Latest Odisha News

BREAKING NEWS

Browsing Category

ଫିଚର

ମଝି ଆକାଶରେ ଚାଲି ଯାଇଥିଲେ ପତି, ଏବେ ଚାଲିଗଲେ ପତ୍ନୀ

କାଠମାଣ୍ଡୁ: ଜୀବନଠୁ ମରଣ.. ମାତ୍ର ୧୦ ସେକେଣ୍ଡର ବ୍ୟବଧାନ ! ଭଗବାନ ଯଦି ଆଉ ମାତ୍ର ୧୦ ସେକେଣ୍ଡ ଦେଇଥାନ୍ତେ ତେବେ ଆଜି ୭୨ ପରିବାର ଖୁସିରେ ଉଛୁଳୁଥାନ୍ତା । କିନ୍ତୁ ଯାହା ସବୁ ଘଟିଗଲା ଭାବିଲେ ଦେହ ଥରି ଯାଉଛି । ଅବତରଣର ମାତ୍ର ୧୦ ସେକେଣ୍ଡ ପୂର୍ବରୁ ATR-72 ବିମାନ ଜଳିଯାଇଛି ।…

ଗଭୀର ସମୁଦ୍ରରେ ନିଖୋଜ ୧୩ ମତ୍ସ୍ୟଜୀବୀ ଠାବ

ପାରାଦୀପ :ଗଭୀର ସମୁଦ୍ରକୁ ଯାଇଥିବା ଦୁଇଟି ମାଛଧରା ବୋଟ ନିଖୋଜ ହୋଇଯାଇଥିଲା। ଗଭୀର ସମୁଦ୍ରରେ ନିଖୋଜ ୧୩ ମତ୍ସ୍ୟଜୀବୀ ଠାବ ସୂଚନା  । ଯୋଗାଯୋଗ ହୋଇଥିବା ନେଇ ଓମ୍ଫା ସଭାପତି ଶ୍ରୀକାନ୍ତ ପରିଡ଼ା ସୂଚନା ଦେଇଛନ୍ତି । ଜେଟି ଅଭିମୁଖେ ଫେରୁଥିବା ସୂଚନା ରହିଛି ।   ୫ ଦିନ ହେବ ୨ଟି ବୋଟରେ ମାଛ…

ବେଆଇନ ଗୋରୁ ଚାଲାଣ ବେଳେ ଓଲଟି ପଡ଼ିଲା କଣ୍ଟେନର ,୧୨ ଗୋରୁ ମୃତ

ଭୋଗରାଇ :  ବେଆଇନ ଗୋରୁ ଚାଲାଣ ବେଳେ ଓଲଟି ପଡ଼ିଲା କଣ୍ଟେନର । ଆଖି ବୁଜିଲେ ୨୦ରୁ ଅଧିକ ଗୋରୁ । କଣ୍ଟେନରରେ ପ୍ରାୟ ୨୦୦ରୁ ଅଧିକ ଗୋରୁଙ୍କୁ ଓଡ଼ିଶାରୁ ପଶ୍ଚିମବଙ୍ଗ ଚାଲାଣ କରାଯାଉଥିବା ବେଳେ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ୫୭ ନଂ ରାଜ୍ୟ ରାଜପଥର ମହାନ୍ତି ଛକ ନିକଟରେ ଘଟିଲା ଅଘଟଣ ।  ଆଜି…

ଆଜିଠୁ ଭାରତୀୟ ଜନତା ପାର୍ଟିର ଜାତୀୟ କାର୍ଯ୍ୟକାରିଣୀ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ଜାତୀୟ କାର୍ଯ୍ୟକାରିଣୀ ଆଜିଠୁ ଆରମ୍ଭ ହେଉଛି । ଦିଲ୍ଲୀରେ ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଅପରାହ୍ଣ ୪ଟାରୁ ଏହି ବୈଠକ ଅନୁଷ୍ଠିତ ହେବ ।  ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ, ୩୫ କେନ୍ଦ୍ର ମନ୍ତ୍ରୀ, ୧୨ଟି ରାଜ୍ୟର…

ଭୂମିକମ୍ପରେ ଥରିଲା ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପ,ଆସିପାରେ ସୁନାମୀ

ନୂଆଦିଲ୍ଲୀ : ଇଣ୍ଡୋନେସିଆରେ ଭୂମିକମ୍ପ ଝଟକା  । ଥରିଲା ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପ ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପ  । ରିକ୍ଟର ସ୍କେଲରେ ତୀବ୍ରତା ୬.୨ ରେକର୍ଡ କରାଯାଇଛି  । ଭୂମିକମ୍ପ ପରେ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ସୁନାମୀ ଚେତାବନୀ ଦିଆଯାଇଛି  । ରିପୋର୍ଟ…

ସାରା ରାଜ୍ୟରେ ଘନ କୁହୁଡ଼ିର ଆସ୍ତରଣ, ଦିଶୁନି ଟ୍ୱିନ୍‌ ସିଟି

ଭୁବନେଶ୍ୱର: ରାଜ୍ୟରେ ଶୀତ ପ୍ରକୋପ କମିଥିବା ବେଳେ କୁହୁଡ଼ି ଦେଖାଦେଇଛି । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । ଫଳରେ ୨୦ରୁ ୩୦ ମିଟର ଦୂରକୁ କିଛି ଦୃଶ୍ୟମାନ ହେଉନାହିଁ । ଖାଲି ଭୁବନେଶ୍ୱର ନୁହେଁ ଘନକୁହୁଡ଼ିର ଆସ୍ତରଣରେ ଘୋଡେଇ ହୋଇଛି କଟକ…

ତ୍ୱଚାର ଚମକ ବୃଦ୍ଧି କରିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଉପାୟ…

ଗୋରା ଓ କୋମଳ ତ୍ୱଚା ସମସ୍ତଙ୍କୁ ପସନ୍ଦ। ମାତ୍ର ଶୀତଦିନେ ତ୍ୱଚାର ଚମକ ଓ ଗୋରାପଣ ହ୍ରାସ ହୋଇଥାଏ। ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ କିଛି ନୂଆ ଉପାୟ ଆପଣେଇବା । କ୍ଷୀରର ବ୍ୟବହାର କରିବା ବେଶ ଲାଭଦାୟକ। କ୍ଷୀରର ବ୍ୟବହାର ବିଷୟରେ ତ ସଭିଁଙ୍କୁ ଜଣା ।ତେବେ ଏହି କ୍ଷୀରର ବ୍ୟବହାର କରି…

ହକି ବିଶ୍ୱକପ: ଭାରତ ୦, ଇଂଲଣ୍ଡ ୦

ରାଉରକେଲା: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ବିଶ୍ୱକପ ହକିର ଏକ ରୋମାଂଚକ ମୁକାବିଲା ଗୋଲ ଶୂନ୍ୟ ଭାବେ ଶେଷ ହୋଇଛି । ଷ୍ଟାଡିୟମରେ ୨୧୦୦୦ରୁ ଊର୍ଦ୍ଧ୍ୱ ଦର୍ଶକ ଏହି ରୋମାଂଚକର ମ୍ୟାଚକୁ ଭରପୂର ଉପଭୋଗ କରିଥିଲେ । ପ୍ରଥମାର୍ଦ୍ଧରେ ଇଂଲଣ୍ଡ ଏବଂ…

ଦିନିକିଆ କ୍ରିକେଟରେ ଭାରତର ବଡ଼ ବିଜୟ, ୩୧୭ ରନରେ ହାରିଲା ଶ୍ରୀଲଙ୍କା

ଥିରୁଅନନ୍ତପୁରମ: ଶ୍ରୀଲଙ୍କା ବିପକ୍ଷ ୩ ଟିକିଆ ଦିନିକିଆ ସିରିଜକୁ ଭାରତ ୩-୦ରେ ଜିତି ନେଇଛି । ଏଥିସହ ଦିନିକିଆ କ୍ରିକେଟ୍ ଇତିହାସରେ ଭାରତ ସବୁଠୁ ବଡ଼଼ ବିଜୟ ହାସଲ କରିଛି । ୩୧୭ ରନରେ ତୃତୀୟ ଦିନିକିଆ ଜିତିଛି ଭାରତ । ବିରାଟ କୋହଲି ଅପରାଜିତ ୧୬୬ ରନର ପାଳି ଖେଳିଥିଲେ । ପ୍ରଥମେ…

ୟୁଏଇ ଫୁଟବଲ ଲିଗ: ମେସିଙ୍କୁ ୨୪୪୦ କୋଟି ଟଙ୍କାରେ ନେଇପାରେ ଅଲ ହିଲାଲ

ରିୟାଦ: କ୍ରିଷ୍ଟିଆନ ରୋନାଲ୍ଡୋ ସାଉଦି ଆରବ କ୍ଲବ ସହିତ ଜଡିତ ହେବା ପରେ ଏବେ ସମସ୍ତଙ୍କ ନଜର ଆର୍ଜେଂଟିନା ଷ୍ଟାର ଲିଓନେଲ ମେସିଙ୍କ ଉପରେ ରହିଛି । ରିପୋର୍ଟ ମୁତାବକ ଅଲ ହିଲାଲ କ୍ଲବ ମେସିଙ୍କୁ ନେବା ପାଇଁ ଉଦ୍ୟମ ଆରମ୍ଭ କରିଛି । ଏପରିକି ବାର୍ଷିକ ୨୪୪୦ କୋଟି ଟଙ୍କା ଦେବା ପାଇଁ କ୍ଲବ…