Latest Odisha News

BREAKING NEWS

Browsing Category

ଫିଚର

ନିରପେକ୍ଷ ତଦନ୍ତ ଓ ବିଚାର ପାଇଁ ପୀଡ଼ିତାଙ୍କର ମୌଳିକ ଅଧିକାର ରହିଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଉଦ୍ଧବ ସରକାର ବେଳେ ଏକ ସୋଶିଆଲ ମିଡିଆ ପୋଷ୍ଟକୁ ନେଇ ଜଣେ ବ୍ୟକ୍ତିଙ୍କୁ ଏନସିପି ବିଧାୟକଙ୍କ ବଙ୍ଗଳାରେ ମାରପିଟ କରିବା ଘଟଣାରେ ସୁପ୍ରିମକୋର୍ଟ ଶୁଣାଣି କରିବା ବେଳେ କହିଛନ୍ତି, ନିରପେକ୍ଷ ତଦନ୍ତ ଓ ବିଚାର ପାଇଁ ପୀଡ଼ିତାଙ୍କର ମୌଳିକ ଅଧିକାର ରହିଛି। ତେଣୁ ଏହି ଘଟଣାରେ…

‘ସାଧାରଣ ଲୋକ ଦୁର୍ନୀତିରେ ଛନ୍ଦି ହୋଇଯାଇଛନ୍ତି’

ନୂଆଦିଲ୍ଲୀ: ରାଜନୀତିରେ ଅପରାଧୀକରଣ ଶ୍ରେଣୀର ଲୋକଙ୍କୁ ନିର୍ବାଚନରେ ଲଢିବାକୁ ସୁଯୋଗ ଦିଆନଯାଉ। ସାମାଜିକ କର୍ମୀ, ଆଇନଜୀବୀ ତଥା ବିଜେପି ନେତା ଅଶ୍ୱିନୀ ଉପାଧ୍ୟାୟ ଦାୟର କରିଥିବା ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କେନ୍ଦ୍ର ଓ ନିର୍ବାଚନ କମିସନଙ୍କ ଜବାବ ମାଗିଛନ୍ତି। ଏଥିସହ…

ଜିଲ୍ଲାପାଳ ମାନସିକ ନିର୍ଯାତନା ଦେଉଛନ୍ତି କହି ବଦଳି ଦାବି କଲେ ବରଗଡ ସିଡିଏମଓ

ବରଗଡ: ବରଗଡ଼ ଜିଲ୍ଲାପାଳଙ୍କ ବିରୋଧରେ ଦୁର୍ବବ୍ୟହାର ଅଭିଯୋଗ । ଖୋଦ୍ ଜିଲ୍ଲାର ମୁଖ୍ୟ ଚିକିତ୍ସା ଅଧିକାରୀ ବା ସିଡିଏମଓ ଏଭଳି ଅଭିଯୋଗ ଆଣିଛନ୍ତି । ସିଡିଏମଓ ଡାକ୍ତର ଚାରୁବାଳା ରଥ ଶୁକ୍ରବାର ଜିଲ୍ଲାପାଳ ମୋନିଷା ବାନାର୍ଜୀଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିବା ସହିତ ତାଙ୍କର…

ନବଦାସ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚ ଖିଅ ପାଉନି ନା ଜାଣି ଅଜଣା?

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସଙ୍କୁ ଦିନ ଦ୍ୱିପ୍ରହରରେ ନିର୍ମମ ହତ୍ୟା ଘଟଣାକୁ ୨୬ ଦିନ ବିତିଛି। ହେଲେ ପଶ୍ଚିମ ଓଡ଼ିଶାର ଏହି ହେଭିଓ୍ୱେଟ ନେତାଙ୍କ ହତ୍ୟାକାଣ୍ଡର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏଯାଏଁ ହତ୍ୟାର ଉଦ୍ଦେଶ୍ୟ ସ୍ପଷ୍ଟ କରିନାହିଁ। ବିରୋଧୀ ବିଜେପି ଏବଂ କଂଗ୍ରେସ ତଦନ୍ତକୁ ନେଇ…

ବଜେଟ ବାବଦରେ ଲୋକଙ୍କୁ ବୁଝାଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଜେଟ ଉପସ୍ଥାପନ ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଗାଁକୁ ଯାଇ ଲୋକଙ୍କୁ ବଜେଟର ବ୍ୟବସ୍ଥା ବାବଦରେ ବୁଝାଇବାକୁ । ବଜେଟ ଉପସ୍ଥାପନ ପରେ ନବୀନ ନିବାସରେ ସମସ୍ତ ବିଜେଡି ବିଧାୟକ, ସାଂସଦ ଓ ଦଳୀୟ ନେତା ଏକାଠି ହୋଇଥିଲେ। ବଜେଟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ ନେତା ଧନ୍ୟବାଦ…

ବଜେଟରେ ମାଗଣା ଯୋଜନାରେ ବଣ୍ଟାବଣ୍ଟି କରି ଭୋଟ୍ ହାତେଇବା ଉଦ୍ଦେଶ୍ୟ କହିଲା ବିଜେପି

ଭୁବନେଶ୍ୱର: ଓଡ଼ିଶାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ ଘୋଷଣା କରିଛନ୍ତି। ଏଥିରେ ସର୍ବାଧିକ ୩୮ ହଜାର ୪୩୭ କୋଟି ଟଙ୍କା ଅନୁସୂଚିତ ଜାତି ଓ ଜନଜାତି…

ଇଂଲଣ୍ଡକୁ ହରାଇ ମହିଳା ଟି-୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକା

ଓଡ଼ିଶା ସମ୍ବାଦ ବ୍ୟୁରୋ: ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ଇଂଲଣ୍ଡକୁ ୭ ରନରେ ପରାସ୍ତ କରି ଦକ୍ଷିଣ ଆଫ୍ରିକା ମହିଳା ଟି -୨୦ ବିଶ୍ୱକପ୍ ଫାଇନାଲରେ ପ୍ରବେଶ କରିଛି। ଦକ୍ଷିଣ ଆଫ୍ରିକା ବର୍ତ୍ତମାନ ଟାଇଟଲ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିଅନ୍ ଅଷ୍ଟ୍ରେଲିଆ ସହିତ…

ଦାଦନ ରୋକିବାକୁ ବଜେଟରେ ପ୍ରସ୍ତାବ, ସୃଷ୍ଟି ହେବ ଅତିରିକ୍ତ ୧୦୦ ଶ୍ରମ ଦିବସ

ଭୁବନେଶ୍ୱର: ବଜେଟରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତିକୁ ଗୁରୁତ୍ୱ ଦିଆ ଯାଇଛି । ମନରେଗାରେ ପ୍ରତି ଗ୍ରାମୀଣ ପରିବାରକୁ ଶହେ ଦିନର କାମ ମିଳିଥାଏ । ଏଥିରେ କେନ୍ଦ୍ର ସରକାର ୭୫ ପ୍ରତିଶତ ଓ ରାଜ୍ୟ ସରକାର ୨୫ ପ୍ରତିଶତ ଅନୁପାତରେ ଅର୍ଥ ଦିଅନ୍ତି । ଏଥିପାଇଁ ବଜେଟରେ ୧…

ବଜେଟରେ ମିଶନ ଶକ୍ତିକୁ ଫୋକସ, ବିନା ସୁଧରେ ସ୍କୁଟର ଋଣ ପାଇଁ ପ୍ରସ୍ତାବ

ଭୁବନେଶ୍ୱର: ନିର୍ବାଚନୀ ବଜେଟରେ ସରକାର ମିଶନ ଶକ୍ତି ଉପରେ ଫୋକସ କରିଛନ୍ତି । ଏବେ ରାଜ୍ୟରେ ୬ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀ ରହିଛନ୍ତି । ଯେଉଁଥିରେ ୭୦ ଲକ୍ଷରୁ ଅଧିକ ମହିଳା ବିଭିନ୍ନ ମାଧ୍ୟମରେ ଆୟ କରି ଜୀବନରେ ପରିବର୍ତ୍ତନ ଆଣିଛନ୍ତି । ସରକାର ଏସଏଚଜି ଗୁଡ଼ିକୁ କ୍ଷୁଦ୍ର ଓ…

ଗତବର୍ଷ ତୁଳନାରେ କୃଷିକୁ ୨୦% ଅଧିକ ବ୍ୟୟ ବରାଦ

ଭୁବନେଶ୍ୱର: ୨୦୨୩-୨୪ ଆର୍ଥିକ ବର୍ଷ ବଜେଟ୍ ବିଧାନସଭାରେ ଉପସ୍ଥାପିତ ହୋଇଛି । ପ୍ରଥମେ ଅର୍ଥମନ୍ତ୍ରୀ ଉପସ୍ଥାପନ କରିଥିଲେ କୃଷି ବଜେଟ୍ । ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ୨୪ ହଜାର ୮ ଶହ ୨୯ କୋଟି ଟଙ୍କାର ବ୍ୟୟବରାଦ ପ୍ରସ୍ତାବ ରଖାଯାଇଛି । ଗତବର୍ଷ ତୁଳନାରେ ୨୦ ପ୍ରତିଶତ ଅଧିକ ଓ ୨୦୧୬-୧୭…