Latest Odisha News

BREAKING NEWS

Browsing Category

ଫିଚର

ଶାହାରୁଖଙ୍କ ଯବାନରେ ଅଲ୍ଲୁଅର୍ଜନଙ୍କ ଏଂଟ୍ରି

ମୁମ୍ବାଇ: ପଠାନ ଫିଲ୍ମର ସଫଳତା ପରେ ଏବେ ଶାହାରୁଖ ଖାଁଙ୍କ ଆଗାମୀ ଫିଲ୍ମ ଯବାନ ଉପରେ ସମସ୍ତଙ୍କ ନଜର ରହିଛି । ସାଉଥ ଫିଲ୍ମମେକର ଏଟଲୀ କୁମାରଙ୍କ ଦ୍ୱାରା ନିର୍ଦ୍ଦେଶିତ ଯବାନରେ ନୟନତାରା ଓ ବିଜୟ ସେତୁପତିଙ୍କ ପରି ପ୍ରତିଷ୍ଠିତ ସାଉଥ କଳାକାର ରହିଛନ୍ତି । ବଲିଉଡ ହଙ୍ଗାମାରେ ପ୍ରକାଶିତ…

ଡାକ୍ତରଖାନାରେ ଭର୍ତି ହେଲେ ବାବୁଲ ସୁପ୍ରିୟୋ

କୋଲକାତା: ପଶ୍ଚିମବଙ୍ଗ ମନ୍ତ୍ରୀ ବାବୁଲ ସୁପ୍ରିୟୋଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି । ସେ ତାଙ୍କ ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ସଙ୍ଗେ ସଙ୍ଗେ ଡାକ୍ତରଖାନା ନିଆ ଯାଇଥିଲା । ଇସିଜିରେ ସାମାନ୍ୟ ବ୍ୟତିକ୍ରମ ଦେଖିବାକୁ ମିଳିଥିବା ବେଳେ ତାଙ୍କର ଇକୋକାର୍ଡିୟୋଗ୍ରାଫି…

କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଲେ ମୋର୍ଗାନ

ଲଣ୍ଡନ: ଆନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଇଆନ ମୋର୍ଗାନ ଅବସର ଘୋଷଣା କରିଛନ୍ତି । ମୋର୍ଗନଙ୍କ ନେତୃତ୍ୱରେ ଇଂଲଣ୍ଡ ପ୍ରଥମ ଥର ପାଇଁ ଦିନିକିଆ ବିଶ୍ୱକପ ଜିତିଥିଲା । ଗତ ବର୍ଷ ଜୁନରେ ସେ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ ମଧ୍ୟ କ୍ଲବସ୍ତରୀୟ ମ୍ୟାଚ ଖେଳିବା ଜାରୀ…

ଗୋ ଆଲିଙ୍ଗନ ଦିବସ ନିଷ୍ପତ୍ତିକୁ ମମତାଙ୍କ ତାତ୍ସଲ୍ୟ; ଗାଈକୁ ଆଲିଙ୍ଗନ କଲେ ଯଦି ସିଙ୍ଗ ଭୁସି ଦେଲା…

କୋଲକାତା: ୨୦୨୪ ନିର୍ବାଚନକୁ ପାଖେଇ ଆସୁଥିବାରୁ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ପୁଣିଥରେ ମୁହାଁମୁହିଁ ହୋଇଛନ୍ତି ବିଜେପି-ଟିଏମ୍‌ସି। ନିକଟରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପଶ୍ଚିମବଙ୍ଗ ଯାଇ ମମତା ସରକାଙ୍କୁ ଟାର୍ଗେଟ୍ କରିଥିଲେ। ମମତାଙ୍କ ସରକାର ଦୁର୍ନୀତିଗ୍ରସ୍ତ…

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ ଇନ୍ଦୋରରେ ଖେଳାଯିବ

ଇନ୍ଦୋର: ଅଷ୍ଟ୍ରେଲିଆ-ଭାରତ ତୃତୀୟ କ୍ରିକେଟ ଟେଷ୍ଟ ଧର୍ମଶାଳା ବଦଳରେ ଇନ୍ଦୋରରେ ଖେଳାଯିବ । ବିସିସିଆଇର କମିଟି ଧର୍ମଶାଳା ଆଉଟଫିଲ୍ଡ ନିରୀକ୍ଷଣ କରିବା ପରେ ଏହି ନିଷ୍ପତି ନେଇଛନ୍ତି । ଏହାର ଆଉଟଫିଲ୍ଡ ଖେଳିବା ଯୋଗ୍ୟ ନୁହେଁ ବୋଲି କମିଟି ରିପୋର୍ଟ ଦେଇଥିଲେ । କ୍ୟୁରେଟର ତପୋଶ ଚାଟାର୍ଜୀ…

ମହଙ୍ଗା ମାଡ଼ରୁ ନିସ୍ତାର ନାହିଁ; ଖୁଚୁରା ମୁଦ୍ରାସ୍ଫୀତି ୬.୫୨ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ: ମହଙ୍ଗା ମାଡ଼ରୁ ନିସ୍ତାର ନାହିଁ। ପୁଣି ବଢ଼ିଲା ମୁଦ୍ରାସ୍ଫୀତି। ଜାନୁଆରୀ ୨୦୨୩ରେ ଖୁଚୁରା ମୁଦ୍ରାସ୍ଫୀତି  ୬.୫୨ ପ୍ରତିଶତକୁ ବୃଦ୍ଧି ପାଇଛି। ଯାହା ଆକଳନ ଠାରୁ ବି ଅଧିକ। ଏହା ପୂର୍ବରୁ ୨୦୨୨ ଡିସେମ୍ବର ମାସରେ ମୁଦ୍ରାସ୍ଫୀତି ୫.୭୨ ପ୍ରତିଶତ ରହିଥିଲା। ସେହିପରି ୨୦୨୨…

ରଣଜୀ ଟ୍ରଫି: ସୌରାଷ୍ଟ୍ର-ବେଙ୍ଗଲ ମଧ୍ୟରେ ଖେଳାଯିବ ଫାଇନାଲ

ନୂଆଦିଲ୍ଲୀ: ସୌରାଷ୍ଟ୍ର ଓ ବେଙ୍ଗଲ ମଧ୍ୟରେ ଚଳିତ ରଣଜୀ ଟ୍ରଫି କ୍ରିକେଟର ଫାଇନାଲ ମ୍ୟାଚ ଖେଳାଯିବ । ଫେବୃୟାରୀ ୧୬ରୁ ଏହି ମ୍ୟାଚ ଖେଳାଯିବ । ୨୦୨୦ରେ ଶେଷ ଥର ପାଇଁ ଏହି ୨ଟି ଟିମ ମାଧ୍ୟମରେ ଫାଇନାଲ ମ୍ୟାଚ ଖେଳା ଯାଇଥିଲା । ମ୍ୟାଚ ଡ୍ର ରହିଥିଲେ ମଧ୍ୟ ପ୍ରଥମ ଇନିଂସ ଅଗ୍ରଣୀ ଭିତିରେ…

ପୁରୀ ପ୍ରବେଶ ପଥରେ ଉଡିଲା ୩୬ ଫୁଟର ଜାତୀୟ ପତାକା

ପୁରୀ(ସନ୍ତୋଷ କୁମାର ଦାସ ): ପୁରୀ ପ୍ରବେଶ ପଥ ବୀର ହରେକୃଷ୍ଣ ପୁର ଛକରେ ଉଡିଲା ବିଶାଳ ଜାତୀୟ ପତାକା ।ଫ୍ଲାଗ ଫାଉଣ୍ଡେସନ ଅଫ ଇଣ୍ଡିଆ ଓ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ୧୦୮  ଫୁଟ ଉଚ୍ଚରେ  ଉଡୁଥିବା ଏହି ଜାତୀୟ ପତାକାର ଆଜି ଲୋକାର୍ପଣ କରିଛନ୍ତି ରାଜ୍ୟପାଳ ପ୍ରଫେସର…

ବାଲ୍ୟ ବିବାହ ବିରୋଧରେ ଆସାମରେ ଚଢ଼ାଉ ଜାରି; ୩ ହଜାରରୁ ଅଧିକ ଗିରଫ

ଦିଶପୁର: ୧୦ ଦିନ ହେଲା ଆସାମରେ ବାଲ୍ୟ ବିବାହ ନେଇ ଗରିଫଦାରୀ ଜାରି ରହିଛି। ବର୍ତ୍ତମାନ ସୁଧା ରାଜ୍ୟରେ ୩,୦୧୫ ଜଣଙ୍କୁ ଗିରଫ କରାଗଲାଣି। ଫେବ୍ରୁଆରୀ ୩ ତାରିଖରେ ଆରମ୍ଭ ହୋଇଥିବା ରାଜ୍ୟବ୍ୟାପୀOr ଚଢ଼ାଉ ଆଗକୁ ବି ଜାରି ରହିବ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି।…

ପୁରୀ ବଡଦାଣ୍ଡରେ ପାଳିତ ହେଲା ବେତାର ଦିବସ

ପୁରୀ: ରେଡିଓକୁ ଭଲ ପାଉଥିବା ଅନେକ ବ୍ୟକ୍ତି ଆଜି ବେତାର ଦିବସ ପାଳନ କରିଛନ୍ତି । ସୋମବାର ପୁରୀ ବଡଦାଣ୍ଡର ମରିଚିକୋଟ ଛକ ନିକଟରେ ପାଳିତ ହୋଇଛି ବେତାର ଦିବସ । ବେତାର ବା ରେଡିଓ ଏକ ବିଶ୍ୱସ୍ତ ଓ ବିଶ୍ୱାସଯୋଗ୍ୟ ଗଣମାଧ୍ୟମ । ଚଳିତ ବର୍ଷ ରେଡିଓ ଦିବସରେ ଜାତିସଂଘର ବାର୍ତା ହେଉଛି ରେଡିଓ ଓ…