Latest Odisha News

BREAKING NEWS

Browsing Category

ଫିଚର

ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ପୃଥିବୀ-୨ର ସଫଳ ପରୀକ୍ଷଣ

ଚାନ୍ଦିପୁର: ସ୍ୱଳ୍ପ ଦୂରଗାମୀ ବାଲାଷ୍ଟିକ୍ ମିସାଇଲ୍‌ ପୃଥିବୀ-୨ର ସଫଳ ପରୀକ୍ଷଣ। ମଙ୍ଗବାର ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ଏହାର ପରୀକ୍ଷଣ କରାଯାଇଛି। ପୃଥିବୀ-୨ ମାରକ କ୍ଷମାତ ୩୫୦ କିମି ରହିଛି। ମିସାଇଲର ସଫଳ ପରୀକ୍ଷଣ ନେଇ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ସୂଚନା…

ଉପକାରୀ ମଟର ଛୁଇଁ…

ଆମ ଶରୀର ପାଇଁ ଉପକାରୀ ମଟର ଛୁଇଁ । ମଟର ଛୁଇଁରେ ରହିଛି ଆଇରନ୍‌, କ୍ୟାଲସିୟମ୍‌, ଭିଟାମିନ୍‌ ବି ୬, ଭିଟାମିନ୍‌ ସି, ମ୍ୟାଗ୍‌ନେସିୟମ୍‌ ଭଳି ଅନେକ ଗୁଣକାରୀ ତତ୍ତ୍ୱ। ଫଳରେ ଏହାକୁ ଖାଇଲେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିବା ସହ ହୃତ୍‌ପିଣ୍ଡ ଓ କିଡ୍‌ନୀ ସୁସ୍ଥ ରହିଥାଏ। ଏହା ରକ୍ତଚାପକୁ ମଧ୍ୟ…

ଆଜି ସାରା ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ ଗୋଟାଏ ପରଠୁ ବନ୍ଦ

ଭୁବନେଶ୍ୱର : ଆଜି ବାରବାଟିରେ ହକି ବିଶ୍ୱକପର ଉଦଘାଟନ ସମାରୋହ । ଏଥିସହ ବିଶ୍ୱକପ ପାଇଁ ବିଗୁଲ ବି ବାଜିବ। ଏହା ପୂର୍ବରୁ ରାଜ୍ୟ ସରକାର ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ଦିନ ୧ଟା ପରଠାରୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ସରକାରୀ, ବେସରକାରୀ ତଥା ଅନୁଦାନ ପ୍ରାପ୍ତ ସ୍କୁଲ…

ଭୁବନେଶ୍ୱରରେ ରଣବୀର ସିଂହ, ଦିଶା ପଟାନି ଓ ପ୍ରୀତମ

ଭୁବନେଶ୍ୱର: ବଲିଉଡ ଅଭିନେତା ରଣବୀର ସିଂହ ଓ ଅଭିନେତ୍ରୀ ଦିଶା ପଟାନି ଏବଂ ସଙ୍ଗୀତ ନିର୍ଦ୍ଦେଶକ ପ୍ରୀତମ ଚକ୍ରବର୍ତ୍ତୀ ସଂଧ୍ୟାରେ ଭୁବନେଶ୍ୱର ପହଁଚିଛନ୍ତି। ମଙ୍ଗଳବାର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। 2023 ପୁରୁଷ ଏଫ୍ଆଇଏଚ୍ ହକି ବିଶ୍ୱକପ୍ର…

କୋଲକାତାରୁ ଆସୁଛି ବିଜୁ ବାବୁଙ୍କ ଡାକୋଟା ବିମାନ

ଭୁବନେଶ୍ୱର: କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ବିଜୁ ପଟ୍ଟନାୟକଙ୍କ ପ୍ରିୟ ବିମାନ 'ଡାକୋଟା' (ଡିସି-୩) ଓଡ଼ିଶାକୁ ଆସିବ। ଏହି ବିମାନର ପରିବହନ ପାଇଁ ଆବଶ୍ୟକ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏକ ବଡ ଟ୍ରକରେ ଏହି ବିମାନଟିକୁ ଅଣାଯିବ ବୋଲି ସୂଚନା ରହିଛି।…

ସାବଧାନ! ସିସିଟିଭି ଛାଉଣୀରେ ରାଜଧାନୀ

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ ସିସିଟିଭି ଛାଉଣୀରେ ରାଜଧାନୀ ଭୁବନେଶ୍ୱର। ଅସାମାଜିକ ବ୍ୟକ୍ତି ଓ ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ଉପରେ ନଜର ରଖିବା ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ୧୪୭ଟି ଛକରେ ଆଠ ଶହଟି ସିସିଟିଭି କ୍ୟାମେରା ଲଗାଯାଇଛି। ଭୁବନେଶ୍ୱରର ୧୪୭ଟି ଟ୍ରାଫିକ୍ ଛକରେ…

ଦେଶର ମୁସଲମାନଙ୍କୁ କୌଣସି ବିପଦ ନାହିଁ: ମୋହନ ଭାଗବତ

ନୂଆଦିଲ୍ଲୀ: ଦେଶରେ ଇସଲାମ ପ୍ରତି କୌଣସି ବିପଦ ନାହିଁ। କିନ୍ତୁ ଏହାକୁ 'ଆମେ ବଡ' ଭାବନାରେ ଛାଡିବାକୁ ପଡିବ। ରାଷ୍ଟ୍ରିୟ ସ୍ୱୟମ ସେବକ ସଂଗଠନ (ଆରଏସଏସ) ମୁଖ୍ୟ ମୋହନ ଭାଗବତ ଏହା କହିଛନ୍ତି। ଭାଗବତ ଏହା ମଧ୍ୟ କହିଛନ୍ତି ଯେ ଏଠାରେ ମୁସଲମାନମାନଙ୍କୁ ଭୟ କରିବାର କୌଣସି ଆବଶ୍ୟକତା ନାହିଁ।…

ଓଡ଼ିଶା ବିଜେପି ଦାୟିତ୍ୱରେ ଥିବା ନେତା ଓ ନଡ୍ଡାଙ୍କ ସମେତ ଅନ୍ୟ ନେତାଙ୍କ ରୁଦ୍ଧ ଦ୍ବାର ବୈଠକ

ନୂଆଦିଲ୍ଲୀ: ଚଳିତ ବର୍ଷ ହେବ ଅନେକ ରାଜ୍ୟର ବିଧାନସଭା ନିର୍ବାଚନ। ସେହିପରି ଆସନ୍ତା ବର୍ଷର ଲୋକସଭା ନିର୍ବାଚନ ରହିଛି। ତେଣୁ ବିଜେପି ପ୍ରସ୍ତୁତି ଆରମ୍ଭ କରି ଦେଇଛି। ଏ ସମ୍ପର୍କରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡା ମଙ୍ଗଳବାର ଦିଲ୍ଲୀରେ ଦଳର ଜାତୀୟ ସାଧାରଣ ସମ୍ପାଦକ ସହିତ ପ୍ରାୟ…

ମିଶନ ଶକ୍ତିରେ ବିନା ସୁଧରେ ନବୀନ ଦେଲେ ଋଣ, ବିଜେପି କହିଲା ମୋଦୀ ସରକାର ଯୋଜନାର ରିବ୍ରାଣ୍ଡିଂ

ଭୁବନେଶ୍ୱର: ରାଜ୍ୟର ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପ ପାଇଁ ମୁଖ୍ୟମନ୍ତ୍ରୀ ୧୨୫କୋଟିର ସୁଧ ରିହାତି ବ୍ୟବସ୍ଥାର ଶୁଭାରମ୍ଭ କରିବା ପରେ ନିଦ ଭାଙ୍ଗିଛି ବିରୋଧୀ ବିଜେପିର। ଦୀର୍ଘ ଦିନ ଧରି ଏହି ଯୋଜନା ମହିଳା ଭୋଟ୍ ବ୍ୟାଙ୍କ ଉଦ୍ଦିଷ୍ଟ କହୁଥିବା ଦଳ ପ୍ରେସ କନଫରେନସ କରି କହିଛି କେନ୍ଦ୍ରର…

ହକି ବିଶ୍ୱକପ ବିଜ୍ଞାପନ: ମାମଲା କୋର୍ଟକୁ ଯିବା ପୂର୍ବରୁ ଭୁଲ ସୁଧାରିଲେ ରାଜ୍ୟ ସରକାର!

ଭୁବନେଶ୍ୱର: ବୁଧବାର ହକି ବିଶ୍ୱକପ ପାଇଁ ବିଗୁଲ ବାଜିବ। ଏହାପୂର୍ବରୁ ସମସ୍ତ ପ୍ରସ୍ତୁତି ପ୍ରାୟ ଏକ ପ୍ରକାର ଶେଷ ହୋଇଯାଇଛି। କିନ୍ତୁ ଏହାରି ଭିତରେ ମଙ୍ଗଳବାର ଖବରକାଗଜରେ ଦେଖିବାକୁ ମିଳିଥିଲା ଗୋଟିଏ ବ୍ୟତିକ୍ରମ। ସାରା ରାଜ୍ୟରେ ହକି ବିଶ୍ୱକପ ପାଇଁ ହୋର୍ଡିଂ ଲାଗିଛି ସେଥିରେ…