Latest Odisha News

BREAKING NEWS

Browsing Category

ଫିଚର

ପୋଷ୍ଟାଲ ବାଲାଟ୍ ଗଣତି ସରିଲା, ଇଭିଏମ୍ ଗଣତି ଆରମ୍ଭ

ପଦ୍ମପୁର : ପଦ୍ମପୁର ଉପନିର୍ବାଚନର ଭୋଟ୍ ଗଣତି ଶେଷ ହୋଇଛି । ସକାଳ ୮ଟାରେ ପୋଷ୍ଟାଲ ବାଲାଟରୁ ଗଣତି ସରିଛି । ୨୯୬ଟି ପୋଷ୍ଟାଲ ବାଲାଟ ଗଣତି ହୋଇଛି । ଅନୁପସ୍ଥିତ ଭୋଟରଙ୍କ ମଧ୍ୟରେ ମତଦାନ କେନ୍ଦ୍ରକୁ ଆସିପାରିନଥିବା ଦିବ୍ୟାଙ୍ଗ ଓ ୮୦ବର୍ଷରୁ ଉର୍ଦ୍ଧ୍ୱ ନାଗରିକ ସାମିଲ ଅଛନ୍ତି । ସାଢେ…

ମୈନପୁରୀ ଲୋକସଭା ଓ ୬ ବିଧାନସଭା ଉପନିର୍ବାଚନର ଆସିବ ରେଜଲ୍ଟ

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶ ଓ ଗୁଜରାଟ ବ୍ୟତୀତ ମୈନପୁରୀ ଲୋକସଭା ସିଟ୍ ଓ ୬ ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆଜି ପ୍ରକାଶ ପାଇବ । ମୈନପୁରୀ ସିଟ୍ ମୁଲାୟମ ସିଂ ଯାଦବଙ୍କ ଦେହାନ୍ତ ପରେ ଖାଲି ପଡିଛି । ଅଖିଳେଶ ଯାଦବଙ୍କ ପତ୍ନୀ ଡିମ୍ପଲ ଯାଦବ ସମାଜବାଦୀ ପାର୍ଟିର ପ୍ରାର୍ଥୀ ହୋଇଛନ୍ତି ।…

ଆଜି ଗୁଜରାଟ ଓ ହିମାଚଳପ୍ରଦେଶ ନିର୍ବାଚନ ଫଳ

ନୂଆଦିଲ୍ଲୀ : ଆଜି ପ୍ରକାଶ ପାଇବ ଗୁଜରାଟ ଓ ହିମାଚଳ ପ୍ରଦେଶ ନିର୍ବାଚନ ଫଳ । ଗୁଜରାଟର ୧୮୨, ହିମାଚଳପ୍ରଦେଶର ୬୮ ଆସନ ଲାଗି ଆଜି ଭୋଟ୍ ଗଣତି । ଉଭୟ ରାଜ୍ୟରେ ବିଜେପି କ୍ଷମତା ବଜାୟ ରଖିବା ନେଇ ଆଶାବାଦୀ ଅଛି । ସକାଳ ୮ଟାରୁ ଆରମ୍ଭ ହେବ ଭୋଟ୍ ଗଣତି ଆରମ୍ଭ ହେବ । ନଭେମ୍ୱର ୧୨ରେ…

ଆଜି ପଦ୍ମପୁର ଉପନିର୍ବାଚନ ଫଳାଫଳ, ୨୩ ରାଉଣ୍ଡରେ ଗଣତି

ପଦ୍ମପୁର: ଆଜି ଆସିବ ପଦ୍ମପୁର ଉପନିର୍ବାଚନ ଫଳ । ଆଉ କିଛି ସମୟର ଅପେକ୍ଷା । ଟ୍ରେଣ୍ଡ ଧୀରେ ଧୀରେ ବଢିବା ସହିତ ଫଳାଫଳ ଜଣାପଡିବ । ମୋଟ ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ହେବ । ସକାଳ ୮ଟାରୁ ଆରମ୍ଭ ହେବ ଭୋଟ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି । ସାଢେ ୮ଟାରେ ଇଭିଏମ ଭୋଟ୍ ଗଣତି ହେବ ।…

ଦେଇଥିଲେ ପାଇ

ସୁଷମା ପରିଜାଙ୍କ ସ୍ୱତନ୍ତ୍ର ଆଲେଖ୍ୟ… ଓଡ଼ିଶାର ପୁରପଲ୍ଲୀରେ ଘୁରି ବୁଲୁଥିବା ଚକୁଳିଆ ପଣ୍ଡାମାନଙ୍କର ଗୀତ ପଦେ ମନେ ପଡେ। “ ଦେଇଥିଲେ ପାଇ ମା’ ଲୋ ଖୋଇଥିଲେ ଖାଇ, ପଡିଆ ବାରିରେ ମା’ ଲୋ ଗୋଧନ ଚରାଇ “ ଅର୍ଥାତ୍ ଦରକାର ସମୟରେ କାହାକୁ କେବେ କିଛି ଦାନ ଦେଇଥିଲା ଲୋକଟିର ଜୀବନରେ…

କ୍ଷୀର ସହ ହେଙ୍ଗୁ ଖାଇଲେ ମିଳେ ଏହି ଫାଇଦା …..

ଓଡ଼ିଶା ସମ୍ବାଦ ବ୍ୟୁରୋ : ଦୈନନ୍ଦିନ ଜୀବନରେ ସୁସ୍ଥ ରହିବା ପାଇଁ ଖାଦ୍ୟ ଖାଇବା ନିତାନ୍ତ ଜରୁରୀ  । ବିଭିନ୍ନ ଖାଦ୍ୟ ଭିତରେ କ୍ଷୀର ହେଉଛି ଉତ୍ତମ ପାନୀୟ  ।  ଯାହା ଶରୀରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ  । ତେବେ କ୍ଷୀର ସହ ହେଙ୍ଗୁକୁ କ୍ଷୀରରେ ମିଶାଇ ପିଇବା ଦ୍ୱାରା ସ୍ୱାସ୍ଥ୍ୟ…

ଜେଲେନସ୍କି ହେଲେ ଟାଇମ ପର୍ସନ ଅଫ ଦି ଇୟର

ଲଣ୍ଡନ: ବିଶ୍ୱ ପ୍ରସିଦ୍ଧ ମାଗାଜିନ ଟାଇମ ୟୁକ୍ରେନ ରାଷ୍ଟ୍ରପତି ଭୋଲଡେମେୟର ଜେଲେନସ୍କିଙ୍କୁ ପର୍ସନ ଅଫ ଦି ଇୟର ୨୦୨୨ ଘୋଷଣା କରିଛି । ଏପରିକି କଭର ପେଜରେ ମଧ୍ୟ ତାଙ୍କୁ ସ୍ଥାନ ଦିଆଯାଇଛି । ରୁଷ ଆକ୍ରମଣ ପରେ ଦେଶକୁ ସେ ଜଣେ ନେତା ଓ ଯୋଦ୍ଧା ଭାବେ ସଂଘର୍ଷ ଜାରୀ ରଖିଛନ୍ତି । ଯାହାକୁ ସାରା…

ରୋହିତଙ୍କ ବିସ୍ଫୋରକ ଅର୍ଦ୍ଧଶତକ ସତ୍ୱେ ଭାରତ ହାରିଲା, ସିରିଜ ହାତେଇଲା ବାଂଲାଦେଶ

ମୀରପୁର: ଆଘାତପ୍ରାପ୍ତ ରୋହିତ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ସତ୍ୱେ ଏଠାରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ବାଂଲାଦେଶ ୫ ରନରେ ଭାରତକୁ ପରାସ୍ତ କରିଛି । ଏଥିସହ ୩ ମ୍ୟାଚ ବିଶିଷ୍ଟ ମୁକାବିଲାରେ ୨-୦ରେ ଅଗ୍ରଣୀ ରହି ବାଂଲାଦେଶ ଆଗୁଆ ସିରିଜ ଜିତି ନେଇଛି । ଦ୍ୱିତୀୟ ଥର…

ଆନ୍ତର୍ଜାତୀୟ ଫୁଟବଲ କ୍ୟାରିୟରକୁ ଅଲବିଦା କହିଲେ ବେଲଜିୟମ ଷ୍ଟାର ଖେଳାଳି ହାଜାର୍ଡ

ଦୋହା: ଚଳିତ ଫିଫା ବିଶ୍ୱକପରେ ବେଲଜିୟମର ପ୍ରଦର୍ଶନ ନୈରାଶ୍ୟଜନକ ରହିଥିଲା । ଏପରିକି ଦଳ ନକଆଉଟ ପର୍ଯ୍ୟାୟକୁ ଉନ୍ନୀତ ହୋଇପାରି ନ ଥିଲା । ବୁଧବାର ଦଳର ଷ୍ଟାର ଖେଳାଳି ଇଡେନ ହାଜାର୍ଡ ମାତ୍ର ୩୧ ବର୍ଷ ବୟସରେ ଆନ୍ତର୍ଜାତୀୟ ଫୁଟବଲକୁ ଅଲବିଦା କହିଛନ୍ତି । ସେ ୩ଟି ଯାକ ମ୍ୟାଚ ଖେଳିଥିଲେ…

ଆଇଏମଡିବି ରେଟିଂରେ ସାଉଥ କଳାକାରଙ୍କ ପ୍ରଭୂତ୍ୱ

ନୂଆଦିଲ୍ଲୀ: ଆଇଏମଡିବି ୨୦୨୨ ଲୋକପ୍ରିୟ ଫିଲ୍ମ ତାରକାଙ୍କ ନାମ ଘୋଷଣା କରିଛି । ଏହି ତାଲିକାରେ ଧନୂଷ ପ୍ରଥମ ସ୍ଥାନରେ ରହିଛନ୍ତି । ତାଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ଆଲିୟା ଭଟ୍ଟ ରହିଛନ୍ତି । ଚଳିତ ବର୍ଷ ଭାରତରେ ଦକ୍ଷିଣ ଭାରତ ଫିଲ୍ମର ପ୍ରଭୂତ୍ୱ ରହିଥିବା ବେଳେ ନିରାଶ କରିଥିଲା ବଲିଉଡ ।…