Latest Odisha News

BREAKING NEWS

Browsing Category

ଫିଚର

ସ୍ୱରକୁ ଚାପିବାକୁ ଉଦ୍ୟମ କରୁଛନ୍ତି କେନ୍ଦ୍ର ସରକାର, ମନୀଷଙ୍କ ସହ ଆମେ ଛିଡା ହେବୁ: ସଞ୍ଜୟ ରାଉତ

ମୁମ୍ବାଇ: ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସିବିଆଇ ଗିରଫ କରିବା ପରେ ବିରୋଧୀ ଦଳର ଅନେକ ନେତା କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି | ଆଉ ଏବେ ଉଦ୍ଧବ ସେନା ସାଂସଦ ସଞ୍ଜୟ ରାଉତ ମଧ୍ୟ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ସିସୋଡିଆଙ୍କ…

ଅଗ୍ନିପଥ ଯୋଜନାକୁ ଚ୍ୟାଲେଞ୍ଜ କରି ଦାଖଲ ହୋଇଥିବା ସମସ୍ତ ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ଚ୍ୟାଲେଞ୍ଜ କରି ଦାଖଲ ହୋଇଥିବା ସମସ୍ତ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ଏସବୁ ଆବେଦନକୁ ଖାରଜ କରି କୋର୍ଟ କହିଛନ୍ତି ଯେ ଏହି ଯୋଜନା ଆଣିବାର ଉଦ୍ଦେଶ୍ୟ ହେଉଛି ଆମର ସୈନ୍ୟବାହିନୀକୁ ଏକ ଭଲ ଢଙ୍ଗରେ ପ୍ରସ୍ତୁତ କରିବା ଏବଂ…

ଏଠି ଯୌତୁକ ଦିଆଯାଏ ଲକ୍ଷ ଲକ୍ଷ ଟଙ୍କା; ହେଲେ ପୁଅ ଘର ଦିଅନ୍ତି ଝିଅ ଘରକୁ

ବେଜିଂ: ଝିଅଟିଏ ହେଲେ ପରିବାରରେ ଚିନ୍ତା ପଡିଯାଏ । ବାହାଘର ପାଇଁ କେତେ ଯୌତୁକ ରଖିବେ ଏବଂ କେମିତି ରଖିବେ ସେ ଚିନ୍ତା ଝିଅଟିର ଜନ୍ମ ବେଳରୁ ହିଁ ବାପା-ମା’ କରିଥାନ୍ତି ।  କାରଣ ଯୌତୁକ ଆମ ସମାଜର ଏକ ପ୍ରଥା ଯାହା ସମୟକ୍ରମେ କଳଙ୍କରେ ପରିଣତ ହୋଇଯାଇଛି । ଖାଲି  ଭାରତରେ ନୁହେଁ, ଅନେକ…

ଜର୍ମାନ ଚାନ୍‌ସେଲରଙ୍କ ମନ କିଣିଲା ରାସ୍ତାକଡ଼ର କୁଲ୍ଲଡ ଚା’

ବେଙ୍ଗାଲୁରୁ : ଦୁଇଦିନିଆ ଭାରତ ଗସ୍ତରେ ଅଛନ୍ତି ଜର୍ମାନ ଚାନ୍‌ସେଲର ଓଲାଫ ସ୍କୋଲଜ । ରବିବାର ଦିଲ୍ଲୀ ଚାଣକ୍ୟ ପୁରୀର ଏକ ଦୋକାନରୁ ଚା’ ପିଇଥିଲେ  । ଯାହା ତାଙ୍କ ମନ କିଣି ନେଇଛି  । ସେ କହିଛନ୍ତି ଚା’ ବିନା ଭାରତକୁ କିପରି ଅନୁଭବ କରିହେବ । ଭାରତର ପ୍ରକୃତ ସ୍ୱାଦ ହେଉଛି ଏହି ଚା’ ।…

ଚାଷୀଙ୍କ ପାଇଁ ଖୁସି ଖବର; ଆଜି ମିଳିବ ପିଏମ୍‌ କିଷାନର ୧୩ତମ କିସ୍ତି

ନୂଆଦିଲ୍ଲୀ : ପ୍ରତୀକ୍ଷାର ଅନ୍ତ ଘଟିଲା । ଚାଷୀଙ୍କ ପାଇଁ ଆସିଲା ଖୁସି ଖବର । ପିଏମ୍ କିଷାନ ଯୋଜନାର ୧୩ତମ କିସ୍ତି ସହାୟତା ରାଶି ଆଜି ପ୍ରଦାନ କରାଯିବ। ପୂର୍ବରୁ ଚାଷୀ ମାନଙ୍କୁ ଏହି ଯୋଜନାରେ ୧୨ଟି କିସ୍ତି ମିଳିସାରିଛି । ବର୍ତ୍ତମାନ କୃଷକ ମାନେ ୧୩ତମ କିସ୍ତି ପାଇବେ । ପ୍ରଧାନମନ୍ତ୍ରୀ…

“ଭାରତରେ ରକ୍ତର ନଦୀ ବୁହାଇବୁ”-ପାକିସ୍ତାନ ମାଟିରେ ଏମିତି ଖୋଲାଖୋଲି ଧମକ ଦେଲା ମୋଷ୍ଟ ୱାଣ୍ଟେଡ…

ରାଓଲପିଣ୍ଡି:ପାକିସ୍ତାନରେ ସେଲିବ୍ରିଟିଜଙ୍କୁ ଭାରତୀୟ ଗୀତିକାର ଜାବେଦ ଅଖତାରଙ୍କ ଏକ ଟିପ୍ପଣୀ କଟାଘାରେ ଚୁନ ଦେବା ପରି ଲାଗିଛି । ହେଲେ ସେଲିିବ୍ରିଟିମାନେ ଏହି ସମୟରେ ମୋଷ୍ଟ ୱାଣ୍ଟେଡ ଆତଙ୍କୀ ହାଫିଜ ସଇଦର ଭାଇରାଲ ଭିଡିଓ ଉପରେ ଚୁପ ରହିଛନ୍ତି । ଭାରତରେ ହୋଇଥିବା ଅନେକ ଆତଙ୍କୀ…

ମେଘାଳୟ ଏବଂ ନାଗାଲାଣ୍ଡରେ ଚାଲିଛି ମତଦାନ

ନୂଆଦିଲ୍ଲୀ: ଉତ୍ତର ପୂର୍ବାଂଚଳ ଦୁଇ ରାଜ୍ୟ ମେଘାଳୟ ଏବଂ ନାଗାଲାଣ୍ଡରେ ଆରମ୍ଭ ହୋଇଯାଇଛି ମତଦାନ । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଯାଇଛି ଏହା ଅପରାହ୍ନ ୪ଟା ଯାଏ ଚାଲିବ।  ଦୁଇ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ୧୧୮ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଆଜି ଭୋଟ୍ ଗ୍ରହଣ ଚାଲିଛି । ଲୋକେ…

ଆଖି ବୁଜିଲେ ବରିଷ୍ଠ ସାମ୍ବାଦିକ ଗଜେନ୍ଦ୍ର ମହାରଣା

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ଗଜେନ୍ଦ୍ର ମହାରଣାଙ୍କର ଗତକାଲି ଆମ୍ରି ହସ୍ପିଟାଲରେ ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା । ସେ ଗତ କିଛି ଦିନ ଧରି ଅସୁସ୍ଥ ଥିବାରୁ ଭୁବନେଶ୍ୱର ଆମ୍ରି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଗତ ସପ୍ତାହରେ ସେ ସୁସ୍ଥ ହୋଇ ଘରକୁ…

ମାସକ ତଳେ ଥିଲେ ୩ ନମ୍ବର ଧନୀ, ଏବେ ୩୦ ନମ୍ବରରେ ଆଦାନୀ

ନୂଆଦିଲ୍ଲୀ: ଦିନେ ଥିଲେ ଧନୀ ନମ୍ବର ୩ । ଏବେ ନମ୍ବର ୩୦ । ଏଥିପାଇଁ ଗୋଟିଏ ମାସ ବି ଲାଗିଲାନି । ମାସକ ତଳେ ବିଶ୍‌: ଧନୀ ତାଲିକାରେ ଆଦାନୀ ଗ୍ରୁପର ମୁଖ୍ୟ ଗୌତମ ଆଦାନୀ ୩ ନମ୍ବରରେ ଥିବାବେଳେ ଏବେ ୩୦ ନମ୍ବରକୁ ଖସି ଆସିଛନ୍ତି । ଆମେରିକୀୟ ସଂସ୍ଥା ହିଣ୍ଡେନବର୍ଗ ରିସର୍ଚ୍ଚ ତାଙ୍କ କମ୍ପାନୀ…

କେଶ ପାଇଁ ସୋରିଷ ତେଲ ମାସ୍କ…

ସମସ୍ତେ ଶୁଷ୍କ କେଶ ପାଇଁ ଚିନ୍ତିତ । କେଶ କିପରି ମଜଭୁତ ରହିବା ସଙ୍ଗେ ସଙ୍ଗେ ଘନ ଓ ସୁନ୍ଦର ଦିଶିବ ସେନେଇ ସମସ୍ତେ ତତ୍ପର ।  ଖାଦ୍ୟପେୟ, କେମିକାଲ ଯୁକ୍ତ ଜିନିଷର ବ୍ୟବହାର କେଶ ଝଡିବାର ମୁଖ୍ୟ କାରଣ। ତେଣୁ କେଶର ଅଧିକ ଯତ୍ନ ନେବା ଆବଶ୍ୟକ। ମଜଭୂତ କେଶ ପାଇଁ ସୋରିଷ ତେଲର ମାସ୍କ ବେଶ…