Latest Odisha News
Browsing Category

ଫିଚର

ପ୍ରଥମ ପରାଜୟ ପରେ ଦ୍ବିତୀୟ ଟେଷ୍ଟରେ ଇଂଲଣ୍ଡ ବିପକ୍ଷରେ କେମିତି ଲଢ଼ିବ ଭାରତ? ଫର୍ମରେ ନାହାନ୍ତି ପ୍ରମୁଖ ବ୍ୟାଟର

ବିଶାଖାପାଟଣା: ଭାରତ ଓ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍ ଫେବ୍ରୁଆରି ୨ ତାରିଖରେ ବିଶାଖାପାଟଣାରେ ଖେଳାଯିବ। ପ୍ରଥମ ମ୍ୟାଚ୍ ହାରିବା ପରେ ଭାରତୀୟ ଦଳ ସିରିଜ୍ ରେ ୧-୦ରେ ପଛୁଆ ରହିଛି। ଏବେ ଦ୍ବିତୀୟ ଟେଷ୍ଟ ପୂର୍ବରୁ ଟିମ୍ ଇଣ୍ଡିଆରୁ ଆହତ ପାଇଁ ବାଦ…

ଅନ୍ତରୀଣ ବଜେଟରେ ଗରିବ, ମହିଳା, ଯୁବ ବର୍ଗ ଓ କୃଷକଙ୍କ ଉପରେ ଫୋକସ: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ କ୍ରମାଗତ ଷଷ୍ଠ ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର କହିଛନ୍ତି ଯେ କେନ୍ଦ୍ରର ବିଜେପି ନେତୃତ୍ୱାଧୀନ ସରକାର ବିକାଶ ପାଇଁ ଏକ ଆଭିମୁଖ୍ୟ ସହିତ କାମ କରିଛନ୍ତି ଯାହା ଯାହ ସର୍ବାଙ୍ଗୀନ ଏବଂ ସର୍ବବ୍ୟାପୀ ରହିଛି। ଗରିବ,…

ଖାଉଟିଙ୍କ ଉପରେ ପୁଣି ଦରବୃଦ୍ଧି ଅତ୍ୟାଚାର, ଆକାଶ ଛୁଆଁ ରସୁଣ ଦର

ଭୁବନେଶ୍ୱର: ଖାଉଟିଙ୍କ ଉପରେ ମହଙ୍ଗା ମାଡ । ଆକାଶ ଛୁଆଁ ହୋଇଛି ରସୁଣ ଦର । ଫଳରେ ରୋଷେଇଶାଳର ଅତ୍ୟାବଶ୍ୟକ ସାମଗ୍ରୀ ଭାବେ ବ୍ୟବହୃତ ହେଉଥିବା ରସୁଣ ରେ ହାତ ମାରି ହେଉନି । ବର୍ତ୍ତମାନ ଏହାର କିଲୋଗ୍ରାମ ପିଛା ଦର ୫ ଶହ ଟଙ୍କା ରହିଛି । ୧୦୦ ଗ୍ରାମ ରସୁଣ ଆଣିବାକୁ ହେଲେ ଏବେ ୫୦ ଟଙ୍କା…

ହେମନ୍ତ ସୋରେନଙ୍କ ଗିରଫ ପରେ ଝାଡଖଣ୍ଡରେ ବନ୍ଦ ପାଳନ

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମନି ଲଣ୍ଡରିଂ ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗିରଫ କରିବା ପରେ ଝାଡ଼ଖଣ୍ଡରେ ଆଜି ରାଜ୍ୟବ୍ୟାପୀ ବନ୍ଦ ପାଳନ କରାଯାଉଛି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍)ର ସଭାପତି ସୋରେନ୍ ବୁଧବାର ସନ୍ଧ୍ୟାରେ ନିଜ ପଦରୁ…

ଶିକ୍ଷା କ୍ଷେତ୍ରରେ ସଫଳତା ପାଇଁ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ

ଭୁବନେଶ୍ୱର: ରାଜ୍ୟରେ ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ଉଦ୍ଦେଶ୍ୟରେ ଆୟୋଜିତ ୫-ଟି କାର୍ଯ୍ୟକ୍ରମ ଅଧୀନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷା କ୍ଷେତ୍ରର ବିଭିନ୍ନ ଅଂଶୀଦାରଙ୍କୁ 'ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର' ପ୍ରଦାନ କରିଛନ୍ତି। ବ୍ୟକ୍ତିଗତ ଓ ଅନୁଷ୍ଠାନିକ…

ଡିଜିପି ଦୌଡ଼ ଭିତରେ ସ୍ୱେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇପିଏସ୍ ଅଫିସର ବି ରାଧିକା

ଭୁବନେଶ୍ୱର: ଓଡ଼ିଶାରେ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ପଦପାଇଁ ପ୍ରମୁଖ ଦାବିଦାର ଥିବା ବରିଷ୍ଠ ଆଇପିଏସ୍ ଅଫିସର ବି ରାଧିକା ସ୍ବେଚ୍ଛାକୃତ ଭାବେ ଚାକିରିରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା ସରକାର ତାଙ୍କ ଅନୁରୋଧକୁ ଗ୍ରହଣ କରି ବୁଧବାର ଏକ ବିଜ୍ଞପ୍ତି ଜାରି କରି ୨୦୨୪…

ଡିଭାଇଡରରେ ପିଟି ହୋଇ ଓଲଟିପଡିଲା ବସ୍, ୨୧ ଯାତ୍ରୀ ଆହତ

କଟକ: କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ ନୂଆପାଟଣା ରାସ୍ତାରେ ଦୁର୍ଘଟଣା । ଡିଭାଇଡରରେ ପିଟି ହୋଇ ରାସ୍ତା ଉପରେ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୨୧ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତ ଯାତ୍ରୀଙ୍କ ମଧ୍ୟରେ ମହିଳା ଓ…

ବଜେଟ୍ ଆଗତ ହେବା ପୂର୍ବରୁ ବୃଦ୍ଧି ପାଇଲା ବାଣିଜ୍ୟିକ ଏଲପିଜି ଗ୍ୟାସ ମୂଲ୍ୟ, ଜାଣନ୍ତୁ ନୂତନ ଦର

ନୂଆଦିଲ୍ଲୀ: ଆଜି ସଂସଦରେ ଆଗତ ହେବ ଅନ୍ତରୀଣ ବଜେଟ୍ । ବଜେଟ୍ ଆଗତ ହେବା ପୂର୍ବରୁ ହିଁ ସାଧାରଣଲୋକଙ୍କୁ ବଡ ଝଟକା ଲାଗିଛି । ତୈଳ କମ୍ପାନୀଗୁଡିକ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି । ନୂତନ ଦର ଫେବୃଆରୀ ପହିଲା ଅର୍ଥାତ୍ ଆଜିଠାରୁ କାର୍ଯ୍ୟକାରୀ ହୋଇଛି । ମଳିଥିବା…

ଆଜି ସଂସଦରେ ଆଗତ ହେବ ଅନ୍ତରୀଣ ବଜେଟ୍

ନୂଆଦିଲ୍ଲୀ: ସଂସଦରେ ଆଜି ଆଗତ ହେବ ଅନ୍ତରୀଣ ବଜେଟ୍ । ଆଗକୁ ସାଧାରଣ ନିର୍ବାଚନ ଆସୁଥିବା ବେଳେ କେନ୍ଦ୍ରରେ ମୋଦି ସରକାରର ଦ୍ୱିତୀୟ ପାଳିରେ ଏହା ହେଉଛି ଶେଷ ବଜେଟ । ଦିନ ୧୧ ଟା ରେ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ନିକଟରେ ଏକ…

ପେଟିଏମ୍ ଉପରେ ଆରବିଆଇର କାର୍ଯ୍ୟାନୁଷ୍ଠାନ, ଆପଣଙ୍କ ସମସ୍ତ ପ୍ରଶ୍ନର ଉତ୍ତର

ନୂଆଦିଲ୍ଲୀ: ଭାରତ ସରକାରଙ୍କ ଡିଜିଟାଲ ମିଶନ ଉପରେ ବଡ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଡିଜିଟାଲ ପେମେଣ୍ଟ ସେବା ଦୁନିଆର  କିଙ୍ଗ କୁହାଯାଉଥିବା କମ୍ପାନୀ ପେଟିଏମକୁ ଆରବିଆଇ ହାତୁଡ଼ି ମାରିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଜାନୁଆରୀ ୩୧ରେ ଏକ ଆଦେଶ ଜାରି କରି କହିଛି ଯେ ଫେବୃଆରୀ ୨୯…