Latest Odisha News

BREAKING NEWS

Browsing Category

ଫିଚର

WPL Auction 2023: ମହିଳା ପ୍ରିମିୟର ଲିଗ୍‌ ନିଲାମୀ ଜାରି; ସବୁଠୁ ଦାମୀ ଖେଳାଳି ସ୍ମୃତି ମନ୍ଧାନା

ମୁମ୍ବାଇ: ମହିଳା ପ୍ରିମିୟର ଲିଗ(WPL) ପାଇଁ ସୋମବାର ଖେଳାଳି ନିଲାମୀ ଆରମ୍ଭ ହୋଇଛି। ଏଥିରେ ୪୦୦ରୁ ଅଧିକ ଖେଳାଳି ଭାଗ ନେଇଛନ୍ତି। ତେବେ ଭାରତ ସମେତ ବିଭିନ୍ନ ବିଦେଶର ପ୍ରାୟ ୯୦ ଖେଳାଳିଙ୍କୁ ନେଇ ପ୍ରଥମ ପର୍ଯ୍ୟାୟ ନିଲାମୀ ଚାଲିଛି ନିଲାମ ପ୍ରକ୍ରିୟା ଚାଲିଛି। ଅକ୍ସନ୍‌ରେ ଭାଗ…

‘ନିଜ ଦୁର୍ନୀତିର ଅଠା ଅନ୍ୟ ମୁଣ୍ଡରେ ପୋଛୁଛି ବିଜେଡି’

ଭୁବନେଶ୍ୱର: ନିଜେ କରିଥିବା ଦୋଷ ଓ ପାପକୁ ଅନ୍ୟ ମୁଣ୍ଡରେ ଲଦି ଦେଇ ଓଡିଶାବାସୀଙ୍କୁ ବାରମ୍ବାର ପ୍ରତାରିତ କରିଚାଲିଛି  ବିଜୁ ଜନତା ଦଳ । ନିଜେ କରୁଥିବା ଚଂଚକତା, ଦୁର୍ନୀତି, ଭ୍ରଷ୍ଟାଚାରର ଅଠା ଅନ୍ୟ ମୁଣ୍ଡରେ ପୋଛି ଦେବାରେ ଓସ୍ତାଦ ଶାସକଦଳ । ସଂଘୀୟ ବ୍ୟବସ୍ଥାର ସମସ୍ତ ନୀତି ଓ ନିୟମକୁ…

ପୂରଣ ହେଲା ସୁପ୍ରିମକୋର୍ଟରେ ସମସ୍ତ ବିଚାରପତି ଆସନ; ଶପଥ ନେଲେ ଦୁଇ ବିଚାରପତି

ନୂଆଦିଲ୍ଲୀ: ପୂରଣ ହେଲା ସୁପ୍ରିମକୋର୍ଟରେ ସମସ୍ତ ବିଚାରପତି ଆସନ। ସୋମବାର ସୁପ୍ରିମକୋର୍ଟରେ ଦୁଇ ବିଚାରପତି ଜଷ୍ଟିସ୍‌ ରାଜେଶ ବିନ୍ଦଲ ଏବଂ ଜଷ୍ଟିସ୍ ଅରବିନ୍ଦ କୁମାର ଶପଥଗ୍ରହଣ କରିଛନ୍ତି। ଫଳରେ ସୁପ୍ରିମକୋର୍ଟରେ ଥିବା ସମସ୍ତ ୩୪ ବିଚାରପତି ଆସନ ପୂରଣ ହୋଇଛି। ସୁପ୍ରିମକୋର୍ଟରେ ପ୍ରଧାନ…

ମାତିଲେ ମାଓବାଦୀ; ଦନ୍ତେୱାଡାରେ ଇନଫର୍ମର ସନ୍ଦେହରେ ହତ୍ୟା, ବିଜାପୁରରେ ବିଛାଇଲେ ଲାଣ୍ଡମାଇନ

ମାଲକାନଗିରି : ସୀମାନ୍ତରେ ପୁଣି ମାତିଲେ ମାଓବାଦୀ । ଛତିଶଗଡରେ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରିଥିବାବେଳେ ଯବାନଙ୍କୁ ଟାର୍ଗେଟ କରି ଲାଣ୍ଡମାଇନ ବିଛାଇଥିଲେ । ମାଲକାନଗିରି ଛତିଶଗଡ ସିମାନ୍ତ  ଦନ୍ତେୱାଡା ଜିଲ୍ଲାରେ ଦେଖା ଦେଇଛି ମାଓ ହିଂସା । ପୋଲିସ ଇନଫର୍ମର ସନ୍ଦେହରେ ଜଣେ…

ପାଠ ପଢିବା ପାଇଁ ଜଙ୍ଗଲ ରାସ୍ତାରେ କୁନି ପିଲାଙ୍କ ପଦଯାତ୍ରା

ନବରଙ୍ଗପୁର : ଆବଶ୍ୟକୀୟ ଛାତ୍ର ଛାତ୍ରୀ ଅଭାବରୁ ବନ୍ଦ ହୋଇଗଲା ସ୍କୁଲ । ଗାଁରେ ଅନେକ ପିଲାଙ୍କ ପାଠ ପଢ଼ାରେ ଡୋରି ଲାଗିଗଲା । ଆଉ ଏବେ ପାଠ ପଢ଼ିବାକୁ କୁନି ପିଲା ମାନେ ବିପଦପୂର୍ଣ୍ଣ ଭାବେ ପାହାଡ଼ ଜଙ୍ଗଲ ଘେରା ରାସ୍ତାରେ ଯାତ୍ରା କରୁଛନ୍ତି  । ତେବେ ଏଭଳି ଦୃଶ୍ୟ ନବରଙ୍ଗପୁର ଜିଲ୍ଲାରେ…

ବୋଧହୁଏ ମନ୍ତ୍ରୀଙ୍କୁ ASI ଗୋପାଳ ଦାସ ମାରିନି- ବିଜୟ ପଟ୍ଟନାୟକ

ଭୁବନେଶ୍ୱର:ମନ୍ତ୍ରୀ ନବ ଦାସଙ୍କୁ ASI  ଗୋପାଳ ଦାସ ବୋଧହୁଏ ହତ୍ୟା କରିନି । ଏହା ପଛରେ ଆଉ କାହାର ହାତ ଅଛି । ଜଣେ ଏଏସଆଇ ଏତେ ପାଖକୁ ଯାଇ ଗୁଳି କରିପାରିବନି । ଏକଥା କହିଛନ୍ତି କଂଗ୍ରେସରେ ସାମିଲ ହୋଇଥିବା ପୂ୍ର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ । ପୂର୍ବତନ ମୁଖ୍ୟ ଶାସନ…

ଏଲଟିଟିଇ ପ୍ରମୁଖ ପ୍ରଭାକରନ ଜୀବିତ !

କଲମ୍ବୋ: ତାମିଲନାଡୁର ପୂର୍ବତନ କଂଗ୍ରେସ ନେତା ତଥା ୱାର୍ଲ୍ଡ କନଫେରେନ୍ସ ଅଫ ତାମିଲର ଅଧ୍ୟକ୍ଷ ପାଝା ନେଦୁମାରନ ସୋମବାର ଏଲଟିଟିଇ ପ୍ରମୁଖ ବେଲୁପିଲ୍ଲାଇ ପ୍ରଭାକରନ ଜୀବିତ ଅଛନ୍ତି ବୋଲି କହି ହଇଚଇ ସୃଷ୍ଟି କରିଛନ୍ତି । ସେ ଜୀବିତ ଓ ସୁସ୍ଥ ଅଛନ୍ତି ଏବଂ ଖୁବ ଶୀଘ୍ର ସମସ୍ତଙ୍କ ସମ୍ମୁଖକୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ; ଜିଲ୍ଲାବାସୀଙ୍କୁ ଦେଲେ ୪,୭୦୩ କୋଟିର ଭେଟି

କେନ୍ଦୁଝର: କେନ୍ଦୁଝରବାସୀଙ୍କୁ ୪,୭୦୩ କୋଟିର ଭେଟି ଦେଲେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ମୁଖ୍ୟମନ୍ତ୍ରୀ  ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଆସି ଅନେକ ବିକାଶ ମୂଳକ କାମର ପ୍ରକଳ୍ପର ଶୁଭାରମ୍ଭ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଜିଲ୍ଲା ପାଇଁ  ୪୭୦୩କୋଟି ମୂଲ୍ୟର ୨୫୯ଟି…

ଆଜି ଦିଆଯିବ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ୧୪ରେ ଦିଆଯିବ ‘ଅଷ୍ଟମ ରାଜ୍ୟ ଟେଲି ପୁରସ୍କାର’

ଭୁବନେଶ୍ୱର :  ବହୁ ବାଦ ବିବାଦ ପରେ ଆଜି ଦିଆଯିବ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର । ଉତ୍କଳ ମଣ୍ଡପରେ ଦିଆଯିବ ୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର । ସେହିପରି ୧୪ ତାରିଖ ମଙ୍ଗଳବାରରେ ଦିଆଯିବ '୮ମ ରାଜ୍ୟ ଟେଲି ପୁରସ୍କାର'। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ…