Latest Odisha News

BREAKING NEWS

Browsing Category

ଫିଚର

ହାଇଦ୍ରାବାଦର ବେଗୁମପେଟରେ ଖୋଲିଲା ଭାରତର ପ୍ରଥମ ସୁନା ଏଟିଏମ୍

ହାଇଦ୍ରାବାଦ: ହାଇଦ୍ରାବାଦର ବେଗୁମପେଟରେ ଭାରତର ପ୍ରଥମ ସୁନା ଏଟିଏମ୍ ଉଦଘାଟିତ ହୋଇଛି । ଗୋଲ୍ଡସିକ୍କା ନାମକ କମ୍ପାନୀ ଆରମ୍ଭ କରିଛି ଏହି ବ୍ୟବସ୍ଥା । ଡେବିଟ୍-କ୍ରେଡିଟ କାର୍ଡ, ପ୍ରିପେଡ୍-ପୋଷ୍ଟ ପେଡ୍ ସ୍ମାର୍ଟକାର୍ଡରେ ଏଥର ସୁନା ଏଟିଏମରୁ ଲୋକେ ସୁନା କିଣିପାରିବେ ।  ୨୪ଘଣ୍ଟା ଖୋଲା…

ଅର୍ଚ୍ଚନାଙ୍କ ମୁହଁରୁ ସତ ଉଗାରିବ ଇଡି, ଖୋଲିବ କଳାସାମ୍ରାଜ୍ୟର ଗୁମର ?

ଭୁବନେଶ୍ୱର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଆଜିଠୁ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗକୁ ରିମାଣ୍ଡରେ ନେବ । ପଚାରିବ ୫ ବର୍ଷରେ ନାଗ-ଚାନ୍ଦ ଦମ୍ପତି କେମିତି ହେଲେ କୋଟିପତି । କାହାକୁ କାହାକୁ ହନିଟ୍ରାପରେ ଫସାଇ ଅର୍ଚ୍ଚନା ବ୍ଲାକମେଲ୍ କରି ଆଣିଛନ୍ତି କଳାଧନ । ସୋମବାର ଖୋର୍ଦ୍ଧା…

ଶୀତଦିନେ ଜଳଖିଆରେ ସାମିଲ କରନ୍ତୁ ଅଣ୍ଡା

ଓଡ଼ିଶା ସମ୍ବାଦ ବୁରୋ : ଶରୀର ସୁସ୍ଥ ପାଇଁ ସଠିକ୍ ପରିମାଣରେ ଖାଦ୍ୟ ଖାଇବା ଆବଶ୍ୟକ । କେତେକ ଖାଦ୍ୟ ମଧ୍ୟରୁ ଅଣ୍ଡା ଏପରି ଏକ ଖାଦ୍ୟ ଯାହା ଆମ ଶରୀରରେ ଅନେକ ପୋଷକ ତତ୍ତ୍ୱର ଅଭାବକୁ ପୂରଣ କରିଥାଏ । ଅଣ୍ଡା ପ୍ରୋଟିନଯୁକ୍ତ ଖାଦ୍ୟ । ଏଥିରେ ଭିଟାମିନ୍ ବି, ଭିଟାମିନ ବି ୧୨,…

ଜାତୀୟ ରଗବୀ ଟିମରେ ଓଡିଶାରୁ ୧୦ ଖେଳାଳି

ଭୁବନେଶ୍ୱର: ୧୮ ବର୍ଷରୁ କମ ବାଳକ ଓ ବାଳିକା ଏସିଆନ ରଗବୀ ଚାମ୍ପିୟନଶିପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଘୋଷିତ ଭାରତୀୟ ଦଳରେ ୫ ବାଳିକାଙ୍କ ସମେତ ଓଡିଶା ୧୦ଜଣ ସ୍ଥାନ ପାଇଛନ୍ତି । ନେପାଳର କାଠମାଣ୍ଡୁରେ ଡିସେମ୍ବର ୧୧ ଓ ୧୨ରେ ଏହି ଚାମ୍ପିୟନଶିପ ଆୟୋଜିତ ହେବ । ୧୮ଜଣିଆ ବାଳିକା…

ଫିଫା ବିଶ୍ୱକପ: ଫ୍ରାନ୍ସ-ଇଂଲଣ୍ଡ କ୍ୱାର୍ଟର ଫାଇନାଲ ମୁକାବିଲା

ଦୋହା: ଚଳିତ ଫିଫା ବିଶ୍ୱକପ ଫୁଟବଲରେ ଆର୍ଜେଂଟିନା-ନେଦରଲାଣ୍ଡ ଓ ଫ୍ରାନ୍ସ-ଇଂଲଣ୍ଡ କ୍ୱାର୍ଟର ଫାଇନାଲରେ ପରସ୍ପରକୁ ଭେଟିବ । ପ୍ରି-କ୍ୱାର୍ଟରରେ ଫ୍ରାନ୍ସ ୩-୧ ଗୋଲରେ ପୋଲାଣ୍ଡକୁ ଓ ଇଂଲଣ୍ଡ ୩-୦ରେ ସେନେଗାଲକୁ ପରାସ୍ତ କରିଥିଲା । ଫ୍ରାନ୍ସ ପକ୍ଷରୁ ଓଲିଭର ଗିରୋଡ ୪୪ତମ ଏବଂ କାୟଲିନ…

ଏଏଫସି ଏସିଆନ କପ ୨୦୨୭: ଆୟୋଜକ ଦୌଡରୁ ଓହରିଲା ଭାରତ

ନୂଆଦିଲ୍ଲୀ:ଏଏଫସି ଏସିଆନ କପ ୨୦୨୭ ଆୟୋଜକ ଦୌଡରୁ ଭାରତ ଓହରି ଯାଇଛି । ଫଳରେ ସାଉଦି ଆରବ ଆୟୋଜକ ଅଧିକାର ହାତେଇବା ଏକପ୍ରକାର ସ୍ପଷ୍ଟ ହୋଇଯାଇଛି । ଏହି ଦୌଡରେ ଅନ୍ୟ କୌଣସି ଦେଶ ବିଡ ଦାଖଲ କରି ନାହାନ୍ତି । ଏସିଆନ ଫୁଟବଲ ମହାସଂଘ ମଧ୍ୟ ଭାରତ ଏବଂ ସାଉଦି ଆରବ ମଧ୍ୟରୁ ଏହି ଅଧିକାର ମିଳିବ…

କୁମ୍ବଲେଙ୍କୁ ପଛରେ ପକାଇବା ସହ ନୂତନ କୀର୍ତିମାନ ସ୍ଥାପନ କଲେ ଆଣ୍ଡରସନ

ରାୱଲପିଣ୍ଡି: ଏଠାରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟରେ  ଇଂଲଣ୍ଡ ୭୪ ରନରେ ପାକିସ୍ତାନକୁ ପରାସ୍ତ କରିଛି । ଏଥିସହ ୩ ମ୍ୟାଚ ବିଶିଷ୍ଟ ସିରିଜରେ ଇଂଲଣ୍ଡ ୧-୦ର ଅଗ୍ରଣୀ ହାସଲ କରି ନେଇଛି । ଏହି ମ୍ୟାଚରେ ଇଂଲଣ୍ଡ ପେସର ଜେମ୍ସ ଆଣ୍ଡରସନ ୱିକେଟ ହାସଲରେ ଭାରତର ଅନୀଲ କୁମ୍ବଲେଙ୍କୁ ପଛରେ…

ପୋଷା କୁକୁରକୁ ଧରି ବାଇକ ଚଢି ଆସିଲେ ବର, ଭିଡିଓ ଭାଇରାଲ

ବାହାଘରକୁ ସ୍ମରଣୀୟ କରିବା ପାଇଁ ସମସ୍ତେ ଚାହାନ୍ତି । କେଉଁଠି ବର ହେଲିକପ୍ଟରରେ ଆସନ୍ତି ତ କେଉଁଠି ଘୋଡାରେ ଚଢି । କାହା ବାହାଘର କେତେ ଆଡମ୍ବରରେ ହେଉଛି ସେଥିପାଇଁ ମଧ୍ୟ ହୁଏ ପ୍ରତିଯୋଗିତା । ପାଣି ପରେ ବହିଯାଏ ଅର୍ଥ । ହେଲେ ଏ ବାହାଘରରେ ଆଡମ୍ବର ନାହିଁ କିନ୍ତୁ ସ୍ମରଣୀୟ । ବର ସହ…

ଋଷୀୟ ଯୁବତୀଙ୍କୁ ଘାରିଲା ପୁଷ୍ପା କ୍ରେଜ୍‌, ମସ୍କୋ ରାସ୍ତାରେ ଧୂଳି ଉଡ଼ାଇଲେ ବିଦେଶିନୀ

ନୂଆଦିଲ୍ଲୀ : ଏବେବି ଥମିନି ପୁଷ୍ପାର ଫିଭର୍‌  ।  ପିଲାଠୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତଙ୍କ ମୁହଁରେ ଥିଲା ପୁଷ୍ପା ଫିଲ୍ମର ଡାଇଲଗ୍‌ ‘ପୁଷ୍ପା ଝୁକେଗା ନେହିଁ ’। ଫିଲ୍ମରେ ନାୟକ ଅଲ୍ଳୁ ଅର୍ଜୁନ ରଖିଥିବା ହେୟାର ଷ୍ଟାଇଲ ଏବଂ ତାଙ୍କର ଚାଲିବାର ଶୈଳୀକୁ ସମସ୍ତେ ଅନୁକରଣ କରୁଥିଲେ । କଥା କଥାରେ…

୪ଟା ସୁଦ୍ଧା ସରିଲାନି ପଦ୍ମପୁର ଭୋଟ୍, କୌଣସି ଉତ୍ତେଜନା ହୋଇନି

ପଦ୍ମପୁର : ୪ଟା ସୁଦ୍ଧା ସରିଲାନି ଭୋଟ୍ । ୪ଟା ପରେ ବି ୮୯ ବୁଥରେ ଭୋଟିଂ ଜାରି ରହିଥିଲା । ୮୯ଟି ବୁଥରେ ପ୍ରାୟ ୧୨ ହଜାର ଭୋଟ୍ ଦେବାକୁ ଲାଇନରେ ଥିଲେ । ୩ଟା ସୁଦ୍ଧା ୬୫.୨୮% ମତଦାନ ନେଇ ସୂଚନା ଦେଇଛନ୍ତି  ସିଇଓ ସୁଶୀଲ କୁମାର ଲୋହାନୀ । ଭୋଟ୍ ଗ୍ରହଣ ସମ୍ପୂର୍ଣ୍ଣ ଭାବେ ସରିବା ପରେ ଭୋଟ୍…