Latest Odisha News

BREAKING NEWS

Browsing Category

ଫିଚର

ପ୍ରଫେସର ବିଧୁଭୂଷଣ ମିଶ୍ର ହେଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି

ଭୁବନେଶ୍ୱର: ରାଜ୍ୟପାଳ ତଥା ଓଡ଼ିଶା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗଣେଶୀ ଲାଲ ପ୍ରଫେସର ବିଧୁଭୂଷଣ ମିଶ୍ରଙ୍କୁ ୪ ବର୍ଷ ପାଇଁ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦେଇଛନ୍ତି। ରାଜ୍ୟପାଳଙ୍କ କାର୍ଯ୍ୟାଳୟର ଏକ ସରକାରୀ ବିବୃତିରେ କୁହାଯାଇଛି ଯେ ଏହି ନିଯୁକ୍ତି ସେ…

ଆଇଏଏସ ମନୋଜ ମିଶ୍ରଙ୍କୁ ଠିକା ନିଯୁକ୍ତି, ନଜର ପକାନ୍ତୁ ବିଜେଡି-ବିଜେପିର ଆଭିମୁଖ୍ୟ ଉପରେ

ଭୁବନେଶ୍ୱର: ଆଇଟି ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଥିବା ଆଇଏଏସ ମନୋଜ ମିଶ୍ରଙ୍କ ନିଯୁକ୍ତିକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ବିଜେପି। ଦୁଇ ଦିନ ତଳେ ମନୋଜ ମିଶ୍ର ଭାରତୀୟ ରେଳ ଟ୍ରାଫିକ୍ ସେବା (ଆଇଆରଟିଏସ୍)ରୁ ଇସ୍ତଫା ଦେଇଥିଲେ। ତାଙ୍କ ଇସ୍ତଫା ଗ୍ରହଣ କରାଯିବାର ତୁରନ୍ତ ପରେ…

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଏମ୍ସ ପରିଦର୍ଶନର କିଛି ସମୟ ପରେ ଖସିଲା ସିଲିଂ, ୨ ଆହତ

ଭୁବନେଶ୍ୱର: ବିଭିନ୍ନ ସମୟରେ ଭୁବନେଶ୍ୱର ଏମ୍ସ ଚର୍ଚ୍ଚାରେ ରୁହେ । ସର୍ବାଧିକ ଚର୍ଚ୍ଚା ହୁଏ ରୋଗୀ ସେବାକୁ ନେଇ । ଘଣ୍ଟା ଘଣ୍ଟା, ରାତି ରାତି ଶୀତ କାକରରେ ପଡ଼ି ରହିବା ପରେ ଏମ୍ସ ଡାକ୍ତର ରୋଗୀ ଦେଖନ୍ତି । ଏବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟେ ଭୁବନେଶ୍ୱରରେ ଥିବା ବେଳେ…

ବଳ ବଢ଼ାଉଛନ୍ତି ବିଜୟ, ପୁଅ ଅରବିନ୍ଦ ହେବେ ପ୍ରାର୍ଥୀ !

କେନ୍ଦ୍ରାପଡ଼ା: ଓଡ଼ିଶା ରାଜନୀତିର ଅନ୍ୟତମ ଧୂରୀଣ ରାଜନେତା ବିଜୟ ମହାପାତ୍ର । ଅଶୀ ଓ ନବେ ଦଶକରେ ଓଡ଼ିଶା ରାଜନୀତିରେ ଥିଲା ବିଜୟ ଦବଦବା । ଏକଦା ବିଜୁ ପଟ୍ଟନାୟକଙ୍କ କ୍ୟାବିନେଟରେ ମନ୍ତ୍ରୀ ଥିବା ବିଜୟଙ୍କୁ କୁହା ଯାଉଥିଲା ସୁପର ସିଏମ୍ । ବିଜୁବାବୁଙ୍କ ଦେହାନ୍ତ ପରେ ନବୀନଙ୍କୁ ଓଡ଼ିଶା…

ଏଠାରେ ଆୟୋଜିତ ହେଉଛି ଭୂତ ମେଳା

ମଲାଜପୁର: ବୈତୁଲ ଜିଲ୍ଲାର ମଲାଜପୁରରେ ଥିବା ପ୍ରସିଦ୍ଧ ଗୁରୁ ସାହେବ ବାବା ସନ୍ଥ ଦେବ ସମାଧି ସ୍ଥଳରେ ସବୁ ବର୍ଷ ଆୟୋଜିତ ହୁଏ ଘୋଷ୍ଟ ଫେୟାର ବା ଭୂତ ମେଳା । ପ୍ରାୟ ୪୦୦ ବର୍ଷ ହେବ ଏଠାରେ ଏହା ଆୟୋଜିତ ହୋଇ ଆସୁଛି । ପୌଷ ପୂର୍ଣ୍ଣିମାରୁ ଏହି ମେଳା ଆରମ୍ଭ ହୋଇଥାଏ । ରାଜସ୍ଥାନ,…

ଭାରତରେ ଏକ ନମ୍ବର ହଲିଉଡ ଫିଲ୍ମ ହେଲା ଅବତାର ୨

ମୁମ୍ବାଇ: ଜେମ୍ସ କାମେରୁନଙ୍କ ଅବତାର ୨ ଫିଲ୍ମ ସାରା ବିଶ୍ୱରେ ଜବରଦସ୍ତ ବ୍ୟବସାୟ କରୁଛି । ରିପୋର୍ଟ ମୁତାବକ ଏହା ପାଖାପାଖି ୧୩ ହଜାର କୋଟି ଟଙ୍କାର ବ୍ୟବସାୟ କରିସାରିଛି । ଭାରତରେ ମଧ୍ୟ ଏହା ରେକର୍ଡ ବ୍ୟବସାୟ ଜାରୀ ରଖିଛି । ରବିବାର ଆଡଭାନ୍ସ ବୁକିଂ ରିପୋର୍ଟ ଆସିବା ପରେ ଏହା ୩୭୨.୨୫…

ବସ ଦୁର୍ଘଟଣାରେ ଚାଲିଗଲା ୪୦ଜଣଙ୍କ ଜୀବନ, ସେନେଗାଲରେ ୩ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ: ଆଫ୍ରିକୀୟ ଦେଶ ସେନେଗାଲରେ ଆଜି ଏକ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି । ୨ଟି ବସ କାଫରିନରେ ମୁହାଁମୁହିଁ ଧକ୍କା ହେବା ଫଳରେ ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ୮୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଗୋଟିଏ ବସର ଟାୟାର ଫାଟିଯିବାରୁ ଏହା ଭାରସମ୍ୟ ହରାଇ ଅନ୍ୟ ବସରେ ପିଟି…

ପାକିସ୍ତାନୀ ଅଭିନେତ୍ରୀ ସାଦିୟାଙ୍କୁ ଡେଟ କରୁଛନ୍ତି ଆର୍ଯ୍ୟନ !

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁଙ୍କ ପୁତ୍ର ଆର୍ଯ୍ୟନ ଖାଁ ପାକିସ୍ତାନ ଅଭିନେତ୍ରୀ ସାଦିୟା ଖାଁଙ୍କୁ ଡେଟ କରୁଥିବା ଖବର ଭାଇରାଲ ହେବାରେ ଲାଗିଛି । ସୋସିଆଲ ମିଡିଆରେ ଉଭୟଙ୍କୁ ଏକତ୍ର ଫଟୋରେ ଦେଖିବା ପରେ ପ୍ରଶଂସକମାନେ ଏହା ଅନୁମାନ କରିଛନ୍ତି । ନୂଆ ବର୍ଷ ପାଳନ ଅବସରରେ ଦୁବାଇରେ…

ଜଣା ପଡିଲା ସୂର୍ଯ୍ୟକୁମାରଙ୍କ ସଫଳତାର ରହସ୍ୟ

ରାଜକୋଟ: ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ ପଛର ରହସ୍ୟ ଏବେ ଖୋଲିଛି । ୩୦ ବର୍ଷ ବୟସରେ ଭାରତୀୟ ଦଳରେ ସ୍ଥାନ ପାଇବା ମୋ ଆନ୍ତର୍ଜାତୀୟ ସଫଳତା ଭୋକକୁ ବଢ଼େଇ ଦେଇଥିଲା । ତେବେ ଏହି ସଫଳତା ପଛରେ ମୋ ପତ୍ନୀ ଏବଂ କୋଚ ରାହୁଲ ଦ୍ରାବିଡଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା । ଭାରତ ଏ…

ଭାରତ-ପାକ ସୀମାରେ ବିଏସଏଫ ମୁତୟନ କଲା ରାଡାର ଡ୍ରୋନ

ନୂଆଦିଲ୍ଲୀ: ବିଏସଏଫ ଆଜି ଜମ୍ମୁ ଅଂଚଳରେ ଭାରତ-ପାକିସ୍ତାନ ସୀମା ନିକଟରେ ରାଡାର ଡ୍ରୋନ ମୁତୟନ କରିଛି । ଏହା ଦ୍ୱାରା ସୁଡଙ୍ଗ ମାଧ୍ୟମରେ ପ୍ରବେଶ କରୁଥିବା ଆତଙ୍କବାଦୀଙ୍କ ଉପରେ ନଜର ରଖାଯାଇ ପାରିବ । ସେହିପରି ଅସ୍ତ୍ରଶସ୍ତ୍ର ଓ ଡ୍ରଗ୍ସ ଚୋରା କାରୋବାରକୁ ମଧ୍ୟ ଏହା ମାଧ୍ୟମରେ ରୋକାଯାଇ…