Latest Odisha News

BREAKING NEWS

Browsing Category

ଫିଚର

ମେକ୍ସିକୋରେ ଜନ୍ମ ହେଲା ଲାଙ୍ଗୁଡ ଥିବା ଶିଶୁ କନ୍ୟା

ମେକ୍ସିକୋ ସିଟି: ମେକ୍ସିକୋ ସିଟିରେ ମେଡିକାଲ ସାଇନ୍ସର ଏକ ଦୁର୍ଲଭ ଘଟଣା ସମ୍ମୁଖକୁ ଆସିଛି । ଏଠାରେ ଏକ ଶିଶୁ କନ୍ୟା ଜନ୍ମ ହେବା ପରେ ସମସ୍ତେ ଆଶ୍ଚର୍ଯ୍ୟଚକିତ ହୋଇ ଯାଇଥିଲେ । ଏହି ସୁସ୍ଥ ଶିଶୁ କନ୍ୟାର ୫.୭ ସେଂଟିମିଟର ଲମ୍ବର ଏକ ଲାଙ୍ଗୁଡ ଥିଲା । ଏହାର ବ୍ୟାସ ୩ରୁ ୫ ମିିଲିମିଟର…

କିଟକୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ କିଟକୁ ଚଳିତବର୍ଷର ଜାତୀୟ କ୍ରୀଡ଼ା ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରାଯାଇଛି । ବୁଧବାର ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଥିଲେ । କିଟ୍‍ ଓ…

ମୃତ ମଣିଷ ଜୀବିତ ହେବେ !

ବିଜ୍ଞାନର ଦ୍ରୁତ ବିକାଶ ମନୁଷ୍ୟକୁ ବୋଧହୁଏ ଅତ୍ୟଧିକ ଆତ୍ମବିଶ୍ୱାସୀ କରିଦେଇଛି । ଏଥିପାଇଁ ପ୍ରକୃତିକୁ ଚ୍ୟାଲେଞ୍ଜ ଦେବାରେ ମଧ୍ୟ ସେମାନେ ପଛଘୁଂଚା ଦେଉ ନାହାନ୍ତି । ଏବେ ମୃତ୍ୟୁ ମଣିଷକୁ ଜୀବିତ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଯାଇଛି । ପ୍ରିୟଜନଙ୍କ ମୃତ୍ୟୁ ପରେ ଶବର ଅନ୍ତ୍ୟେଷ୍ଟି…

ଡିସେମ୍ବର ୨୦ ଯାଏ ପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର: ଲୋୟର ପିଏମଜିରୁ ହଟିବେ ଆନ୍ଦୋଳନରତ ପ୍ରାଥମିକ ଶିକ୍ଷକ ସଂଘ । ଡିସେମ୍ବର ୨୦ ତାରିଖ ଯାଏ ଆନ୍ଦୋଳନ ସ୍ଥଗିତ ପାଇଁ ପ୍ରାଥମିକ ଶିକ୍ଷକ ସଂଘ ନିଷ୍ପତ୍ତି ନେଇଛି । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ପରେ ଆନ୍ଦୋଳନ ସ୍ଥଗିତ ନେଇ ସଂଘ ନିଷ୍ପତ୍ତି ନେଇଛି । ୨୭ ତାରିଖ…

ବିବେକ ନିର୍ମାଣ କରିବେ ଦି କଶ୍ମୀର ଫାଇଲ୍ସ ଅନରିପୋର୍ଟେଡ

ମୁମ୍ବାଇ: ଦି କଶ୍ମୀର ଫାଇଲ୍ସ ଫିଲ୍ମକୁ ନେଇ ବିବାଦ ଥମିବାରେ ନାଁ ଧରୁନି । ଗୋଆରେ ଅର୍ଗାନାଇଜ ଆଇଏଫଏଫଆଇ ୨୦୨୨ର ଇଭେଂଟରେ ସାମିଲ ହୋଇଥିବା ଇସ୍ରାଏଲ ଜୁରୀ ଏହି ଫିଲ୍ମକୁ ଭଲଗାର ଓ ପ୍ରୋପାଗଣ୍ଡା ବୋଲି କହିଥିଲେ । ଯାହାକୁ ନେଇ ବିବେକ ତୀବ୍ର ପ୍ରତିକ୍ରିୟା ବ୍ୟକ୍ତ କରିଥିଲେ । ସେ କହିଥିଲେ…

ପୁଣି ମାସେ ବଢ଼ିଲା ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଅବଧି

କଟକ: ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଅବଧିକୁ ରାଜ୍ୟ ସରକାର ଆଉ ମାସକ ଲାଗି ବୃଦ୍ଧି କରିଛନ୍ତି । ଗାଡ଼ି ପଞ୍ଜିକରଣ ନମ୍ବରର ଶେଷ ଅଙ୍କ ୧, ୨, ୩ ଓ ୪ ଥିଲେ ନଭେମ୍ବର ୩୦ ସୁଦ୍ଧା HSRP ଲଗାଇବାକୁ ନିର୍ଦ୍ଦେଶନାମା ଥିଲା । ଏବେ ଅବଧି ଏକ ମାସ ବୃଦ୍ଧି ପରେ ଗାଡ଼ି ପଞ୍ଜିକରଣ…

‘ଲାଇଗର’ ପାଇଁ ଫଣ୍ଡିଂକୁ ନେଇ ଅଭିନେତା ବିଜୟ ଦେବରକୋଣ୍ଡାଙ୍କୁ ଇଡିର ଜେରା

ହାଇଦ୍ରାବାଦ: ଫିଲ୍ମ ‘ଲାଇଗର’ ପାଇଁ ବିଦେଶରୁ ଆସିଛି କି ଟଙ୍କା ? ବିଦେଶରୁ ଆସିଥିବା ଅର୍ଥର ଉତ୍ସକୁ ନେଇ ଖୋଳତାଡ଼ ଆରମ୍ଭ କରିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଭିନେତା ବିଜୟ ଦେବରକୋଣ୍ଡାଙ୍କୁ ପଚରାଉଚରା କରିଛି । ସୂଚନା ଅନୁସାରେ, ବିଦେଶ ଫଣ୍ଡିରେ ଆଇନ୍ ଉଲ୍ଲଂଘନ ଅଭିଯୋଗରେ ଇଡି…

ଅଜଣା ଭାଇରସରେ ଆକ୍ରାନ୍ତ ହେଲେ ଇଂଲଣ୍ଡ କ୍ରିକେଟ ଖେଳାଳି

ଇସଲାମବାଦ: ପାକିସ୍ତାନ ଗସ୍ତରେ ଯାଇଥିବା ଇଂଲଣ୍ଡ କ୍ରିକେଟ ଦଳର ଅଧିକାଂଶ ଖେଳାଳି ଅଜଣା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି । ଗୁରୁବାର ଦୁଇ ଦେଶ ମଧ୍ୟରେ ଟେଷ୍ଟ ସିରିଜ ଆରମ୍ଭ ହେବ । ଅଧିନାୟକ ବେନ ଷ୍ଟୋକ୍ସଙ୍କ ସମେତ ୧୪ଜଣ ସଦସ୍ୟଙ୍କୁ ହୋଟେଲରେ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି । ଜୋ…

ହନିଟ୍ରାପ୍ ମାମଲାରେ ଅର୍ଚ୍ଚନା ନାଗର ଜାମିନ୍ ଆବେଦନ ଖାରଜ କଲେ କୋର୍ଟ

ଭୁବନେଶ୍ୱର: ବ୍ଲାକମେଲିଂ ମାମଲାରେ ଗିରଫ ଅର୍ଚ୍ଚନା ନାଗର ଜାମିନ୍ ଆବେଦନ ଖାରଜ ହୋଇଛି । ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ବ୍ଲାକମେଲିଂ ମାମଲାରେ କୋର୍ଟ ଅର୍ଚ୍ଚନା ନାଗର ଜାମିନ୍ ଆବେଦନକୁ ଖାରଜ କରିଛନ୍ତି । ଅକ୍ଷୟ ପରିଜାଙ୍କୁ, ଅର୍ଚ୍ଚନା ବ୍ଲାକମେଲ୍ କରିବା ନେଇ ନୟାପଲ୍ଲୀ ଥାନାରେ…

ବର୍ଷା ଯୋଗୁ ତୃତୀୟ ଦିନିକିଆ ବାତିଲ, ୧-୦ରେ ସିରିଜ ଜିତିଲା ନ୍ୟୁଜିଲାଣ୍ଡ

କ୍ରାଇଷ୍ଟଚର୍ଚ୍ଚ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଏଠାରେ ଖେଳା ଯାଇଥିବା ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଯାଇଛି । ଫଳରେ ନ୍ୟୁଜିଲାଣ୍ଡ ୧-୦ ଗୋଲରେ ସିରିଜ ବିଜୟୀ ହୋଇଛି । ଟସ ହାରି ଭାରତ ପ୍ରଥମେ ବ୍ୟାଟିଂ କରି ୪୭.୩ ଓଭରରେ ୨୧୯ ରନ କରି ଅଲଆଉଟ ହୋଇ ଯାଇଥିଲା ।…