Latest Odisha News

BREAKING NEWS

Browsing Category

ଫିଚର

ଭାରତର ‘BharOS’ ଆଣ୍ଡ୍ରଏଡ୍ ଏବଂ ଆଇଓଏସଠୁ କେତେ ଅଲଗା?

ନୂଆଦିଲ୍ଲୀ: ଯେତେବେଳେ ଆମେ ମୋବାଇଲ୍ ଅପରେଟିଂ ସିଷ୍ଟମ୍ ବିଷୟରେ କଥା ହେଉ ଭାରତୀୟମାନେ ଆଣ୍ଡ୍ରଏଡ୍ ଏବଂ ଆଇଓଏସ୍ ବାବଦରେ ଆଲୋଚନା କରନ୍ତି। ଆମେରିକାନ କମ୍ପାନୀ ଗୁଗୁଲ୍ ଏବଂ ଆପଲ୍ ଦ୍ୱାରା ନିର୍ମିତ ଏହି ଉଭୟ ଅପରେଟିଂ ସଫ୍ଟୱେର୍ ହେଉଛି ବିଶ୍ୱ ବଜାରରେ ଏବେ ବି ଅଗ୍ରଣୀ ରହିଛି। ଏବେ ଭାରତ…

ତିନି ବର୍ଷ ପରେ ‘ହିଟ୍ ମ୍ୟାନ’ଙ୍କ ଶତକୀୟ ଇନିଂସ

ଓଡ଼ିଶା ସମ୍ବାଦ ବ୍ୟୁରୋ: ତିନି ବର୍ଷ ପରେ ଟିମ୍ ଇଣ୍ଡିଆ ଦିନିକିଆର ଅଧିନାୟକ ରୋହିତ ଶର୍ମା ଶତକୀୟ ଇନିଂସ ମାରିଛନ୍ତି। ମଧ୍ୟପ୍ରଦେଶ ଇନ୍ଦୋରରେ ଚାଲିଥିବା ତୃତୀୟ ତଥା ଅନ୍ତିମ ଦିନିକିଆରେ ରୋହିତଙ୍କ ଶତକୀୟ ଇନିଂସ ଦେଖିବାକୁ ମିଳିଛି। ଶତକୀୟ ଇନିଂସ ଖେଳି ଦିନିକିଆରେ ୩୦ଟି ଶତକ…

ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ୍ ଜିତିଲା ଭାରତ, ରାଙ୍କିଂ ଲିଷ୍ଟର ଶୀର୍ଷରେ ଟିମ୍ ଇଣ୍ଡିଆ

ଇନ୍ଦୋର: ୯୦ ରନରେ ଭାରତ, ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚକୁ ଜିତିବା ସହ ୩ ଟିକିଆ ଦିନିକିଆ ମ୍ୟାଚ୍ ସିରିଜକୁ କ୍ଲିନ୍ ସୁଇପ୍ କରିଛି । ବିଜୟ ସହ ଭାରତ ଦିନିକିଆ ଫର୍ମାଟରେ ଇଂଲଣ୍ଡକୁ ପଛରେ ପକାଇ ବିଶ୍ୱର ଶ୍ରେଷ୍ଠ ଟିମ୍ ଭାବେ ଆଇସିସି ରାଙ୍କିରେ ସ୍ଥାନ ପାଇଛି । ଆଜିର…

କୋର୍ଟରେ ହାଜର ହେଲେନି ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: କୋର୍ଟରେ ହାଜର ହେଲେନି ଶ୍ରଦ୍ଧାଞ୍ଜଳି ବେହେରା। ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ହନିଟ୍ରାପ ମାମଲାରେ ଶ୍ରଦ୍ଧାଞ୍ଜଳି ବେହେରା ଆଜି କୋର୍ଟରେ ହାଜର ହେବାର ଥିଲା। ମୁଖ୍ୟ ଅଭିଯୁକ୍ତ ଅର୍ଚ୍ଚନା ନାଗଙ୍କ ସହଯୋଗୀ ହେଉଛନ୍ତି ଶ୍ରଦ୍ଧାଞ୍ଜଳି ବେହେରା। ସୂଚନା ମୁତାବକ, ଶ୍ରଦ୍ଧାଞ୍ଜଳି…

‘ନାଟୁ ନାଟୁ’ ଓସ୍କାର ପାଇଁ ମନୋନୀତ, କିଏ ଏହି ଗୀତର ଲେଖକ ଏବଂ ମ୍ୟୁଜିକ କମ୍ପୋଜର ?

ନୂଆଦିଲ୍ଲୀ: ଚଳିତ ବର୍ଷ ଓସ୍କାର ପାଇଁ ଭାରତର ଏକମାତ୍ର ଫିଲ୍ମ ଭାବେ ଦକ୍ଷିଣ ଭାରତର ଫିଲ୍ମ ଆରଆରଆରର 'ନାଟୁ ନାଟୁ' ଗୀତ ନୋମିନେଟେ ହୋଇଛି। ବେଷ୍ଟ ଅରିଜିନାଲ ସଙ୍ଗ କ୍ୟାଟାଗୋରୀରେ ୫ଟି ଫିଲ୍ମର ଗୀତ ସାମିଲ ହୋଇଛି। ଏଥିରେ ଏସ୍ ଏସ ରାଜାମୌଲିଙ୍କ ଫିଲ୍ମ ଆରଆରଆରର 'ନାଟୁ ନାଟୁ' ଗୀତ…

କମ୍ବିଂ ବେଳେ ଦୁଇ ହାର୍ଡକୋର ମାଓବାଦୀ ଗିରଫ

ନବରଙ୍ଗପୁର: ହାର୍ଡକୋର ମାଓବାଦୀଙ୍କ ହାତରେ ପଡ଼ିଲା ହାତକଡ଼ି । କମ୍ବିଂ ବେଳେ ନବରଙ୍ଗପୁର ପୋଲିସକୁ ସଫଳତା ମିଳିଛି । ମେନପୁର ନୂଆପଡ଼ା ଡିଭିଜନର ୨ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି ନବରଙ୍ଗପୁର ପୋଲିସ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସବିଶେଷ ତଥ୍ୟ ଦେଇଛନ୍ତି ଡିଆଇଜି ରାଜେଶ ପଣ୍ଡିତ…

ପାରଳାଖେମୁଣ୍ଡିର ୩ଟି ସୁନା ଦୋକାନରେ ଜିଏସଟି ରେଡ୍

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାର ୩ଟି ସୁନା ଦୋକାନରେ ଆଜି ଜିଏସଟି ଅଧିକାରୀ ଚଢ଼ାଉ କରିଛନ୍ତି । ଏନେଇ ବ୍ରହ୍ମପୁର ସିଟି ଆଣ୍ଡ ଜିସଟି ଅଧିକାରୀ ମନୋଜ ପଣ୍ଡା କହିଛନ୍ତି, ଜଣେ ବ୍ୟକ୍ତିଙ୍କ ମାଲିକାନାରେ ଥିବା ୩ଟି ସ୍ୱର୍ଣ୍ଣ ଅଳଙ୍କାର ଦୋକାନରେ ଚଢ଼ାଉ କରାଯାଇଛି । ୩ଟି ଦୋକାନରେ…

ହକି ଟିକେଟ୍ ନାହିଁ, ତଥାପି ଷ୍ଟାଡିୟମ୍ ଖାଲି; ପୁଣି ପୋଲ୍ ଖୋଲିଲା ବିଏମସି

ଭୁବନେଶ୍ୱର: ହକି ବିଶ୍ୱକପକୁ ନେଇ ଉଠୁଛି ପଡ଼ୁଛି ରାଜ୍ୟ । ରାଉରକେଲାରୁ ରାଜଧାନୀ ଭୁବନେଶ୍ୱର ସବୁଠି ହକି ବିଶ୍ୱକପକୁ ନେଇ ସରକାର ଉତ୍ସବ ପାଳୁଛନ୍ତି । ହକି ଦେଖିବାକୁ ଟିକେଟ୍ ମିଳୁନି । ଅନଲାଇନ୍ ହେଉ କି କାଉଣ୍ଟର କେଉଁଠି ବି ଟିକେଟ୍ ନାହିଁ । ଅର୍ଥାତ୍ ସବୁ ଟିକେଟ୍ ବିକ୍ରି ହୋଇ ଯାଇଛି…

ଆଜି ବି ତାତି, ୪ ସହରରେ ପାରଦ ୩୩ ଉପରେ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ପାରଦ ଉପର ମୁହାଁ ରହିଛି । ଶୀତ ନଥିବା ବେଳେ ଦିନ ବେଳା ଟାଣ ଖରା ହେଉଛି । ଆଜି ରାଜ୍ୟର ୪ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ଉପରେ ରହିଥିବା ବେଳେ ୧୨ଟି ସ୍ଥାନରେ ପାରଦ ୩୨ ଡିଗ୍ରୀ ଡେଇଁଛି ।…

ଟୁଇଟରକୁ ଫେରିଲେ କଙ୍ଗନା

ମୁମ୍ବାଇ: ବଲିଉଡର କୁଇନ ଭାବେ ପରିଚିତ କଙ୍ଗନା ରାନାୱତ ଟୁଇଟରକୁ ଫେରିଛନ୍ତି । ବିବାଦୀୟ ବୟାନ ଯୋଗୁ କଙ୍ଗନାଙ୍କ ଆକାଂଉଟକୁ ୨୦୨୧ରେ ବ୍ୟାନ କରାଯାଇଥିଲଶ । ପ୍ରାୟ ୨ ବର୍ଷ ପରେ ସେ ଏହି ଲୋକପ୍ରିୟ ପ୍ଲାଟଫର୍ମକୁ ଫେରିଛନ୍ତି । କଙ୍ଗନା ଟୁଇଟ କରି ପ୍ରଶଂସକଙ୍କୁ ଏ ସମ୍ପର୍କରେ ସୂଚନା…