Latest Odisha News

BREAKING NEWS

Browsing Category

ଫିଚର

ବିଳମ୍ବରେ କାହିଁକି ଆସିଲ ବୋଲି ପଚାରି ଛେଚା ଖାଇଲେ ଅଧ୍ୟାପକ

ଝାରସୁଗୁଡ଼ା: ଛାତ୍ରଙ୍କ ମାଡ଼ରେ ଲହୁଲୁହାଣ ହେଲେ ଅଧ୍ୟାପକ । ଝାରସୁଗୁଡ଼ା ଜିଲ୍ଲା କଟାପାଲି ପିକେଏସ୍ଏସ୍ ସ୍ନାତକ ମହାବିଦ୍ୟାଳୟରେ ଏଭଳି ଅଭାବନୀୟ ଘଟଣା ଘଟିଛି । ବିଳମ୍ବରେ କ୍ଲାସରୁମକୁ ଆସିବା ନେଇ ଅଧ୍ୟାପକ ପଚାରିବାକୁ ଛାତ୍ର ଜଣଙ୍କ ମାଡ଼ ମାରିଛନ୍ତି । ଯେଉଁଥିରେ ଗୁରୁତର ଆହତ…

ବାହାଘର ପୂର୍ବରୁ ବିମାନବନ୍ଦରରୁ ବର ନିଖୋଜ

ଜୟପୁର: ବାହାଘର ପୂର୍ବରୁ ବର ନିଖୋଜ । ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏମିତି ଅଭିଯୋଗ ଆସିଛି ରାଜସ୍ଥାନରୁ । ସୂଚନା ଅନୁସାରେ, ଦକ୍ଷିଣ ଆଫ୍ରିକାରେ କାମ କରୁଥିବା ଯୁବକ ଜଣଙ୍କ ବାହାଘର ପାଇଁ ଫେରୁଥିଲେ । ଫେବ୍ରୁଆରୀ ୧୬ ତାରିଖରେ ମୁମ୍ବାଇ ବିମାନବନ୍ଦରରେ ବି ପହଞ୍ଚିଲେ । ହେଲେ ସେବେଠୁ ତାଙ୍କର…

୭ ଜିଲ୍ଲାରେ ପ୍ରତିଷ୍ଠା ହେବ ନୂଆ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର

ଭୁବନେଶ୍ୱର: ରାଜ୍ୟର ୭ ଜିଲ୍ଲାର ୮ଟି ସହରାଞ୍ଚଳରେ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯାଜପୁର, ମୟୂରଭଞ୍ଜ, ମାଲକାନଗରି, ବାଲେଶ୍ୱର, ସୁନ୍ଦରଗଡ଼, ଅନୁଗୁଳ ଓ କଟକ ଜିଲ୍ଲାର…

ଡିଜି କ୍ୟାମ୍ପରେ ଟପ ପୋଲିସ ଅଧିକାରୀ; ନବ ଦାସ ହତ୍ୟା ମାମଲା ନେଇ ଆଲୋଚନା !

ଭୁବନେଶ୍ୱର:  ନବ ଦାସ ହତ୍ୟାକାଣ୍ଡକ ନେଇ ରାଜ୍ୟ ରାଜନୀତି ପଡୁଛି ଉଠୁଛି । ବିଧାନସ ସଭା କମ୍ପୁଛି । ଶାସକ-ବିରୋଧୀ ଭାଷଣବାଜିକୁ ନେଇ ମିଡିଆ ବ୍ୟସ୍ତ । ଏସବୁ ଭିତରେ ଆଜି ଏକାଠି ହୋଇଛନ୍ତି ଟପ  ପୋଲିସ ଅଧିକାରୀ ।  ଡ଼ିଜି କ୍ୟାମ୍ପ ଅଫିସରେ ଆଜି ଏକାଧିକ ବରିଷ୍ଠ ପୋଲିସ ଅଧିକାରୀ ଏକାଠି…

ଦିଲ୍ଲୀ ମେୟର ନିର୍ବାଚନରେ ଆପ୍ ବିଜୟୀ, ବିଜେପିର ରେଖାଙ୍କୁ ହରାଇଲେ ଶୈଲି ଓବେରଇ

ନୂଆଦିଲ୍ଲୀ: ଦିଲ୍ଲୀ ମହାନଗର ନିଗମ ନିର୍ବାଚନର ପ୍ରାୟ ଅଢ଼େଇ ମାସ ପରେ ମେୟର ନିର୍ବାଚିତ ହୋଇଛନ୍ତି । ଆପର ଶୈଲି ଓବେରଇ ବିଜେପିର ରେଖା ଗୁପ୍ତାଙ୍କୁ ୩୪ ଭୋଟରେ ହରାଇ ବିଜୟୀ ହୋଇଛନ୍ତି । ଶୈଳି ଓବେରଇଙ୍କୁ ୧୫୦ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିର ରେଖା ପାଇଛନ୍ତି ୧୧୬ ଖଣ୍ଡ ଭୋଟ୍ ।…

ନବ ଦାସଙ୍କ ହତ୍ୟା ଘଟଣାର ତଥ୍ୟ ମୁଖ୍ୟମନ୍ତ୍ରୀଙ୍କ ପାଖରେ ନାହିଁ ନା ଲୁଚାଉଛନ୍ତି -ନରସିଂହ ମିଶ୍ର

ଭୁବନେଶ୍ୱର: ନବଦାସଙ୍କ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ପରେ ମୁହଁ ଖୋଲିଲେ କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର । ନବଦାସ ହତ୍ୟା ମାମଲାର କ୍ରାଇମ ବ୍ରାଞ୍ଚ ତଦନ୍ତକୁ ନେଇ ସେ ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଛନ୍ତି । ଏହି ହତ୍ୟାକାଣ୍ଡ ପଛରେ ପଶ୍ଚିମ ଓଡ଼ଶାର ବିଜେଡି…

ବିଧାନସଭାରେ ପୋଷ୍ଟର ଯୁଦ୍ଧ: ବିରୋଧୀ ଉଠାଇଲେ ନବ ହତ୍ୟା, ବିଜେଡିର ଚାଷୀ ପ୍ରସଙ୍ଗ

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ଦିନରେ ମଧ୍ୟ ନବ ଦାସ ପ୍ରସଙ୍ଗରେ ଗୃହ ହୁଲୁସ୍ତୁଲ ହୋଇଛି। ବିରୋଧୀ ଦଳ ଶାସକ ଦଳକୁ ଟାର୍ଗେଟ କରି ତଦନ୍ତ ଉପରେ ପ୍ରଶ୍ନ ଉଠାଇଛନ୍ତି। ପ୍ରଶ୍ନକାଳ ଆରମ୍ଭ ହେବାର କିଛି ସମୟ ପରେ କଂଗ୍ରେସ ବିଧାୟକମାନେ ବାଚସ୍ପତିଙ୍କ ଆସନ ନିକଟକୁ ଯାଇ…

ତାରା କହିଲେ ନବଙ୍କ ହତ୍ୟା ପଛରେ ପଶ୍ଚିମ ଓଡ଼ିଶାର ବିଜେଡି ନେତାଙ୍କ ସଂପୃକ୍ତି ଥାଇପାରେ

ଭୁବନେଶ୍ୱର: ନବ ଦାସଙ୍କ ହତ୍ୟା ପଛର ଉଦ୍ଦେଶ୍ୟ କ'ଣ? କ୍ରାଇମବ୍ରାଞ୍ଚ ହତ୍ୟାର ମୋଟିଭା ବା ଉଦ୍ଦେଶ୍ୟକୁ ନେଇ କିଛି ସ୍ପଷ୍ଟ କରିନି। କିନ୍ତୁ ଏହାରି ଭିତରେ ହତ୍ୟା ପଛର ଉଦ୍ଦେଶ୍ୟକୁ ନେଇ ବୟାନବାଜି ତେଜିଛି। ବିରୋଧୀ ଏହି ପ୍ରସଙ୍ଗରେ ଶାସକ ଦଳକୁ ଷଣ୍ଢୁଆଶୀ ଆକ୍ରମଣ କରୁଛନ୍ତି। ବିଜେପି…

ତିର୍ତ୍ତୋଲ ବିଧାୟକଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋମାଲିକା, କହିଲେ ଫେସବୁକ ଫଟୋ ଆଣି ଭାଇରାଲ କରାଯାଉଛି

ଜଗତସିଂହପୁର: ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ପୁଣି ସାଂଘାତିକ  ଅଭିଯୋଗ ଆଣିଛନ୍ତି ତାଙ୍କ ବାନ୍ଧବୀ ସୋମାଲକା । ଏକ ଅଜଣା କଲରୁ ତାଙ୍କ ଧମକ ଦିଆଯାଉଥିବା ନେଇ ସେ ଅଭିଯୋଗ କରିଛନ୍ତି । ଏପିରିକି ଫେସବୁକ୍ରୁ ଫଟୋ ନେଇ ଭାଇରାଲ କରି ତାଙ୍କୁ ବଦନାମ କରାଯାଉଥିବା…