Latest Odisha News

BREAKING NEWS

Browsing Category

ଫିଚର

ହତାଶ କ୍ୟାଡରଙ୍କୁ ଉତ୍ସାହିତ ପାଇଁ ବିଜେପିର କାର୍ଯ୍ୟକାରିଣୀ ବୈଠକ: ବିଜେଡି

ଭୁବନେଶ୍ୱର: ସମସ୍ତ ୩୦ଟି ଜିଲ୍ଲା ପରିଷଦରେ ହାରିଯିବା ପରେ ଓଡ଼ିଶା ବିଜେପି ହତାଶ ହୋଇପଡିଥିବା ନିଜର କ୍ୟାଡରକୁ ଉତ୍ସାହିତ କରିବାକୁ ଚେଷ୍ଟା କରୁଛି । ଆଜିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଏ ଦିଗରେ ଆଉ ଏକ ଦୁର୍ବଳ ପ୍ରୟାସ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି । ବିଜେପିର…

ଋଣ କରି ଭିକାରି ହେଲେ କୋଟିପତି: ବିକି ଦେଲେ କୋଠା ଓ ଜେଟ

ବେଜିଂ : ଚୀନରେ ଅର୍ଥନୀତି ସାଂଘାତିକ ସ୍ଥିତିରେ । ଅନେକ କୋଟିପତିଙ୍କ ଅବସ୍ଥା ଏବେ ଶୋଚନୀୟ ହୋଇ ପଡିଲାଣି । ଅନେକ କୋଟିପତିଙ୍କ ସଂପତ୍ତି ଦ୍ରୁତ ଗତିରେ ହ୍ରାସପାଉଥିବା ଲକ୍ଷ୍ୟ କରାଯାଇଛି । ଚୀନର ରିଅଲ ଇଷ୍ଟେଟ କମ୍ପାନୀ ଚାଇନା ଏଭରଗ୍ରାଣ୍ଡର ଚେୟାରମ୍ୟାନ ହୁଇ କା ୟାନଙ୍କ ସଂପତ୍ତି ଦ୍ରୁତ…

ହକି ବିଶ୍ୱକପ:ରୋମାଂଚକ ମୁକାବିଲାରେ ମାଲେସିଆକୁ ହରାଇ କ୍ୱାର୍ଟରରେ ସ୍ପେନ

ଭୁବନେଶ୍ୱର: ଚଳିତ ହକି ବିଶ୍ୱକପରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ କ୍ରସଓଭର ମୁକାବିଲାରେ ସ୍ପେନ ପେନାଲ୍ଟି ଶୁଟ ଆଉଟରେ ମାଲେସିଆକୁ ହରାଇ କ୍ୱାର୍ଟର ଫାଇନାଲକୁ ଉନ୍ନୀତ ହୋଇଛି । ନିର୍ଦ୍ଧାରିତ ସମୟରେ ଉଭୟ ଟିମ ୨ଟି ଲେଖାଁଏ ଗୋଲ ସ୍କୋର କରିଥିଲେ । ଫଳାଫଳ ପାଇଁ ପେନାଲ୍ଟି…

ଚାଇନିଜ୍‌ ନୂଆବର୍ଷ ପାଳନ ବେଳେ ଗୁଳିକାଣ୍ଡ , ୯ ମୃତ

କାଲିଫୋର୍ଣ୍ଣିଆ: ଶନିବାର ଆମେରିକାର କାଲିଫୋର୍ଣ୍ଣିଆରେ  ଘଟିଥିବା ଗୁଳିକାଣ୍ଡରେ ୯ ଜଣଙ୍କ ମୃତ୍ୟୁ ହୋଇଯାଇଛି । ଗୁଳିକାଣ୍ଡରେ ଅନେକ ଲୋକ ଆହତ ହୋଇଥିବା ଜଣାପଡ଼ିଛି । ସୂଚନା ଅନୂଯାୟୀ ଏହି ଘଟଣା ଶନିବାର ରାତି ୧୦ ଟା ପରେ ହୋଇଥିଲା । ଗୁଳିମାଡ଼ କରିଥିବା ବ୍ୟକ୍ତି ହାତରେ ମେସିନ ଗନ୍…

ମୁହଁ ଖୋଲିଲେ ଡବ୍ଲ୍ୟୁଡବ୍ଲ୍ୟୁଇ ଷ୍ଟାର କବିତା, ଉତ୍ପୀଡନ ଯୋଗୁ ରେସଲିଂ କ୍ୟାରିୟର ଛାଡି ଦେଇଥିଲି

ନୂଆଦିଲ୍ଲୀ: ଭାରତୀୟ କୁସ୍ତି ମହାସଂଘ ଓ ରେସଲରଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଥମିବାର ନାମ ଧରୁନି । ହରିୟାଣା ଜିନ୍ଦର ଡବ୍ଲୁଡବ୍ଲ୍ୟୁଇ ଷ୍ଟାର କବିତା ଦଲାଲ ଏ ନେଇ ମୁହଁ ଖୋଲିଛନ୍ତି । ସେ କହିଛନ୍ତି ମୁଁ ମଧ୍ୟ ଉତ୍ପୀଡନ ଯୋଗୁ ରେସଲିଂ ଛାଡିବାକୁ ବାଧ୍ୟ ହୋଇଥିଲି । ସେ ସମୟରେ ଫେଡେରେଶନ…

ପାଇଖାନା ଟାଙ୍କିରେ ସ୍ବାମୀଙ୍କୁ ମାରି ପୋତିଦେଲେ ସ୍ତ୍ରୀ ଓ ଶଳା

ଝାରସୁଗୁଡ଼ା : ଦୁଇବର୍ଷ ପରେ ମାମଲା ଉପରୁ ହଟିଲା ପରଦା  । ପାଇଖାନା ଟାଙ୍କିରେ ସ୍ବାମୀଙ୍କୁ ମାରି ପୋତିଦେଲେ ସ୍ତ୍ରୀ ଓ ଶଳା । ପାଇଖାନା ସେଫଟି ଟାଙ୍କିରୁ ମୃତଦେହ ଜବତ କରିଛି ଝାରସୁଗୁଡା ଜିଲ୍ଲା ବନହରପାଳି ପୋଲିସ । ମୃତକ ହେଲେ ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ାର ଡମ୍ବରୁଧର ପାତ୍ର ।…

ଦୃଢ଼ୀଭୂତ ହେଲା ଚର୍ଚ୍ଚା, ବିଜେପି ଛାଡ଼ିବେ ଗମାଙ୍ଗ ବାପପୁଅ !

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ରାଜ୍ୟ ବିଜେପିର ୨ ଦିନିଆ କାର୍ଯ୍ୟକାରିଣୀ । ହେଲେ କାର୍ଯ୍ୟକାରିଣୀକୁ ଆସି ନାହାଁନ୍ତି ଗିରିଧର ଗମାଙ୍ଗ ଓ ତାଙ୍କ ପୁଅ ଶିଶିର ଗମାଙ୍ଗ । ଯାହାକୁ ନେଇ ବିଜେପି ଶିବିରରେ ଚର୍ଚ୍ଚା ହେଉଥିଲେ ବି ନେତା ମୁହଁ ଖୋଲୁ ନାହାନ୍ତି । ତେବେ ଗମାଙ୍ଗ ବାପପୁଅ…

ଆଉ ହେବନି ଶୋଏବଙ୍କ ବାୟୋପିକ, ଧମକ ଦେଲେ ଅଖତର

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତରଙ୍କ ବାୟୋପିକ ଏବେ ଥଣ୍ଡା ବକ୍ସକୁ ଚାଲିଯାଇଛି । ଶୋଏବ ଏହି ବାୟୋପିକରୁ ପଛକୁ ହଟିଯିବା ସହ ଫିଲ୍ମ ନିର୍ମାତାଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି । ସୋସିଆଲ ମିଡିଆରେ ଏ ସମ୍ପର୍କରେ ସେ ଉଲ୍ଲେଖ କରି ଲେଖିଛନ୍ତ ଦୀର୍ଘ ଦିନ ଧରି ଆଲୋଚନା…

ହକି ଷ୍ଟାର ପ୍ରବୋଧଙ୍କ ଘରୁ ଚୋରୀ, ପଦକ ବି ଲୁଟିନେଲେ

ଭୁବନେଶ୍ୱର: ଭାରତର ଷ୍ଟାର ହକି ଖେଳାଳି ପ୍ରବୋଧ ତିର୍କୀଙ୍କ ଘରୁ ଚୋରୀ ହୋଇଛି । ଭୁବନେଶ୍ୱରରେ ସେ ରହୁଥିବା ସରକାରୀ ବାସଭବନରେ ଏହି ଘଟଣା ଘଟିଛି । ପ୍ରବୋଧ ଏବଂ ତାଙ୍କ ପରିବାର ଲୋକ ଘରେ ନ ଥିବା ବେଳେ ଚୋରମାନେ ଘରେ ପଶି ଏହି କାଣ୍ଡ ରଚିଥିଲେ । ହକି ବିଶ୍ୱକପ ପାଇଁ ପ୍ରବୋଧ ଏବେ…

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଘରେ ୧୩ ଘଣ୍ଟା ରେଡ୍‌

ନୂଆଦିଲ୍ଲୀ : ବଢିଲା ଜୋ ବାଇଡେନଙ୍କ ଅଡ଼ୁଆ । ଆମେରିକାର ଫେଡେରାଲ ବ୍ୟୁରୋ ଅଫ ଇନ୍‌ଭେଷ୍ଟିଗେସନ  ରାଷ୍ଟ୍ରପତି ଜୋ ବାଇଡେନଙ୍କ ୱିଲମିଙ୍ଗଟନରେ ଥିବା ବାସଭବନ ଚଢାଉ କରିଛନ୍ତି । ୧୩ ଘଣ୍ଟା ଖୋଜାଖୋଜି କରିବା ପରେ ୬ଟି ଗୋପନୀୟ ତଥ୍ୟ ପାଇଛନ୍ତି ।  ଜୋ ବାଇଡେନ କିଛି ହାତ ଲେଖା ନୋଟ୍‌…