Latest Odisha News

BREAKING NEWS

Browsing Category

ଫିଚର

ବିସିସିଆଇର ବଡ଼ ଘୋଷଣା, ହାର୍ଦ୍ଦିକ ପାଣ୍ଡ୍ୟା ଟି-20ର ଅଧିନାୟକ

ମୁମ୍ବାଇ: ମଙ୍ଗଳବାର ବିଳମ୍ବିତ ରାତିରେ ଆସନ୍ତା ମାସରେ ଖେଳାଯିବାକୁ ଥିବା ଶ୍ରୀଲଙ୍କା ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଏବଂ ଟି -20 ସିରିଜ୍ ପାଇଁ ବିସିସିଆଇ ଖେଳାଳି ତାଲିକା ଘୋଷଣା କରିଛି। ଦିନିକିଆ ଦଳର ନେତୃତ୍ୱ ରୋହିତ ଶର୍ମାଙ୍କ ହାତରେ ଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ…

ଜେଲରେ କେତେ ସୁରକ୍ଷିତ କଏଦୀ ? କୋର୍ଟକୁ ଯିବାବେଳେ ଆକ୍ରମଣ କଲେ ଅନ୍ୟ ଅନ୍ତେବାସୀ

ମାଲକାନଗିରି: କଣ୍ଟାବାଞ୍ଜି ଜେଲରେ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା ପରେ ଜେଲରେ କଏଦୀ ସୁରକ୍ଷା ନେଇ ପ୍ରଶ୍ନ ଉଠିଥିଲା । ଆଜି ମାଲକାନଗିରି ଉପକାରାଗାରରେ ଜଣେ ବିଚାରାଧୀନ କଏଦୀକୁ ଅନ୍ୟ ଜଣେ କଏଦୀ ମରଣାନ୍ତକ ଆକ୍ରମଣ କରିବା ପରେ ଜେଲରେ କଏଦୀ କେତେ ସୁରକ୍ଷିତ ସେ ନେଇ ପ୍ରଶ୍ନ ଉଠିଛି । ଆହତ…

ଗ୍ରାଣ୍ଟ ଇନ୍ ଏଡ୍ ପ୍ରାପ୍ତ ଶିକ୍ଷକଙ୍କ ପାଇଁ ୭ମ ବେତନ କମିଶନ ଲାଗୁ, ମହାନଦୀ ସିଷ୍ଟମରେ ହେବ ୨ଟି ବ୍ୟାରେଜ୍

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଆଜି ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ମହାନଦୀ ସିଷ୍ଟମରେ ୨ଟି ବ୍ୟାରେଜ୍ ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି । ମହାନଦୀର ଜଗତସିଂହପୁର ଚୌଧୁରୀଗଡ଼ାଠାରେ ଓ ମହାନଦୀର ଶାଖା ନଦୀ ପାଇକାରେ ତିଖିରିଠାରେ ବ୍ୟାରେଜ ନିର୍ମାଣ ହେବ । ବ୍ୟାରେଜ…

ପତ୍ନୀ ହନ୍ତା ସ୍ୱାମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକ ଅତିରିକ୍ତ ଜିଲ୍ଲା ଜଜ୍

ଭଦ୍ରକ: ସ୍ତ୍ରୀ ହତ୍ୟାକାରୀ ସ୍ୱାମୀକୁ ଆଜୀବନ ଜେଲ୍ । ଏକ ହତ୍ୟା ମାମଲାର ଶୁଣାଣି କରି ଭଦ୍ରକ ଅତିରିକ୍ତ ଜିଲ୍ଲା ଜଜ୍ ଅଭିଯୁକ୍ତ ସ୍ୱାମୀଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଆଜୀବନ ଜେଲ୍ ସହ ୫ ହଜାର ଟଙ୍କା ଜରିମାନା ଶୁଣାଇଛନ୍ତି କୋର୍ଟ । ଜରିମାନା ଅନାଦେୟ…

୧୭ଟି ପ୍ରସ୍ତାବକୁ ଅନୁମୋଦନ କଲା ରାଜ୍ୟ କ୍ୟାବିନେଟ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଖବର ଅନୁସାରେ, କ୍ୟାବିନେଟ୍ ମଞ୍ଜୁରୀ ଦେଇଥିବା ପ୍ରସ୍ତାବ ମଧ୍ୟରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କ ଗ୍ରାଣ୍ଟ-ଇନ୍-ଏଡ୍ ବୃଦ୍ଧି କରାଯାଇଛି…

ରଣଜୀ ଟ୍ରଫି:ହିମାଚଳ ୪୯ରେ ଅଲଆଉଟ, ଦୀପକଙ୍କୁ ୮ ୱିକେଟ

ଡେରାଡୁନ: ହିମାଚଳ ପ୍ରଦେଶ ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମୁକାବିଲାରେ ଚମତ୍କାର ବୋଲିଂ ପ୍ରଦର୍ଶନ କରି ଉତରାଖଣ୍ଡର ବୋଲର ଦୀପକ ଧପୋଲା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ସେ ମାତ୍ର ୮.୩ ଓଭର ବୋଲିଂ କରି ୩୫ ରନରେ ୮ଟି ୱିକେଟ ଅକ୍ତିଆର କରିଥିଲେ । ତାଙ୍କ ବୋଲିଂକୁ ସାମ୍ନା କରି ନ…

ଇରାନ ଫୁଟବଲ ଖେଳାଳି ଅଲୀ ଦେଇଙ୍କ ପତ୍ନୀ ଓ ଝିଅକୁ ଦେଶ ବାହାରକୁ ଛଡାଗଲା ନାହିଁ

ତେହେରାନ: ଇରାନର ଷ୍ଟାର ଫୁଟବଲ ଖେଳାଳି ଅଲୀ ଦେଇ ମଙ୍ଗଳବାର ତାଙ୍କ ପତ୍ନୀ ଏବଂ ଝିଅଙ୍କୁ ଦେଶ ବାହାରକୁ ଛଡା ଯାଉ ନ ଥିବା ନେଇ ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଆଣିଛନ୍ତି । ସୋମବାର ଅଲୀଙ୍କ ପତ୍ନୀ ତେହେରାନରୁ ଦୁବାଇ ପାଇଁ ଫ୍ଲାଇଟ ଟିକେଟ କରିଥିଲେ । ବିମାନ ଉଡିବା ପରେ ହଠାତ ଏହାର ରୁଟ ବଦଳାଯାଇ…

ଡିସେମ୍ବର ୩୧ରୁ ଏହି ୪୭ଟି ଫୋନରେ ଆଉ ଚାଲିବନି ହ୍ୱାଟ୍ସଆପ୍

ନୂଆଦିଲ୍ଲୀ: ସରି ସରି ଆସୁଛି ବର୍ଷ ୨୦୨୨ । ଦିନ କେଇଟା ପରେ ନୂଆ ବର୍ଷ ଆସିବ । କାନ୍ଥରେ ଲାଗିଥିବା କ୍ୟାଲେଣ୍ଡର ବଦଳିବା ସହ ହ୍ୱାଟ୍ସଆପ୍ ଆଉ ଆପଣଙ୍କ ଫୋନରେ କାମ କରିବନି । ଇନଷ୍ଟାଣ୍ଟ ମେସେଜିଂ ପ୍ଲାଟଫର୍ମ ହ୍ୱାଟ୍ସଆପ୍ ଏଣ୍ଡ୍ରୟଡ୍ ଓ ଆଇଫୋନର କେତେକ ମଡେଲରେ ଆଉ ଚାଲିବ ନାହିଁ ।…

ଟି୨୦ରୁ ବ୍ରେକ ନେବେ କୋହଲି

ମୁମ୍ବାଇ: ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଟି୨୦ରୁ ବ୍ରେକ ନେବେ । ସେ ଏ ନେଇ ବିସିସିଆଇକୁ ପତ୍ର ଲେଖିଛନ୍ତି । ଦିନିକିଆ ଓ ଟେଷ୍ଟ କ୍ରିକେଟରେ ଅଧିକରୁ ଅଧିକ ମନୋନିବେଶ କରିବା ପାଇଁ କୋହଲି ଏହି ପଦକ୍ଷେପ ଗ୍ରହଣ କରିଥିବା ଅନୁମାନ କରାଯାଉଛି । ସମ୍ପୂର୍ଣ୍ଣ କିମ୍ବା କେତେ ଦିନ…

୧୦୨ ସନ୍ତାନ ଜନ୍ମ ପରେ ବୁଦ୍ଧି ପଶିଲା, କଲେ ପରିବାର ନିୟୋଜନ

ନୂଆଦିଲ୍ଲୀ: ହୁ ହୁ ବଢୁଛି ଜନସଂଖ୍ୟା । ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ  କାର୍ଯ୍ୟକାରୀ ହୋଇଛି ପରିବାର ନିୟନ୍ତ୍ରଣ ଯୋଜନା ।  ହେଲେ ଏହାର ବ୍ୟତ୍ରିକମ ହେଉଛନ୍ତି ମୁସା ହସାହୟା  ।  ତାଙ୍କର ୨ ବା ୪ ପତ୍ନୀ ନୁହଁନ୍ତି, ୧୨ ଜଣ ପତ୍ନୀ । ଆଉ ସନ୍ତାନ ସଂଖ୍ୟା ଶୁଣିଲେ…