Latest Odisha News

BREAKING NEWS

Browsing Category

ଫିଚର

ରାଜସ୍ଥାନ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ କରୋନା ଓ ସ୍ୱାଇନ ଫ୍ଲୁ

ଜୟପୁର: ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶୋକ ଗେହଲଟ ପୁଣି ଥରେ ଅସୁସ୍ଥ ହୋଇପଡିଛନ୍ତି । ସେ କରୋନା ଓ ସ୍ୱାଇନ ଫ୍ଲୁରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ସପ୍ତାହେ ପାଇଁ ତାଙ୍କର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି । ଏନେଇ ସୋସିଆଲ ମିଡିଆ…

ଯଶସ୍ୱୀଙ୍କ ଦ୍ୱିଶତକ ପରେ ବୁମରାହଙ୍କୁ ୬ ୱିକେଟ: ଭାରତ ୧୭୧ ରନରେ ଅଗ୍ରଣୀ

ବିଶାଖାପଟନମ: ଯଶସ୍ୱୀ ଜୈସୱାଲଙ୍କ ଦ୍ୱିଶତକ ପରେ ଯଶପ୍ରୀତ ବୁମରାହଙ୍କ ୬ ୱିକେଟ ସଫଳତା ଯୋଗୁ ଭାରତ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟର ଦ୍ୱିତୀୟ ଦିବସ ଶେଷ ସୁଦ୍ଧା ୧୭୧ ରନର ଗୁରୁତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିନେଇଛି । ଭାରତ ୩୩୬/୬ରୁ ଇନିଂସ ଆରମ୍ଭ କରି ୩୯୬ ରନରେ ଅଲଆଉଟ ହୋଇ…

ଜଳଖିଆ ନଦେବାରୁ ମା’କୁ ହତ୍ୟା କଲା ପୁଅ, ପରେ କଲା ଆତ୍ମସମର୍ପଣ

ବେଙ୍ଗାଲୁରୁ: ମା’କୁ ଲୁହାରଡରେ ପିଟି ମାରିଲା ପୁଅ। ସକାଳ ଜଳଖିଆ ନଦେବାରୁ ନାବାଳକ ପୁଅ ନିଜ ମା’କୁ ହତ୍ୟା କରିଛି। କର୍ଣ୍ଣାଟକର ମୁଲବାଗାଲ ସହରରେ ଘଟିଛି ଏହି ଘଟଣା । ନିଜ ମା’ଙ୍କୁ ହତ୍ୟା କରିବା ପରେ ପୋଲିସ ନିକଟକୁ ଯାଇ ଆତ୍ମସମର୍ପଣ କରିଥିଲା। ପରେ ପୋଲିସ ତାକୁ ଅଟକ କରିଛି ।…

ଇମ୍ରାନ ଖାନ ଓ ପତ୍ନୀଙ୍କୁ ଆଉ ୭ ବର୍ଷ ଜେଲ୍

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଆଉ ୭ ବର୍ଷ ଜେଲ । ଅଣ-ଇସଲାମିକ ବିବାହ ମାମଲାରେ କୋର୍ଟ ଉଭୟଙ୍କୁ ୭ ବର୍ଷ ଜେଲ ଦାଣ୍ଡରେ ଦଣ୍ଡିତ କରିଛନ୍ତି । ବୁଶରାଙ୍କ ପ୍ରଥମ ସ୍ୱାମୀ ଖାଓ୍ଵାର ମନେକା ଦୁଇଟି ବିବାହ ମଧ୍ୟରେ ଇଦ୍ଦାତ…

ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା, ପାତାଳି ଶ୍ରୀକ୍ଷେତ୍ର ସୁବର୍ଣ୍ଣପୁରରୁ ଶ୍ରୀକ୍ଷେତ୍ରକୁ ଗଡିଲା ଟ୍ରେନ୍

ସୋନପୁର: ଦେଶର ରେଳ ମାନଚିତ୍ରରେ ଯୋଡ଼ି ହେଲା ସୋନପୁର । ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଦୀର୍ଘ ଦିନର ଦାବିକୁ ପୁରଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । କଳା ସଂସ୍କୃତିର ଜିଲ୍ଲା ପାତାଳୀ ଶ୍ରୀକ୍ଷେତ୍ର ସୁବର୍ଣ୍ଣପୁରରୁ ସିଧା ସଳଖ ଶ୍ରୀ କ୍ଷେତ୍ର ପୁରୀକୁ ଗଡିଲା ପୁରୀ-ସୋନପୁର-ପୁରୀ…

ପଞ୍ଜାବର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ବନୱାରୀ ଲାଲ ପୁରୋହିତ

ପଞ୍ଜାବ: ଇସ୍ତଫା ଦେଲେ ପଞ୍ଜାବ ରାଜ୍ୟପାଳ ବନୱାରୀ ଲାଲ ପୁରୋହିତ । ସେ ତାଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଛନ୍ତି । ନିଜର ବ୍ୟକ୍ତିଗତ କାରଣରୁ ଏହିପରି ନିଷ୍ପତ୍ତି ନେଉଛନ୍ତି ବୋଲି ସେ ତାଙ୍କ ଇସ୍ତଫା ପତ୍ରରେ ଲେଖିଛନ୍ତି । ବନୱାରିଲାଲ ପୁରୋହିତ ରାଷ୍ଟ୍ରପତି ଦ୍ରୌପଦୀ…

ବିହାରରେ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ

ପାଟନା: ବିହାରରେ ଏନଡିଏ ସହ ମିଶି ନବମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତିଶ କୁମାର । ଶପଥ ପରେ ଆଜି ସରକାରରେ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ହୋଇଛି । ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜ ସହିତ ମୋଟ ୫ ଟି ମନ୍ତ୍ରଣାଳୟ ରଖିଥିବାବେଳେ ଡେପୁଟି ସିଏମ ସମ୍ରାଟ ଚୌଧୁରୀ ଏବଂ…

ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ମୋଦି, ନବନିର୍ମିତ ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସର କଲେ ଲୋକାର୍ପଣ

ସମ୍ବଲପୁର: ଓଡିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚିଲେ । ସେଠାରେ ତାଙ୍କୁ ଦଳୀୟ ନେତୃବୃନ୍ଦ ଓ କର୍ମୀ ଭବ୍ୟ ସ୍ବାଗତ କରିଥିଲେ । ଏହାପରେ ସେଠାରୁ ପ୍ରଧାନମନ୍ତ୍ରୀ ବାୟୁସେନାର ଏକ…

ଦେବୀ ପ୍ରସନ୍ନ ପଟ୍ଟନାୟକ ପାଇଲେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ପୁରସ୍କାର

ଭୁବନେଶ୍ୱର: ଶାସ୍ତ୍ରୀୟ ଭାରତୀୟ ଭାଷା ଉପରେ ଜୀବନବ୍ୟାପୀ ଗବେଷଣା ପାଇଁ ବିଶିଷ୍ଟ ଭାଷାବିତ୍ ତଥା ଲେଖକ ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ଶନିବାର ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ପୁରସ୍କାର ପ୍ରଦାନ କରାଯାଇଛି। ଭୁବନେଶ୍ୱରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦଘାଟନୀ ସମାରୋହରେ…

ଭୁବନେଶ୍ୱରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଜନତା ମଦନଠାରେ ଉଦଘାଟନ କରିଛନ୍ତି। ଓଡ଼ିଆ ଭାଷା ଓ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ପାଳନ କରିବା ଏହି ସମ୍ମିଳନୀର ଉଦ୍ଦେଶ୍ୟ। ରାଜ୍ୟ ସଙ୍ଗୀତ 'ବନ୍ଦେ ଉତ୍କଳ ଜନନୀ' ପରିବେଷଣ କରି…