Latest Odisha News

BREAKING NEWS

Browsing Category

ଫିଚର

ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ୍ ପୁରସ୍କାର

ନୂଆଦିଲ୍ଲୀ: ରୟାଲ୍ ସ୍ୱିଡିସ୍ ଏକାଡେମୀ ଅଫ୍ ସାଇନ୍ସେସ୍ ୨୦୨୫ ମସିହା ପାଇଁ ଅର୍ଥନୀତିରେ ନୋବେଲ୍ ପୁରସ୍କାର ଘୋଷଣା କରିଛି। "ଉତ୍ପାଦନ-ଚାଳିତ ଅର୍ଥନୈତିକ ଅଭିବୃଦ୍ଧିକୁ ବାଖ୍ୟା କରିଥିବାରୁ ଜୋଏଲ୍ ମୋକିର୍, ଫିଲିପ୍ ଆଗିଅନ୍ ଏବଂ ପିଟର୍ ହାୱିଟଙ୍କୁ ଅର୍ଥନୀତିରେ ନୋବେଲ୍ ପୁରସ୍କାର ପ୍ରଦାନ…

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ; ଅକ୍ଟୋବର ୨୦ ସୁଦ୍ଧା ନାମାଙ୍କନ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ ଧାର୍ଯ୍ୟ ହୋଇଛି। ସେହିପରି ଅକ୍ଟୋବର ୨୨ରେ…

ଚିଲିକା ମଝିରେ ଅଦ୍ଭୁତ ଦୃଶ୍ୟ, ଉପରକୁ ଉଠିଲା ଜଳ ରାଶି… ଛାନିଆ ପର୍ଯ୍ୟଟକ 

ଭୁବନେଶ୍ୱର: ଚିଲିକାରେ ଏକ ବିରଳ ପ୍ରାକୃତିକ ଦୃଶ୍ୟ ଦେଖିବାକୁ ମିଳିଛି। ପାଣି ଉପରେ ଏକ ବିରାଟ ଘୂର୍ଣ୍ଣିଝଡ ଦେଖିବା ପରେ ହ୍ରଦକୁ ଆସୁଥିବା ପର୍ଯ୍ୟଟକମାନେ ଆଶ୍ଚର୍ଯ୍ୟ ଏବଂ ଭୟଭୀତ ହୋଇଯାଇଥିଲେ। ଏହି ଋତୁରେ ରାଜ୍ୟରେ ଏହା ପ୍ରଥମ ରେକର୍ଡ ହୋଇଥିବା ଘୂର୍ଣ୍ଣିବାତ୍ୟା ବୋଲି ବିଶ୍ୱାସ…

ଶ୍ଵେତାପର୍ଣ୍ଣା ପଣ୍ଡା ୩୩ତମ ଏକଲବ୍ୟ ପୁରସ୍କାର ବିଜେତା 

ଭୁବନେଶ୍ଵର: ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବ୍ୟାଡମିଣ୍ଟନ ତାରକା ଶ୍ଵେତାପର୍ଣ୍ଣା ପଣ୍ଡାଙ୍କୁ ୨୦୨୫ ମସିହାର ସମ୍ମାନଜନକ ୩୩ତମ ଏକଲବ୍ୟ ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।  ବିଭିନ୍ନ କ୍ଷେତ୍ରର ପ୍ରଖ୍ୟାତ ଜୁରି ସଦସ୍ୟମାନଙ୍କୁ ନେଇ ଗଠିତ ଏକଲବ୍ୟ ପୁରସ୍କାର କମିଟି ଏକ ବୈଠକରେ…

ଖୁବଶୀଘ୍ର ମୌସୁମୀ ଅପସାରଣ କରିବ…

ଭୁବନେଶ୍ୱର: ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଓଡ଼ିଶାରେ ଆହୁରି ଦୁଇ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶୁକ୍ରବାର ଦିନ ସୂଚନା ଦେଇଛି। ଏହାର ପ୍ରଭାବରେ ଅକ୍ଟୋବର ୧୦ ତାରିଖରେ କୋରାପୁଟ ଏବଂ…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା ପରେ ଭାଙ୍ଗିଲା ଟ୍ରମ୍ପଙ୍କ ସ୍ବପ୍ନ…

ଓସ୍ଲୋ: ନରୱେର ରାଜଧାନୀ ଓସ୍ଲୋରେ ଶୁକ୍ରବାର ଦିନ ନୋବେଲ ଶାନ୍ତି ପୁରସ୍କାର ଘୋଷଣା ହୋଇଛି। ଯାହା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶାନ୍ତି ପୁରସ୍କାର ଜିତିବାର ସ୍ୱପ୍ନ ଭାଙ୍ଗି ଚୁରମାର ହୋଇଯାଇଛି। ମାରିଆ କୋରିନା ମାଚାଡୋ ଚଳିତ ବର୍ଷର ନୋବେଲ ଶାନ୍ତି ପୁରସ୍କାର…

ସାହିତ୍ୟରେ ନୋବେଲ୍; ହଙ୍ଗେରୀ ଲେଖକଙ୍କୁ ପୁରସ୍କାର

ନୂଆଦିଲ୍ଲୀ: ରୟାଲ୍ ସ୍ୱିଡିସ୍ ଏକାଡେମୀ ଅଫ୍ ସାଇନ୍ସେସ୍ ତରଫରୁ ଗୁରୁବାର ଦିନ ସାହିତ୍ୟରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି। ହଙ୍ଗେରୀୟ ଲେଖକ ଲାସ୍ଜଲୋ କ୍ରାସ୍ନାହୋରକାଇଙ୍କୁ ୨୦୨୫ ମସିହା ପାଇଁ ସାହିତ୍ୟରେ ନୋବେଲ୍ ପୁରସ୍କାର ପ୍ରଦାନ କରାଯାଇଛି। ତାଙ୍କର ମନମୁଗ୍ଧକର ଏବଂ…

୧୯ ଓପିଏସ ଅଧିକାରୀଙ୍କୁ ବଦଳି

ଭୁବନେଶ୍ୱର: କଟକ ସଂଘର୍ଷ ଏବଂ ବ୍ରହ୍ମପୁରରେ ଜଣେ ବରିଷ୍ଠ ଆଇନଜୀବୀଙ୍କ ନିର୍ମମ ହତ୍ୟା ପରେ ଓଡ଼ିଶା ସରକାର ୧୯ ଜଣ ଅତିରିକ୍ତ ଏସ୍ପିଙ୍କୁ ବଦଳି କରିଛନ୍ତି। ଗୃହ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ବଲାଙ୍ଗୀରରେ ଅତିରିକ୍ତ ଏସ୍ପି ଭାବରେ କାର୍ଯ୍ୟରତ ଆଲୋକ କୁମାର ଜେନାଙ୍କୁ…

ଧନଶ୍ରୀଙ୍କ ଅଭିଯୋଗକୁ ନେଇ ମୁହଁ ଖୋଲିଲେ ଚହଲ…

ମୁମ୍ବାଇ: ଭାରତୀୟ କ୍ରିକେଟର ୟୁଜଭେନ୍ଦ୍ର ଚହଲ ଏବଂ ନୃତ୍ୟଶିଳ୍ପୀ ଧନଶ୍ରୀ ବର୍ମା ୨୨ ଡିସେମ୍ବର, ୨୦୨୦ରେ ବିବାହ କରିଥିଲେ। ଓ ପରେ ୨୦ ମାର୍ଚ୍ଚ, ୨୦୨୫ରେ ଦୁହିଁଙ୍କ ଛାଡପତ୍ର ହୋଇଥିଲା। ତେବେ ଉଭୟ ୨୦୨୨ରୁ ଅଲଗା ରହୁଥିବା ନେଇ ମଧ୍ୟ ରିପୋର୍ଟରୁ ଜଣାପଡ଼ିଛି। ନିକଟରେ ଏକ ରିଆଲିଟି ଶୋ’ରେ…

ନୂଆପଡା ଉପନିର୍ବାଚନ ପାଇଁ ବିଜେଡିର ୩ କମିଟି ଗଠିତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନକୁ ନଜରରେ ରଖି ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ବୁଧବାର ଦିନ ବରିଷ୍ଠ ନେତାମାନଙ୍କୁ ନେଇ ତିନୋଟି କମିଟି ଗଠନ କରିଛନ୍ତି। ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ସ୍ନେହାଙ୍ଗିନୀ ଛୁରିଆ, ଟୁକୁନି ସାହୁ, ନିରଞ୍ଜନ ବିସି ଏବଂ ଏମଡି…