Latest Odisha News

BREAKING NEWS

Browsing Category

ଫିଚର

ବିରାଟଙ୍କ ସହ ମତଭେଦ ନେଇ ମୁହଁ ଖୋଲିଲେ ଚେତନ ଶର୍ମା

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡର ପୂର୍ବତନ ଚୟନ କମିଟି ମୂଖ୍ୟ ଚେତନ ଶର୍ମା ଷ୍ଟିଙ୍ଗ ଅପରେଶନ ପରେ ପ୍ରଥମ ଥର ପାଇଁ ସମସ୍ତ ବିଷୟ ନେଇ ମୁହଁ ଖୋଲିଛନ୍ତି । ଚେତନଙ୍କ କାର୍ଯ୍ୟକାଳ ସମୟରେ ବିରାଟ କୋହଲିଙ୍କୁ ୩ଟି ଯାକ ଫର୍ମାଟର ଅଧିନାୟକ ପଦ ଛାଡିବାକୁ ପଡିଥିଲା । ସେତେବେଳେ…

ଜେଲ ହାଜତରେ ରାତି କାଟିବେ ହେମନ୍ତ ସୋରେନ, କାଲି ହୋଇପାରେ ରିମାଣ୍ଡ ଶୁଣାଣି 

ନୂଆଦିଲ୍ଲୀ: ଜମି ଘୋଟାଲା ମାମଲାରେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗିରଫ ହୋଇଛନ୍ତି। ତାଙ୍କ ନ୍ୟାୟିକ ହେପାଜତକୁ ଆଉ ଗୋଟିଏ ଦିନ ବୃଦ୍ଧି କରାଯାଇଛି। ଆଜି ଗୋଟିଏ ଦିନ ପାଇଁ ଜେଲରେ ରାତି କଟାଇବେ ହେମନ୍ତ । ସେ ସଂଘର୍ଷ ଜାରି ରଖିବେ ବୋଲି କହିଛନ୍ତି। ତଦନ୍ତକାରୀ…

ପ୍ଲଟ୍ ଓ ଫ୍ଲାଟ୍ ଦେବା ନାଁରେ ୪କୋଟି ଟଙ୍କା ଠକେଇ, ବିଲଡର ଗିରଫ

ଭୁବନେଶ୍ବର: ପ୍ଲଟ୍ ଏବଂ ଫ୍ଲାଟ୍ ଦେବା ନାଁରେ ୪ କୋଟି ଟଙ୍କା ଠକେଇ ଅଭିଯୋଗ । ବିଲ୍ଡର କମ୍ପାନୀ GLF ଇନଫ୍ରାଟେକ୍ ପ୍ରାଇଭେଟ୍ ଲିମିଟେଡ଼ର ଏମ୍ଡି ଦୀପକ କୁମାର ଛୋଟରାୟ ଗିରଫ । ପୁରୀ ଜିଲ୍ଲା ଡେଲାଙ୍ଗ ଅଞ୍ଚଳର ଦୀପକକୁ ଭୁବନେଶ୍ୱରରୁ ଇଓଡବ୍ଲୁ ଗିରଫ କରିଛି । EOW କେସ ନମ୍ବର ୨, ଦଫା…

ବଜେଟ୍ ୨୦୨୪: ୩ କୋଟି ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଷଷ୍ଠ ଥର ଲାଗି ସଂସଦରେ କେନ୍ଦ୍ର ବଜେଟ ଉପସ୍ଥାପନା କରିଛନ୍ତି । ମୋଦି ସରକାରଙ୍କ ସମୟରେ ଏହି ହେଉଛି ଶେଷ ଅନ୍ତରୀଣ ବଜେଟ । ତେବେ ବଜେଟ ଉପସ୍ଥାପନା ସମୟରେ ମହିଳାମାନଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ।…

ଓଡିଶାକୁ ଫେରିଲା ଆନ୍ତର୍ଜାତୀୟ ହକି

ଭୁବନେଶ୍ୱର: କିଛି ଦିନର ବିରତି ପରେ ଓଡିଶାକୁ ପୁନର୍ବାର ଆନ୍ତର୍ଜାତୀୟ ହକି ପ୍ରତିଯୋଗିତା ଫେରିଛି । ଯାହାକୁ ନେଇ ପ୍ରଶଂସକମାନେ ବେଶ ଉତ୍ସାହିତ ହୋଇ ପଡିଛନ୍ତି । ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଫେବୃୟାରୀ ୩ରୁ ୨୫ ପର୍ଯ୍ୟନ୍ତ ଏଫଆଇଏଚ ପ୍ରୋ ଲିଗ…

ରାଜଧାନୀର ଆପାର୍ଟମେଣ୍ଟରୁ ପୁଣି ଚୋରି, ତାଲା କାଟି ଲୁଟିନେଲେ

ଭୁବନେଶ୍ବର: ରାଜଧାନୀରେ ପୁଣି ଆପାର୍ଟମେଣ୍ଟରୁ ଚୋରି। ପୋଲିସ ଆଖିରେ ଧୂଳି ଦେଇ ପୁଣି କଳାକନା ବୁଲାଇଲେ ଲୁଟେରା । ମଞ୍ଚେଶ୍ୱର ଥାନା ପଦ୍ମକେଶରୀପୁର ନିକଟରେ ଥିବା ସତ୍ୟବାଦୀ ରେସିଡେନ୍ସିର ୨ଟି ଫ୍ଲାଟରୁ ପ୍ରାୟ ୨୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସୁନା ଗହଣା, ଦାମୀ ଘଣ୍ଟା ଓ ଅନ୍ୟ ଆସବାବପତ୍ର…

ଅନ୍ତରୀଣ ବଜେଟ୍ ଦେଶର ବିକାଶକୁ ତ୍ୱରାନ୍ୱିତ କରିବ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ସଂସଦରେ ୨୦୨୪ର ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଅର୍ଥମନ୍ତ୍ରୀ ୪୭.୬୬ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି । ଅନ୍ତରୀଣ ବଜେଟ୍ ଉପସ୍ଥାପନ ହେବା ପରେ ଏହାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବଜେଟ୍…

ସଂସଦ ସୁରକ୍ଷା ତୃଟି ମାମଲା; ଅଭିଯୁକ୍ତମାନଙ୍କୁ ବିଜେପି ସାଂସଦ ପାସ୍ ଦେଇଥିଲେ: ଜୟରାମ ରମେଶ

ନୂଆଦିଲ୍ଲୀ: ସଂସଦ ସୁରକ୍ଷା ମାମଲାରେ ବଡ ଅଭିଯୋଗ ଆଣିଛି କଂଗ୍ରେସ । ଅଭିଯୁକ୍ତଙ୍କ କୋର୍ଟରେ ଦେଇଥିବା ଦାବିକୁ ଦର୍ଶାଇ କଂଗ୍ରେସ ସରକାରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛି । ଦଳ ପକ୍ଷରୁ ଅଭିଯୋଗ ହୋଇଛି ଯେ, ଏହି ପ୍ରସଙ୍ଗରେ ବିରୋଧୀ ଦଳର ନେତାଙ୍କୁ ଦାୟୀ କରିବା ପାଇଁ ଏକ ଷଡଯନ୍ତ୍ର…

ଗିରଫ ହେଲେ ମାଲକାନଗିରିର କୁବେର କନିଷ୍ଠ ଯନ୍ତ୍ରୀ

ମାଲକାନଗିରି: ଗିରଫ ହେଲେ ମାଲକାନଗିରି କାଡା ଡିଭିଜନର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯାନ୍ତ୍ରୀଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ସେ ନିଜ ଆୟର ୨୩୬ ପ୍ରତିଶତ ସମ୍ପତ୍ତି ଠୁଳ କରିଥିବା ଜଣାଯାଇଛି । ମାଲକାନଗିରିର କନିଷ୍ଠ ଯନ୍ତ୍ରୀ…

ଦୃଷ୍ଟିହୀନ ଲୋକଙ୍କୁ ରେଳବାଇ ମାଗଣା ମାନବ ସହାୟତା ଯୋଗାଇବାକୁ ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଟ୍ରେନରେ ଯାତ୍ରା କରୁଥିବା ଦୃଷ୍ଟିହୀନ ଲୋକଙ୍କ ସୁବିଧା ସମ୍ପର୍କରେ ଦିଲ୍ଲୀ ହାଇକୋର୍ଟ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଦେଶର ପ୍ରମୁଖ ଷ୍ଟେସନ ଗୁଡିକରେ ଦୃଷ୍ଟିହୀନଙ୍କୁ ମାଗଣାରେ ମାନବ ସହାୟତା ପ୍ରଦାନ କରିବାକୁ କୋର୍ଟ ରେଳବାଇକୁ କହିଛନ୍ତି ।…