Latest Odisha News

BREAKING NEWS

Browsing Category

ଫିଚର

ଆଦାନୀ ପ୍ରସଙ୍ଗରେ ସୋମବାର ସଂସଦରୁ ସଡ଼କ ଗର୍ଜିଲା କଂଗ୍ରେସ

ନୂଆଦିଲ୍ଲୀ: ସୋମବାର କଂଗ୍ରେସ ଆଦାନୀ ଗ୍ରୁପ ବିରୋଧରେ ତଦନ୍ତ ଦାବି କରି ସଂସଦରୁ ସଡକ ବିରୋଧ କରିଛି। କଂଗ୍ରେସ କର୍ମୀମାନେ ଦେଶର ଏଲଆଇସି ଏବଂ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ବା ଏସବିଆଇ ଶାଖା ସମ୍ମୁଖରେ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆଦାନି ଗୋଷ୍ଠୀ ବିରୋଧରେ ହିଣ୍ଡେନବର୍ଗ…

ନବ ଦାସ ହତ୍ୟା ଘଟଣା: କାହିଁକି ଅଭିଯୁକ୍ତ ଗୋପାଳ ଭାଇକୁ ହୋଟେଲ୍ ବନ୍ଦ କରିବାକୁ କହିଥିଲେ?

ବ୍ରହ୍ମପୁୁର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ କ୍ରାଇମବ୍ରାଞ୍ଚ ଜେରାର ସମ୍ମୁଖୀନ ହୋଇଥିବା ଅଭିଯୁକ୍ତଙ୍କ ବଡ ଭାଇ ଘରକୁ ଫେରିଛନ୍ତି। ୩-୪ ଦିନ ଧରି ତଦନ୍ତକାରୀ ଟିମର ଜେରାର ସାମ୍ନା କରିବା ପରେ ସେ ଘରକୁ ଫେରିଛନ୍ତି। ଏହାପରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା…

ମୋହନ ଭାଗବତଙ୍କ ବୟାନ ନେଇ ପ୍ରଶ୍ନ ଉଠାଇଲେ ଶଙ୍କରାଚାର୍ଯ୍ୟ

ନୂଆଦିଲ୍ଲୀ: ସମାଜରେ ଜାତି ପ୍ରଥା ବ୍ରାହ୍ମଣଙ୍କ ଦ୍ୱାରା ସୃଷ୍ଟି ବୋଲି ବୟାନ ଦେଇ ଆରଏସଏସ ପ୍ରମୁଖ ମୋହନ ଭାଗବତ ବିବାଦୀୟ ପରିସ୍ଥିତି ସୃଷ୍ଟି କରିଛନ୍ତି । ତାଙ୍କର ଏହି ବୟାନ ନେଇ ଆଜି ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀ ପ୍ରଶ୍ନ ଉଠାଇଛନ୍ତି । ସେ କହିଛନ୍ତି ଭଗବତ…

ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ହାଇକୋର୍ଟରେ ପିଆଇଏଲ ଦାଖଲ

କଟକ: ମନ୍ତ୍ରୀ ନବ ଦାସଙ୍କୁ ଜଣେ ପୋଲିସ କର୍ମୀ ହତ୍ୟା କରିବା ମାମଲାରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଖଲ। ସିବିଆଇ ତଦନ୍ତ ଦାବି କରି ପିଆଇଏଲ ଦାଖଲ କରିଛି ଭାରତୀୟ ବିକାଶ ପରିଷଦ । ଦାୟର ହୋଇଥିବା ପିଆଇଏଲରେ କୁହାଯାଇଛି ଯେ ଓଡ଼ିଶା ପୁଲିସର କ୍ରାଇମବ୍ରାଞ୍ଚ ଏହି ମାମଲାରେ ତଦନ୍ତ…

ବିଜେଡିର ଉପନିର୍ବାଚନ ଚିନ୍ତା, ଶ୍ରଦ୍ଧାଞ୍ଜଳି ସଭାରେ ଭୋଟ୍ ମାଗିଲେ ବିଧାୟକ

ଭୁବନେଶ୍ୱର: ଶେଷ ହୋଇନି ନବ ଦାସଙ୍କ ଦଶାହ, ଜୋର୍ ଧରିଲାଣି ଉପନିର୍ବାଚନ ଚର୍ଚ୍ଚା । ଦିବଙ୍ଗତ ବିଜେଡି ବିଧାୟକ ତଥା ନବ ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ାରେ ଉପନିର୍ବାଚନକୁ ନେଇ ବିଜେଡି ପ୍ରସ୍ତୁତି ଆରମ୍ଭ କରିଛି । ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ଦଳ ପକ୍ଷରୁ ଶୋକସଭା ଆୟୋଜନ…

ଖେଲୋ ଇଣ୍ଡିଆ ୟୁଥ ଗେମ୍ସ: ଓଡିଶାର ଜ୍ୟୋତ୍ସ୍ନାଙ୍କୁ ରୌପ୍ୟ, ପ୍ରୀତିସ୍ମିତାଙ୍କୁ ବ୍ରୋଞ୍ଜ

ଭୋପାଳ: ଚଳିତ ଖେଲୋ ଇଣ୍ଡିଆ ୟୂଥ ଗେମ୍ସରେ ଓଡିଶା ଆଥଲେଟଙ୍କ ପ୍ରଭାବୀ ପ୍ରଦର୍ଶନ ଜାରୀ ରହିଛି । ସୋମବାର ମହିଳା ୱେଟଲିଫ୍ଟିଂରେ ଜ୍ୟୋତ୍ସ୍ନା ଶବର ରୌପ୍ୟ ପଦକ ହାସଲ କରିଛନ୍ତି । ସେ ୪୦ କେଜି ବିଭାଗରେ ୧୧୮ କେଜି ଭାର ଉଠାଇ ଦ୍ୱିତୀୟ ସ୍ଥାନ ହାସଲ କରିଥିଲେ । ଏହି ବିଭାଗରେ ପ୍ରୀତିସ୍ମିତା…

ରାଷ୍ଟ୍ରପତିଙ୍କ ଭୁବନେଶ୍ୱର ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫେବ୍ରୁଆରି ୧୦ ତାରିଖରୁ ଦୁଇ ଦିନିଆ ଗସ୍ତରେ ଭୁବନେଶ୍ୱର ଆସୁଛନ୍ତି। ରାଷ୍ଟ୍ରପତିଙ୍କ ଭୁବନେଶ୍ୱର ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା ଓ ଅନ୍ୟାନ୍ୟ ଦିଗକୁ ନେଇ ସୋମବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…

ହାତୀ ହତ୍ୟା ଘଟଣାରେ ଅଭିଯୁକ୍ତର ମୃତ୍ୟୁ, ଚାକିରି ମିଳିବା ନେଇ ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକ

ଆଠଗଡ଼: ରାଜ୍ୟରେ ପ୍ରତିମାଲ ବନ୍ୟଜନ୍ତୁଙ୍କ ମୃତ୍ୟୁ ଖବର ଆସୁଛି। ଅଧିକାଂଶ ହତ୍ୟାର ଶିକାର ହେଉଥିବାର ଅଭିଯୋଗ ରହିଛି। ଯେଉଁଥିରେ ବନ୍ୟ ସୁରକ୍ଷା ଅଧିକାରୀଙ୍କ ସଂପୃକ୍ତିକୁ ଏଡାଇ ଦିଆଯାଇପାରୁନଥିବା ବେଳେ ଆଠଗଡରେ ନିକଟରେ ହୋଇଥିବା ହାତୀ ହତ୍ୟା ଘଟଣାର ଅଭିଯୁକ୍ତକୁ କଟକ ଆଠଗଡ ବଡମ୍ବା…

ସିସୋର ଚିଟଫଣ୍ଡ ଠକେଇ: ବିଜେଡି ନେତା ରବୀନ୍ଦ୍ର ଜେନାଙ୍କୁ ବଡ଼ ଝଟକା

କଟକ: ସିସୋର ଚିଟଫଣ୍ଡ ଠକେଇ ମାମଲାରେ ବାଲେଶ୍ୱରର ପୂର୍ବତନ ସାଂସଦ ତଥା ବିଜେଡି ନେତା ରବୀନ୍ଦ୍ର ଜେନାଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲା ଚାଲିବ। କୌଣସି ପ୍ରକାରେ ଏହା ରଦ୍ଦ ହୋଇପାରିବ ନାହିଁ। ହାଇକୋର୍ଟ ଆଜି ଏଭଳି ଏକ ରାୟ ଦେବା ପରେ ରବୀନ୍ଦ୍ର ଜେନାଙ୍କ ଅଡୁଆ ବଢିଛି। ଠକେଇ…

ସର୍ବଭାରତୀୟ ସଫ୍ଟବଲ ପ୍ରତିଯୋଗିତା: କ୍ୱାର୍ଟରରେ ଓଡିଶା ମହିଳା ଦଳ

ପୁରୀ : ଓଡିଶା ମହିଳା ଦଳ ଚଳିତ ସର୍ବ ଭାରତୀୟ ସଫ୍ଟବଲ ପ୍ରତିଯୋଗିତାର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି । ଆଜି ଅନୁଷ୍ଠିତ ପ୍ରି କ୍ୱାର୍ଟର ମ୍ୟାଚରେ ଓଡିଶା ୯-୦ ସ୍କୋରରେ ହିମାଚଳପ୍ରଦେଶକୁ ପରାସ୍ତ କରି କ୍ୱାର୍ଟରରେ ପ୍ରବେଶ କରିଛି । ଅନ୍ୟ ପ୍ରିକ୍ୱାର୍ଟର ମ୍ୟାଚଗୁଡିକରେ କେରଳ ୮-୧ରେ…