Latest Odisha News

BREAKING NEWS

Browsing Category

ଫିଚର

ଯୋରନ୍ଦା ମେଳା ପାଇଁ ଖୋଲିଲା ବାଟ

ଢେଙ୍କାନଳ : ଯୋରନ୍ଦା ମହିମା ଗାଦିରେ ତୃତୀୟ ବେଢ଼ା ଉଚ୍ଛେଦ ପରେ ମହିମା ସମାଜର ଦୁଇଗୋଷ୍ଠୀ ସାଧୁ ସମାଜଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା। କୌପୀନଧାରୀ ମହିମା ସମାଜ ଓ ବଳ୍କଳଧାରୀ ସମାଜ ମଧ୍ୟରେ ବିବାଦ ଯୋଗୁଁ ଯୋରନ୍ଦା ମେଳା ଠିକ୍‌ଭାବେ ପାଳନ ହେବକି ନାହିଁ ଯେଉଁ ଆଶଙ୍କା…

ଲାଡେନକୁ କେବେ ବି ଭେଟି ନାହିଁ; ଅଲ୍‌କାଏଦା ସହ ଲିଙ୍କ୍‌କୁ ଅସ୍ୱୀକାର କଲା ବିଶ୍ୱ ଆତଙ୍କବାଦୀ ମକ୍କି

ନୂଆଦିଲ୍ଲୀ: ବିଶ୍ୱ ଆତଙ୍କବାଦୀ ଘୋଷଣା ହୋଇଥିବା ଲସ୍କର ତୋଇବା ଆତଙ୍କବାଦୀ ଅବଦୁଲ ରେହମାନ ମକ୍କି ନିଜକୁ ଅଲ୍‌କାଏଦା ଓ ଇସ୍ଲାମିକ୍ ଷ୍ଟେଟ୍ ଠାରୁ ଦୂରେଇ ରଖିଛି। ଏହି ଦୁଇ ଆତଙ୍କବାଦୀ ସଂଗଠନ ସହ ତାର କୌଣସି ସମ୍ପର୍କ ନାହିଁ ବୋଲି ମକ୍କି କହିଛି।  ଏକ ଭିଡିଓ ଜାରି କରି ଏପରି କହିଛି…

ଆନ୍ଦୋଳନରତ ରେସଲରଙ୍କୁ ଭେଟିଲେ ଅନୁରାଗ ଠାକୁର

ନୂଆଦିଲ୍ଲୀ: ଦେଶ ଲାଗି ଗର୍ବ ଆଣିଥିବା କୁସ୍ତିଯୋଦ୍ଧା ନ୍ୟାୟ ଲାଗି ଦିଲ୍ଲୀ ଜନ୍ତରମନ୍ତରରେ ଧାରଣା ଦେବା ପରେ ସାରା ଦେଶରେ ସୃଷ୍ଟି ହୋଇଛି ପ୍ରତିକ୍ରିୟା । ରେସଲରଙ୍କୁ ଭେଟିଛନ୍ତି ଅନୁରାଗ ଠାକୁର । ମି-ଠୁ ଅଭିଯୋଗ ଅତି ସାଂଘାତିକ ବୋଲି କହିଛନ୍ତି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ । ଇସ୍ତଫା…

ଅତ୍ୟଧିକ ମାତ୍ରାରେ କେଶ ଝଡ଼ୁଥିଲେ ଖାଆନ୍ତୁ….

ବର୍ତ୍ତମାନ କେଶ ଝଡିବା ସଭିଁଙ୍କ ପାଇଁ ଚିନ୍ତାର କାରଣ। କେଶକୁ ସଠିକ ପୋଷଣ ପ୍ରଦାନ କରିବା ପାଇଁ କିଛି ସ୍ୱତନ୍ତ୍ର ଖାଦ୍ୟ ଖାଇବା ନିତାନ୍ତ ଜରୁରୀ। ତେବେ ଏଭଳି କିଛି ଖାଦ୍ୟ ରହିଛି, ଯାହାକୁ କେଶର ସୁପରଫୁଡ ବୋଲି କୁହାଯାଏ।ଯାହାକୁ ଖାଇବା ଦ୍ୱାରା କେଶ ପାଇଁ ବେଶ୍‌ ଲାଭଦାୟକ ହୋଇଥାଏ  ।…

ଆଇସିସିର ୨୦ କୋଟି ଚୁନା ଲଗାଇଲା ‘ଜମତାରା’!

ଓଡ଼ିଶା ସମ୍ବାଦ ବ୍ୟୁରୋ: କୁହାଯାଏ ଅନ୍ ଲାଇନ ଠକେଇର ଶିକାର ସେହିମାନେ ହୁଅନ୍ତି ଯେଉଁମାନେ କମ୍ ନିରକ୍ଷର ବା ଆଧୁନିକତାର ସହିତ ତାଳ ନଦେଇ ଚାଲନ୍ତି। ଅନଲାଇନ୍ ଠକେଇ ସମସ୍ୟା ଏବେ ସମଗ୍ର ବିଶ୍ୱ ପାଇଁ ବଡ ବିପଦ ପାଲଟିଛି। ସାଧାରଣ ଲୋକ ସ୍ମାର୍ଟ ସାଇବର ଲୁଟେରାଙ୍କ ଜାଲରେ ଫସି ନିଜର କଷ୍ଟ…

ଓଡ଼ିଶାରେ ଅସୁରକ୍ଷିତ ବାଘ, ହାତୀ…

ଓଡ଼ିଶା ସମ୍ବାଦ ବ୍ୟୁରୋ: ଅଭୟାରଣ୍ୟ ଜୀବ ଜନ୍ତୁଙ୍କୁ ସୁରକ୍ଷିତ ରଖିବାର ସ୍ଥାନ। ହେଲେ କିଛି ବର୍ଷ ହେବ ଓଡ଼ିଶାରେ ଅଭୟାରଣ୍ୟରେ ରହୁଥିବା ଜୀବ ଜନ୍ତୁ ମାନେ ଯେପରି ଅସ୍ତବ୍ୟସ୍ତ ହୋଇପଡିଛନ୍ତି ଭଳି ମନେ ହେଉଛି । କେବେ ଦୁର୍ଘଟଣାରେ ତ ଆଉ କେବେ ମନୁଷ୍ୟକୃତ କାରଣ ଯୋଗୁଁ ବାଘ, ହାତୀ, ଭାଲୁ,…

ବିଚାରପତି ନିଯୁକ୍ତି: ସୁପ୍ରିମକୋର୍ଟ କଲେଜିୟମର ଐତିହାସିକ ପଦକ୍ଷେପ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ କଲେଜିୟମ ପ୍ରଥମ ଥର ପାଇଁ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। ହାଇକୋର୍ଟରେ ବିଚାରପତିଙ୍କ ନିଯୁକ୍ତିକୁ ନେଇ କଲେଜିୟମ୍ ର’ ଏବଂ ଗୁଇନ୍ଦା ରିପୋର୍ଟକୁ ମଧ୍ୟ ସାର୍ବଜନୀନ କରିଛନ୍ତି। ଏହା ସହିତ କେନ୍ଦ୍ର ଯେଉଁ ସବୁ ଆପତ୍ତି ଉଠାଇଥିଲା ତାର ସବିଶେଷ ଉତ୍ତର ଦେଇଛନ୍ତି…

ସମଲିଙ୍ଗୀ ଓକିଲ ସୌରଭ କ୍ରିପାଲ ହାଇକୋର୍ଟ ବିଚାରପତି ହେବା ଉଚିତ: କଲେଜିୟମ

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟର ବିଚାରପତି ଭାବରେ ସୌରଭ କ୍ରିପାଲଙ୍କୁ ନିଯୁକ୍ତ କରିବାକୁ ସୁପ୍ରିମକୋର୍ଟ କଲେଜିୟମ ପୁଣିଥରେ ଦୋହରାଇଛନ୍ତି। ପୂର୍ବରୁ ଏହି ଓକିଲଙ୍କୁ ନେଇ କେନ୍ଦ୍ର ସରକାର ଆପତ୍ତି ଉଠାଇଥିଲେ। ଏହାପରେ ବି କଲେଜିୟମ ନିଜ ନିଷ୍ପତ୍ତିରେ ଅଟଳ ଦର୍ଶାଇଛି। ସୌରଭ କ୍ରିପାଲ ଜଣେ…

ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଦେବେ ଓକିଲାତି ପରୀକ୍ଷା

ଭୁବନେଶ୍ୱର: ଓଡିଶାର ରାଜନୈତିକ କରିଡରକୁ ଦୋହଲାଇ ଦେଇଥିବା ହନିଟ୍ରାପ ମାମଲାର ମୁଖ୍ୟ ଅଭିଯୁକ୍ତ ଅର୍ଚ୍ଚନା ନାଗ ଦେବେ ଓକିଲାତି ପରୀକ୍ଷା। ଏଥିପାଇଁ ଭୁବନେଶ୍ୱର ଜେଏମଏଫସି କୋର୍ଟ ଅନୁମତି ଦେଇଥିବା ସୂଚନା ରହିଛି । ସୂଚନା ମୁତାବକ, ଖୁବ୍ ଶୀଘ୍ର ସେ ତାଙ୍କର ଇଣ୍ଟିଗ୍ରେଟେଡ୍ ଲ' ପ୍ରୋଗ୍ରାମ…

ଆବାସ ଯୋଜନାରେ ଅଯବ ମାପଦଣ୍ଡକୁ ନେଇ ଉଠିଲା ପ୍ରଶ୍ନ, ବିଜେପି କହିଲା ତୃଣମୂଳ ସ୍ତରରେ ଘେରିବ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କ ନାଁ ଏବେ ପଞ୍ଜାୟତ ଅଫିସରେ ଝୁଲୁଛି । ଅନେକ ସ୍ଥାନରେ ଝାଟିମାଟି ଘର ଭିତରେ ରହୁଥିବା ଲୋକ ଭୋଟ୍ ଦେଇ ଘର ଖଣ୍ଡିଏ ପାଇଁ ଯେଉଁ ଆଶା ରଖିଥିଲା ତାହା ସଫଳ ନହେବା ପରେ ଏବେ ଅସନ୍ତୋଷ ଝାଡିବା ଆରମ୍ଭ କରିଛି । ଆଉ କେଉଁଠି…