Latest Odisha News

BREAKING NEWS

Browsing Category

ଫିଚର

ପାଣ୍ଡ୍ୟା, ଦ୍ରାବିଡ ଦାବୀ କଲେ ଧୀମା ପିଚ: ଫସିଗଲେ କ୍ୟୁରେଟର

ନୂଆଦିଲ୍ଲୀ: ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚର ପିଚକୁ ନେଇ ବିବାଦ ଥମିବାର ନାମ ନେଉ ନାହିଁ । ଲୋ ସ୍କୋରିଂ ମ୍ୟାଚକୁ ନେଇ ଏହି ବିବାଦ ସୃଷ୍ଟି ହୋଇଥିଲା । ବିସିସିଆଇ ମଧ୍ୟ ପିଚ କ୍ୟୁରେଟର ସୁରେନ୍ଦ୍ର କୁମାରଙ୍କୁ ହଟେଇ ସଞ୍ଜୀବ ଅଗ୍ରୱାଲଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଟିମ…

ଖାଦ୍ୟ ପ୍ରଲୋଭନ ଦେଖାଇ ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗ

ଅଭୟଚାନ୍ଦପୁର : ୬ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଘଟଣାଟି ପାରାଦୀପ ଅଭୟଚାନ୍ଦପୁର ଅଞ୍ଚଳରେ ଘଟିଛି  । ସୂଚନା ଅନୁଯାୟୀ, ନାବାଳିକା ଜଣକ ଘର ପାଖରେ ହେଉଥିବା ବାହାଘର ଭୋଜିରେ ବୁଲୁଥିବା ବେଳେ ଅଭିଯୁକ୍ତ  ସନିଆ ବେହେରା ତାକୁ କୁରୁକୁରି ଦେବାକୁ କହି  ସାଙ୍ଗରେ…

ପାକିସ୍ତାନ ମସ୍‌ଜିଦ୍‌ରେ ବିସ୍ଫୋରଣ; ଦିନିକିଆ ରାଜ୍ୟବ୍ୟାପୀ ଶୋକ ପାଳନ

ଇସ୍‌ଲାମାବାଦ୍‌ : ପୁଣି ଥରିଲା ପାକିସ୍ତାନ । ପାକିସ୍ତାନର ପେଶୱାରରେ ଥିବା ଏକ ମସଜିଦରେ ବଡ଼ ଧରଣର ବିସ୍ପୋରଣ ଘଟିଛି । ଏହି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୬୩ ବୃଦ୍ଧି ହୋଇଥିବା ବେଳେ ୧୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ,  ମସ୍‌ଜିଦ୍‌ରେ ନମାଜ ବେଳେ ଏହି ବିସ୍ଫୋରଣ…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମନୋନୟନ ତାଲିକା ଅସିଦ୍ଧ ଘୋଷଣା: ହେବ ସାନି ତାଲିକା

ଭୁବନେଶ୍ୱର : ଘୋଷଣା ହେବ ‘ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର’  । ମନୋନୟନ ତାଲିକାକୁ ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ପୁଣି ‘ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର’ ପାଇଁ ମନୋନୟନ କରାଯିବ  । ଏନେଇ ଓଡ଼ିଆ‌ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ମାନସମନ୍ଥନ ଆରମ୍ଭ ହୋଇଛି। ୨୦୧୯…

ଇଣ୍ଟିଗ୍ରେଟେଡ୍ ଲ’ ପରୀକ୍ଷା ଦେବେ ଅର୍ଚ୍ଚନା ନାଗ

ନୂଆଦିଲ୍ଲୀ : ଇଣ୍ଟିଗ୍ରେଟେଡ୍ ଲ’ ପରୀକ୍ଷା ଦେବେ ହନିଟ୍ରାପ୍ କୁଇନ ଅର୍ଚ୍ଚନା ନାଗ। ଆଜି ଭୁବନେଶ୍ୱର କ୍ୟାପିଟାଲ ଲ’ କଲେଜରେ ୫ ବର୍ଷିଆ ଇଣ୍ଟିଗ୍ରେଟେଡ ଲ’ ର ସପ୍ତମ ସେମିଷ୍ଟର ପରୀକ୍ଷା ଦେବେ ଅର୍ଚ୍ଚନା। ଏନେଇ ଜେଏମ୍‌ଏଫ୍‌ସି ଭୁବନେଶ୍ୱର କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ତେବେ…

କେଶ ପାଇଁ ଉପକାରୀ ‘ମେଥି’…. ଔଷଧ ଭଳି ଦେଇଥାଏ କାମ

ମେଥିର ଦାନାରେ ରହିଛି ଔଷଧୀୟ ଗୁଣ । ପ୍ରତିଦିନ ରୋଷେଇରେ ଆମେ ବ୍ୟବହାର କରିଥାଉ  । କଣ ଆପଣ ଜାଣନ୍ତି ଏହି ମେଥି ସ୍ୱାସ୍ଥ୍ୟ ସହ କେଶ ପାଇଁ ଖୁବ୍‌‌ ଲାଭଦାୟକ। ଏହାର ବ୍ୟବହାର ଦ୍ୱାରା ଆପଣଙ୍କ କେଶ ଜନିତ ଅନେକ ସମସ୍ୟା ଦୂର ହୋଇଥାଏ। ଏଥିରେ ଆଇରନ, ପ୍ରୋଟିନ୍‌‌ ଓ ଅନ୍ୟ ଭିଟାମିନ…

ଡାର୍କ ଚକୋଲେଟ୍‌ ଦେହ ପାଇଁ ଉପକାରୀ…

ଛୋଟ ପିଲାମାନେ ଚକୋଲେଟ୍‌ ଖାଇବାକୁ ଅଧିକ ପସନ୍ଦ କରିଥାଆନ୍ତି  ।  ଚକୋଲେଟ୍‌ ପାଟିକୁ ବହୁତ ଭଲ ଲାଗେ  । ପ୍ରତ୍ୟେକ ମା’ ପିଲାମାନଙ୍କୁ ଚକୋଲେଟ୍‌ ଖାଇବାକୁ ବାରଣ କରିଥାଆନ୍ତି  । କାରଣ ଚକୋଲେଟ୍‌ ଖାଇଲେ ଦାନ୍ତ ପୋକ ଖାଇବା ସହ ପେଟରେ କୃମି ହେବା ପରି ସମସ୍ୟା ଦେଖାଯାଇଥାଏ  ।…

ଆଜିଠୁ ସଂସଦର ବଜେଟ ଅଧିବେଶନ: ଆଦାନୀ, ବିବିସି ପ୍ରସଙ୍ଗରେ ସରକାରକୁ ଘେରିବେ ବିରୋଧୀ

ନୂଆଦିଲ୍ଲୀ: ସଂସଦର ବଜେଟ୍ ଅଧିବେଶନ ପୂର୍ବରୁ ସୋମବାର ସରକାର ଏକ ସର୍ବଦଳୀୟ ବୈଠକ କରିଛନ୍ତି। ଏଥିରେ ବିରୋଧୀ ଦଳ ଆଦାନୀ ଗ୍ରୁପ୍, ଜାତି ଭିତ୍ତିକ ଗଣନା ଏବଂ ମହିଳା ସଂରକ୍ଷଣ ବିଲ୍ ପାସ୍ ପ୍ରସଙ୍ଗ ଉଠାଇଥିଲେ। ଏଥି ସହିତ ସଂସଦରେ ନିୟମ ଅନୁଯାୟୀ ପ୍ରତ୍ୟେକ ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ…

‘ଫେବୃଆରୀରେ ଓଡ଼ିଶା ଆସିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର’

ଭୁବନେଶ୍ୱର: ଭାରତ ରାଷ୍ଟ୍ର ସମିତି (ବିଆରଏସ)ରେ ଯୋଗ ଦେବାକୁ ହାଇଦ୍ରାବାଦ ଯାଇଥିବା ଓଡି଼ଶା ନେତା ଫେରିଛନ୍ତି। ସୋମବାର ଅପରାହ୍ନରେ କେସିଆରଙ୍କ ଚାଟାର୍ଡ ବିିମାନ ଭୁବନେଶ୍ୱରରେ ଏହି ନେତାଙ୍କୁ ଛାଡିଥିଲା। ଏହାପରେ ଉତ୍ସାହିତ ଥିବା ବିଆରଏସ ନେତା କହିଛନ୍ତି, ଆଗାମୀ ଦିନରେ ଓଡ଼ିଶାରେ 1…

ଜେଲ୍ ଗଲେ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଅଭିଯୁକ୍ତ ଗୋପାଳ ଦାସ

ଝାରସୁଗୁଡା (ରୋଶନ):  ଜେଲ ଗଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାର ଅଭିଯୁକ୍ତ ଗୋପାଳ ଦାସ। ଏଏସଆଇ ଚାକିରିରୁ ସୋମବାର ବରଖାସ୍ତ ହେବା ସହ ସେ ହତ୍ୟା କରିଥିବା କ୍ରାଇମବ୍ରାଞ୍ଚ ଟିମ୍ ଆଗରେ କହିଥିବା ସୂଚନା ରହିଛି। ସୋମବାର ଗିରଫ କରାଯିବା ପରେ ଗୋପାଳଙ୍କୁ ଝାରସୁଗୁଡା…