Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ, ୫୦ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ

ଭୁବନେଶ୍ୱର: ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ୫୦ ଜଣଙ୍କୁ ମିଳିଛି ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ। ରାଜ୍ୟ ଆରକ୍ଷୀ ବାହିନୀ, ରାଜ୍ୟ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ଏବଂ ଓଡ଼ିଶା କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୫୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ…

‘ବୀର ଗାଥାର ତୃତୀୟ ସଂସ୍କରଣ’ ପ୍ରତିଯୋଗିତା ଉତ୍ସବ, ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଭିଭାଷଣ ପଢି ଗୌରବ ଆଣିଲେ ଓଡ଼ିଆ ଝିଅ

କଟକ: କଟକ ତଥା ସମଗ୍ର ଓଡିଶା ପାଇଁ ଗୌରବ ଆଣିଲେ ଓଡିଆ ଝିଅ ବର୍ଣ୍ଣାଳୀ ସାହୁ । ଗୁରୁବାର ନୂଆଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ହୋଇଥିବା ‘ବୀର ଗାଥାର ତୃତୀୟ ସଂସ୍କରଣ’ ପ୍ରତିଯୋଗିତାର ସମ୍ମାନ ପ୍ରଦାନ ଉତ୍ସବରେ ପ୍ରତିରକ୍ଷାମନ୍ତ୍ରୀଙ୍କ ଅଭିଭାଷଣ ପଢି ଚର୍ଚ୍ଚାରେ ଏବେ…

ନୀତୀଶ ତେଜସ୍ୱୀଙ୍କ ମଝିରେ ଖାଲି ପଡ଼ିଲା ଚେୟାର, ପଦୁଟିଏ ବି କଥା ହେଲେନି

ପାଟଣା: ବିହାରର ଶାସକ ଦଳ ମେଣ୍ଟରେ ଥିବା ଜେଡିୟୁ ଓ ଆରଜେଡି ମଧ୍ୟରେ ସବୁ କିଛି ଠିକ୍‌ ନାହିଁ। ଏକଥା ପୂର୍ବରୁ ଆକଳନ କରାଯାଉଥିଲା। ଯାହାର ଦୃଶ୍ୟ ଏବେ ସାମ୍ନାକୁ ଆସିଛି। ଏକାଠି ସରକାର ଗଢ଼ିବା ପରେ ପ୍ରାୟତଃ ସବୁ ସମୟରେ ଏକାଠି ନଜର ଆସୁଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ…

କାର୍ଯ୍ୟରେ ଅବହେଳା ଅଭିଯୋଗ; ନିଲମ୍ବିତ ହେଲେ ଆରପିଏଫ ଇନ୍ସପେକ୍ଟର ଧର୍ମେନ୍ଦ୍ର ମିଶ୍ର

ବଲାଙ୍ଗୀର: ଲୋକ କଥା ରହିଛି ଯେ, ଯିଏ ଭୁଲ୍ କାମ କରୁଛି ସିଏ ଯେତିକି ଦୋଷୀ, ଆଉ ସେହି ଲୋକକୁ ଯିଏ ସହଯୋଗ କରୁଛି କିମ୍ବା ତାହା ଭୁଲ୍ ଦେଖି ଯିଏ ଚୁପ୍ ରହୁଛି ସେ ତା ଠାରୁ ମଧ୍ୟ ବଡ ଦୋଷୀ । ଯାହାର ଏକ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲା ଟିଟିଲାଗଡରେ । କାର୍ଯ୍ୟରେ ଅବହେଳା…

ଶୋଏବଙ୍କ ତୃତୀୟ ବିବାହ ପରେ ଚର୍ଚ୍ଚାରେ ସାନିଆଙ୍କ ପୋଷ୍ଟ

ନୂଆଦିଲ୍ଲୀ: ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ନିକଟରେ ତୃତୀୟ ବିବାହ କରିଛନ୍ତି । ସାନିଆ ମିର୍ଜା ଏହା ପରେ କୌଣସି ପୋଷ୍ଟ କିମ୍ବା ବୟାନ ଦେଇ ନ ଥିଲେ । ସେ ଏବେ ଏକ ପୋଷ୍ଟ କରିଛନ୍ତି ଯେ, ଯେଉଁଥିରେ ଅବଶ୍ୟ ଶୋଏବଙ୍କ ସମ୍ପର୍କ ନେଇ କିଛି ଲେଖି ନାହାନ୍ତି । ସେ ଦର୍ପଣ ସମ୍ମୁଖରେ ଛିଡା…

ସଲେଇପଦର ଗାଁରେ ଯୁବକଙ୍କୁ ହତ୍ୟା, ପୋଲିସର ତଦନ୍ତ ଜାରି

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ସଲେଇପଦର ଗାଁରେ ଯୁବକଙ୍କୁ ହତ୍ୟା । ମୃତ ଯୁବକ ଜଣକ ହେଲେ ସୁବଳୟା ଧିବରପଡାର ଡମ୍ବରୁଧର ଅଧିକାରୀ । ଘଟଣା ସ୍ଥଳରେ ସୁବଳୟା ପୋଲିସ ର ତନାଘନା ଆରମ୍ଭ । ଅଭିଯୋଗ ଅନୁସାରେ ଗତକାଲି ସଂଧ୍ୟାରେ ଡମ୍ବରୁ ଘରୁ ବାହାରି କେଉଁକାମରେ ଯାଇଥିଲେ,…

ଆଜିଠୁ ପାଗରେ ପରିବର୍ତ୍ତନ: ଆଗାମୀ ୬ ଦିନ ପାଗ ଶୁଖିଲା ରହିବ, କମିବ ରାତି ତାପମାତ୍ରା

ଭୁବନେଶ୍ବର: ତିନି ଦିନ ପରେ ଆଜି ପାଗରେ ପରିବର୍ତ୍ତନ ଘଟିଛି । କୋହଲା ପାଗ ସାଙ୍ଗକୁ ଝିପଝିପ ବର୍ଷା ଫଳରେ ଜାଡରେ କଲବଲ ହୋଇଯାଉଥିଲେ ଲୋକେ । ହେଲେ ଆଜି ଖରା କାରଣରୁ କୋହଲା ପାଗ ଓ ଥଣ୍ଡା ପବନରୁ ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ଆଜିଠୁ ଆଗାମୀ ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ…

ରାଜ୍ୟସ୍ତରୀୟ ୭୫ ତମ ଗଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ବର: ଆଜି ଗଣତନ୍ତ୍ର ଦିବସ ପାଇଁ ତ୍ରିରଙ୍ଗାମୟ ହୋଇଛି ସାରା ଦେଶ । ଏହି ଅବସରରେ ଭୁବନେଶ୍ବର ସ୍ଥିତ ମହାତ୍ମା ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବା ସହିତ ଜାତୀୟ…

୭୫ତମ ଗଣତନ୍ତ୍ର ଦିବସ; କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ । ଦେଶର କୋଣ ଅନୁକୋଣରେ ଫର୍ ଫର୍ ହୋଇ ଉଡୁଛି ତ୍ରୀରଙ୍ଗା ପତାକା । ଗୁଞ୍ଜରିତ ହେଉଛି ଜାତୀୟ ସଙ୍ଗୀତ । ବନ୍ଦେ ମାଆ ତରମ୍‌ ଧ୍ବନିରେ କମ୍ପି ଉଠୁଛି ଗଗନ ପବନ । ଏହି ସ୍ବତନ୍ତ୍ର ଅବସରରେ କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି…

ଇପିଏଫଓରୁ ପାଆନ୍ତୁ ଅଧିକ ସୁଧ, ଆପଣାଇବାକୁ ହେବ ଏହି ନିୟମ

ନୂଆଦିଲ୍ଲୀ: ସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଲୋକଙ୍କ ମୂଳ ଦରମା ଏବଂ ମହଙ୍ଗା ଭତ୍ତା (DA) ର ୧୨ ପ୍ରତିଶତ କଟାଯାଇ PF ଆକାଉଣ୍ଟକୁ ପ୍ରଦାନ କରାଯାଇଥାଏ। ସମାନ ପରିମାଣ ମଧ୍ୟ ନିଯୁକ୍ତିଦାତା ଦ୍ୱାରା ଜମା ହୋଇଥାଏ। ଏହାକୁ ନେଇ ସରକାର ଏକ ଭଲ ସୁଧ ମଧ୍ୟ ପ୍ରଦାନ କରୁଛନ୍ତି। ଅଧିକ ସୁଧ…