Latest Odisha News

BREAKING NEWS

Browsing Category

ଫିଚର

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣିଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର…

କଲେଜ ଜୀବନ କଥା ମନେ ପକାଇଲେ ରାଷ୍ଟ୍ରପତି, କହିଲେ ‘ସଫଳ ହେବାକୁ ନିଜ ଉପରେ ଆସ୍ଥା ଜରୁରୀ’

ଭୁବନେଶ୍ୱର: ରମାଦେବୀ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଛି । ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଭିଭାଷଣ ସମୟରେ ରାଷ୍ଟ୍ରପତି ତାଙ୍କ ପୁରୁଣା ସ୍ମୃତି ମନେ ପକାଇ ଅନୁଷ୍ଠାନର ଛାତ୍ରୀ ହୋଇଥିବାରୁ ଗର୍ବିତ…

ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଆସନ୍ତା ମାସରୁ ଦୁବାଇକୁ ଉଡ଼ିବ ବିମାନ । ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇ ପାରିବେ ଯାତ୍ରୀ । ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀରୁ…

ଭାରତରେ ବିବିସି କାମ ଉପରେ ପ୍ରତିବନ୍ଧକ ଲଗାଇବା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଗୁଜରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟ୍ରି ସହ ଭାରତରେ ବିବିସିର କାମ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ହିନ୍ଦୁ ସେନାର ଆବେଦନକୁ ସୁପ୍ରିମକୋର୍ଟ ଅଗ୍ରାହ୍ୟ କରି ଦେଇଛନ୍ତି । ଆବେଦନ ଅଗ୍ରାହ୍ୟ କରି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି, ଆବେଦନ ସମ୍ପୂର୍ଣ୍ଣ ଭାବେ ଭୁଲ୍ ଅଟେ ।…

ବିମାନରେ ସହଯାତ୍ରୀଙ୍କୁ ଏମିତି ସାହାଯ୍ୟ ଅନିଲ କପୁର, ଭାବୁକ ହେଲେ ଯୁବତୀ

ନୂଆଦିଲ୍ଲୀ: ବେଳେବେଳେ ଛୋଟ ଛୋଟ ଘଟଣା ସୁନ୍ଦର ସ୍ମୃତି ହୋଇ ମନରେ ରହିଯାଏ । ଯେତେବେଳେ ଏହି ସ୍ମୃତି ମନେ ପଡେ ତାହାର ମହକ ମୁହୂର୍ତ୍ତକ ପାଇଁ ହେଉ ପଛେ ମନକୁ ମହକାଇ ଦିଏ । ସୋସିଆଲ ମିଡିଆରେ ଜଣେ ମହିଳା ଏମିତି ଏକ ଅନୁଭୂତି ସେୟାର କରିଛନ୍ତି । ସେ କହିଛନ୍ତି, ଛୋଟ ଛୋଟ କାମ…

ହାତ ଧରିଲେ ବିଜୟ ପଟ୍ଟନାୟକ, କହିଲେ ‘ଓଡ଼ିଶାର ଭବିଷ୍ୟତ ପାଇଁ ରାଜନୀତିକୁ ଆସିଛି’

ନୂଆଦିଲ୍ଲୀ: ହାତ ଧରିଲେ ବିଜୟ ପଟ୍ଟନାୟକ । ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ଦିଲ୍ଲୀ ଯାଇ କଂଗ୍ରେସରେ ସାମିଲ୍ ହୋଇଛନ୍ତି । ଆଜି ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ କଂଗ୍ରେସରେ ମିଶିଛନ୍ତି । କଂଗ୍ରେସରେ ଯୋଗ ଦେବା ପରେ ବିଜୟ କହିଛନ୍ତି, ଗଣତନ୍ତ୍ରର ପୁନଃ ପ୍ରତିଷ୍ଠା…

ରୋଗ ଛଡ଼ାଇବା ପାଇଁ ଦେଢ ବର୍ଷର ଶିଶୁର ଦାନ୍ତ ଭାଙ୍ଗି କଚାଡ଼ି ଦେଲା ତାନ୍ତ୍ରିକ

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ବୁଲନ୍ଦ ସହର ଜିଲ୍ଲାରେ ଘଟିଯାଇଛି ଚାଞ୍ଚଲ୍ୟକର ଘଟଣା । ରୋଗ ଭଲ କରିବା  ନାଁରେ ଜଣେ ତାନ୍ତ୍ରିକ ଛୋଟ ଶିଶୁର ଦାନ୍ତ ଭାଙ୍ଗି ଦେବା ସହ ତାଙ୍କୁ କଚାଡି ମାରିଦେଇଛି । ଅଭିଯୋଗ ପାଇବା ପରେ ପୋଲିସ ସଂପୃକ୍ତ ତାନ୍ତ୍ରିକକୁ ଗିରଫ କରିଛି । ଘଟଣାର ଛାନଭିନ ବି…

ଭାରତରେ ପ୍ରଥମ: ଜମ୍ମୁ କଶ୍ମୀରରେ ମିଳିଲା ଲିଥିୟମ ଖଣିର ସନ୍ଧାନ

ନୂଆଦିଲ୍ଲୀ: ଭାରତରେ ପ୍ରଥମ ଥର ପାଇଁ ଠାବ ହୋଇଛି ଲିଥିୟମ ଭଣ୍ଡାର । ଏହି ଲିଥିୟମ ଖଣି ଜମ୍ମୁ କଶ୍ମୀରରେ ଠାବ ହୋଇଛି । ଏଠାରେ ପ୍ରାୟ ୫୯ ଲକ୍ଷ ଟନ ଲିଥିୟମ ଥିବା ଅନୁମାନ କରାଯାଉଛି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଏ ସମ୍ପର୍କରେ ସୂଚନା ମିଳିଛି  । ଲିଥିୟମ ଏକ ଅଣ ଲୌହ ଧାତୁ ଯାହା…

ବିଧାନସଭାରେ ମୁଖ୍ୟମନ୍ତ୍ରୀ ପଢିଲେ ଗତବର୍ଷର ବଜେଟ; ତାତିଲେ ବିରୋଧୀ

ଜୟପୁର:ରାଜସ୍ଥାନ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଆଜି ବଜେଟ ଉପସ୍ଥାପନ କରୁଥିଲେ । ବିଜେଟ ଉପସ୍ଥାପନ ସମୟରେ ବିରୋଧୀ ପ୍ରବଳ ହଟ୍ଟଗୋଳ କରିଛନ୍ତି ।  ଏଥିଯୋଗୁ ଗୃହକୁ ଅଧଘଣ୍ଟାଏ ପାଇଁ ମୁଲତବୀ ରଖାଯାଇଥିଲା । ବିପକ୍ଷ ଅଭିଯୋଗ ଥିଲା ଯେ, ମୁଖ୍ୟମନ୍ତ୍ରୀ ପୁରୁଣା ବଜେଟ…

ଭୁବନେଶ୍ୱରରେ ମହାମହିମ: କ’ଣ ରହିଛି ରାଷ୍ଟ୍ରପତିଙ୍କ ୨ ଦିନିଆ କାର୍ଯ୍ୟକ୍ରମ, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱରରେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି   ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଓହ୍ଲାଇଛନ୍ତି । ବିମାନ ବନ୍ଦରରେ ରାଜ୍ୟପାଳ ଓ  ମୁଖ୍ୟମନ୍ତ୍ରୀ   ତାଙ୍କୁ ସ୍ୱାଗତ କରିଛନ୍ତି । ବିମାନବନ୍ଦରରୁ ସିଧାସଳଖ ରାଜଧାନୀର ଉତ୍କଳ ମଣ୍ଡପରେ…