Latest Odisha News

BREAKING NEWS

Browsing Category

ଫିଚର

ଗାଭାସ୍କର-ବର୍ଡର ସିରିଜ : ଅଭ୍ୟାସ ପାଇଁ ସାମିଲ ହେଲେ ୪ ନେଟ ବୋଲର

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ବିପକ୍ଷ ୪ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ କ୍ରିକେଟ ଦଳ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି । ନେଟ୍ସରେ ବ୍ୟାଟିଂ ଅଭ୍ୟାସକୁ ଆହୁରି ଶାଣୀତ କରିବା ପାଇଁ ଅତିରିକ୍ତ ୪ଜଣ ନେଟ ବୋଲରଙ୍କୁ ସାମିଲ କରାଯାଇଛି । ଏହି ବୋଲରମାନେ ହେଲେ ୱାଶିଂଟନ ସୁନ୍ଦର, ସୌରଭ…

ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା: ପୁଣି ୪ ଦିନିଆ ରିମାଣ୍ଡରେ ଅଭିଯୁକ୍ତ

ଝାରସୁୁଗୁଡା: ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସଙ୍କୁ ଗୁଳି କରି ହତ୍ୟା କରିଥିବା ଅଭିଯୁକ୍ତ ଗୋପାଳ ଦାସର ୪ ଦିନ  ରିମାଣ୍ଡ ଶେଷ ହେଇଛି । ଆଜି ପୁଣି ତାଙ୍କୁ ରିମାଣ୍ଡରେ ନେବା ପାଇଁ  କ୍ରାଇମବ୍ରାଞ୍ଚ କୋର୍ଟରେ ଆବେଦନ କରିଥିଲା । ଗୋପାଳ ଦାସଙ୍କୁ ଆଉ ୪ ଦିନ ରିମାଣ୍ଡ ନେବା ପାଇଁ  କୋର୍ଟ …

ଆମେରିକା ଆକାଶରେ ପୁଣି ଗୁଇନ୍ଦା ବେଲୁନ; ପବନରେ ଉଡି ଯାଇଛି ବୋଲି ସଫେଇ ଦେଲା ଚାଇନା

ୱାଶିଂଟନ: ଆମେରିକା ଆକାଶରେ ପୁଣି ଉଡିଲା ଚାଇନା ପଠାଇଥିବା ଗୋଇନ୍ଦା ବେଲୁନ । ୨ ଥର ପାଇଁ ନିଜ ଆକାଶରେ ଏପରି ବେଲୁନ ଦେଖି ଆମେରିକା ପ୍ରତିରକ୍ଷା ମନ୍ତ୍ରାଳୟ ପେଣ୍ଟାଗନ ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି । ପେଣ୍ଟାଗନ ପକ୍ଷରୁ କୁହାଯାଇଛି, ଲାଟିନ ଲାଟିନ ଆମେରିକା ଆକାଶରେ ଠାବ…

ରଣଜୀ ଟ୍ରଫି: ସେମିଫାଇନାଲ ଲାଇନ ଅପ ଚୂଡାନ୍ତ

ମୁମ୍ବାଇ: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ସୌରାଷ୍ଟ୍ର ୭୧ ରନରେ ପଞ୍ଜାବକୁ ପରାସ୍ତ କରିଛି । ଏଥିସହ ରଣଜୀ ଟ୍ରଫିର ସେମିଫାଇନାଲ ଲାଇନଅପ ଚୂଡାନ୍ତ ହୋଇଛି । ସୌରାଷ୍ଟ୍ର, କର୍ଣ୍ଣାଟକ, ବେଙ୍ଗଲ ଓ ଆନ୍ଧ୍ରପ୍ରଦେଶ ସେମିରେ ପ୍ରବେଶ କରିଛନ୍ତି । ଇନ୍ଦୋରରେ ହେବାକୁ ଥିବା ପ୍ରଥମ ସେମିଫାଇନାଲ…

କ୍ଲାର୍କ, ଦ୍ରାବିଡଙ୍କ ରନକୁ ଅତିକ୍ରମ କରିବା ପାଇଁ ପୂଜାରାଙ୍କ ନିକଟରେ ସୁଯୋଗ

ନୂଆଦିଲ୍ଲୀ: ଭାରତ-ଅଷ୍ଟ୍ରେଲିଆ କ୍ରିକେଟ ଟିମ ମଧ୍ୟରେ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ । ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ଫାଇନାଲରେ ପ୍ରବେଶ ପାଇଁ ବର୍ଡର-ଗାଭାସ୍କର ସିିରିଜ ହାତେଇବା ଭାରତ ପାଇଁ ଜରୁରୀ ହୋଇ ପଡିଛି । ଅଷ୍ଟ୍ରେଲିଆ ବିପକ୍ଷରେ ବିରାଟ କୋହଲି ଓ ଚେତେଶ୍ୱର ପୂଜାରାଙ୍କ…

ଜୟ ନାରାୟଣଙ୍କ ପ୍ରଶ୍ନ: ଗୁରୁତର ମନ୍ତ୍ରୀଙ୍କୁ ଏୟାର ଲିଫ୍ଟିଂ ବେଳେ ଅକ୍ସିଜେନ, ରକ୍ତ ଦିଆ ଯାଇଥିଲା କି ?

ଭୁବନେଶ୍ୱର: ନବ ଦାସ ହତ୍ୟା ଘଟଣାରେ ପୁଣି ସରକାର ଏବଂ ପୋଲିସ ପ୍ରଶାସନ ଉପରେ ବର୍ଷିଛନ୍ତି ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର । ଜଣେ କ୍ୟାବିନେଟ ପାହ୍ୟାର ମନ୍ତ୍ରୀଙ୍କୁ ଗୃହ ବିଭାଗର ଜଣେ ପୋଲିସ ଅଧିକାରୀ ଗୁଳି କରି ହତ୍ୟା କରିବା କିଛି ଛୋଟ କଥା ନୁହେଁ ବୋଲି କହିଛନ୍ତି ବିରୋଧୀ ଦଳ…

ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାରେ ବ୍ୟାପକ ପରିବର୍ତନ

ନୂଆଦିଲ୍ଲୀ: ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାରେ ସେନା ପକ୍ଷରୁ ବ୍ୟାପକ ପରିବର୍ତନ କରାଯାଇଛି । ନୂତନ ନିୟମ ଅନୁସାରେ ଇଚ୍ଛୁକ ପ୍ରାର୍ଥୀମାନେ ଅନଲାଇନରେ ଏକ ସାଧାରଣ ପ୍ରବେଶିକା ପରୀକ୍ଷା ଦେବେ । ଏହା ପରେ ନିଯୁକ୍ତି ରାଲୀରେ ଫିଜିକାଲ ଫିଟନେସ ଦେଖାଯିବ । ପୂର୍ବରୁ ପ୍ରଥମେ ଅଗ୍ନିବୀର…

ଦୁନିଆର ସବୁଠୁ ବୟସ୍କ କୁକୁର, ବୟସ ୩୦ ବର୍ଷ ୨୬୬ ଦିନ

ଲିସବନ(ପର୍ତ୍ତୁଗାଲ):  ଯଦି ଆପଣକୁ ପଚରାଯାଏ ଦୁନିଆର ସବୁଠୁ ବୟସ୍କ କୁକୁର ଦେଖିଛନ୍ତି କି, ଏହାର ଉତ୍ତର ବୋଧହୁଏ ଆପଣ ଦେଇ ପାରିବେ ନାହିଁ । ତାହାଲେ ଆସନ୍ତୁ ଜାଣିବା ସର୍ବପୁରାତନ କୁକୁର ବିଷୟରେ । ସବୁଠୁ ବୟସ୍କ କୁକୁରର ନାଁ ହେଉଛି ବୋବି । ବୟସ ପାଇଁ ଗିନିଜ୍ ବୁକ୍ ଅଫ୍ ୱାର୍ଲ୍ଡ…

ବିଚିତ୍ର ଗାଁ, ବିବାହ ପରେ ଝିଅ ଯାଏନା ଶାଶୂ ଘର

ଲକ୍ଷ୍ନୌ: ସାଧାରଣତଃ ଝିଅମାନେ ବିବାହ ପରେ ନିଜ ଶାଶୂ ଘରକୁ ଯାଆନ୍ତି । ବାକି ଜୀବନ ସେଠାରେ ବିତାଇଥା’ନ୍ତି । କିନ୍ତୁ ଆମ ଦେଶରେ ଏମିତି ଏକ ଜାଗା ଅଛି ଯେଉଁଠାରେ ବିବାହ ପରେ ଝିଅମାନେ ନିଜ ଶାଶୂ ଘରକୁ ଯାଆନ୍ତି ନାହିଁ ବରଂ ଜ୍ୱାଇଁ ଝିଅ ଘରେ ରହିଥାନ୍ତି । ଉତ୍ତରପ୍ରଦେଶର କୌଶଂମ୍ବୀ…

୨୧ ମାସ ବାସନ୍ଦ ହେଲେ ଜିମ୍ନାଷ୍ଟ ଦୀପା କର୍ମାକାର

ନୂଆଦିଲ୍ଲୀ: ଭାରତର ଷ୍ଟାର ଜିମ୍ନାଷ୍ଟ ଦୀପିକା କର୍ମାକାର ଡୋପ ଟେଷ୍ଟରେ ଦୋଷୀ ସାବ୍ୟସ୍ତ ହୋଇଛି । ଆନ୍ତର୍ଜାତୀୟ ଟେଷ୍ଟିଂ ଏଜେନ୍ସି ତାଙ୍କୁ ୨୧ ମାସ ପାଇଁ ସସପେଣ୍ଡ କରିଛି । ୧୦ ଜୁଲାଇ ୨୦୨୩ରୁ ଏହି ଦଣ୍ଡାଦେଶ ଲାଗୁ କରାଯିବ । ୱାଡା ଦ୍ୱାରା ପ୍ରତିବନ୍ଧିତ ଡ୍ରଗ୍ସ ହାଇଜେନାମାଇନ ତାଙ୍କ…