Latest Odisha News
Browsing Category

ଫିଚର

୭୫ ବରପୁତ୍ରଙ୍କ ନିର୍ମାଣ ହେବ ନୂଆ ପ୍ରତିମୂର୍ତ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶ କ୍ରମେ ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପୁରୀ ଜିଲ୍ଲାରେ ଭକ୍ତ ମନେଇ ସାହୁ, ଅଟଳ ବିହାରୀ ବାଜପେୟୀ,…

ଏହି ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ…

କୋରାପୁଟ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯାହା ଫଳରେ କୋରାପୁଟ ଜିଲ୍ଲା ପ୍ରଶାସନ ସେପ୍ଟେମ୍ବର ୨୮ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛି। ସେପ୍ଟେମ୍ବର ୨୭ ତାରିଖ ବେଳକୁ ଦକ୍ଷିଣ…

୮୫ କୋଟି ଟଙ୍କାରେ ରାଇରଙ୍ଗପୁରରେ ହେବ ନୂଆ ଆୟୁର୍ବେଦିକ କଲେଜ

ଭୁବନେଶ୍ୱର: ଆୟୁର୍ବେଦ ହେଉଛି, ସାରା ବିଶ୍ବକୁ ଭାରତର ଏକ ଅମୂଲ୍ୟ ଅବଦାନ। ଆମ ଉଦ୍ଦେଶ୍ୟ ହେଉଛି ଆୟୁର୍ବେଦକୁ କେବଳ ଏକ ଚିକିତ୍ସା ପ୍ରଣାଳୀ ନୁହେଁ ବରଂ ସମଗ୍ର ମାନବ ଜାତିର କଲ୍ୟାଣ ପାଇଁ ଆମର ଜ୍ଞାନ ଓ ଦାର୍ଶନିକ ଦୃଷ୍ଟିକୋଣକୁ ଉପସ୍ଥାପିତ କରିବା। ରାଜ୍ୟସ୍ତରୀୟ ଜାତୀୟ ଆୟୁର୍ବେଦ ଦିବସ…

ବିସିସିଆଇର ନୂଆ ସଭାପତି ହେବେ କି ମିଥୁନ ମନହାସ, ଭରିଲେ ନାମାଙ୍କନ…

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)ର ସଭାପତି ପଦରୁ ରୋଜର ବିନିଙ୍କର କାର୍ଯ୍ୟକାଳ ଶେଷ ହେବା ପରଠାରୁ ଏହି ପଦ ଖାଲି ପଡ଼ିଛି। ଆଉ ଏବେ ନୂତନ ସଭାପତି ପଦ ପାଇଁ ଚୟନ ପ୍ରକ୍ରିୟା ଦୌଡ଼ରେ ବର୍ତ୍ତମାନ୍ ଦିଲ୍ଲୀର ପୂର୍ବତନ ଅଧିନାୟକ ମିଥୁନ ମନହାସ ସାମିଲ ହୋଇଛନ୍ତି।…

ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜ ଅଧିକାରୀ; ୨୬୩ ଗ୍ରାମ ସୁନା ସହ ମୂଲ୍ୟବାନ ସମ୍ପତ୍ତି…

ଭୁବନେଶ୍ୱର: ରାୟଗଡା ଜିଲ୍ଲାର କାଶୀପୁର ଫରେଷ୍ଟ ରେଞ୍ଜର ଫରେଷ୍ଟ ରେଞ୍ଜ ଅଧିକାରୀ ଅନ୍ତର୍ଜ୍ୟାମି ସାହୁଙ୍କୁ ଆୟ ବହିର୍ଭୁତ  ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି। ଶନିବାର ଭିଜିଲାନ୍ସ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି ଯେ, ତାଙ୍କ ପାଖରେ…

ଦକ୍ଷିଣ କୋରିଆରେ ତାଲିମ ନେବେ ଓଡ଼ିଶା ତୀରନ୍ଦାଜ

ରାଉରକେଲା: ସୁନ୍ଦରଗଡ଼ ସ୍ଥିତ ସାଇ ତାଲିମ କେନ୍ଦ୍ରର ଦୁଇଜଣ ଯୁବ ତୀରନ୍ଦାଜ ଖେଳାଳି ସ୍ୱତନ୍ତ୍ର ତାଲିମ ପାଇଁ ଦକ୍ଷିଣ କୋରିଆ ଯିବେ। ଏହି ସମୟରେ ସେମାନଙ୍କ ପ୍ରଶିକ୍ଷକ ମଧ୍ୟ ସେମାନଙ୍କ ସହିତ ରହିବେ। ଭାରତୀୟ କ୍ରୀଡା ପ୍ରାଧିକରଣ (ସାଇ) ଦେଶର ବିଭିନ୍ନ କେନ୍ଦ୍ରରୁ ୨୦ ଜଣ ଯୁବ ତୀରନ୍ଦାଜ…

ଓଡ଼ିଶା ସିଭିଲ୍ ସର୍ଭିସେସ୍ (ପ୍ରିଲିମ୍) ପରୀକ୍ଷା ତାରିଖ ଘୋଷଣା…

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଗୁରୁବାର ସିଭିଲ୍ ସର୍ଭିସେସ୍ (ପ୍ରିଲିମ୍) ପରୀକ୍ଷା-୨୦୨୪ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ପରୀକ୍ଷା ୧୨ ଅକ୍ଟୋବର ୨୦୨୫ରେ ଅନୁଷ୍ଠିତ ହେବାକୁ ଯାଉଛି। ଓପିଏସସି ଦ୍ୱାରା ପ୍ରକାଶିତ ସମୟ ସାରଣୀ ଅନୁଯାୟୀ, ପ୍ରିଲିମ୍ ପରୀକ୍ଷା ୬ଟି…

୧୭ ମାସରେ ବିଜ୍ଞାପନରେ ଖର୍ଚ୍ଚ ହୋଇଛି ୧୩୫.୮୫ କୋଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ ୧୭ ମାସ ମଧ୍ୟରେ ଓଡ଼ିଶାବାସୀଙ୍କର ବିଭିନ୍ନ କଲ୍ୟାଣକାରୀ ଯୋଜନାର ପ୍ରଚାର ଏବଂ ପ୍ରସାର ପାଇଁ ମୋଟ ୧୩୫.୮୫ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ଦିନ ବିଧାନସଭାରେ ସୂଚନା ଦେଇଛନ୍ତି। ତେବେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି…

ବିଏସଏବିଟିର ୧୧୨ଟି ଦୋକାନ ଗୃହକୁ ଆବଣ୍ଟନ ପାଇଁ ବିଡିଏର ଲଟେରି ବ୍ୟବସ୍ଥା…  

ଭୁବନେଶ୍ୱର: ଓଡ଼ିଶାର ସବୁଠାରୁ ବଡ଼ ପରିବହନ କେନ୍ଦ୍ର ଭାବେ ପରିଚିତ ବାବାସାହେବ ଭୀମ୍ ରାଓ ଆମ୍ବେଦକର ବସ୍ ଟର୍ମିନାଲ (ବିଏସଏବିଟି)ର ୧୧୨ ଦୋକାନ ଗୃହକୁ ଆବଣ୍ଟନ ପାଇଁ ଗୁରୁବାର ଏକ ଲଟେରି ଉଠାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ…

ନେପାଳର ମଧ୍ୟବର୍ତ୍ତୀକାଳୀନ ପ୍ରଧାନମନ୍ତ୍ରୀ ହୋଇପାରନ୍ତି ଜଷ୍ଟିସ ସୁଶୀଳା କାର୍କି…

କାଠମାଣ୍ଡୁ: ନେପାଳରେ ଜେନ-ଜେଡ ବିରୋଧ ପ୍ରଦର୍ଶନ ଚାଲିଥିବା ସମୟରେ ସୁଶୀଳା କାର୍କି ନେପାଳର ମଧ୍ୟବର୍ତ୍ତୀକାଳୀନ ପ୍ରଧାନମନ୍ତ୍ରୀ ହେବା ନେଇ ଆଶଙ୍କା କରାଯାଉଛି। କେପି ଶର୍ମା ଓଲି ଇସ୍ତଫା ପରେ ନୂତନ ମଧ୍ୟବର୍ତ୍ତୀକାଳୀନ ସରକାରର ନେତୃତ୍ୱ ନେବା ପାଇଁ ସମ୍ଭାବ୍ୟ ପ୍ରାର୍ଥୀଙ୍କ ମଧ୍ୟରୁ…