବେ ନିର୍ବାଚିତ ହୋଇ ନଥିଲେ । ଏଥର ବିଜେପିର ସହଯୋଗୀ…

ପୋଲିସ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ, କାଲି ସବୁ ଥାନାରେ ଏତଲା ଦେବ ବିଜେପି

ଭୁବନେଶ୍ୱର: ବିଜେପି ଯୁବମୋର୍ଚ୍ଚାର ବିଧାନସଭା ଘେରାଉ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିଜେପି ବିରୋଧ କରିଛି । ପ୍ରତିବାଦରେ ଦଳ ଆସନ୍ତାକାଲି ରାଜ୍ୟର ସବୁ ଥାନାରେ ଏତଲା ଦେବ । ଏନେଇ ଆଜି ପ୍ରେମସିଟରେ ସୂଚନା ଦେଇଛନ୍ତି ଦଳର ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ…

୮ ହଜାର ସାଇକେଲ ପାଇଲେ ମିଶନ ଶକ୍ତିର ମା’

ଭୁବନେଶ୍ୱର : ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ସାଇକେଲ ବିତରଣ କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଯାଇଛି। ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀ ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ…

ଗ୍ୟାସ୍ ଦର ବଢ଼ାଇ ପିଏମ୍ ମୋଦି ଚାହୁଁଛନ୍ତି କି ଲୋକେ ଚାଉଳ ନ ରାନ୍ଧି କଞ୍ଚା ଖାଆନ୍ତୁ ? :ବିଜେଡି

ଭୁବନେଶ୍ୱର: ଓଡ଼ିଶା ତଥା ଦେଶର ମା’ ଭଉଣୀଙ୍କ ଆଖିରୁ ଚୂଲି ଧୂଆଁ ବାଜି ଯେଭଳି ଲୁହ ନବାହାରିବ ସେଥିପାଇଁ କେନ୍ଦ୍ର ସରକାର ଉଜ୍ୱଳା ଯୋଜନାରେ ରିହାତି ଦରରେ ରନ୍ଧନ ଗ୍ୟାସ ସିଲିଣ୍ଡର ଯୋଗାଣ ଯୋଜନା କରିଥିଲେ । ହେଲେ ଏଲପିଜି ରନ୍ଧନ ଗ୍ୟାସର ଦର ଦ୍ରୁତ ଗତିରେ ବୃଦ୍ଧି କେବଳ ଓଡ଼ିଶାର ମାଆ ଏବଂ…

ରାଉଡି ଲୁକ୍‌ରେ ନଜର ଆସିବେ ରାକ୍ଷୀ ସାୱନ୍ତ

ମୁମ୍ବାଇ: ବି-ଟାଉନର ଡ୍ରାମାକୁଇନ ରାକ୍ଷୀ ସାୱନ୍ତ  । ନିଜ ବ୍ୟକ୍ତିଗତ ଜୀବନରେ ଆସିଥିବା ଝଡ଼କୁ ସାମ୍ନା କରିଛନ୍ତି ରାକ୍ଷୀ । ଅନେକ ଥର କାନ୍ଦୁ ଥିବାର ଭିଡିଓ ସୋଶିଆଲ ମିଡିଆରେ ଭାଇରାଲ ହେଉଥିବା ବେଳେ ବର୍ତ୍ତମାନ ଅଣ୍ଟା ସଳଖିଛନ୍ତି ରାକ୍ଷୀ । ନିଜ କ୍ୟାରିୟର ଉପରେ କରିଛନ୍ତି ଫୋକସ୍‌ …

ନିର୍ବାଚନ କମିଶନ ନିଯୁକ୍ତି ନେଇ ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ; ଏବେ ଏହି କମିଟି ପରାମର୍ଶରେ ଦିଆଯିବ ନିଯୁକ୍ତି

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗର ଶୀର୍ଷ ଅଧିକାରୀ ନିଯୁକ୍ତି ନେଇ ଗୁରୁବାର ଐତିହାସିକ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ଏଣିକି ପ୍ରଧାନମନ୍ତ୍ରୀ, ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଓ ଲୋକସଭା ବିରୋଧୀ ଦଳ ନେତାଙ୍କୁ ନେଇ ଗଠିତ ଏକ କମିଟି ମୁଖ୍ୟ ନିର୍ବାଚନ ଅଧିକାରୀ ନିଯୁକ୍ତ କରିବେ। ଏହି…

ପୋଖରୀରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ନୂଆପଡ଼ା : ପୋଖରୀରୁ ଅଚିହ୍ନା ଯୁବକଙ୍କ ମୃତ ଦେହ ଉଦ୍ଧାର । କୋମନା ଥାନା ରଜନା  ଇନ୍ଦ୍ର ନଦୀ ଘୋଡା ଘାଟରେ ଜଣେ ଅଚିହ୍ନା ଯୁବକଙ୍କ ମୃତ ଦେହ ପାଣିରେ ଭାସୁଥିବା ଲୋକ ଦେଖିବାକୁ ପାଇଥିଲେ । ପରେ କୋମନା ପୋଲିସକୁ ଖବର ଦେଇଥିଲେ । କୋମନା ପୋଲିସ ଓ ଅଗ୍ନିଶମ ବିଭାଗ ଖବର ପାଇ ଘଟଣା ସ୍ଥଳରେ…