Latest Odisha News

BREAKING NEWS

Browsing Category

ଫିଚର

ବିଜେଡିରୁ ଇସ୍ତଫା ଦେଲେ ବିଧାୟକ ପ୍ରେମାନନ୍ଦ ନାୟକ

ଭୁବନେଶ୍ଵର: ବିଜେଡିରୁ ଇସ୍ତଫା ଦେଲେ ତେଲକୋଇ ବିଧାୟକ । ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ପୂର୍ବରୁ ବୈଷୟିକ ଓ ଦକ୍ଷତା ବିକାଶ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ପ୍ରେମାନନ୍ଦ ନାୟକ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି…

୬ ମାସର ଶିଶୁପୁତ୍ରକୁ ଗଳା କାଟି ହତ୍ୟା କଲା ମହିଳା!

ବଲାଙ୍ଗୀର: ଖଲିଆପାଲି ଗାଁରେ ଜଣେ ମହିଳା ନିଜ ୬ ମାସର ପୁଅର ଗଳା କାଟି ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଏହି ଜଘନ୍ୟ କାଣ୍ଡ ପଛର ଉଦ୍ଦେଶ୍ୟ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଶିଶୁଟିର ଜେଜେମା' ତାକୁ ମାଲିସ୍ କରିବାକୁ ଯାଇଥିବା ବେଳେ ପ୍ରଚୁର ରକ୍ତସ୍ରାବ ହେଉଥିବା ଦେଖିବାକୁ ପାଇଥିଲେ। ସେ…

ସୁନାବେଡା ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ବାରକୋଟ ଘାଟ ନିକଟ ସୁନାବେଡ଼ା ଜଙ୍ଗଲରେ ଶୁକ୍ରବାର ସକାଳେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସ୍ପେଶାଲ ଅପରେସନ୍ ଗ୍ରୁପ୍ (ଏସ୍ଓଜି) ଏବଂ ଡିଏଫଓକୁ ନେଇ ଗଠିତ ସୁରକ୍ଷାବାହିନୀ ଏହି ଅଞ୍ଚଳରେ ସଶସ୍ତ୍ର ମାଓ କ୍ୟାଡରଙ୍କ ଉପସ୍ଥିତି…

୯୦୦ କୋଟି ଟଙ୍କାର ଚିଟଫଣ୍ଡ ଦୁର୍ନୀତି, ୧ କୋଟି ଟଙ୍କା ଜବତ କଲା ଇଡି

ଭୁବନେଶ୍ୱର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୋଲଡେନଲ୍ୟାଣ୍ଡ ଡେଭଲପର୍ସ ଲିମିଟେଡ୍ ଦ୍ୱାରା ୯୦୦ କୋଟି ଟଙ୍କାର ଚିଟ୍ ଫଣ୍ଡ୍ ଦୁର୍ନୀତିର ତଦନ୍ତରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ୧ କୋଟିରୁ ଅଧିକ ଟଙ୍କାର ନଗଦ ଟଙ୍କା ଜବତ କରିଛି। ଗୁରୁବାର ଓ ଶୁକ୍ରବାର ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି ଓ…

ଆରବିଆଇର ବଡ ନିଷ୍ପତ୍ତି, ଚାଲିବ ପେଟିଏମ୍ ଆପ୍

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ୩୧ ଜାନୁଆରୀରେ ଏକ ବଡ଼ ନିଷ୍ପତ୍ତି ନେଇଥିଲା । ଏହା ଅଧୀନରେ ରିଜର୍ଭ ବ୍ୟାଙ୍କ ପେଟିଏମ୍ ପେମେଣ୍ଟ ବ୍ୟାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଏହାକୁ ନିଷିଦ୍ଧ କରିଥିଲା ​​। ଫେବୃଆରୀ ୨୯,୨୦୨୪ ପରେ କୌଣସି ଗ୍ରାହକ ଆକାଉଣ୍ଟ, ପ୍ରିପେଡ୍…

ଦୋକାନ ଆଗରେ ପାଲ ଟାଣି ସର୍ଟର ତାଡି ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୁତ୍ତ

ଭଦ୍ରକ: ଆଜିକାଲି ଚୋରି କରିବାର ତରିକା ବଦଳିଗଲାଣି । କିଏ କେତେ ପ୍ରକାରର କାଇଦାରେ ଚୋରି କରିବାକୁ ବୁଦ୍ଧି ଖଞ୍ଜିଲେଣି । ପୋଲିସ ପକ୍ଷରୁ ଏହା ଉପରେ ରୋକ୍ ଲଗାଇବାକୁ ବିଭିନ୍ନ ପଦକ୍ଷେପ ନିଆଯାଉଥିବାବେଳେ, ଦୁଇ ପାଦ ଆଗରେ ରହୁଛନ୍ତି ଏହି ଚୋର ମାନେ । ସେହିଭଳି ଏକ ଘଟଣା ସାମ୍ନାକୁ ଆସିଛି…

ଫେସବୁକ ଲାଇଭ ସମୟରେ ନେତାଙ୍କୁ ଗୁଳି, ଭାଇରାଲ ହେଉଛି ଭିଡ଼ିଓ

ମୁମ୍ବାଇ: ଗୁରୁବାର ଦିନ ଏକ ଫେସବୁକ୍ ଲାଇଭ୍ ଭିଡିଓରେ ଶିବସେନା (ୟୁବିଟି) ନେତା ଅଭିଷେକ ଘୋଷାଲକରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ପୂର୍ବତନ କର୍ପୋରେଟର ଅଭିଷେକ ଘୋଷାଲକରଙ୍କ ପେଟ ଓ କାନ୍ଧରେ ଗୁଳି ବାଜିଥିବାର ଦେଖିବାକୁ ମିଳିଛି।…

ଡେରିରେ ଉଠିବା ପଛରେ ପୂର୍ବ ପୁରୁଷଙ୍କ ଡିଏନଏ ଦାୟୀ

କେତେକ ମଣିଷ ଶୀଘ୍ର ଉଠିବାକୁ ପସନ୍ଦ କରୁଥିବା ବେଳେ ଅନ୍ୟମାନେ ଡେରିରେ ଉଠିବାକୁ ଭଲ ପାଇଥାନ୍ତି । ଡେରିରେ ଉଠୁଥିବା ବ୍ୟକ୍ତିଙ୍କୁ ଅଳସୁଆ କୁହାଯାଉଥିବା ବେଳେ ଏବେ ଏ ନେଇ ରୋଚକ ତଥ୍ୟ ସମ୍ମୁଖକୁ ଆସିଛି । ରିପୋର୍ଟ ମୁତାବକ ଡେରି କିମ୍ବା ଶୀଘ୍ର ଉଠିବା ପଛରେ ପୂର୍ବପୁରୁଷଙ୍କ ଡିଏନଏ ଦାୟୀ ।…

ପୁରୁଷଙ୍କ ଆକ୍ରମଣାତ୍ମକ ମନୋବୃତିକୁ ହ୍ରାସ କରିଥାଏ ମହିଳାଙ୍କ ଲୁହ: ରିପୋର୍ଟ

ଜଣେ ମହିଳାଙ୍କ ଲୁହ ପୁରୁଷଙ୍କୁ ଦୁର୍ବଳ କରିଥାଏ ବୋଲି ଧାରଣା ରହିଛି । ତେବେ ଏ ନେଇ କୌଣସି ବୈଜ୍ଞାନିକ ପ୍ରମାଣ ହସ୍ତଗତ ହୋଇ ନ ଥିଲା । ନିକଟରେ ଏକ ଅଧ୍ୟୟନରେ ବୈଜ୍ଞାନିକମାନେ ଏହା ସମ୍ଭବ ବୋଲି କହିଛନ୍ତି । ପୂର୍ବରୁ ଏହାକୁ ଏକ ମନୋବୈଜ୍ଞାନିକ ଧାରଣର ବୋଲି ବିବେଚନା କରାଯାଉଥିଲା ।…

ଉତ୍ତରାଖଣ୍ଡରେ ଦଙ୍ଗା ସ୍ଥିତି; ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ !

ଡେରାଡୁନ: ହଲଦ୍ୱାନୀ ଅନ୍ତର୍ଗତ ଇନ୍ଦିରା ନଗର ଅଞ୍ଚଳରେ ଥିବା ବେଆଇନ ମଦ୍ରାସା ଏବଂ ନମାଜ ସ୍ଥାନକୁ ଭାଙ୍ଗିବା ପାଇଁ ମ୍ୟୁନିସିପାଲିଟି କର୍ପୋରେସନ ଏବଂ ପ୍ରଶାସନ ସେନା ବଳ ସହିତ ଜେସିବି ନେଇ ପହଞ୍ଚିଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ମୁସଲମାନ ମହିଳା ଓ ଯୁବକମାନେ ଏକ ବିରାଟ ବିରୋଧ…