Latest Odisha News

BREAKING NEWS

Browsing Category

ଫିଚର

ବିଧାନସଭା ଆସିବେନି ନବୀନ ଓ ୨ ପ୍ରଫୁଲ୍ଲ, ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଭିସିରେ ରହିବେ

ଭୁବନେଶ୍ୱର: ବିଧାନସଭାର ଶୀତ ଅଧିବେଶନ ଆଜିଠୁ ଆରମ୍ଭ ହୋଇଛି । ଅଧିବେଶନର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଉପସ୍ଥିତ ଥିଲେ । ଆଗକୁ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୃହ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ନବୀନଙ୍କ ସହ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଓ…

ଦିବଙ୍ଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ମୁଲତବି ରହିଲା ବିଧାନସଭା

ଭୁବନେଶ୍ୱର: ଆଜିଠୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି । ଶୀତ ଅଧିବେଶନର ପ୍ରଥମ ଦିନରେ ଗୃହକୁ ସନ୍ଧ୍ୟା ୫ଟା ଯାଏ ମୁଲତବି ରଖିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ । ଅଧିବେଶନ ଆରମ୍ଭରେ ଗୃହର ନେତା ମୁଖ୍ୟମନ୍ତ୍ରୀ ୨ ଜଣ ପୂର୍ବତନ ମନ୍ତ୍ରୀ, ବିରୋଧୀ ଦଳ ଉପନେତା ଏବଂ ୩ ଜଣ ପୂର୍ବତନ…

କୋରାନ ଗାଇ ମନ ଜିଣିଲା କୁନି ଝିଅ

ଥିରୁଅନନ୍ତପୁରମ: ଧର୍ମର ନ ଥାଏ ସୀମା ସରହଦ । ଧର୍ମ ବିଶ୍ୱାସ ପାଇଁ ନ ଥାଏ ଲକ୍ଷ୍ମଣ ରେଖା । ଜଣେ ଅଛନ୍ତି ସର୍ବୋଚ୍ଚ ପାଳନକର୍ତ୍ତା । ସେ ଭଗବାନ..ସେ ଗଡ୍..ସେ ଆଲ୍ଲା.. । ସେ ଏକ, ଅଦ୍ୱିତୀୟ..  । ଧର୍ମକୁ ନେଇ ରକ୍ତର ନଦୀ ବହୁଥିବାବେଳେ  ଛୋଟ ଝିଅଟି ଏଇ ନିଗୁଡ କଥାକୁ ବୁଝାଇ ଦେଇଛି ।…

ଚାଲିଲାନି ଗୋଡ଼, ବିଛଣାରେ ପଡ଼ିରହିଛନ୍ତି ୩ ଭଉଣୀ

ନୂଆପଡ଼ା : ବିଛଣାରେ ପରିବାରର ଖୁସି  । ଶଯ୍ୟାଶାୟୀ ତିନି ବଢ଼ିଲା ଝିଅ । ହ୍ବିଲ ଚେୟାର ହେଉଛି ତାଙ୍କ ସାହା ଭରସା । ବାପା ମା’ଙ୍କ ଆଶା ଥିଲା ଭବିଷ୍ୟତରେ ୩ ଝିଅ ସାହାରା ହୋଇ ସବୁ ଦୁଃଖ ଦୂର କରିଦେବେ  । ହେଲେ ଦଇବ ଦାଉ ସାଜିଲା  । ସୁସ୍ଥ ସବଳ ଥିବା ତିନି ବଢ଼ିଲା ଝିଅ ଯୌବନରେ…

ମାନସିକ ନିର୍ଯାତନା ଦେଉଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ, ପିଏ ଆଣିଲେ ସଙ୍ଗୀନ ଅଭିଯୋଗ

ଖୋର୍ଦ୍ଧା: ୨୪ ଜଣ ଏଡିଏମ୍, ୧୬ରୁ ୧୭ ଜିଲ୍ଲାପାଳଙ୍କ ପାଖରେ ମୁଁ କାମ କରିଛି । କିନ୍ତୁ କେବେ ଜିଲ୍ଲାପାଳଙ୍କ ଠାରୁ ଏମିତି ବ୍ୟବହାର ପାଇନି କି କାହାରିକୁ ଏମିତି ନିର୍ଯାତନା ଦେବା ଦେଖିନି । ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ବିରୋଧରେ ତାଙ୍କ ବ୍ୟକ୍ତିଗତ ସହାୟକ (PA)…

ଆହୁରି ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର: ଶୁଖିଲା ପାଗ ଭିତରେ ରାଜ୍ୟରେ ବଢ଼ିବ ଶୀତ । ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଆହୁରି ଖସିବ । ସ୍ୱାଭାବିକ ତାପମାତ୍ରା ଠାରୁ ପାରଦ ୩ରୁ ୪ ଡିଗ୍ରୀ ତଳକୁ ଖସିବ । ଫଳରେ ବିଭିନ୍ନ ଅଞ୍ଚଳରେ ଶୀତର ପ୍ରକୋପ ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ…

ମୃତ ସାପକୁ ବାଡ଼ିରେ ଧରିଲେ ବୋଲି ଛାତ୍ରଙ୍କୁ ମାଡ଼ ମାରିଲେ ଶିକ୍ଷକ, ଥାନାରେ ଏତଲା

ବାରିପଦା: ବିଦ୍ୟାଳୟରେ ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ । ମନ ଇଚ୍ଛା ପିଟିଲେ ଶିକ୍ଷକ । ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ କପ୍ତିପଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଦ୍ୱିତୀୟ ଶ୍ରେଣୀର ଛାତ୍ରଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ୬ ବର୍ଷର ଶୁଭ…

୭୦୦୦ କୋଟିରେ ବିସଲେରୀକୁ କିଣିବ ଟାଟା ଗ୍ରୁପ : ରିପୋର୍ଟ

ନୂଆଦିଲ୍ଲୀ: ଭାରତର ପ୍ୟାକେଜ ୱାଟର କମ୍ପାନୀ ବିସଲେରୀକୁ ଟାଟା ଗ୍ରୁପ କିଣିବ । ବିଧିବଦ୍ଧ ଭାବେ ଏ ନେଇ ଘୋଷଣା କରାଯାଇ ନ ଥିଲେ ମଧ୍ୟ ୬୦୦୦ରୁ ୭୦୦୦ କୋଟି ଟଙ୍କାରେ ଟାଟା ଗ୍ରୁପ ଏହାକୁ କିଣିବା ଏକପ୍ରକାର ଚୂଡାନ୍ତ ହୋଇଛି । ଥମସ ଅପ, ଗୋଲ୍ଡ ସ୍ପଟ ଓ ଲିମକାକୁ କୋକା କୋଲାକୁ ବିକ୍ରୀ କରିବାର…

୨ଟି ମ୍ୟାଚ ପାଇଁ ନିଲମ୍ବିତ ହେଲେ କ୍ରିଷ୍ଟିଆନ ରୋନାଲ୍ଡୋ

ଦୋହା: ପର୍ତୁଗାଲର ଓ ମାଚେଂଷ୍ଟର ୟୁନାଇଟେଡର ଷ୍ଟାର ଖେଳାଳି କ୍ରିଷ୍ଟିଆନ ରୋନାଲ୍ଡୋ ଫୁଟବଲ ଆସୋସିଏଶନ ଦ୍ୱାରା ସସପେଣ୍ଡ ହୋଇଛନ୍ତି । ଚଳିତ ବର୍ଷ ଏପ୍ରିଲ ୯ରେ ରୋନାଲ୍ଡୋଙ୍କ ଟିମ ୦-୧ରେ ଏଭର୍ଟନ ନିକଟରୁ ହାରି ଯାଇଥିଲେ । ପଡିଆରୁ ବାହାରକୁ ଆସୁଥିବା ବେଳେ ଜଣେ ପ୍ରଶଂସକ ତାଙ୍କ ଭିଡିଓ…

ଜିଲ୍ଲାସ୍ତରରେ ‘ଦମନ’ ଦେଖିବେ ସ୍ୱାସ୍ଥ୍ୟ କର୍ମଚାରୀ, ସରକାର ଦେବେ ଟଙ୍କା

ଭୁବନେଶ୍ୱର: ମାଲେରିଆ ସହ ଉପାନ୍ତ ଅଞ୍ଚଳର ଲଢ଼େଇକୁ ନେଇ ପ୍ରସ୍ତୁତ ଚଳଚ୍ଚିତ୍ର ‘ଦମନ’ ଜିଲ୍ଲା ଓ ଉପଖଣ୍ଡ ସ୍ତରରେ ପ୍ରଦର୍ଶିତ ହେବ । ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ଜିଲ୍ଲା ସ୍ତରରେ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, କର୍ମଚାରୀଙ୍କ…