Latest Odisha News

BREAKING NEWS

Browsing Category

ଫିଚର

ବୈପାରୀଗୁଡାରେ ବ୍ୟାପିଲା ଝାଡ଼ାବାନ୍ତି, ଗୋଟିଏ ପରିବାରରେ ୬ ଜଣ ଆକ୍ରାନ୍ତ

କୋରାପୁଟ : ବୈପାରୀଗୁଡାରେ ଦଶମନ୍ତପୁର ପଞ୍ଚାୟତ ପଟରଗୁଡା ଗ୍ରାମରେ ଝାଡାବାନ୍ତି ଆତଙ୍କ  । ଗୋଟିଏ ପରିବାରର ୬ ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି  । ଗୋଟିଏ ପରିବାରର ସ୍ୱାମୀ ସ୍ତ୍ରୀ ଙ୍କ ସମତେ ଚାରି ଜଣ ଆକ୍ରାନ୍ତ ହୋଇଥିବା ବେଳେ ଚାରି ବର୍ଷର ଶିଶୁ ପୁତ୍ର ଗୁରୁତର ଥିବା ଜଣାପଡିଛି…

ସମ୍ୱଲପୁରରେ ତେଜିଲା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି, ପୋଲିସ ସହ ମୁହାଁମୁହିଁ

ସମ୍ୱଲପୁର: ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ତେଜିଲା । ରଣକ୍ଷେତ୍ର ପାଲଟିଲା ସମ୍ୱଲପୁର କଚେରୀ ଛକ । ପୁଣି ଥରେ ପୋଲିସ ଓ ଆନ୍ଦୋଳନକାରୀ ଧସ୍ତାଧସ୍ତି ହୋଇଛନ୍ତି । ଓକିଲ ସଂଘ ସଦସ୍ୟ କହିଛନ୍ତିଯେ, ୭୦ ବର୍ଷ ଇତିହାସରେ କଳକ ଲଗାଇଛି ପୋଲିସ  ।  ବୃଦ୍ଧା, ମହିଳା ଓ କିନ୍ନର ବି ସତ୍ୟାଗ୍ରହରେ…

ଓଲଟିଲା ପିକ୍‌ନିକ୍‌ ବସ୍‌,୨ ଛାତ୍ର ମୃତ

ମୁମ୍ବାଇ : ଛାତ୍ରଙ୍କ ଜୀବନ ନେଲା ପିକନିକ୍‌ । ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ଓଲଟିଲା ପିକ୍‌ନିକ୍‌ ବସ୍‌ । ଦୁଇ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪୭ ଜଣ ଆହତ ହୋଇଛନ୍ତି । ବିଳମ୍ବିତ ରାତିରେ ଖୋପୋଲି ନିକଟରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ଫେରୁଥିବା ଏକ ପିକ୍‌ନିକ୍ ବସ୍ଟି…

ଥରୁଛି ସାରା ଦେଶ, ଦିଲ୍ଲୀଠୁ ଲାକ୍ଷାଦ୍ୱୀପ ଶୀତର ପ୍ରକୋପ

ନୂଆଦିଲ୍ଲୀ: ଶୀତରେ ଥରୁଛି ଭାରତ । ରାଜଧାନୀ ଦିଲ୍ଲୀ  ସମେତ ଉତ୍ତରପ୍ରଦେଶ, ପଞ୍ଜାବ ଓ ରାଜସ୍ଥାନରେ ପ୍ରବଳ ଥଣ୍ଡା  । ଉତ୍ତର ଭାରତର ଅଧିକାଂଶ ସ୍ଥାନରେ ଟାଣ ଖରା ସତ୍ତ୍ୱେ କମ୍ପାଉଛି ଥଣ୍ଡା । ରାତିରେ ତାପମାତ୍ରା ୧୦ରୁ ୧୨ ଡିଗ୍ରୀ ମଧ୍ୟରେ ରହୁଛି । ଆଗକୁ ଆହୁରି ଶୀତ ବଢିବ ବୋଲି ଜଣାପଡିଛି…

ବ୍ଲାକମେଲ୍ କ୍ୱିନ ଅର୍ଚ୍ଚନା ନାଗଙ୍କ ୭ ଦିନିଆ ରିମାଣ୍ଡ ଆଜି ସରୁଛି, ପୁଣି ରିମାଣ୍ଡ ମାଗିବ ଇଡି

ଭୁବନେଶ୍ୱର : ଯେତେବେଳେ ମୁଁ ମୁହଁ ଖୋଲିବିନା, ସାରା ରାଜ୍ୟ ବଦଳିଯିବ ଆଜ୍ଞା । ତଥ୍ୟ ପ୍ରମାଣ ସହ ସବୁ କହିବି । ନେତା କି ମନ୍ତ୍ରୀ କିଏ ରହିଛି, ସବୁ ପ୍ରମାଣ ସହିତ ଦେଖାଇବି । ମୋତେ ଖାଲି ୩୦ ମିନିଟ ସମୟ ଦିଅନ୍ତୁ । ଏହି ବିସ୍ଫୋରଣ ପରେ ଲାଗୁଥିଲା ଅର୍ଚ୍ଚନା ଇଡି ଅପିସକୁ ଆସିଲେ,…

ନବନିର୍ବାଚିତ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହାଙ୍କ ଆଜି ଶପଥପାଠ

ଭୁବନେଶ୍ୱର: ଆଜି ପଦ୍ମପୁରର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା ଶପଥ ନେବେ । ବିଧାନସଭାରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥ ପାଠ କରାଇବେ । ବର୍ଷା ବିଜେଡିର ପ୍ରାର୍ଥିନୀ ଭାବେ ଚଳିତ ଉପନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଓ ବିଜେପିର ପ୍ରଦୀପ ପୁରୋହିତଙ୍କୁ ୪୬…

ଭୁପେନ୍ଦ୍ର ପଟେଲଙ୍କ ଦ୍ୱିତୀୟ ଇନିଂସ : ଆଜି ଗୁଜରାଟ ମୁଖ୍ୟମନ୍ତ୍ରୀ ପଦ ପାଇଁ ନେବେ ଶପଥ

ସୁରଟ: ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ଭୁପେନ୍ଦ୍ର ପଟେଲ । ରାଜ୍ୟପାଳ ଆଚାର୍ଯ୍ୟ ତାଙ୍କୁ ରାଜ୍ୟର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ଦେବେ ।  ଦେବବ୍ରତ ଗାନ୍ଧୀନଗରରେ ନୂଆ ସଚିବାଳୟ ନିକଟସ୍ଥ ହ୍ୟାଲିପ୍ୟାଡ୍ ଗ୍ରାଉଣ୍ଡରେ ଏଥିପାଇଁ ଭବ୍ୟ ସମାରୋହର…

ହାତର ସୌନ୍ଦର୍ଯ୍ୟ ବଢ଼ାଇବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଉପାୟ….

ସାଧାରଣତଃ ଶୀତଦିନେ ବିଭିନ୍ନ କାରଣରୁ ହାତର ରଙ୍ଗ କଳା ପଡିଯାଇଥାଏ। ଯେପରିକି ହାତ ରୁକ୍ଷ ହୋଇଯିବା,ମଳିନ ଦିଶିବା ପରି ଅନେକ ସମସ୍ୟା ଦେଖାଦେଇଥାଏ  । ଯାହା ଆପଣଙ୍କ ସୁନ୍ଦରତା ଉପରେ ପ୍ରଭାବ ପକାଇଥାଏ। ତେଣୁ କିଛି ଘରୋଇ ସହଜ ଉପାୟ ରହିଛି, ଯାହାକୁ ଆପଣେଇବା ଦ୍ୱାରା ଆପଣ ଏହି ସମସ୍ୟାରୁ…

୪୮ ଛାତ୍ରଛାତ୍ରୀଙ୍କୁ ନେଇ ଫେରୁଥିବା ପିକନିକ୍ ବସ୍ ଓଲଟି ପଡ଼ିଲା, ୨ ଛାତ୍ରଙ୍କର ମୃତ୍ୟୁ

ରବିବାର: ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏକ ସ୍କୁଲ ଛାତ୍ରଛାତ୍ରୀ ଭର୍ତ୍ତି ବସ୍ ଓଲଟି ପଡିଛି। ରାୟଗଡର ଖୋପୋଲି ପୋଲିସ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି । ବସରେ ମୋଟ୍ ୪୮ ଜଣ ଛାତ୍ରଛାତ୍ରୀ ଥିଲେ। ବସଟି ଓଲଟି ପଡିବାରୁ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨ ଜଣ…

ଗୁଜରାଟ ବିଧାନସଭା ନିର୍ବାଚନରେ ବିଜେପିର ‘ଗର୍ଜନ’ ପରେ ପଲଟିପାରନ୍ତି ଆପ୍ ବିଧାୟକ

ସୁରଟ: ଗୁଜୁରାଟ ବିଧାନସଭା ନିର୍ବାଚନରେ ବିଜେପିର ଜବରଦସ୍ତ ପ୍ରଦର୍ଶନ ପରେ ଆମ ଆଦମୀ ପାର୍ଟିର ବିଧାୟକମାନେ ପଟ୍ଟ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେବା ଆରମ୍ଭ କରିଛନ୍ତି। ଆମ୍ ଆଦମୀ ପାର୍ଟିର ବିଶାବାଦରୁ ଜିତିଥିବା ବିଧାୟକ ଭୂପତ ଭୟାନି ଭାରତୀୟ ଜନତା ପାର୍ଟି ସପକ୍ଷରେ ଗୁଣଗାନ କରିବା…