Latest Odisha News

BREAKING NEWS

Browsing Category

ଫିଚର

ଆସନ୍ତାକାଲି ସୋନପୁର ଅଭିମୁଖେ ପ୍ରଥମ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ଷ୍ଟପେଜ

ଭୁବନେଶ୍ୱର: ଆସନ୍ତାକାଲି (ଫେବୃଆରୀ ୩)ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁର ଗସ୍ତରେ ଆସି ନୂଆ ଟ୍ରେନ୍ ସେବା, ଷ୍ଟେସନ ପୁନଃନିର୍ମାଣ ଯୋଜନା ଓ ଦୁଇଟି ରେଳ ଲାଇନ ସମେତ ଅନେକ ରେଳ ପ୍ରକଳ୍ପର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ପୁରୀ-ସୋନପୁର-ପୁରୀ ସାପ୍ତାହିକ ଏକ୍ସପ୍ରେସକୁ…

ଇଡି ଗିରଫଦାରୀ ବିରୋଧରେ ହେମନ୍ତ ସୋରେନଙ୍କ ଆବେଦନକୁ ଗ୍ରହଣ କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ଗିରଫ କରିବାକୁ ଚ୍ୟାଲେଞ୍ଜ କରି ଝାଡ଼ଖଣ୍ଡ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏପରି ସ୍ଥିତିରେ ସୁପ୍ରିମକୋର୍ଟ ତାଙ୍କ ରିଟ୍ ପିଟିସନର ଶୁଣାଣି କରିବାକୁ ମନା କରି…

ମହିଳା ପୁଲିସ ନିର୍ଯାତନା ମାମଲାରେ ବିରୋଧୀ ଦଳ ନେତାଙ୍କୁ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ

ସମ୍ବଲପୁର: ଜଣେ ମହିଳା ପୁଲିସ ଅଧିକାରୀଙ୍କୁ ମାଡ଼ ମାରିବା ମାମଲାରେ ବିରୋଧୀ ଦଳ ନେତା ତଥା ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ସୁପ୍ରିମକୋର୍ଟ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିବା ସହ ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରି ୪…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୮,୯୭୮ କୋଟି ଟଙ୍କାର ବିଦ୍ୟୁତ ପ୍ରକଳ୍ପର ଶୁଭାରମ୍ଭ କରିବେ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୪ ଫେବ୍ରୁଆରି ୩ରେ ଏନଟିପିସି ଦର୍ଲିପାଲି ସୁପର ଥର୍ମାଲ ପାୱାର ଷ୍ଟେସନ (୨ଞ୍ଚ୮୦୦ ମେଗାୱାଟ୍‌) ଏବଂ ଏନ୍‌ଏସପିସିଏଲ୍ ରାଉରକେଲା ପିପି-୨ ସମ୍ପ୍ରସାରଣ ପ୍ରକଳ୍ପ (୧ଞ୍ଚ୨୫୦ ମେଗାୱାଟ୍‌)କୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ସହ ଏନଟିପିସି…

ପରଲୋକରେ ସୋଶିଆଲ ମିଡିଆର ଚର୍ଚ୍ଚିତ ଚେହେରା ପୁନମ୍ ପାଣ୍ଡେ

ମୁମ୍ବାଇ: ନିଜର ବୋଲ୍ଡ ଅନ୍ଦାଜ ପାଇଁ ସବୁବେଳେ ସୋଶିଆଲ ମିଡିଆ ହେଉ ଅବା ଟିଭି ପରଦାରେ ଚର୍ଚ୍ଚାରେ ରହୁଥିବା ପୁନମ୍ ପାଣ୍ଡେଙ୍କ ପରଲୋକ । ଏନେଇ ଅଭିନେତ୍ରୀଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ସୂଚନା ଦିଆଯାଇଛି । ପୁନମଙ୍କ ଏଭଳି ଭାବରେ ଆକସ୍ମିକ ମୃତ୍ୟୁ ଖବର ତାଙ୍କର ସମସ୍ତ ଫ୍ୟାନ୍ସଙ୍କୁ ଚକିତ…

ଆସନ୍ତାକାଲି ବସିବ ରାଜ୍ୟ କ୍ୟବିନେଟ୍ ଓ ମନ୍ତ୍ରିପରିଷଦ ବୈଠକ

ଭୁବନେଶ୍ୱର: ବିଧାନସଭା ବଜେଟ୍ ଅଧିବେଶନ ପୂର୍ବରୁ ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ । ସନ୍ଧ୍ୟା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ ।…

ଭଦ୍ରକରେ ସିରିଜ ଦୁର୍ଘଟଣା; ପଛକୁ ପଛକ ପିଟି ହେଲା ୩ଟି ଗାଡି, ଜଣେ ମୃତ

ଭଦ୍ରକ: ଭଦ୍ରକ ରେ ସିରିଜ୍‌ ଦୁର୍ଘଟଣା । ପଛକୁ ପଛକ ପିଟି ହେଲା ତିନୋଟି ଗାଡି । ଫଳରେ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତଙ୍କର ପରିଚୟ ମିଳିନାହିଁ । ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବିଷ୍ଣୁପୁର ନିକଟରେ ଘଟିଛି ଏହି ଦୁର୍ଘଟଣା । ଖବର ମୁତାବକ,…

ଶ୍ରୀକ୍ଷେତ୍ର ଗଲା ଶାବର ଶ୍ରୀକ୍ଷେତ୍ରର କଳାଜିରା ଚାଉଳ, ପ୍ରସ୍ତୁତ ହେବ ମହାପ୍ରଭୁଙ୍କ ମହାପ୍ରସାଦ

କୋରାପୁଟ: ଶାବର ଶ୍ରୀକ୍ଷେତ୍ରରୁ ଶ୍ରୀମନ୍ଦିର ଗଲା କଳାଜିରା ଚାଉଳ । କଳାଜିରା ଚାଉଳର ସୁଗନ୍ଧରେ ମହକିବ ବଡ଼ ଠାକୁରଙ୍କ ରୋଷଶାଳା । ନିକଟରେ କୋରାପୁଟ ଜିଲ୍ଲାର ଉତ୍ପାଦିତ କଳାଜିରା ଧାନକୁ ମିଳିଛି ଜିଆଇ ଟ୍ୟାଗ୍ । କଳାଜିରା ଧାନରୁ ଏହି ଚାଉଳକୁ ଜୈବିକ ପଦ୍ଧତିରେ ଉତ୍ପାଦନ କରାଯାଏ ।…

ପୁରୀ ଯାଉଥିବା ତୀର୍ଥଯାତ୍ରୀ ବସ୍ କୁ ପିଟିଲା ହାଇଓ୍ବା, ୨୦ ଆହତ

ଖୋର୍ଦ୍ଧା: ତୀର୍ଥଯାତୀଙ୍କ ବସକୁ ପଛପଟୁ ଧକ୍କା ଦେଇଛି ହାଇୱା । ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ୍ କୁ ପଛପଟୁ ହାଇୱା ଧକ୍କା ଦେଇଛି । ଫଳରେ ୨୦ ଆହତ ହୋଇଛନ୍ତି । ଖବର ମୁତାବକ, ରାୟଗଡା ଗୁଡାରି ଏନଏସି ଅଞ୍ଚଳର ୪୫ ଯାତ୍ରୀଙ୍କୁ ନେଇ…

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଅମୃତ ଉଦ୍ୟାନ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ: ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ । ପର୍ଯ୍ୟଟକମାନେ ସକାଳ ୧୦ ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଅମୃତ ଉଦ୍ୟାନ ପରିଦର୍ଶନ କରିପାରିବେ । ଅପରାହ୍ନ ୪ ଟା ପରେ ପର୍ଯ୍ୟଟକମାନଙ୍କୁ ଉଦ୍ୟାନ ମଧ୍ୟକୁ ପ୍ରବେଶ ଅନୁମତି ଦିଆଯିବ ନାହିଁ । ଉତ୍ତର…