Latest Odisha News

BREAKING NEWS

Browsing Category

ଫିଚର

ବାବୁ ଭାବୁଛନ୍ତି ଲୋକ ପ୍ରତିନିଧିଙ୍କ ଠାରୁ ସେମାନେ ବଡ଼: ସୌମ୍ୟ

ଭୁବନେଶ୍ୱର: ଗଣତନ୍ତ୍ରର ସରକାରରେ କିଏ ବଡ଼ ? ଅଫିସର, ଲୋକ ପ୍ରତିନିଧି ନା ଜନତା ? ଖଣ୍ଡପଡ଼ା ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଲୋକ ପ୍ରତିନିଧି ବଡ଼ ନା ପ୍ରଶାସକ ବଡ଼ ପ୍ରଶ୍ନର ଉତ୍ତର ରଖି କହିଛନ୍ତି, ଅନେକ ସମୟରେ କିଛି ପ୍ରଶାସକ ଭାବୁଛନ୍ତି, ସେମାନେ ଲୋକ ପ୍ରତିନିଧିଙ୍କଠାରୁ ବଡ଼…

ରଣଜୀ ଟ୍ରଫି: ଶୁଭ୍ରାଂଶୁଙ୍କ ଶତକ, ଓଡିଶା-ୟୁପି ମ୍ୟାଚ ଡ୍ର

ମୀରଟ: ବ୍ୟାଟିଂରେ ଭଲ ପ୍ରଦର୍ଶନ ସତ୍ୱେ ଏଠାରେ ଅନୁଷ୍ଠିତ ଓଡିଶା-ଉତରପ୍ରଦେଶ ବିପକ୍ଷ ରଣଜୀ ଟ୍ରଫି ମ୍ୟାଚ ଡ୍ରରେ ଶେଷ ହୋଇଛି । ପ୍ରଥମ ଇନିଂସରେ ପଛୁଆ ଥିବା ଓଡିଶା କିନ୍ତୁ ଦ୍ୱିତୀୟ ଇନିଂସରେ ଭଲ ବ୍ୟାଟିଂ ପ୍ରଦର୍ଶନ କରିଥିଲା । ଗତକାଲିର ଅସମାପ୍ତ ଇନିଂସ ୧୫୨/୧ରୁ ବ୍ୟାଟିଂ ଆରମ୍ଭ କରି…

ବିବାଦୀୟ ପହିଲିମାନ ବ୍ରିଜ ଭୂଷଣ ଶରଣ

ନୂଆଦିଲ୍ଲୀ: ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଦେଶର ପ୍ରତିଷ୍ଠିତ ରେସଲର ଧାରଣାରେ ବସିଛନ୍ତି । ଯୌନ ନିର୍ଯ୍ୟାତନାଠାରୁ ଆରମ୍ଭ କରି ହତ୍ୟା ଧମକ ବିରୋଧରେ ସେମାନେ ଏହି ଆନ୍ଦୋଳନ କରୁଛନ୍ତି । ଆସନ୍ତୁ ଏହି ବିବାଦୀୟ ପହିଲିମାନଙ୍କ ବିବାଦ ବିଷୟରେ ଅବଗତ…

ମହଙ୍ଗା ପଡ଼ିଲା ସଚ୍ଚୋଟ ପଣିଆ

ନୂଆଦିଲ୍ଲୀ: ସଚ୍ଚୋଟ ପଣିଆ ପଡ଼ିଲା ମହଙ୍ଗା । କାର୍‌ରେ ୨୦ କୋଟି ଟଙ୍କାର ‘କୋକେନ୍‌’ ଥିବା କଥା ବ୍ରିଟଶ୍‌ ପୋଲିସ ପାଖରେ ନିଜେ ସ୍ବିକାର କଲେ ସଚ୍ଚୋଟ ‘ଡ୍ରଗ୍‌’ ବ୍ୟବସାୟୀ  । କେବଳ ସ୍ବୀକାର କରିଛନ୍ତି ତାହା ନୁହେଁ, ପୋଲିସ ପାଖରେ ସ୍ବିକାର କରି ୮ବର୍ଷ ଜେଲ୍‌ ଦଣ୍ଡାଦେଶ ପାଇଥିବା…

ଧାନ ନେଉନି ମଣ୍ଡି, ଗଞ୍ଜେଇ ଚାଷ ପାଇଁ ଜିଲ୍ଲାପାଳଙ୍କୁ ଅନୁମତି ମାଗିଲେ ଚାଷୀ

ବଲାଙ୍ଗିର: ରାଜ୍ୟରେ ଗଞ୍ଜେଇ ଚାଷ ବେଆଇନ୍ । କେହି ଗଞ୍ଜେଇ ଚାଷ କଲେ ପୋଲିସ ହେଉ କି ଅବକାରୀ ବିଭାଗ ଚାଷ ନଷ୍ଟ କରିବା ସହ କାର୍ଯ୍ୟାନୁଷ୍ଠାନ ନେଇଥାଏ । କିନ୍ତୁ ବଲାଙ୍ଗିରର ଜଣେ ଚାଷୀ ଗଞ୍ଜେଇ ଚାଷ ପାଇଁ ଅନୁମତି ମାଗିଛନ୍ତି । ତାହା ପୁଣି ଖୋଦ୍ ଜିଲ୍ଲାପାଳଙ୍କୁ । ଅଡ଼ୁଆ ଲାଗୁଥିଲେ ବି ଏ…

ବଲାଙ୍ଗିରରେ ପୁଣି ମୁହାଁମୁହିଁ ନେତା-ଅଫିସର, ଏଥର ସାଂସଦ-ପିଡିଡିଆରଡିଏ

ବଲାଙ୍ଗିର:  ବଲାଙ୍ଗିର ଜିଲ୍ଲାରେ ପୁଣି ମୁହାଁମୁହିଁ ହେଲେ ନେତା ଅଫିସର । ଗତ ୧୨ ତାରିଖ ଜିଲ୍ଲା ପରିଷଦ ବୈଠକରେ ଅନୁଦାନ କଟାଯାଉଥିବା ଅଭିଯୋଗ କରି ଜିଲ୍ଲାପାଳଙ୍କ ଉପରେ ବର୍ଷିଥିଲେ କଣ୍ଟାବାଜିଂ ବିଧାୟକ ସନ୍ତୋଷ ସିଂ ସାଲୁଜା । ୧୮ ତାରିଖରେ  ବି.ଡି.ଓ ଭିକ୍ଟର ସୋରେନଙ୍କୁ ଟ୍ୟୁସନ…

କାନାଡାର ମୂଳ ନିବାସୀ ପିଲାଙ୍କ ଶବ ମିଳିବା ପଛରେ କଣ ରହିଛି ରହସ୍ୟ

ଟୋରେଟୋଂ: ନିକଟରେ କାନାଡାରେ ଏକ କବରରୁ ୧୭୧ ପିଲାଙ୍କ ଶବ ମିଳିଛି । ରାଡାର ସିଷ୍ଟମ ମାଧ୍ୟମରେ ତଦନ୍ତ କରିବା ପରେ ଏହି ତଥ୍ୟ ସମ୍ମୁଖକୁ ଆସିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା କାନାଡାର ମୂଳ ବାସିନ୍ଦାଙ୍କ ଏହି ସବୁ ଶବ । ଇଂରେଜମାନେ ଏହି ଅଂଚଳକୁ କବଜା କରିବା ପରେ ଜୋର ଜବରଦସ୍ତ…

ଗୋଟିଏ ମଞ୍ଚରେ ନେତା-ଅଭିନେତା,ଶିଳ୍ପୀ-ପ୍ରଶାସକ: ଆରମ୍ଭ ହେଲା ଅନ୍ତର୍ଜାତୀୟ ହସ୍ତିଶିଳ୍ପ ସମ୍ମିଳନୀ

ଯାଜପୁର: ନେତା, ଅଭିନେତା, ଶିଳ୍ପୀ, ପ୍ରଶାସକ ସବୁ ଗୋଟିଏ ମଞ୍ଚରେ ଏକାଠି ହୋଇଥିଲେ ।  ୧୬ଟି ଦେଶର ପ୍ରତିନିଧି, ୨୦ ଜଣ ଅନ୍ତର୍ଜାତୀୟ କଳାକାର, ୫୦ରୁ ଉର୍ଦ୍ଧ୍ବ ବକ୍ତା ଏବଂ ସ୍ଥାନୀୟ ଅଞ୍ଚଳର ଶତାଧିକ କାରିଗର ଓ ପ୍ରତିନିଧିଙ୍କ ଗହଣରେ  ଯାଜପୁର ଜିଲ୍ଲା ବ୍ୟାସନଗର ଠାରେ ଆଜି ଅନୁଷ୍ଠିତ…

କର୍ଣ୍ଣେଲ ରାଙ୍କକୁ ପଦୋନ୍ନିତ ହେବେ ୧୦୮ ମହିଳା ସେନା ଅଧିକାରୀ

ନୂଆଦିଲ୍ଲୀ: ପୁରୁଷ ସେନା ଅଧିକାରୀଙ୍କ ସହିତ ମହିଳା ସେନା ଅଧିକାରୀଙ୍କୁ ସମକକ୍ଷ କରିବାକୁ  ନୂଆ ପ୍ରକ୍ରିୟା ।  ଲେଫ୍ଟନାଣ୍ଟ୍‌ କର୍ଣ୍ଣେଲ୍‌ରୁ କର୍ଣ୍ଣେଲ୍‌ ପାହ୍ୟାକୁ ପଦୋନ୍ନତି ଦେବା ଲାଗି ଭାରତୀୟ ସେନା ମହିଳା ଅଧିକାରୀମାନଙ୍କ ‘ସ୍ପେସାଲ୍‌ ସିଲେକ୍‌ସନ୍‌ ବୋର୍ଡ’ ପ୍ରକ୍ରିୟା…

ଓଡ଼ିଶାରେ ନବୀନ ସବୁ ଦଳର ସଭାପତି: ଶିଶିର ଗମାଙ୍ଗ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସବୁ ଦଳର ସଭାପତି । ଓଡ଼ିଶାରେ ନବୀନଙ୍କ ନିୟନ୍ତ୍ରଣରେ ସବୁ ଦଳ । ଏଭଳି ସାଂଘାତିକ ବୟାନ ଦେଇଛନ୍ତି ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଦସ୍ୟ ଶିଶିର ଗମାଙ୍ଗ । ଆଜି ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାରେ ଯେତିକି…