Latest Odisha News

BREAKING NEWS

Browsing Category

ଫିଚର

୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ କାବୁ କଲା ଭିଜିଲାନ୍ସ

ବାରିପଦା: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ଯଶିପୁର ତହସିଲର କନିଷ୍ଠ ରାଜସ୍ୱ ସହାୟକ ଭାର୍ଗବ ମହାକୁଡ । ଜମି ପଟ୍ଟା କରାଇଦେବାକୁ କହି ଅଭିଯୋଗକାରୀଙ୍କ ଠାରୁ ୪୦ ହଜାର ଟଙ୍କା ନେବାବେଳେ କାବୁ କରିଥିଲା ଭିଜିଲାନ୍ସ । ତାଙ୍କଠାରୁ ଟଙ୍କାତକ ଜବତ କରିଛି ଭିଜିଲାନ୍ସ  । ଏହା ସହିତ ପୂର୍ବ…

AIIMS ଉପରେ ସାଇବର ଆଟାକ୍; ସେବା କାମ ବ୍ୟାହତ

ନୂଆଦିଲ୍ଲୀ: ଦେଶର ବଡ଼ ଏବଂ ପ୍ରତିଷ୍ଠିତ ହସ୍ପିଟାଲ ଏମସ ଉପରେ ପୁଣି ସାଇବର ଆଟାକ୍ । AIIMS ସର୍ବରକୁ ହ୍ୟାକ କରି ନେଇଛି ଚୀନ । ଏହି ସର୍ବରକୁ ହ୍ୟାକ କରିବା ପରେ ଚୀନ ଏହାର ତଥ୍ୟକୁ ଡାର୍କ ୱେବରେ ବିକ୍ରି କରୁଛି । କୁହାଯାଉଛି, ଭାରତର ସ୍ୱାସ୍ଥ୍ୟ ସେବା ଠପ କରିଦେବାର ଲକ୍ଷ୍ୟରେ  ଦେଶରର…

ASO ପରୀକ୍ଷା ଫଳ ପ୍ରକାଶ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ

କଟକ: ଓପିଏସସି ପକ୍ଷରୁ କରାଯାଇଥିବା ASO ପରୀକ୍ଷାର ଚୂଡ଼ାନ୍ତ ଫଳ ପ୍ରକାଶ ଉପରେ ଓଡ଼ିଶା ହାଇକୋର୍ଟ ରୋକ୍ ଲଗାଇଛନ୍ତି । ହାଇକୋର୍ଟଙ୍କ ପରବର୍ତ୍ତୀ ନିର୍ଦ୍ଦେଶାନାମା ପର୍ଯ୍ୟନ୍ତ ଓପିଏସସି ASO ରେଜଲ୍ଟ ପ୍ରକାଶି କରିବ ନାହିଁ । ତେବେ ଡିସେମ୍ବର ୪ ତାରିଖରେ ହେବାକୁ ଥିବା କମ୍ୟୁଟର ଦକ୍ଷତା…

ପୁଣି ଇଡିରେ ହାଜର ହେଲେ ପ୍ରଡ୍ୟୁସର ପ୍ରମୋଦ ସ୍ୱାଇଁ

ଭୁବନେଶ୍ୱର : ପୁଣି ଇଡିରେ ହାଜର ହୋଇଛନ୍ତି ପ୍ରଡ୍ୟୁସର ପ୍ରମୋଦ ସ୍ୱାଇଁ । ଦ୍ୱିତୀୟ ଥର ପାଇଁ ସେ ଇଡିରେ ହାଜର ହୋଇଛନ୍ତି । ଦୁଇ ଦିନ ତଳେ ଇଡି ତାଙ୍କୁ ୧୨ ଘଣ୍ଟା ଧରି ଜେରା କରିଥିଲା । ପ୍ରମୋଦଙ୍କ ଘରେ ଅର୍ଚ୍ଚନା ନାଗ ଭଡ଼ା ସୂତ୍ରରେ ରହୁଥିଲେ । ଅନେକ ସମୟରେ ସେ ଅର୍ଚ୍ଚନାଙ୍କୁ ଟଙ୍କା…

ଆଜି ପଦ୍ମପୁରରେ ହାଇଭୋଲଟେଜ୍ ପ୍ରଚାର; ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ

ପଦ୍ମପୁର: ଆଜି ପଦ୍ମପୁର ଦେଖିବ ହାଇବୋଲଟେଜ୍ କ୍ୟାମ୍ପେନ ।ବିଜେଡି ପ୍ରାର୍ଥୀ ବର୍ଷା ରାଣୀ ସିଂ ବରିହାଙ୍କ ପାଇଁ ମୈଦାନକୁ ଓହ୍ଲାଇବେ ଖୋଦ୍ ବିଜେଡି ସୁପ୍ରିମୋ । ପଦ୍ମପୁର ଟାଉନ, ପାଇକମାଳ ଓ ଝାରବନ୍ଧରେ ବିଶାଳ ସମାବେଶରେ ଯୋଗ ଦେବେ ସୁପ୍ରିମୋ ନବୀନ ପଟ୍ଟନାୟକ । କୋଭିଡ୍ ପରେ ପ୍ରଥମ ଥର…

ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ

କଟକ:  ହଜିଗଲା ମଲାଜହ୍ନ। ଅଫେରା ରାଇଜକୁ ଚାଲିଗଲେ ଅମଡ଼ା ବାଟର ଅଭିନେତ୍ରୀ । ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ ହୋଇଛି । ବିଳମ୍ୱିତ ରାତିରେ  କଟକସ୍ଥିତ ବାସଭବନରେ ଝରଣା ଦାସଙ୍କ ଦେହାନ୍ତ ହୋଇଛି । ଅଭିନେତ୍ରୀ ଝରଣା ଦାସଙ୍କ ଦେହାନ୍ତ ଅମଡ଼ା ବାଟ, ଅଦିନ ମେଘରେ କରିଥିଲେ ସୁନ୍ଦର…

ଚମତ୍କାରୀ ଭୃଶଙ୍ଗ ପତ୍ରକୁ ଏପରି ବ୍ୟବହାର କରନ୍ତୁ ଦୂର ହୋଇଯିବ କେଶ ସମସ୍ୟା…

ଓଡ଼ିଶା ସମ୍ବାଦ ବ୍ୟୁରୋ : ଚିନ୍ତାର କାରଣ ପାଲଟିଛି କେଶ ଝଡ଼ିବା ସମସ୍ୟା । କେଶ ଝଡ଼ିବା ନେଇ ଆପଣ ଚିନ୍ତିତ ଅଛନ୍ତି କି ! ତେବେ ଆସନ୍ତୁ କିଛି ଉପାୟ ଆପଣେଇଲେ ଆାପଣଙ୍କ କେଶ ଝଡ଼ିବା ଦୂର ହୋଇଯିବ । ଭୃଶଙ୍ଗ ପତ୍ରକୁ ପ୍ରାୟତଃ ଆମେ ଖାଦ୍ୟରେ ବ୍ୟବହାର କରିଥାଉ । ଆପଣ ଜାଣିଛନ୍ତି କି…

ମିଶନ ଶକ୍ତି ଯୋଜନା ପଛରେ କିଏ, ରାଜ୍ୟ ନା କେନ୍ଦ୍ର?

ଭୁବନେଶ୍ୱର: ମିଶନ ଶକ୍ତି ରାଜ୍ୟ ସରକାରଙ୍କ ଅନ୍ୟତମ ଯୋଜନା ଯାହା ଶାସକ ଦଳକୁ ମଜବୁତ କରିଛି। ନିକଟରେ ନବୀନ ସରକାର  ମିଶନ ଶକ୍ତିରେ ଏସଏଚଜି ସଦସ୍ୟ ୫ ଲକ୍ଷ ଯାଏ ଲୋନ୍ ନେଲେ ସୁଧ ଦେବାକୁ ପଡିବନି ବୋଲି ରହିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ବେଳେ କହିଥିଲେ ଏହା…

ମୁଖ୍ୟମନ୍ତ୍ରୀ ପ୍ରଚାର ବେଳେ ପଦ୍ମପୁରକୁ ଜିଲ୍ଲା ଘୋଷଣା କରନ୍ତୁ: ଧର୍ମେନ୍ଦ୍ର

ପଦ୍ମପୁର/ବରଗଡ଼: ମୁଖ୍ୟମନ୍ତ୍ରୀ ରାତିରେ କ୍ୟାବିନେଟ୍ ବସାଇ ପଦ୍ମପୁର ଉପଖଣ୍ଡକୁ ନୂତନ ଜିଲ୍ଲା ମାନ୍ୟତାର ମଞ୍ଜୁର ଦେବା ସହ ଆସନ୍ତାକାଲି ଏହାର ବିଜ୍ଞପ୍ତି ଚିଠା ପଦ୍ମପୁରରେ ଦେଖାଇବେ କି ବୋଲି ପଦ୍ମପୁରରେ ପ୍ରଚାର କରିବା ଅବସରରେ ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

୫୦ ହଜାର ଚାଷୀଙ୍କୁ ନେଇ ବିଧାନସଭା ଘେରିବ ବିଜେପି

ଭୁବନେଶ୍ୱର: ଓଡ଼ିଶାର ୮୦% ଲୋକ ଚାଷ ଉପରେ ନିର୍ଭର କରନ୍ତି । କିନ୍ତୁ ଦୀର୍ଘ ୨୩ ବର୍ଷ ଶାସନ କରିବା ପରେ ମଧ୍ୟ ଚାଷୀଙ୍କ ଲାଗି ନବୀନ ବାବୁ କୌଣସି ବ୍ୟବସ୍ଥା ନକରିବା ଲଜ୍ଜାର କଥା । ରାଜ୍ୟ ସରକାର ଯୋଜନା କରୁଥିବା ଡିଣ୍ଡିମ ପିଟୁଛନ୍ତି ବାସ୍ତବରେ ତାହା ଗାଁରେ ପଂହଚିପାରୁନାହିଁ । ଚାଷୀମାନେ…