Latest Odisha News

BREAKING NEWS

Browsing Category

ଫିଚର

ପଛପଟୁ ଧକ୍କା ଦେଲା ଟ୍ରକ୍; ଚାଲିଗଲା ୨ ଭଉଣୀଙ୍କ ଜୀବନ, ଜଣେ ଗୁରୁତର

ଅନୁଗୁଳ: ଅନୁଗୁଳ ଜିଲ୍ଲା ବଅରପାଳ ଥାନା ଗୋତମରା ନିକଟରେ ଏକ ମୋଟରସାଇକେଲକୁ ଏକ ଟ୍ରକ ଧକ୍କା ଦେବା ଫଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଦୁଇଜଣ ଦୁଇ ଭଉଣୀ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ କଟକ, ଗୋବିନ୍ଦପୁର ରାଣୀପଡା ଅଞ୍ଚଳର…

ଧର୍ମାନ୍ତରୀକରଣ ଏକ ଗମ୍ଭୀର ପ୍ରସଙ୍ଗ, ଏହାକୁ ରାଜନୀତିର ରଙ୍ଗ ଦିଅନି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଧର୍ମାନ୍ତରୀକରଣ ଏକ ଗମ୍ଭୀର ପ୍ରସଙ୍ଗ। ତେଣୁ ଏହାକୁ ରାଜନୀତିର ରଙ୍ଗ ଦିଆ ନଯାଉ। ଆଜି ଏକ ମାମଲାର ଶୁଣାଣି କରି ଏପରି କହିଛନ୍ତି ସୁପ୍ରିମକୋର୍ଟ। ଚଳନା କରି କରାଯାଉଥିବା ଧର୍ମପରିବର୍ତ୍ତନକୁ ରୋକିବାକୁ କେନ୍ଦ୍ର ଓ ରାଜ୍ୟ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ନିଅନ୍ତି ବୋଲି…

ଖୁବ ଶୀଘ୍ର ବନ୍ଦ ହୋଇଯିବ ଗୁଗୁଲର ଏହି ସେବା

ନୂଆଦିଲ୍ଲୀ: ଗୁଗୁଲ ଗତ ସପ୍ତାହରେ ଘୋଷଣା କରିଥିଲା ଯେ, କମ୍ପାନୀ ତାର କ୍ଲାଉଡ ବେସ୍‌ଡ ଗେମ ଷ୍ଟ୍ରିମିଂ ସର୍ବିସ ଗୁଗୁଲ ଷ୍ଟେଡ଼ିଆକୁ ବନ୍ଦ କରିବାକୁ ଯାଉଛି । ଗୁଗୁଲ ସେତେବେଳେ ସ୍ପଷ୍ଟ କରି ଦେଇଥିଲା ଯେ, ଜାନୁଆରୀ ୧୮ , ୨୦୨୩ ରେ ଷ୍ଟେଡିଆର ସର୍ଭର ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦେବ । ନୂଆ…

ୟୁକ୍ରେନ ବିପକ୍ଷରେ ରୁଷର ସୈନିକ ବ୍ୟବହାର କରୁଛନ୍ତି ଧନୁତୀର !

କୀଭ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ ହେବାର ନାମ ଧରୁନି । ପରସ୍ପର ବିରୋଧରେ ଅତ୍ୟାଧୁନିକ ମିସାଇଲ ବ୍ୟବହାର କରାଯାଉଥିବା ବେଳେ ହଠାତ ଏପରି ଏକ ଖବର ସମ୍ମୁଖକୁ ଆସିଛି ଯାହାର ସତ୍ୟତା ନେଇ ସଂଶୟ ରହୁଛି । ସୋସିଆଲ ମିଡିଆରେ ରୁଷ ସେନା ଯୁଦ୍ଧରେ ଧନୁତୀର ବ୍ୟବହାର କରୁଥିବା ଫଟୋ ଏବେ ଭାଇରାଲ ହେବାରେ…

ରାଜ୍ୟରେ ୩୦ଟି ନୂଆ ଥାନାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମଙ୍ଗଳବାର ମୁଖ୍ୟମନ୍ତ୍ରୀ ୩୦ଟି ନୂଆ ଥାନାର ଉଦଘାଟନ କରିଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ଫାଣ୍ଡିକୁ ଥାନାର ମାନ୍ୟତା ଦେଇ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମୟରେ ମୁଖ୍ୟମନ୍ତ୍ରୀ ବଢ଼ୁଥିବା ସାଇବର କ୍ରାଇମକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି…

ବସ୍ତି ଉଚ୍ଛେଦକୁ ନେଇ ରାଉରକେଲାରେ ଉତ୍ତେଜନା, ମହିଳାଙ୍କ ଆତ୍ମହୁତି ଉଦ୍ୟମ

ରାଉରକେଲା: ପ୍ରଥମେ ଥଇଥାନ କର ପରେ ଉଚ୍ଛେଦ କରିବ । ରାଉରକେଲାରେ ବସ୍ତି ଉଚ୍ଛେଦ ବେଳେ ଉତ୍ତେଜନା ପ୍ରକାଶ ପାଇଛି । ବସ୍ତି ଉଚ୍ଛେଦକୁ ବିରୋଧ କରି ପିଲାଠୁ ବୁଢ଼ା ଏକାଠି ହୋଇଛନ୍ତି । ପ୍ରବଳ ବିରୋଧ ଉତ୍ତେଜନା ଭିତରେ ପ୍ରଶାସନ ରାଉରକେଲାର ଗଣେଣ ବସ୍ତିରେ ବୁଲଡୋଜର ବୁଲାଇଛି ପ୍ରଶାସନ ।…

ବିଜେଡି, ବିଜେପିର ଅସନ୍ତୁଷ୍ଟ ନେତାଙ୍କୁ ନେଇ କି ସମୀକରଣ ଆଙ୍କିବେ ଦିଲୀପ ?

ଭୁବନେଶ୍ୱର: ୨୦୨୪ରେ ଖେଳ ବିଗାଡ଼ିବା ଲାଗି ଯୋଜନା । ବିଜେଡି ଓ ବିଜେପି ପାଇଁ ମୁଣ୍ଡ ବିନ୍ଧା ସାଜିବେ ଅସନ୍ତୁଷ୍ଟ ନେତା । ଧାମନଗର ଉପନିର୍ବାଚନରେ ରାଜୁ ଦାସଙ୍କ ପାଇଁ ବିଜେଡି ଯେଉଁ କ୍ଷତି ସହିଥିଲା ୨୦୨୪ରେ ତାର ପୁନରାବୃତ୍ତି ହୋଇପାରେ ବିଜେଡି ଓ ବିଜେପି କ୍ଷେତ୍ରରେ । ରାଉରକେଲାର…

କିଏ କହିଲେ ଏତେ ଶୀଘ୍ର ଟି୨୦ କ୍ରିକେଟରୁ ଅବସର ନେଉନି

ରାଜକୋଟ: ବିସିସିଆଇର ପରୀକ୍ଷା ନିରୀକ୍ଷା ବେଳେ ୨ଟି ଟି୨୦ ସିରିଜରୁ ସିନିୟର ଖେଳାଳିଙ୍କୁ ପ୍ରାୟତଃ ବାଦ ଦିଆଯାଇଛି । ୨୦୨୪ ଟି୨୦ ବିଶ୍ୱକପକୁ ଆଖି ଆଗରେ ରଖି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଯୁବ ଖେଳାଳିଙ୍କୁ ସୁଯୋଗ ପ୍ରଦାନ କରାଯାଉଛି । ଏହି ୨ ସିରିଜରେ ବିରାଟ କୋହଲି, ରୋହିତ…

କମ୍ପାନୀ ଦେଲା ଅଫର; ବୋନସରେ ମିଳିବ ୫୦ ମାସର ଦରମା

ନୂଆଦିଲ୍ଲୀ: କମ୍ପାନୀ ଚାକିରି କରୁଥିଲେ ଆପଣ ନିଶ୍ଚୟ ଜାଣିଥିିବେ ଏଠି ଖଟଣି କେତେ । ଯେତିକି ଦରମା ତା ଠାରୁ ଦଶଗୁଣା କାମ । କିନ୍ତୁ କମ୍ପାନୀ ଚାକିରି କରୁଥିବା ବ୍ୟକ୍ତିଙ୍କ ପାଇଁ ଚମକାଇ ଦେବା ପରି ଏକ ଖବର । ଶୁଣିଲେ ଆପଣ ଇର୍ଷା ତ ନିଶ୍ଚୟ କରିବେ । ତାସହ ଭାବିବେ କମ୍ପାନୀ ଯଦି ଏତେ…

ବିଡବ୍ଲ୍ୟୁଏଫ ଜୁନିୟର ର‌୍ୟାଙ୍କିଙ୍ଗ: ଏକମାତ୍ର ଭାରତୀୟ ଭାବେ ଟପ ଟେନରେ ଶ୍ୱେତାପର୍ଣ୍ଣା

ଭୁବନେଶ୍ୱର: ଭାରତର ଉଦୀୟମାନ ବ୍ୟାଡମିଂଟନ ଖେଳାଳି ଶ୍ୱେତାପର୍ଣ୍ଣା ପଣ୍ଡା ବିଡବ୍ଲ୍ୟୁଏଫ ଜୁନିୟର ମିକ୍ସଡ ଡବଲ୍ସ ର‌୍ୟାଙ୍କିଙ୍ଗରେ ପ୍ରଥମ ୧୦ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି । ଓଡିଆ ଝିଅ ଶ୍ୱେତାପର୍ଣ୍ଣା ଏକମାତ୍ର ଭାରତୀୟ ଭାବେ ୯ମ ସ୍ଥାନରେ ରହିଛନ୍ତି । ସେହିପରି ବ୍ୟାଡମିଂଟନରେ ଏହି…