Latest Odisha News

BREAKING NEWS

Browsing Category

ଫିଚର

ନବଙ୍କ ଜରିଆରେ ପଦ୍ମପୁର ଡିଲ୍ କରିଥିଲା ବିଜେଡି: ପ୍ରଦୀପ ପୁରୋହିତ

ଭୁବନେଶ୍ୱର: ବିଜେପି ପଦ୍ମପୁର ଉପନିର୍ବାଚନରେ କେଉଁ କାରଣ ପାଇଁ ହାରିଲା। ଏ ନେଇ ବିସ୍ତୃତ ରିପୋର୍ଟ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲଙ୍କୁ ଦେଇଛନ୍ତି ପରାଜିତ ପ୍ରାର୍ଥୀ ପ୍ରଦୀପ ପୁରୋହିତ ଏବଂ ଦଳ। ତେବେ ରିପୋର୍ଟ ଦେବା ପୂର୍ବରୁ ସେ ନିର୍ବାଚନ ହାରିବା ପଛର କାରଣ କହିଛନ୍ତି।…

ଅବତାର ୨ ଫିଲ୍ମ ଦେଖିବା ଅବସରରେ ହାର୍ଟ ଆଟାକରେ ଚାଲିଗଲା ଜୀବନ

କାକିନାଡା: ଅବତାର ୨ ଫିଲ୍ମ ଦେଖିବା ଅବସରରେ ଜଣେ ଯୁବକଙ୍କ ହାର୍ଟ ଆଟାକରେ ମୃତ୍ୟୁ ଘଟିଛି । ପେଦ୍ଦାପୁରମ ସହରର ଲକ୍ଷ୍ମୀ ରେଡ୍ଡୀ ଶ୍ରୀନୁ ନାମକ ଯୁବକ ତାଙ୍କ ଭାଇଙ୍କ ସହ ଫିଲ୍ମ ଦେଖିବାକୁ ଯାଇଥିଲେ । ଫିଲ୍ମ ଦେଖିବା ସମୟରେ ଅଧିକ ମାତ୍ରାରେ ଉତେଜିତ ଏବଂ ଭାବପ୍ରବଣ ହେବା ଯୋଗୁ ଏହି ଦୁଃଖଦ…

୨୦୨୪ରେ ନିର୍ବାଚନ, କିଏ କରୁଛି କେଉଁ ମଡ଼େଲକୁ ଭରସା?

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଉଭୟ ବିଜେଡି ଓ ବିଜେପି ନିଜ ନିଜର ଶୀର୍ଷ ନେତାଙ୍କ ଜରିଆରେ ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ କଂଗ୍ରେସ ମଧ୍ୟ ପ୍ରସ୍ତୁତି ବୈଠକ କରିବାକୁ ଯାଉଛି। ଏହାରି ଭିତରେ କିଏ କେମିତି ନିର୍ବାଚନ ଲଢିବ ସେ ନେଇ ଚର୍ଚ୍ଚା…

ମହିଳା ଫୁଟବଲ ଲିଗ: ସ୍ପୋର୍ଟ୍ସ ଓଡିଶାକୁ ହରାଇଲା ଓଡିଶା ଏଫସିଡବ୍ଲ୍ୟୁ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ଓଡିଶା ମହିଳା ଲିଗ ଫୁଟବଲରେ ଶନିବାର ଓଡିଶା ଏଫସିଡବ୍ଲ୍ୟୁ ବିଜୟ ହାସଲ କରିଛି । ସ୍ପୋର୍ଟ୍ସ ଓଡିଶାକୁ ସମ୍ପୂର୍ଣ୍ଣ ଏକତରଫା ମ୍ୟାଚରେ ଓଡିଶା ଏଫସିଡବ୍ଲ୍ୟୁ ୬-୧ ଗୋଲରେ ହରାଇଥିଲା । ବିଜୟୀ ଦଳ ପକ୍ଷରୁ ମ୍ୟାଚର ପ୍ରଥମ ଏବଂ ୪୪ତମ ମିନିଟରେ…

ବିଜୟ ପାଇଁ ଟିମ ଇଣ୍ଡିଆକୁ ଦରକାର ୪ଟି ୱିକେଟ

ଚଟ୍ଟୋଗ୍ରାମ: ଏଠାରେ ଚାଲିଥିବା ବାଂଲାଦେଶ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ବିଜୟ ପାଇଁ ଅନ୍ତିମ ଦିବସରେ ଭାରତକୁ ଆଉ ୪ଟି ୱିକେଟର ଆବଶ୍ୟକତା ରହିଛି । ଅପରପକ୍ଷରେ ବାଂଲାଦେଶ ବିଜୟଠାରୁ ୨୪୧ ରନ ପଛରେ ରହିଛି । ୫୧୩ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଘରୋଇ ଦଳ ୬ ୱିକେଟ ହରାଇ ୨୭୨ ରନ କରିଛି…

ବାପା ନା ପିଶାଚ ? କୁନି ପୁଅକୁ ୩ ମହଲା କୋଠାରୁ ତଳକୁ ଫିଙ୍ଗିଦେଲା

ନୂଆଦିଲ୍ଲୀ: ପତ୍ନୀଙ୍କ ସହ କଳି କଲେ, କୁନି ପୁଅ ଉପରେ ରାଗ ସୁଝାଇଲା ରାକ୍ଷସ ବାପ । ୨ ବର୍ଷର ପୁଅକୁ ବାଲକୋନରୁ ତଳକୁ ଫିଙ୍ଗି ଦେଲା । ତା ସହ ନିଜେ ବି ଡେଇ ପଡ଼ିଲା । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ରାଜଧାନୀରେ…

୨୦୨୩ରେ କରୋନା ବିସ୍ଫୋରକ ରୂପ ନେବ

ଚିକାଗୋ: ପୁଣି  ହେବ କରୋନା ବିସ୍ଫୋରଣ । ୧୦ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ଯିବ  । ଏମିତି ଆକଳନ କରିଛି ଆମେରିକାସ୍ଥିତ ଇନଷ୍ଟିଚ୍ୟୁଟ ଅଫ ହେଲ୍ଥ  ମେଟ୍ରକ୍ସ ଆଣ୍ଡ ଏଭଲ୍ୟୁଶନ ବା  ଆଇଏଚଏମଇ । ଆଇଏଚଏମଇ   ଆକଳନ ଅନୁଯାୟୀ,   ମହାମାରୀ କରୋନା ଚୀନରେ ଏପ୍ରିଲ ୧ ସୁଦ୍ଧା   ସର୍ବୋଚ୍ଚ…

ନୀଳନୟନାଙ୍କ ନାଁରେ ନକଲି ପାସପୋର୍ଟ, ବନ୍ଧାହେଲେ ନାଇଜେରିଆର ୩ ନାଗରିକ

ନୂଆଦିଲ୍ଲୀ : ପୂର୍ବତନ ମିସ୍‌ ଓ୍ୱାଲର୍ଡ ତଥା ଅଭିନେତ୍ରୀ ଐଶର୍ଯ୍ୟା ରାୟଙ୍କ ନାଁରେ ନକଲି ପାସପୋର୍ଟ ଧରି ବୁଲୁଥିଲା ନାଇଜେରିଆର ନାଗରିକ । ନୋଏଡ଼ାରେ ୩ ନାଇଜେରିଆ ନାଗରିକଙ୍କୁ ମାଡ଼ିବସିଲା ପୋଲିସ  । ନାଇଜେରିଆର ଏକ ଗ୍ୟାଙ୍ଗ ଏହି ନକଲି ପାସପୋର୍ଟ ଧରି ଲୋକଙ୍କୁ ଠକୁଥିଲେ । ଏହି…

ଚୀନ ପ୍ରସଙ୍ଗରେ ରାହୁଲଙ୍କୁ ବିଜେପିର କଡା ଜବାବ-ଇଏ ନେହରୁଙ୍କ ଭାରତ ନୁହେଁ..

ଜୟପୁର: ଭାରତ-ଚୀନ ସଂପର୍କକୁ ନେଇ ରାହୁଲ ଗାନ୍ଧୀ ଗତକାଲି ଦେଇଥିବା ମନ୍ତବ୍ୟକୁ କଟୁ ସମାଲୋଚନା କରିଛି ବିଜେପି । ଏପରି ମନ୍ତବ୍ୟ ଦେଇ ରାହୁଲ ଗାନ୍ଧି ସେନାଙ୍କ ମନୋବଳ କମାଇ ଦେଇଛନ୍ତି ବୋଲି କହିଛି ବିଜେପି । ଏଥିସହିତ ରାହୁଲଙ୍କ ଅଣ ଜେଜେବାପା ଜବାହରଲାଲ ନେହରୁଙ୍କୁ ବି କଟାକ୍ଷ…

କାର କାଚ ଭାଙ୍ଗି ଲୁଟୁଥିଲେ, ଧରାପଡ଼ିଲେ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ

ଭୁବନେଶ୍ୱର: କମିଶନରେଟ ପୋଲିସକୁ ମିଳିଛି ବଡ଼ ସଫଳତା ।ସ୍ପେଶାଲ ସ୍କ୍ୱ ଡ଼ ହାତରେ ଧରା ପଡ଼ିଛନ୍ତି ଗାଡି କାଚ ଭଙ୍ଗା ଗ୍ୟାଙ୍ଗ । ପଶ୍ଚିମବଙ୍ଗର ଏହି ଗ୍ୟାଙ୍ଗ ଓଡିଶା, ବିହାର, ତାମିଲନାଗୁ ଆଦି ରାଜ୍ୟରେ ଆତଙ୍କ ଖେଳାଇ ଦେଇଛନ୍ତି । ଏମାନେ ବୁଲି ଚୋରି କରନ୍ତି । ଏହି ଇଣ୍ଟରଷ୍ଟେଟ…