Latest Odisha News

BREAKING NEWS

Browsing Category

ଫିଚର

କମେଣ୍ଟ୍ରି କରୁଥିବା ବେଳେ ଅସୁସ୍ଥ ହୋଇପଡିଲେ ରିକି ପଣ୍ଟିଂ, ହସ୍ପିଟାଲରେ ଭର୍ତ୍ତି

ପର୍ଥ: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଶୁକ୍ରବାର ହୃଦଘାତରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରିପୋର୍ଟ ଅନୁସାରେ, ଅଷ୍ଟ୍ରେଲିଆ ଓ ଓ୍ୱେଷ୍ଟଇଣ୍ଡିଜ୍ ମଧ୍ୟରେ ପର୍ଥରେ ଟେଷ୍ଟ ମ୍ୟାଚ ଚାଲିଥିଲା । ଏହି ପ୍ରଥମ ଟେଷ୍ଟର ତୃତୀୟ ଦିନରେ ସେ କମେଣ୍ଟ୍ରି କରୁଥିବା…

ଆଇପିଏଲରୁ ଅବସର ନେଲେ ବ୍ରାଭୋ, ଜାଣନ୍ତୁ ଏବେ ସେ କ’ଣ କରିବେ?

ଚେନ୍ନାଇ: ଡୱେନ ବ୍ରାଭୋ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗରୁ ଅବସର ଘୋଷଣା କରିଛନ୍ତି । ମହେନ୍ଦ୍ର ସିଂହ ଧୋନୀଙ୍କ ଅଧିନାୟକତ୍ବରେ ଚେନ୍ନାଇ ଟିମ ଆଇପିଏଲରେ ଅନେକ ସଫଳତା ହାସଲ କରିିଛି । ଆଉ ବ୍ରାଭୋ ମଧ୍ୟ ଏହି ସଫଳତା ପଛରେ ଅନ୍ୟତମ ଖେଳାଳି । ଯିଏକି ଏବେ ଆଇପିଏଲରୁ ଅବସର ଘୋଷଣା…

ବଜ୍ରକାପ୍ତା ଉଦ୍ଧାର, ୩ ବେପାରୀ ଗିରଫ

ଭୁବନେଶ୍ୱର: ଖୋର୍ଦ୍ଧା ବନଖଣ୍ଡରୁ ଏକ ବଜ୍ରକାପ୍ତା ଚାଲାଣ କରୁଥିବାବେଳେ ଏସଟିଏଫ୍ ଟିମ୍ ଖୋର୍ଦ୍ଧା-ଜଟଣୀ ବାଇପାସ୍ ଠାରେ ଚଢାଉ କରି ୩ଜଣଙ୍କୁ ଗିରଫ କରିଛି । ଏହା ସହିତ ଜୀବନ୍ତ ବଜ୍ରକାପ୍ତାଟିକୁ ଉଦ୍ଧାର କରିବା ସହିତ କିଛି ଆପତ୍ତିଜନକ ସାମଗ୍ରୀ ସେମାନଙ୍କଠାରୁ ଜବତ କରିଛି ଏସଟିଏଫ୍ । ଗିରଫ…

ଶିଶୁ ବିଶେଷଜ୍ଞଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ଥାନା ଘେରିଲେ ଲୋକ

ତାଳଚେର: ଅସଦାଚରଣ ଅଭିଯୋଗରେ ବନ୍ଧାହେଲେ ଡାକ୍ତର । ଜାମିନ୍ ନାମଞ୍ଜୁର ହେବାରୁ ଜେଲ୍ ଗଲେ । ଆଉ ହଠାତ୍ ଅସୁସ୍ଥ ହୋଇ ଶିଶୁ ବିଶେଷଜ୍ଞ ଡାକ୍ତର ପ୍ୟାରୀମୋହନ ପ୍ରଧାନଙ୍କ ମୃତ୍ୟୁ ହୋଇଛି । ତେବେ ଜେଲରେ କାହିଁକି ହଠାତ୍ ବିଗିଡ଼ି ଗଲା ଡାକ୍ତରଙ୍କ ସ୍ୱାସ୍ଥ୍ୟାବସ୍ଥା ? ଡାକ୍ତରଙ୍କ ମୃତ୍ୟୁକୁ…

୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ କାବୁ କଲା ଭିଜିଲାନ୍ସ

ବାରିପଦା: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ଯଶିପୁର ତହସିଲର କନିଷ୍ଠ ରାଜସ୍ୱ ସହାୟକ ଭାର୍ଗବ ମହାକୁଡ । ଜମି ପଟ୍ଟା କରାଇଦେବାକୁ କହି ଅଭିଯୋଗକାରୀଙ୍କ ଠାରୁ ୪୦ ହଜାର ଟଙ୍କା ନେବାବେଳେ କାବୁ କରିଥିଲା ଭିଜିଲାନ୍ସ । ତାଙ୍କଠାରୁ ଟଙ୍କାତକ ଜବତ କରିଛି ଭିଜିଲାନ୍ସ  । ଏହା ସହିତ ପୂର୍ବ…

AIIMS ଉପରେ ସାଇବର ଆଟାକ୍; ସେବା କାମ ବ୍ୟାହତ

ନୂଆଦିଲ୍ଲୀ: ଦେଶର ବଡ଼ ଏବଂ ପ୍ରତିଷ୍ଠିତ ହସ୍ପିଟାଲ ଏମସ ଉପରେ ପୁଣି ସାଇବର ଆଟାକ୍ । AIIMS ସର୍ବରକୁ ହ୍ୟାକ କରି ନେଇଛି ଚୀନ । ଏହି ସର୍ବରକୁ ହ୍ୟାକ କରିବା ପରେ ଚୀନ ଏହାର ତଥ୍ୟକୁ ଡାର୍କ ୱେବରେ ବିକ୍ରି କରୁଛି । କୁହାଯାଉଛି, ଭାରତର ସ୍ୱାସ୍ଥ୍ୟ ସେବା ଠପ କରିଦେବାର ଲକ୍ଷ୍ୟରେ  ଦେଶରର…

ASO ପରୀକ୍ଷା ଫଳ ପ୍ରକାଶ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ

କଟକ: ଓପିଏସସି ପକ୍ଷରୁ କରାଯାଇଥିବା ASO ପରୀକ୍ଷାର ଚୂଡ଼ାନ୍ତ ଫଳ ପ୍ରକାଶ ଉପରେ ଓଡ଼ିଶା ହାଇକୋର୍ଟ ରୋକ୍ ଲଗାଇଛନ୍ତି । ହାଇକୋର୍ଟଙ୍କ ପରବର୍ତ୍ତୀ ନିର୍ଦ୍ଦେଶାନାମା ପର୍ଯ୍ୟନ୍ତ ଓପିଏସସି ASO ରେଜଲ୍ଟ ପ୍ରକାଶି କରିବ ନାହିଁ । ତେବେ ଡିସେମ୍ବର ୪ ତାରିଖରେ ହେବାକୁ ଥିବା କମ୍ୟୁଟର ଦକ୍ଷତା…

ପୁଣି ଇଡିରେ ହାଜର ହେଲେ ପ୍ରଡ୍ୟୁସର ପ୍ରମୋଦ ସ୍ୱାଇଁ

ଭୁବନେଶ୍ୱର : ପୁଣି ଇଡିରେ ହାଜର ହୋଇଛନ୍ତି ପ୍ରଡ୍ୟୁସର ପ୍ରମୋଦ ସ୍ୱାଇଁ । ଦ୍ୱିତୀୟ ଥର ପାଇଁ ସେ ଇଡିରେ ହାଜର ହୋଇଛନ୍ତି । ଦୁଇ ଦିନ ତଳେ ଇଡି ତାଙ୍କୁ ୧୨ ଘଣ୍ଟା ଧରି ଜେରା କରିଥିଲା । ପ୍ରମୋଦଙ୍କ ଘରେ ଅର୍ଚ୍ଚନା ନାଗ ଭଡ଼ା ସୂତ୍ରରେ ରହୁଥିଲେ । ଅନେକ ସମୟରେ ସେ ଅର୍ଚ୍ଚନାଙ୍କୁ ଟଙ୍କା…

ଆଜି ପଦ୍ମପୁରରେ ହାଇଭୋଲଟେଜ୍ ପ୍ରଚାର; ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ

ପଦ୍ମପୁର: ଆଜି ପଦ୍ମପୁର ଦେଖିବ ହାଇବୋଲଟେଜ୍ କ୍ୟାମ୍ପେନ ।ବିଜେଡି ପ୍ରାର୍ଥୀ ବର୍ଷା ରାଣୀ ସିଂ ବରିହାଙ୍କ ପାଇଁ ମୈଦାନକୁ ଓହ୍ଲାଇବେ ଖୋଦ୍ ବିଜେଡି ସୁପ୍ରିମୋ । ପଦ୍ମପୁର ଟାଉନ, ପାଇକମାଳ ଓ ଝାରବନ୍ଧରେ ବିଶାଳ ସମାବେଶରେ ଯୋଗ ଦେବେ ସୁପ୍ରିମୋ ନବୀନ ପଟ୍ଟନାୟକ । କୋଭିଡ୍ ପରେ ପ୍ରଥମ ଥର…

ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ

କଟକ:  ହଜିଗଲା ମଲାଜହ୍ନ। ଅଫେରା ରାଇଜକୁ ଚାଲିଗଲେ ଅମଡ଼ା ବାଟର ଅଭିନେତ୍ରୀ । ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ ହୋଇଛି । ବିଳମ୍ୱିତ ରାତିରେ  କଟକସ୍ଥିତ ବାସଭବନରେ ଝରଣା ଦାସଙ୍କ ଦେହାନ୍ତ ହୋଇଛି । ଅଭିନେତ୍ରୀ ଝରଣା ଦାସଙ୍କ ଦେହାନ୍ତ ଅମଡ଼ା ବାଟ, ଅଦିନ ମେଘରେ କରିଥିଲେ ସୁନ୍ଦର…